Browsing Category

ଦେଶ-ବିଦେଶ

୨-୧ ଗୋଲ୍‌ରେ ପାକିସ୍ତାନକୁ ପରାଜିତ କଲା ଭାରତ

ବେଜିଂ/ଭୁବନେଶ୍ୱର ୧୪-୦୯-୨୦୨୪(ପିପିଏସ): ଏସିଆନ ହକି ଚାମ୍ପିଅନ୍ସ ଟ୍ରଫିରେ ଶନିବାର ପାକିସ୍ତାନକୁ ୨-୧ ରେ ପରାସ୍ତ କରି ଭାରତୀୟ ହକି ଦଳ କ୍ରମାଗତ ପଞ୍ଚମ ବିଜୟ ପଞ୍ଜିକରଣ କରିଛି। କ୍ୟାପଟେନ ହରମନପ୍ରୀତ ସିଂ ଭାରତ ପାଇଁ ଉଭୟ ଗୋଲ ସ୍କୋର କରିଛନ୍ତି। ପାକିସ୍ତାନ ପାଇଁ ଏକମାତ୍ର ଗୋଲ

ଆସନ୍ତା ବର୍ଷ ଶେଷ ସୁଦ୍ଧା ୯୦,୦୦୦ ଛୁଇଁପାରେ ସୁନା !

ଅନ୍ତର୍ଜାତିକ ବଜାରରେ ସ୍ପଟ୍ ସୁନା ୧.୬ ପ୍ରତିଶତ ବୃଦ୍ଧି ପାଇ ଆଉନ୍ସ ପିଛା ୨,୫୫୧.୧୯ ଡଲାର ରେ ପହଞ୍ଚିଥିବା ବେଳେ ଆମେରିକାର ସୁନା ଫ୍ୟୁଚର ୧.୪ ପ୍ରତିଶତ ବୃଦ୍ଧି ପାଇ ୨,୫୭୮.୯୦ ଡଲାରରେ ପହଞ୍ଚିଛି। ନୂଆଦିଲ୍ଲୀ/ଭୁବନେଶ୍ବର,୧୩-୦୯-୨୦୨୪ (ପିପିଏସ): ସୁନା ଦର ପୁଣି ଥରେ ରେକର୍ଡ

୧୫ରୁ ଓଡ଼ିଶାକୁ ଆଉ ୩ଟି ବନ୍ଦେ ଭାରତ ଟ୍ରେନ

ଭୁବନେଶ୍ୱର/ ୧୦-୦୯-୨୦୨୪ (ପିପିଏସ): ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ବିଧାନସଭା କାର୍ଯ୍ୟାଳୟ ପ୍ରକୋଷ୍ଠଠାରେ କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷ ରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ ୧୫ତାରିଖରେ ଯଶସ୍ବୀ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା

ଅସୁରକ୍ଷିତ ଯୌନ ସମ୍ପର୍କ ଯୋଗୁ ବଢୁଛି ମଙ୍କିପକ୍ସ ସଂକ୍ରମଣ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୦-୦୯-୨୦୨୪(ପିପିଏସ): ଭାରତ ସରକାର ନିଶ୍ଚିତ କରିଛନ୍ତି ଯେ ଦେଶରେ ମଙ୍କିପକ୍ସର ଏକ ନୂଆ ମାମଲା ଚିହ୍ନଟ ହୋଇଛି। କିନ୍ତୁ, ଏହା ମଧ୍ୟ କୁହାଯାଇଛି ଯେ ଏହା ଏକ ପୃଥକ ମାମଲା।  ତେବେ ଏହି ଭୁତାଣୁର ଷ୍ଟ୍ରେନ୍ ବିଶ୍ବସ୍ବାସ୍ଥ୍ୟ ସଂଗଠନ ବିଶ୍ବସ୍ତରରେ ଜନସ୍ୱାସ୍ଥ୍ୟ

ସାଉଦି ଆରବରେ  ଫସିଲେ ୬ ଓଡ଼ିଆଙ୍କ ସମେତ ୮ ଜଣ

ଭୁବନେଶ୍ୱର,୧୦-୦୯-୨୦୨୪(ପିପିଏସ) : ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ସାଉଦି ଆରବରେ ଫସିଥିବା ୬ ଜଣ ଓଡିଆଙ୍କ ସମେତ ୮ ଜଣ ଯୁବକଙ୍କୁ ଉଦ୍ଧାର କରି ଭାରତ ଫେରାଇ ଆଣିବା ପାଇଁ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଏକ ଚିଠି ଲେଖି ନିବେଦନ

ସ୍ବର୍ଣ୍ଣ ଜିତିଲେ ଇନକମ ଟ୍ୟାକ୍ସ ଇନ୍ସପେକ୍ଟର

ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ପ୍ୟାରିସ ପାରା ଅଲିମ୍ପିକ୍ସ ୨୦୨୪ରେ ଭାରତୀୟ ଖେଳାଳିଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ଭାରତ ଏ ପର୍ଯ୍ୟନ୍ତ ୭ ସ୍ଵର୍ଣ୍ଣ, ୯ ରୌପ୍ୟ ଓ ୧୩ କାଂସ୍ୟ ପଦକ ଜିତି ସାରିଛି। ଅର୍ଥାତ ପାରାଅଲିମ୍ପିକ୍ସ ୨୦୨୪ରେ ଭାରତର ପଦକ ସଂଖ୍ୟା ୨୯କୁ

ବୀମା ପ୍ରିମିୟମ ଉପରେ ଲାଗୁ ଜିଏସଟି କମିବ

ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ସୋମବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ବସିଥିବା ଜିଏସଟି କାଉନସିଲ ବୈଠକରେ ନିଆଯାଇଛି ବଡ ନିଷ୍ପତ୍ତି । ବୀମା ପ୍ରିମୟମ ଉପରେ ଲାଗୁ ୧୮% ଦ୍ରବ୍ୟ ଓ ସେବା ଟିକସ (ଜିଏସଟି) ହାର ହ୍ରାସ କରିବାକୁ ବୈଠକରେ ସହମତି

ଖୁବ୍‌ଶୀଘ୍ର କମିବ ପେଟ୍ରୋଲ ଦର! ୨ରୁ ୩ ଟଙ୍କା କମିବା ସମ୍ଭାବନା

୨ରୁ ୩ ଟଙ୍କା କମିବା ସମ୍ଭାବନାମାର୍ଚ୍ଚ ୧୪ରେ ୨ ଟଙ୍କା କମିଥିଲା୭୩ ଡଲାର ତଳେ ଅଶୋଧିତ ତେଲ ଭୁବନେଶ୍ବର/୦୮-୦୯-୨୦୨୪(ପିପିଏସ): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ବ୍ୟାରେଲ ପିଛା ୭୩ ଡଲାର ତଳକୁ ଏବେ ଖସିଆସିଛି। ଏଥିସହିତ ଆମେରିକା, ଚୀନ ଏବଂ ୟୁରୋପୀୟ ଦେଶଗୁଡ଼ିକରେ ମଧ୍ୟ

ରୁଷିଆ-ୟୁକ୍ରେନ ଯୁଦ୍ଧ ରୋକିବାକୁ ଭାରତର ପ୍ରୟାସ: ଅଜିତ ଡୋଭାଲ ଶାନ୍ତି ଦୂତ !

ନୂଆଦିଲ୍ଲୀ/ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : ରୁଷିଆ-ୟୁକ୍ରେନ ଯୁଦ୍ଧକୁ ରୋକିବା ପାଇଁ ଭାରତ ଉଦ୍ୟମ ଜାରି ରଖିଥିବା ଜଣାପଡିଛି। ବର୍ତ୍ତମାନ ଅଜିତ ଡୋଭାଲ ମସ୍କୋ ଯାଉଛନ୍ତି। ଫଳରେ ଏହି ଅନୁମାନ ଏବେ ଦୃଢ଼ ହେବାରେ ଲାଗିଛି। କେବଳ ଏତିକି ନୁହେଁ, ରୁଷ-ୟୁକ୍ରେନ ଯୁଦ୍ଧକୁ ରୋକିବା ପାଇଁ

ଧୋନି-ସଚିନଙ୍କଠାରୁ ଅଧିକ ଆୟକର ଦେଉଛନ୍ତି ବିରାଟ

ନୂଆଦିଲ୍ଲୀ/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ଟିମ୍ ଇଣ୍ଡିଆର ରନ୍ ମେସିନ୍ ବିରାଟ କୋହଲି ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ସେ ଶେଷ ଥର ପାଇଁ ଶ୍ରୀଲଙ୍କା ବିପକ୍ଷରେ ଓଡିଆଇ ସିରିଜ୍ ଖେଳିଥିଲେ ଏବଂ ଆଗକୁ ସେପ୍ଟେମ୍ବର ୧୯ରୁ ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜରେ ଭାଗ ନେବେ ।