Browsing Category

ଦେଶ-ବିଦେଶ

ଶ୍ରୀକୃଷ୍ଣ ମୟ ଆଜି ଏ ସାରା ଜଗତ : ଦ୍ୱାରକାଧୀଶ ମନ୍ଦିରରେ ପାଳିତ ହେଉଛି ୫୨୫୧ ତମ ଜନ୍ମାଷ୍ଟମୀ ଉତ୍ସବ

କଟକ ବ୍ୟୁରୋ/ପୁରୀ//ଭୁବନେଶ୍ବର,୨୬ -୦୮-୨୪ (ପିପିଏସ) : ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି । ପବିତ୍ର ଜନ୍ମାଷ୍ଟମୀ ତଥା ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ। ଆଜି ସାରା ଦେଶରେ ବିଶେଷ କରି ବୈଷ୍ଣବ ଧର୍ମାବଲମ୍ବୀ ଶ୍ରଦ୍ଧାଳୁମାନେ ବେଶ ଉତ୍ସାହର ସହ ପାଳିବେ ନନ୍ଦଲାଲାଙ୍କ

ଶେଷ ହେଲା ସଞ୍ଜୟ ରାୟର ପଲିଗ୍ରାଫ୍ ଟେଷ୍ଟ

ବହୁ ଚର୍ଚିତ କୋଲକାତା ଦୁଷ୍କର୍ମ ଓ ହତ୍ୟା ମାମଲା ପଲିଗ୍ରାଫ ଟେଷ୍ଟ ପରେ ଜେଲରୁ ବାହାରିଲା ସିବିଆଇ ଜାରି ରହିଛି ଆଗାମୀ ତଦନ୍ତ କୋଲକାତା/ଭୁବନେଶ୍ବର,୨୫-୦୮-୨୪ (ପିପିଏସ): କୋଲକାତାର ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ ସ୍ନାତକୋତ୍ତର ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ

ବାଂଲାଦେଶରେ ଫସିଛି ଆଦାନିଙ୍କ ୬୭୧୧ କୋଟି

ନୂଆଦିଲ୍ଲୀ/ଭୁବନେଶ୍ବର,୨୫-୦୮-୨୪ (ପିପିଏସ): ବାଂଲାଦେଶରେ ଦେଖାଦେଇଥିବା ରାଜନୈତିକ ସଙ୍କଟ ଭାରତକୁ ବିଭିନ୍ନ କ୍ଷେତ୍ରରେ ପ୍ରଭାବିତ କରିଥିବା ବେଳେ ସେଥିରୁ ଦେଶର ଦ୍ବିତୀୟ ବଡ଼ ଧନୀ ଗୌତମ ଆଦାନି ବାଦ୍‌ ପଡ଼ିନାହାନ୍ତି। ବାଂଲାଦେଶକୁ ନେଇ ତାଙ୍କ ଚିନ୍ତା ବଢ଼ିଯାଇଛି। ଆଦାନି ଗ୍ରୁପ୍‌ର

ଇସ୍ରାଏଲକୁ ଇରାନର ଧମକ:ଚାଲିବ ଲମ୍ବା ଯୁଦ୍ଧ

ତେହେରାନ/ଭୁବନେଶ୍ବର,୨୫-୦୮-୨୪ (ପିପିଏସ): ଇସ୍ରାଏଲ ଓ ଲେବାନନର ଉଗ୍ରବାଦୀ ସଙ୍ଗଠନ ହିଜବୁଲ୍ଲା ମଧ୍ୟରେ ଲଢେଇକୁ ନେଇ ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନି ଏକ ବଡ଼ ବୟାନ ଦେଇଛନ୍ତି। ଆୟାତୋଲ୍ଲା ଖାମେନି କହିଛନ୍ତି ଯେ ଏହା ଏକ କେବେ ଶେଷ ନ ହେଉଥିବା ଯୁଦ୍ଧ। ଅର୍ଥାତ ଲମ୍ବା ସମୟ

ଖାଇରେ ଖସିପଡ଼ିଲା ବସ, ୨୫ମୃତ

ଲାହୋର/ଭୁବନେଶ୍ବର,୨୫-୦୮-୨୪ (ପିପିଏସ): ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଏକ ମର୍ମନ୍ତୁଦ ବସ୍ ଦୁର୍ଘଟଣା ଘଟିଛି। କାହୁଟାରୁ ରାଓ୍ବଲପିଣ୍ଡି ଯାଉଥିବା ଏକ ଯାତ୍ରୀବାହୀ ବସ୍ ଏକ ଗଭୀର ଖାଇକୁ ଖସି ପଡ଼ିଛି। ଏହି ଦୁର୍ଘଟଣାରେ ୨୫ ଜଣଙ୍କର ମୃତ୍ୟୁ ଘଟିଛି। ଆଉ କେତେକ ରିପୋର୍ଟ ଅନୁସାରେ ବସ

ସେପ୍ଟେମ୍ବରରେ ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ସୁଭଦ୍ରା ଯୋଜନା କରିବେ ଉଦ୍‌ଘାଟନ : ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର,୨୫-୦୮-୨୪ (ପିପିଏସ) : ସେପ୍ଟେମ୍ବରରେ ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡ଼ିଶାରେ ଆସି ସୁଭଦ୍ରା ଯୋଜନା କରିବେ ଉଦ୍‌ଘାଟନ। ମହିଳାଙ୍କ ଆକାଉଣ୍ଟକୁ ସିଧାସଳଖ ଯିବ ଟଙ୍କା । ଏନେଇ ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସୂଚନା ମୁତାବକ,

ଅନୁସୂଚିତ ଜାତି ଓ ଜନଜାତିଙ୍କ ବିରୋଧରେ ପ୍ରତ୍ୟେକ ଅପରାଧ ଏସସି/ଏସଟି ଆଇନ ପରିସରଭୁକ୍ତ ହେବନାହିଁ : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ/ଭୁବନେଶ୍ବର,୨୫-୦୮-୨୪ (ପିପିଏସ) : ଅନୁସୂଚିତ ଜାତି(ଏସସି) ଏବଂ ଅନୁସୂଚିତ ଜନଜାତି(ଏସଟି)ଙ୍କ ବିରୋଧରେ କେଉଁ ଅପରାଧ କ୍ଷେତ୍ରରେ ଏସସି/ଏସଟି ଆଇନ ଲାଗୁ ହେବ ତାହା ସ୍ପଷ୍ଟ କରିଛନ୍ତି ସୁପ୍ରିମକୋର୍ଟ । ଯଦି କୌଣସି ବ୍ୟକ୍ତି ଏହି ସମ୍ପ୍ରଦାୟର ଲୋକଙ୍କୁ ସେମାନଙ୍କ ଜାତି,

ଘରୋଇ ଓ ଅନ୍ତର୍ଜାତୀୟ କ୍ରିକେଟର୍‌ରୁ ଶିଖର ଧୱନଙ୍କ ଅବସର ଘୋଷଣା

ନୂଆଦିଲ୍ଲୀ/ଭୁବନେଶ୍ୱର /୨୪-୦୮-୨୪ (ପିପିଏସ): ଘରୋଇ ଓ ଅନ୍ତର୍ଜାତୀୟ କ୍ରିକେଟର୍‌ରୁ ଶନିବାର ଅବସର ଘୋଷଣା କରିଛନ୍ତି କ୍ରିକେଟର୍‌ ଶିଖର ଧାୱନ୍‌। ସେ ପ୍ରଶଂସକମାନଙ୍କ ପାଇଁ ଏକ ଭାବପ୍ରବଣ ସୋସିଆଲ୍‌ ମିଡିଆ ପୋଷ୍ଟ୍‌ କରି ତାଙ୍କ ଅବସର ସଂପର୍କରେ ସୂଚନା ଦେଇଛନ୍ତି। ସେ ସମସ୍ତ ପ୍ରକାରର

କେନ୍ଦ୍ର ସରକାର ୧୫୬ଟି କକଟେଲ୍ ଔଷଧକୁ ନିଷିଦ୍ଧ କରିଛନ୍ତି

ନୂଆଦିଲ୍ଲୀ/ଭୁବନେଶ୍ୱର /୨୪-୦୮-୨୪ (ପିପିଏସ): କେନ୍ଦ୍ର ସରକାର ୧୫୬ଟି କକଟେଲ୍ ଔଷଧକୁ ନିଷିଦ୍ଧ କରିଛନ୍ତି । ନିଷିଦ୍ଧ ଔଷଧ ତାଲିକାରେ ରହିଛି କେଶ ବୃଦ୍ଧି, ତ୍ୱଚାର ଯତ୍ନ ଏବଂ ଯନ୍ତ୍ରଣା ଉପଶମ, କିମ୍ବା ମଲ୍ଟିଭିଟାମିନ୍, ଆଣ୍ଟିପାରାସିଟିକ୍ସ, ଆଣ୍ଟିଆଲର୍ଜିକ୍ସ ଏବଂ ଆହୁରି ଅନେକ ଔଷଧ ।

ନଦୀ ମଧ୍ୟକୁ ଖସିଲା ବସ୍‌ : ୧୪ ମୃତ, ୧୬ ଗୁରୁତର

କାଠମାଣ୍ଡୁ/ଭୁବନେଶ୍ୱର,୨୩-୦୮-୨୪ (ପିପିଏସ) : ନେପାଳରେ ଘଟିଛି ଏକ ଭୟଙ୍କର ସଡ଼କ ଦୁର୍ଘଟଣା । ୪୦ ଭାରତୀୟ ଯାତ୍ରୀଙ୍କୁ ଧରି ଯାଉଥିବା ଏକ ବସ୍‌ ନଦୀକୁ ଖସି ପଡ଼ିଥିବା ଜଣାଯାଇଛି । ଏହି ଦୁର୍ଘଟଣାରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ପ୍ରାୟ ୪୦