Browsing Category

ଦେଶ-ବିଦେଶ

ଭର୍ତ୍ତୃହରି ମହତାବ ଅର୍ଥ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ

୨୦୧୪ରେ ଅର୍ଥମବୀ ଅରୁଣ ଜେଟ୍‌ଲିଙ୍କ ପ୍ରସ୍ତାବକୁ ଗ୍ରହଣ କରିନଥିଲେ ନବୀନ ନୂଆଦିଲ୍ଲୀ/ଭୁବନେଶ୍ୱର ୨୭-୦୯-୨୦୨୪(ପିପିଏସ) : ବରିଷ୍ଠ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ସଂସଦର ଗୁରୁତ୍ୱପୂର୍ଣ୍ଣ ଅର୍ଥ ଷ୍ଟାଣ୍ଡିଙ୍ଗ୍ କମିଟିର ଅଧ୍ୟକ୍ଷ ଭାବେ ମନୋନୀତ କରାଯାଇଛି । ପାର୍ଲାମେଣ୍ଟାରୀ

ହରିଆଣା ନିର୍ବାଚନ ଯୁଦ୍ଧରେ ଦୁଇ ମହିଳା ମଲ୍ଲଯୋଦ୍ଧା

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩-୦୯-୨୦୨୪(ପିପିଏସ ) : ହରିଆଣାରେ ଆଗାମୀ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ବେଳେ ଜୁଆନା ନିର୍ବାଚନମଣ୍ଡଳୀରେ ସବୁଠାରୁ ରୋଚକ ଲଢ଼େଇ ଦେଖିବାକୁ ମିଳିବ। ଏହି ନିର୍ବାଚନ ଯୁଦ୍ଧରେ ଦୁଇ ମହିଳା ମଲ୍ଲଯୋଦ୍ଧାଙ୍କର ଦଙ୍ଗଲ ସମସ୍ତଙ୍କୁ ଆକର୍ଷିତ କରିଛି। ଜୁଆନାର

ଅନୁରା ଦିସାନାୟକେ ହେବେ ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି !

କଲମ୍ବୋ/ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ଶ୍ରୀଲଙ୍କାର ରାଷ୍ଟ୍ରପତି ନିର୍ବାଚନରେ ନ୍ୟାସନାଲ ପିପୁଲ୍ସ ପାୱାର (ଏନପିପି)ର ଅନୁରା କୁମାର ଦିସାନାୟକେ ନିର୍ଣ୍ଣାୟକ ଅଗ୍ରଣୀ ହାସଲ କରିଛନ୍ତି। ଭୋଟ ଗଣତି ଜାରି ରହିଥିବାବେଳେ ବର୍ତ୍ତମାନ ସୁଦ୍ଧା ଦିସାନାୟକଙ୍କୁ ୫୨% ଭୋଟ୍ ମିଳିଥିବା ବେଳେ

ନୂଆଁଖାଇ ଦେଶରେ ନୂଆ ପରିଚୟ ତିଆରି କରିଛି: ଧର୍ମେନ୍ଦ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର ୨୧-୦୯-୨୦୨୪ (ପିପିଏସ): ଗଣପର୍ବ “ନୂଆଁଖାଇ” ସାରା ଦେଶରେ ଓଡ଼ିଶାର ନୂଆ ପରିଚୟ ତିଆରି କରିଛି। ଗାଁରୁ ସହର, ରାଜ୍ୟରୁ ଦେଶ ତଥା ବିଦେଶରେ ମଧ୍ୟ ଓଡ଼ିଆମାନେ ଉତ୍ସାହ ଉଦ୍ଦୀପନାରେ ଏହି ପର୍ବ ସହ ଯୋଡିହେବା ଖୁସିର ବିଷୟ ବୋଲି ଶନିବାର ନୂଆଦିଲ୍ଲୀ ଠାରେ ‘ଜୁହାର୍

ଶୁଆର ୨ଘଣ୍ଟାର ଅସ୍ତ୍ରୋପଚାର

୨୧ବର୍ଷ ଶୁଆର ହେଲା ସଫଳ ଟ୍ୟୁମର ଅସ୍ତ୍ରୋପଚାର। ମାଲିକ ବିଶ୍ବକର୍ମା ଶୁଆ ବେକରେ ଗଣ୍ଠି ଭଳି ଥିବା ଅନୁଭବ କରି ପ୍ରାଣୀ ଚିକିତ୍ସକଙ୍କ ପରାମର୍ଶ ନେବା ପରେ ହୋଇଥିଲା ଅସ୍ତ୍ରୋପଚାର। ନୂଆଦିଲ୍ଲୀ/ଭୁବନେଶ୍ୱର ୧୯-୦୯-୨୦୨୪(ପିପିଏସ): ମଧ୍ୟପ୍ରଦେଶର ସତନା ଜିଲ୍ଲାରୁ ଏକ

ଦାବି ମାନିବାକୁ ରାଜିହେଲେ ମମତା

କୋଲକାତା/ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଘୋଷଣା କରିଛନ୍ତି ଯେ ସେ ଆନ୍ଦୋଳନରତ ଡାକ୍ତରମାନଙ୍କ କଥା ମାନିବାକୁ ରାଜି। କୋଲକାତା ପୁଲିସ କମିସନର ଭିନିତ୍‌ ଗୋୟଲଙ୍କୁ ତାଙ୍କ ପଦରୁ ହଟାଇ ଦିଆଯିବ ବୋଲି ମମତା ସ୍ପଷ୍ଟ କରିଛନ୍ତି।

ଦେଶରେ ଜନଗଣନା ପାଇଁ ପ୍ରସ୍ତୁତି ଆରମ୍ଭ

ନୂଆଦିଲ୍ଲୀ/ଭୁବନେଶ୍ୱର ୧୫-୦୯-୨୦୨୪(ପିପିଏସ): ଜନଗଣନା ପାଇଁ ସରକାର ପ୍ରସ୍ତୁତି ଆରମ୍ଭ କରିଥିଲେ ମଧ୍ୟ ଏହି ପ୍ରକ୍ରିୟାରେ ଜାତି ସମ୍ବନ୍ଧୀୟ ସ୍ତମ୍ଭକୁ ଅନ୍ତର୍ଭୁକ୍ତ କରିବା ନେଇ ଏପର୍ଯ୍ୟନ୍ତ ନିଷ୍ପତ୍ତି ନିଆଯାଇନାହିଁ। ସୂତ୍ରରୁ ରବିବାର ଏହି ସୂଚନା ଦିଆଯାଇଛି। ନାମ ଗୋପନ ରଖିବା

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ କେଜ୍ରୱାଲ୍‌

ନୂଆଦିଲ୍ଲୀ/ଭୁବନେଶ୍ୱର ୧୫-୦୯-୨୦୨୪(ପିପିଏସ): ମଦ ନୀତି ମାମଲାରେ ତିହାର ଜେଲରୁ ମୁକ୍ତ ହେବାର ୨ ଦିନ ପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ରବିବାର ଘୋଷଣା କରିଛନ୍ତି ଯେ ସେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଇସ୍ତଫା ଦେବେ। କେଜ୍ରିୱାଲ୍‌ ଗୁରୁତ୍ୱାରୋପ କରିଛନ୍ତି ଯେ ଆମ୍ ଆଦମୀ ପାର୍ଟି

ରିହାତି ଦରରେ ପିଆଜ ବିକ୍ରି

ନୂଆଦିଲ୍ଲୀ/ଭୁବନେଶ୍ୱର ୧୪-୦୯-୨୦୨୪(ପିପିଏସ): ପିଆଜ ଦର ବୃଦ୍ଧି ଯୋଗୁ ଅସୁବିଧାରେ ପଡ଼ିଥିବା ଜନସାଧାରଣଙ୍କୁ ଶନିବାର ଦିନ ବ୍ୟାପାର ମନ୍ତ୍ରଣାଳୟ କିଛି ଆଶ୍ବସ୍ତି ପ୍ରଦାନ କରିଛି। ସେପ୍ଟେମ୍ବର ୫ରୁ ସରକାର ସବସିଡିଯୁକ୍ତ ପିଆଜ ବିକ୍ରୟ ପାଇଁ ପଦକ୍ଷେପ ନେଇଥିଲେ। ବର୍ତ୍ତମାନ ଖବର ଆସୁଛି

ଖଣ୍ଡଗିରି ଥାନାରେ ନାଇଜେରୀୟ ପର୍ଯ୍ୟଟକ

ଭୁବନେଶ୍ୱର ୧୪-୦୯-୨୦୨୪(ପିପିଏସ): ଆଜି ରାତି ପ୍ରାୟ ୧୨ଟା ସମୟରେ ଖଣ୍ଡଗିରି ପୁଲିସ ଜଣେ ନାଇଜେରୀୟ ପର୍ଯ୍ୟଟକଙ୍କୁ ଥାନାକୁ ଉଠାଇଆଣିଛି। ତାଙ୍କର ବୟସ ୨୫ରୁ ୩୦ ବର୍ଷ ମଧ୍ୟରେ ହେବ। ଚର୍ଚ୍ଚା ହେଉଛି ଯେ ପୁଲିସ ଉକ୍ତ ଯୁବକଙ୍କ ନିକଟରୁ ପ୍ରାୟ ୨ଲକ୍ଷ ନଗଦ ଟଙ୍କା ଜବତ କରିଛି। ‌ତେବେ ସେ