Browsing Category

ଦେଶ-ବିଦେଶ

ଆଳୁ ସମସ୍ୟା ଦୂର କରିବାକୁ, ଫୋନରେ ମମତା-ମୋହନ ଆଲୋଚନା

ସମସ୍ୟା ଦୂର କରିବାକୁ ଅନୁରୋଧ ଉପଯୁକ୍ତ ପଦକ୍ଷେପ ନେବାକୁ ପ୍ରତିଶୃତିଭୁବନେଶ୍ୱର,୧୧/୮/୨୪(ପିପିଏସ) : ଓଡ଼ିଶାକୁ ଆଳୁ ଯୋଗାଣ ସ୍ବାଭାବିକ କରିବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ଟେଲିଫୋନ ଯୋଗେ ମମତା ବାନାର୍ଜୀଙ୍କ

ଦେଶର ପ୍ରଥମ ବୃହତ୍ ସୋଲାର ପ୍ଲାଣ୍ଟ ସ୍ଥାପନ କରିବ ରିଲାଏନ୍ସ

ମୁମ୍ବାଇ/ଭୁବନେଶ୍ୱର: ୧୧-୦୮-୨୪( ପିପିଏସ ) : ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଚଳିତ ଆର୍ଥିକ ବର୍ଷ ୨୦୨୪-୨୫ରେ ଏହାର ପ୍ରଥମ ସୌର ଗିଗା-କାରଖାନା ଆରମ୍ଭ କରିବାକୁ ଯୋଜନା କରୁଛି। ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ କମ୍ପାନୀ ୨୦୩୫ ସୁଦ୍ଧା କାର୍ଯ୍ୟରୁ ନିଟ୍-ଶୂନ୍ୟ କାର୍ବନ

ପରୀକ୍ଷାବେଳେ ବିମାନ ଦୁର୍ଘଟଣା: ୨ ପାଇଲଟ ଆହତ

ଭୋପାଳ/ଭୁବନେଶ୍ୱର: ୧୧-୦୮-୨୪( ପିପିଏସ ): ମଧ୍ୟପ୍ରଦେଶର ଗୁନାରେ ଏକ ବିମାନ ଦୁର୍ଘଟଣା ସମ୍ପର୍କରେ ସୂଚନା ସାମ୍ନାକୁ ଆସୁଛି। କୁହାଯାଉଛି ଯେ ଇଞ୍ଜିନ ଫେଲ ହେତୁ ଏହି ଦୁର୍ଘଟଣା ଘଟିଛି । ବିମାନରେ ଦୁଇଜଣ ପାଇଲଟ ଥିଲେ। ବିମାନ ଉଡ଼ାଣର ମାତ୍ର ୪୦ ମିନିଟ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

ଅଗ୍ନିକାଣ୍ଡ ଗୁଜବ:ଚଳନ୍ତା ଟ୍ରେନ୍‌ରେ ଦଳାଚକଟା

ଲକ୍ଷ୍ନୌ/ଭୁବନେଶ୍ୱର: ୧୧-୦୮-୨୪(ପିପିଏସ ) ଉତ୍ତରପ୍ରଦେଶର ଶାହାଜାହାନପୁରରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣାକୁ ଏଡାଇ ଦିଆଯାଇଛି। ହଠାତ୍ ୫୦ ବେଗରେ ଚାଲୁଥିବା ପଞ୍ଜାବ ମେଲ୍ ଏକ୍ସପ୍ରେସରେ ଯାତ୍ରୀଙ୍କ ଚିତ୍କାର ଶୁଣାଯାଇଥିଲା। ବଞ୍ଚାଅ ବଞ୍ଚାଅ ଚିତ୍କାର ସହିତ ଲୋକେ ନିଜ ନିଜ ଜୀବନ

ସାଂସଦ ସୁପ୍ରିୟା ସୁଲେଙ୍କ ଫୋନ୍ ହ୍ବାଟସ୍ ଆପ୍ ହ୍ୟାକ୍

ମୁମ୍ବାଇ/ଭୁବନେଶ୍ୱର : ୧୧-୦୮-୨୪(ପିପିଏସ ) ଲୋକସଭା ସାଂସଦ ସୁପ୍ରିୟା ସୁଲେଙ୍କ ଫୋନ୍ ଏବଂ ହ୍ବାଟସ୍ ଆପ୍ ହ୍ୟାକ୍ ହୋଇଛି। ସେ ତାଙ୍କର ଏକ୍ସ ହ୍ୟାଣ୍ଡେଲରେ ସାଙ୍ଗ ଏବଂ ଦଳୀୟ ନେତାଙ୍କ ଉଦ୍ଦେଶ୍ୟରେ ଲେଖିଛନ୍ତି ମୋତେ କଲ୍ କିମ୍ବା ମେସେଜ୍ କରନ୍ତୁ ନାହିଁ ।ସାଇବର ସେଲକୁ ଏହି ବିଷୟରେ ସୂଚନା

ବିଦେଶ ଗସ୍ତ ଶେଷ କରି ନୂଆଦିଲ୍ଲୀ ଅଭିମୁଖେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ/ଭୁବନେଶ୍ୱର : ୧୧-୦୮-୨୪(ପିପିଏସ ) ଫିଜି, ନ୍ୟୁଜିଲାଣ୍ଡ ଓ ତିମୋର ଲେଷ୍ଟେ ଗସ୍ତ ଶେଷ ହେବା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି। ତାଙ୍କ ଗସ୍ତର ଶେଷ ପର୍ଯ୍ୟାୟରେ ରାଷ୍ଟ୍ରପତି ତିମୋର-ଲେସ୍ତେ ଗସ୍ତ କରିଥିଲେ, ଯେଉଁଠାରେ ତାଙ୍କୁ ଦେଶର

ପରଲୋକରେ ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ କେ. ନଟୱର ସିଂ

ନୂଆଦିଲ୍ଲୀ/ଭୁବନେଶ୍ୱର (ପିପିଏସ) ୧୧/୮: ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ କେ. ନଟୱର ସିଂହଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା। ଅସୁସ୍ଥତା କାରଣରୁ କିଛି ଦିନ ହେଲା ଗୁରୁଗ୍ରାମର ଏକ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଥିଲେ । ତେବେ ଶନିବାର ବିଳମ୍ବିତ ରାତିରେ

ଡବଲ ଇଞ୍ଜିନରେ ଡବଲ ଫାଇଦା

ଓଡ଼ିଶାରେ ରେଳ ପ୍ରକଳ୍ପ ପାଇଁ ୧୫ ହଜାର କୋଟି ଦେଲା କେନ୍ଦ୍ର୬ ପ୍ରକଳ୍ପକୁ ମଞ୍ଜୁରୀନିର୍ମାଣ ହେବ ୬୪ ନୂଆ ଷ୍ଟେସନପ୍ରଧାନମନ୍ତ୍ରୀ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀ /ଭୁବନେଶ୍ୱର, ୧୦ ଅଗଷ୍ଟ (ପିପିଏସ) :ଓଡ଼ିଶାର ରେଳ ଇତିହାସରେ ପ୍ରଥମ ଥର ପାଇଁ ୧୫ ହଜାର ୪

ସମସ୍ତ ଭାରତୀୟଙ୍କ ପାଇଁ ଗର୍ବର ମୁହୂର୍ତ୍ତ -ଧର୍ମେନ୍ଦ୍ର

ନୂଆଦିଲ୍ଲୀ-ଭୁବନେଶ୍ୱର, ୧୦ ଅଗଷ୍ଟ (ପିପିଏସ) - ଭାରତବର୍ଷର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ତିମୋର- ଲେସ୍ତେ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଗ୍ରାଣ୍ଡ୍ କଲାର ଅଫ୍ ଦି ଅର୍ଡର’ରେ ସମ୍ମାନିତ ହୋଇଥିବାରୁ ତାଙ୍କୁ ଟ୍ୱିଟ୍ କରି ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ଆଇଏସ୍‌ଏସ୍‌ରେ ଆଉ ୬ ମାସ ରହିବେ ସୁନୀତା

ଆଇଏସ୍‌ଏସ୍‌ରେ ଆଉ ୬ ମାସ ରହିବେ ସୁନୀତା ଓ୍ବାଶିଂଟନ : ବୋଇଂର ଷ୍ଟାର୍‌ଲାଇନ ମହାକାଶ ଯାନରେ ଗୋଟିଏ ସପ୍ତାହ ପାଇଁ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)କୁ ଯାଇଥିବା ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଏବଂ ବୁଚ୍‌ ଓ୍ବିଲ୍‌ମୋର ଫେବୃଆରୀ ପୂର୍ବରୁ