Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ-ବିଦେଶ
‘ନାନୋ’ର ମହାନାୟକଥିଲେ ରତନ ସାଧାରଣ ଲୋକଙ୍କ ଭିତରେ ଭରିଥିଲେ ଆଶା
ସାଧାରଣ ଲୋକଙ୍କ ଭିତରେ ଭରିଥିଲେ ଆଶା
ନୂଆଦିଲ୍ଳୀ/ଭୁବନେଶ୍ୱର ୧୦-୧୦-୨୦୨୪ (ପିପିଏସ) : ଭାରତୀୟ ଶିଳ୍ପଜଗତର ଉଜ୍ଜ୍ବଳତମ ରତ୍ନ ରତନ ଟାଟା ଆଉ ନାହାନ୍ତି। ଜଣେ ବ୍ୟକ୍ତି ରୂପେ ଧରାପୃଷ୍ଠାକୁ ଆସିଥିଲେ ରତନ। ହେଲେ ଆଜି ‘ଅନୁଷ୍ଠାନ’ ହୋଇ ବିଦାୟ ନେଇଛନ୍ତି। ସାଧାରଣ ଲୋକଙ୍କ ପାଇଁ ନାନୋ!-->!-->!-->…
ମୃତ୍ୟୁ ପରେ ରତନ ଟାଟାଙ୍କୁ ଭାରତ ରତ୍ନ ସମ୍ମାନ ଦେବା ପ୍ରସ୍ତାବ ପାରିତ
ମହାରାଷ୍ଟ୍ର କ୍ୟାବିନେଟ ବୈଠକରେ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନ ସମ୍ମାନରେ ସ୍ୱର୍ଗତ ରତନ ଟାଟାଙ୍କୁ ସମ୍ମାନିତ କରିବାକୁ କେନ୍ଦ୍ରକୁ ଅନୁରୋଧ କରି ଏକ ପ୍ରସ୍ତାବ ପାରିତ ହୋଇଛି।
ମୁମ୍ବାଇ/ଭୁବନେଶ୍ୱର ୧୦-୧୦-୨୦୨୪ (ପିପିଏସ) : ଟାଟା ଗ୍ରୁପର ଅଧ୍ୟକ୍ଷ ରତନ!-->!-->!-->!-->!-->!-->!-->…
ଜମି ଦୁର୍ନୀତି ମାମଲାରେ ଲାଲୁ ପ୍ରସାଦ ଓ ତାଙ୍କର ଦୁଇ ପୁଅଙ୍କୁ ମିଳିଲା ଜାମିନ୍
ନୂଆଦିଲ୍ଳୀ/ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ଚାକିରି ବଦଳରେ ଜମି ଦୁର୍ନୀତି ମାମଲାରେ ଦିଲ୍ଲୀର ଏକ କୋର୍ଟ ସୋମବାର ଦିନ ଆରଜେଡି ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପୁଅ ତଥା ଆରଜେଡି ନେତା ତେଜସ୍ୱୀ ଯାଦବ ଏବଂ ତେଜ ପ୍ରତାପ ଯାଦବଙ୍କୁ ଜାମିନ!-->…
ସୁସ୍ଥ ହୋଇ ଘରକୁ ଫେରିଲେ ଗୋବିନ୍ଦା
ନୂଆଦିଲ୍ଲୀ/ଭୁବନେଶ୍ୱର ୦୪-୧୦-୨୦୨୪(ପିପିଏସ) : ଅକ୍ଟୋବର ୧ ତାରିଖରେ ଅଭିନେତା ଗୋବିନ୍ଦାଙ୍କ ସହିତ ଏକ ଅଘଟଣ ଘଟି ଯାଇଥିଲା। ଏହି ଦୁର୍ଘଟଣାରେ ଅଭିନେତାଙ୍କ ଜୀବନ ଅଳ୍ପକେ ରକ୍ଷା ପାଇଯାଇଛି। ବିମାନବନ୍ଦରକୁ ବାହାରୁ୍ଥିବା ସମୟରେ ଘରେ ଥିବା ଲାଇସେନ୍ସ ପ୍ରାପ୍ତ ବନ୍ଧୁକରୁ ଗୁଳି!-->…
‘କଂଗ୍ରେସ ଯୁବପିଢ଼ୀମାନଙ୍କୁ “ଡ୍ରଗ୍ସର ଅନ୍ଧକାର ଦୁନିଆ”କୁ ନେଇଯାଉଛି: ଶାହା
ଦିଲ୍ଳୀରେ ୫ ହଜାର କୋଟି ଟଙ୍କାର ଡ୍ରଗ୍ସ ଧରାପଡ଼ିବା ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନ କଂଗ୍ରେସ ଦଳ ଉପରେ ଅଭିଯୋଗ ଲଗାଇ କହିଛନ୍ତି ଯେ ‘କଂଗ୍ରେସ ଯୁବପିଢ଼ୀମାନଙ୍କୁ “ଡ୍ରଗ୍ସର ଅନ୍ଧକାର ଦୁନିଆ”କୁ ନେଇଯାଉଛି।
ନୂଆଦିଲ୍ଳୀ/ଭୁବନେଶ୍ୱର ୦୪-୧୦-୨୪ (ପିପିଏସ) :!-->!-->!-->…
ପୁଲିସ୍ ଷ୍ଟେସନ୍ ସମ୍ମୁଖରେ ଧାରଣାରେ ବସି ଗିରଫ ହେଲେ ରୁପା ଗାଙ୍ଗୁଲୀ
କୋଲକାତା/ଭୁବନେଶ୍ୱର ୦୩-୧୦-୨୦୨୪ (ପିପିଏସ) : ବାଂସଦ୍ରୋଣୀ ପୁଲିସ ଷ୍ଟେସନରେ ସାରା ରାତି ଧାରଣାରେ ବସିବା ପରେ ବିଜେପିର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ସାଂସଦ ରୁପା ଗାଙ୍ଗୁଲୀଙ୍କୁ ଗିରଫ କରିଛି ପଶ୍ଚିମବଙ୍ଗ ପୁଲିସ୍। ଏକ ସଡ଼କ ଦୁର୍ଘଟଣା ମାମଲାରେ ଗିରଫ ହୋଇଥିବା ବିଜେପି ନେତାଙ୍କୁ!-->…
୩ ମାସରେ ଥରେ ବଦଳିବ ପେଟ୍ରୋଲ୍ ଦର!
ପେଟ୍ରୋଲ ଓ ଡିଜେଲର ବର୍ତ୍ତମାନ ମୂଲ୍ୟ ନିର୍ଦ୍ଧାରଣ ବ୍ୟବସ୍ଥାକୁ ସରକାର ପରିବର୍ତ୍ତନ କରିବାକୁ ଯୋଜନା କରୁଛନ୍ତି। ପ୍ରତି ୩ ମାସରେ ଥରେ ପେଟ୍ରୋଲ, ଡିଜେଲ ଦର ସମୀକ୍ଷା କରାଯିବ।
ନୂଆଦିଲ୍ଲୀ/ଭୁବନେଶ୍ୱର ୩୦-୦୯-୨୦୨୪ (ପିପିଏସ) : ପେଟ୍ରୋଲ ଓ ଡିଜେଲର ବର୍ତ୍ତମାନ ମୂଲ୍ୟ ନିର୍ଦ୍ଧାରଣ!-->!-->!-->…
ଅକ୍ଟୋବର ୨ରେ ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ସମାରୋହ
ରାଜ୍ୟପାଳ,ମୁଖ୍ୟମନ୍ତ୍ରୀ,ମନ୍ତ୍ରୀ ଓ ବିଶିଷ୍ଟ ଅତିଥିଙ୍କୁ ନିମନ୍ତ୍ରଣ
ଭୁବନେଶ୍ୱର, ୨୮-୦୯-୨୦୨୪(ପିପିଏସ) : ଆସନ୍ତା ଅକ୍ଟୋବର ୨ତାରିଖରେ ଭୁବନେଶ୍ୱର ଶହୀଦ ସ୍ମାରକୀ ସ୍ୱାଧୀନତା ସଂଗ୍ରାମୀ ସଦନଠାରେ ରାଜ୍ୟସ୍ତରୀୟ ରାଷ୍ଟ୍ରପିତା ମହାତ୍ମାଗାନ୍ଧୀଙ୍କ ଜୟନ୍ତୀ ସମାରୋହ ପାଳନକରାଯିବ!-->!-->!-->!-->!-->…
କ’ଣ ରାହୁଲ ଗାନ୍ଧୀ ଏମଏସପିର ସଂପୂର୍ଣ୍ଣ ଅର୍ଥ ଜାଣିଛନ୍ତି : ଅମିତ ଶାହା
ନୂଆଦିଲ୍ଲୀ/ଭୁବନେଶ୍ୱର ୨୭-୦୯-୨୦୨୪(ପିପିଏସ) : କୃଷକଙ୍କ ସ୍ୱାର୍ଥକୁ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ଟାର୍ଗେଟ କରି ପ୍ରଶ୍ନ କରିଛନ୍ତି ଯେ ସେ ଏମଏସପିର ସମ୍ପୂର୍ଣ୍ଣ ଅର୍ଥ ଜାଣିଛନ୍ତି କି? ସେ ଆହୁରି ମଧ୍ୟ କହିଛନ୍ତି ଯେ ହରିୟାଣାର!-->…
ସ୍ପାମ୍ କଲ୍ ଓ ଏସ୍ଏମ୍ଏସ୍ ସମସ୍ୟାର ସମାଧାନ ଆଣୁଛି ଏୟାର୍ଟେଲ୍
ନୂଆଦିଲ୍ଲୀ/ଭୁବନେଶ୍ୱର ୨୭-୦୯-୨୦୨୪(ପିପିଏସ) : ଆଜିକାଲି ସ୍ପାମ୍ କଲ୍ ଓ ଏସ୍ଏମ୍ଏସ୍ର ସମସ୍ୟା ପ୍ରାୟ ସମସ୍ତେ ଅନୁଭବ କରୁଥିବେ। ଏହି ସମସ୍ୟାର ସାମ୍ନା କରୁଥିବା ଅନେକ ଲୋକ ଏନେଇ ଅଭିଯୋଗ କରୁଛନ୍ତି। ଏହି ଅସୁବିଧାକୁ ଦୂର କରିବା ପାଇଁ ଏୟାର୍ଟେଲ୍ ଏକ ଖାସ୍ ଉପାୟ ଚିନ୍ତା କରିଛି।!-->…