Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ-ବିଦେଶ
ଏସଡିଏମଙ୍କୁ ଲାଠିରେ ପିଟିଲେ କନଷ୍ଟେବଳ : ଭିଡିଓ ଭାଇରାଲ
ପଟନା/ଭୁବନେଶ୍ୱର, ୨୧-୮-୨୪ (ପିପିଏସ ) : ଅନୁସୂଚିତ ଜାତି ଓ ଜନଜାତିଙ୍କୁ ମିଳୁଥିବା ସଂରକ୍ଷଣରୁ ଲହୁଣି ପରସ୍ତ (କ୍ରିମି ଲେୟାର)ଙ୍କୁ ବାଦ ଦେବାକୁ ସର୍ବୋଚ୍ଚ ନ୍ୟାୟାଳୟ ଦେଇଥିବା ରାୟର ପ୍ରତିବାଦରେ ଆଜି ଆଦିବାସୀ ଓ ଦଳିତ ମଞ୍ଚ ସମୂହ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି । ଅନ୍ୟ ରାଜ୍ୟ!-->…
ଏକମାତ୍ର ପୁଅର ମୃତ୍ୟୁ ପାଇଁ ମା’ବାପାଙ୍କ ଆବେଦନ : ନାହିଁ କଲେ ସର୍ବୋଚ୍ଚ ନ୍ୟାୟାଳୟ
ମୁମ୍ବାଇ/ଭୁବନେଶ୍ୱର, ୨୧-୮-୨୪ (ପିପିଏସ ) : ୩୦ ବର୍ଷ ବୟସର ଉଚ୍ଚଶିକ୍ଷିତ ଯବାନ ପୁଅ । ହେଲେ ୧୧ ବର୍ଷ ଧରି ରୋଗଶଯ୍ୟାରେ ପଡ଼ିଛି। ଶରୀର ସମ୍ପୂର୍ଣ୍ଣ ଅକ୍ଷମ । ପୁଅର ମେଡିକାଲ ଖର୍ଚ୍ଚ ପାଇଁ ଘରଦ୍ଵାର ବିକ୍ରି ସରିଲାଣି। ହେଲେ ଆଗକୁ ଖର୍ଚ୍ଚଭାର ସମ୍ଭାଳି ପୁଅର ଯତ୍ନନେବାକୁ ଅସମର୍ଥ!-->…
ପୋଲାଣ୍ଡ ଅଭିମୁଖେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦୀ
୪୫ ବର୍ଷ ମଧ୍ୟରେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଗସ୍ତ
ନୂଆଦିଲ୍ଲୀ/ଭୁବନେଶ୍ୱର -୨୧-୦୮-୨୪ (ପିପିଏସ ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ପୋଲାଣ୍ଡ ଅଭିମୁଖେ ଯାତ୍ରା କରିଛନ୍ତି, ଯେଉଁଠାରେ ସେ ତାଙ୍କ ପ୍ରତିପକ୍ଷ ଡୋନାଲ୍ଡ ଟସ୍କ ଏବଂ ରାଷ୍ଟ୍ରପତି ଆଣ୍ଡ୍ରଜେ ଡୁଡାଙ୍କ ସହ!-->!-->!-->…
୬ ନୂଆ ରାଜପଥ ପ୍ରକଳ୍ପ ପାଇଁ ୮୯୨୩ କୋଟି
ନୂଆଦିଲ୍ଲୀ/ଭୁବନେଶ୍ୱର -୨୧-୦୮-୨୪ (ପିପିଏସ ): କେନ୍ଦ୍ର ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରାଳୟ ଓଡ଼ିଶାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ନୂତନ ଜାତୀୟ ରାଜପଥ ପ୍ରକଳ୍ପ ନିର୍ମାଣ ପାଇଁ ୮୯୨୩ କୋଟି ଟଙ୍କାର ଖର୍ଚ୍ଚ ଯୋଜନା ପ୍ରସ୍ତୁତ କରିଛନ୍ତି। ଯୋଜନାରେ ଗୋଟିଏ ନୂଆ ସେତୁ ଓ ୫ଟି ସଡ଼କ!-->…
ଆଇସିସିର ନୂଆ ଅଧ୍ୟକ୍ଷ ହେବେ ଜୟ ଶାହ !
ନୂଆଦିଲ୍ଲୀ/ଭୁବନେଶ୍ୱର -୨୧-୦୮-୨୪ (ପିପିଏସ ): ଆନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ର ବର୍ତ୍ତମାନର ଅଧ୍ୟକ୍ଷ ଗ୍ରେଗ ବାର୍କଲେଙ୍କ କାର୍ଯ୍ୟକାଳ ନଭେମ୍ବର ୩୦ରେ ଶେଷ ହେବ। ଏହାର ଠିକ୍ ପୂର୍ବରୁ, ମଙ୍ଗଳବାର ଦିନ ସେ ତୃତୀୟ ଥର ପାଇଁ ଅଧ୍ୟକ୍ଷ ହେବା ଦୌଡ଼ରୁ ନିଜକୁ ବାଦ ଦେଇଥିଲେ।!-->…
ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପିର ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ
ଭୁବନେଶ୍ବର/୨୧-୦୮-୨୪ (ପିପିଏସ ): ବିଜେପିର ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ ଆଜି ବିଧିବଦ୍ଧ ଭାବେ ଭରିଲେ ନାମାଙ୍କନ। ବିଧାନସଭା ଆସି ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ମମତା ମହାନ୍ତ । ମମତାଙ୍କ ନାମାଙ୍କନରେ ପ୍ରଥମ ପ୍ରସ୍ତାବକ ରହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।!-->…
ଆରଜି କର ମେଡିକାଲ୍ର ପୂର୍ବତନ ପ୍ରିନ୍ସିପାଲ୍ଙ୍କର ହେବ ଲାଏ ଡିଟେକ୍ଟର ଟେଷ୍ଟ୍!
ନୂଆଦିଲ୍ଲୀ/ଭୁବନେଶ୍ୱର -୨୧-୦୮-୨୪ (ପିପିଏସ ): ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶର ଗୋଟାଏ ଦିନ ପରେ ସିଏସ୍ଏଫ୍ କର୍ମକର୍ତ୍ତାଙ୍କ ଏକ ଟିମ୍ ବୁଧବାର ଦିନ କୋଲକାତାର ଆରଜି କାର୍ ମେଡିକାଲ୍ କଲେଜ ଏବଂ ହସ୍ପିଟାଲରେ ପହଞ୍ଚିଛନ୍ତି। ୩୧ ବର୍ଷୀୟା ଟ୍ରେନି ଡାକ୍ତରଙ୍କ ଦୁଷ୍କର୍ମ ଓ ହତ୍ୟା ପରେ!-->…
ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ୧୨ ଘଣ୍ଟିଆ ଭାରତ ବନ୍ଦ
ଭୁବନେଶ୍ୱର,୨୧-୮-୨୪ (ପିପିଏସ ) : ତଫସିଲଭୁକ୍ତ ଜାତି(ଏସ୍ସି) ଏବଂ ଜନଜାତି(ଏସ୍ଟି)ଙ୍କ ମଧ୍ୟରେ ଉପବର୍ଗୀକରଣ ତଥା ସଂରକ୍ଷଣ ନେଇ ଅଗଷ୍ଟ ୧ରେ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ବିରୋଧ କରି ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ, ସଂଖ୍ୟାଲଘୁ ମିଳିତ କ୍ରିୟାନୁଷ୍ଠାନ କମିଟି ଓ ରାଜନୈତିକ!-->…
ନୂଆକରି ବିଜେପିରେ ମିଶିଥିବା ମମତା ହେଲେ ରାଜ୍ୟସଭା ପାର୍ଥୀ
ନୂଆଦିଲ୍ଲୀ/ଭୁବନେଶ୍ୱର, ୨୦-୦୮-୨୪ (ପିପିଏସ) : ରାଜ୍ୟସଭା ପାଇଁ ମଙ୍ଗଳବାର ଦିନ ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି । ନିକଟରେ ବିଜୁ ଜନତା ଦଳ ଛାଡ଼ି ବିଜେପିରେ ମିଶିଥିବା ମମତା ମହାନ୍ତଙ୍କୁ ରାଜ୍ୟସଭା ପ୍ରାର୍ଥୀ କରାଯାଇଛି । ରାଜ୍ୟସଭା ପ୍ରାର୍ଥୀ ପାଇଁ ବିଜେପି ରାଷ୍ଟ୍ରୀୟ!-->…
ଦୁନିଆ ଦେଖିବ ୟୁଭିଙ୍କ ବାୟୋପିକ୍
ମୁମ୍ବାଇ /ଭୁବନେଶ୍ୱର,୨୦-୮-୨୪(ପିପିଏସ): ତାରକା କ୍ରିକେଟର ତଥା କର୍କଟ ଭଳି ରୋଗକୁ ପରାସ୍ତ କରିଥିବା ଯୁବରାଜ ସିଂହଙ୍କ କାହାଣୀ ଏବେ ବଡ଼ ପରଦାକୁ ଆସିବ। ତାଙ୍କ ବାୟୋପିକ୍ ଘୋଷଣା କରାଯାଇଛି। ଏହି ବାୟୋପିକ୍କୁ ଟି-ସିରିଜ୍ ବ୍ୟାନରରେ ନିର୍ମାଣ କରାଯିବ। ଭୂଷଣ କୁମାର ଓ ରବି ଭଗଚାନ୍ଦକା!-->…