Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ-ବିଦେଶ
୨୦୨୬ରେ ବିଜୟ ତାମିଲନାଡ଼ୁର ମୁଖ୍ୟମନ୍ତ୍ରୀ:ଅମରେନ
ଚେନେଇ/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ବିଜୟଙ୍କ ବହୁପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଦି ଗ୍ରେଟେଷ୍ଟ ଅଫ୍ ଅଲ୍ ଟାଇମ୍’ ଗୁରୁବାର ମୁକ୍ତିଲାଭ କରିଛି। ଏଥିରେ ଅଭିନେତା ପ୍ରେମଗୀ ଅମରେନ ମଧ୍ୟ ଗୁରୁତ୍ଵପୂର୍ଣ୍ଣ ଭୂମିକାରେ ଅଭିନୟ କରିଛନ୍ତି। ଚଳଚ୍ଚିତ୍ରର ଗ୍ରାଣ୍ଡ୍ ରିଲିଜ୍କୁ ନେଇ!-->!-->!-->…
ପ୍ୟାରିସ ପାରା ଅଲିମ୍ପିକ୍ସ : ସେମିରେ ମନୀଷା, ଫାଇନାଲରେ ରବି – ନିରାଶ କଲେ ଅବନୀ-ସିଦ୍ଧାର୍ଥ
ନୂଆଦିଲ୍ଲୀ/ଭୁବନେଶ୍ୱର,୧-୦୯-୨୪(ପିପିଏସ) : ପ୍ୟାରିସରେ ଚାଲିଥିବା ପାରା ଅଲିମ୍ପିକ୍ସର ୪ର୍ଥ ଦିନର ମର୍ଣ୍ଣିଂ ସେସନ୍ସରେ ଭାରତକୁ ମିଶ୍ରିତ ରେଜଲ୍ଟ ମିଳିଛି । ୧୦ ମିଟର ଏୟାର ରାଇଫଲ (ଏସଏଚ୍ ୧) ମିକ୍ସଡ ଇଭେଣ୍ଟରେ ଅବନୀ ଲେଖାର ଓ ସିଦ୍ଧାର୍ଥ ବାବୁ ନିରାଶ କରିଛନ୍ତି। ଅବନୀ ୧୦ ମିଟର!-->…
ପାରାଅଲିମ୍ପିକ୍ସ: ବିଶ୍ୱ ରେକର୍ଡ ଅଳ୍ପକେ ମିସ୍ କଲେ ଭାରତର ହାତ ନଥିବା ତୀରନ୍ଦାଜ
ନୂଆଦିଲ୍ଲୀ/ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ଭାରତର ତଥା ବିଶ୍ୱର ଏକମାତ୍ର ହାତ ନଥିବା ମହିଳା ତୀରନ୍ଦାଜ ଶୀତଲ ଦେବୀ ପ୍ୟାରିସ ଅଲିମ୍ପିକ୍ସରେ ବିଶ୍ୱ ରେକର୍ଡକୁ ଅଳ୍ପକେ ମିସ୍ କରି ଯାଇଛନ୍ତି। ମହିଳା ବ୍ୟକ୍ତିଗତ କମ୍ପାଉଣ୍ଡ ପ୍ରତିଯୋଗିତାରେ ଶୀତଲ କମାଲ କରିଥିଲେ ହେଁ ଦ୍ୱିତୀୟ ସ୍ଥାନରେ!-->…
ଭାରତର ଶ୍ରେଷ୍ଠ ଧନୀ ହେଲେ ଗୌତମ ଆଦାନୀ : ଦ୍ଵିତୀୟ ସ୍ଥାନରେ ମୁକେଶ
ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ଧନୀ ତାଲିକାରେ ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇଛନ୍ତି ଗୌତମ ଆଦାନୀ। ବର୍ତ୍ତମାନ ଭାରତର ସବୁଠୁ ଧନୀ ହେଉଛନ୍ତି ଗୌତମ ଆଦାନୀ। ତାଙ୍କ ସମ୍ପତ୍ତି ମୂଲ୍ୟ 11.6 ଲକ୍ଷ କୋଟି ଟଙ୍କା।
ହୁରୁନ ଇଣ୍ଡିଆ ରିପୋର୍ଟରେ ଏହା!-->!-->!-->…
ଦୀର୍ଘ ୩୦ବର୍ଷ ପରେ ‘କୁଲି’ ସିନେମାରେ ଏକାଠି ନଜର ଆସିବେ ଅମୀର ଖାନ ଏବଂ ରଜନୀକାନ୍ତ
ଏହି ଦୁଇ ସୁପରଷ୍ଟାର ଶେଷ ଥର ପାଇଁ ୧୯୯୫ ଚଳଚ୍ଚିତ୍ର 'ଆତଙ୍କ ହିଁ ଆତଙ୍କ'ରେ ଏକାଠି କାମ କରିଥିଲେ।
ମୁମ୍ବାଇ/ଭୁବନେଶ୍ୱର ୨୮-୦୮-୨୪(ପିପିଏସ): ବଲିଉଡର ଆମୀର ଖାନ ଏବଂ ଦକ୍ଷିଣ ଭାରତୀୟ ସିନେମାର ସୁପରଷ୍ଟାର ରଜନୀକାନ୍ତ ପୁଣି ଥରେ ବଡ ପରଦାରେ ଏକାଠି କାମ କରିବାକୁ ପ୍ରସ୍ତୁତ ଅଛନ୍ତି।!-->!-->!-->…
ନନ୍ଦନକାନନକୁ ଆସିଲେ ୨ଟି ଜିରାଫ ସହିତ ୨୦ ପଶୁପକ୍ଷୀ
ଭୁବନେଶ୍ୱର ୨୮-୦୮-୨୪(ପିପିଏସ) : ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ କୁ ଆସିଲେ ନୂଆ ସଦସ୍ୟ। ପଶ୍ଚିମବଙ୍ଗ ଆଲିପୁର ଚିଡିଆଖାନା ଏବଂ ଭୁବନେଶ୍ୱର ନନ୍ଦନକାନନ ପ୍ରାଣୀ ଉଦ୍ୟାନ ମଧ୍ୟରେ ପଶୁ ଅଦଳବଦଳ ପ୍ରକ୍ରିୟା ସଫଳ ହୋଇଛି।
ଏହି ପ୍ରକ୍ରିୟା ଯୋଗୁ ନନ୍ଦନକାନନକୁ ଆସିଛନ୍ତି ୨ଟି ଜିରାଫ, ୨ଟି!-->!-->!-->…
ଜନ୍ମାଷ୍ଟମୀରେ ୫୦୦ କୋଟି ବେପାର: ଦେଶରେ ୨୫ ହଜାର କୋଟି
ଭୁବନେଶ୍ବର/ନୂଆଦିଲ୍ଲୀ/୨୮-୦୮-୨୪(ପିପିଏସ): ଚଳିତ ବର୍ଷ ଜନ୍ମାଷ୍ଟମୀକୁ ବଡ଼ ଉତ୍ସାହ ଓ ଉଲ୍ଲାସର ସହ ପାଳନ କରାଯାଇଛି। ଏହି ଉତ୍ସବକୁ ମିଷ୍ଟାନ୍ନ, ପିଠା, ପୋଷାକ ଆଦି ଜରିଆରେ ପାଳନ କରାଯାଉଥିବାରୁ ସେହି ବ୍ୟବସାୟୀମାନେ ବିଶେଷ ଭାବେ ଲାଭବାନ ହୋଇଛନ୍ତି। ଭାରତୀୟ ବ୍ୟବସାୟୀ ମହାସଂଘ!-->…
ଓଡ଼ିଶାରେ ଖୋଳତାଡ କରିବେ ଇଡି ନିର୍ଦ୍ଦେଶକ
ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ଓଡ଼ିଶାରେ ପହଞ୍ଚିଛନ୍ତି ଇଡି ନିର୍ଦ୍ଦେଶକ ରାହୁଲ ନବୀନ । ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଅଛନ୍ତି ରାହୁଲ। ସେ ଗସ୍ତ ସମୟରେ ଅନେକ ଗରୁତ୍ୱପୂର୍ଣ୍ଣ ବୈଠକରେ ଯୋଗ ଦେବା ନେଇ କାର୍ଯ୍ୟକ୍ରମ ରହିଛି । ତେବେ ଇଡ଼ି ମୁଖ୍ୟଙ୍କ ଓଡି଼ଶା ଗସ୍ତର କାରଣ ଏବେବି!-->…
ଓଡ଼ିଶାର ଦୁଇ ଶିକ୍ଷକ ପାଇବେ ‘ଜାତୀୟ ଶିକ୍ଷକ ପୁରସ୍କାର’
ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ଆସନ୍ତା ଗୁରୁଦିବସ ଅବସରରେ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଓଡ଼ିଶାର ଦୁଇଜଣ ଶିକ୍ଷକଙ୍କୁ ମନୋନୀତ କରାଯାଇଛି । ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଏହି ଦୁଇ ଶିକ୍ଷକଙ୍କ ସମେତ ଦେଶର ମୋଟ ୫୦ଜଣ ଶିକ୍ଷକଙ୍କୁ ପୁରସ୍କୃତ କରିବାର କାର୍ଯ୍ୟକ୍ରମ ରହିଛି ।
ସୂଚନା!-->!-->!-->…
ସମୁଦ୍ରରେ ବୁଡ଼ିଗଲା ପଣ୍ୟବାହୀ ଜାହାଜ : ୧୧ ନାବିକଙ୍କୁ ଉଦ୍ଧାର କଲା ତଟରକ୍ଷୀ ବାହିନୀ
ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ପଶ୍ଚିମବଙ୍ଗ ସାଗରଦୀପଠାରୁ ୧୬୨ କି.ମି. ଦୂରରେ ରବିବାର ରାତିରେ ଏକ ପଣ୍ୟବାହୀ ଜାହାଜ ଏମ୍ଭି ଆଇଟିଟି ପୁମା କୌଣସି କାରଣବଶତଃ ସମୁଦ୍ରରେ ବୁଡ଼ି ଯାଇଛି । ଖବରପାଇ ଭାରତୀୟ ତଟରକ୍ଷୀ ବାହିନୀ ପାଟ୍ରୋଲିଂ ଜାହାଜ ସାରଙ୍ଗ ଓ ଅମୋଘପହଞ୍ଚି ୧୧ ଜଣ ନାବିକଙ୍କୁ!-->…