Sign in
Sign in
Recover your password.
A password will be e-mailed to you.
Browsing Category
ଦେଶ-ବିଦେଶ
ସୁଭଦ୍ରା ଶକ୍ତି ମେଳା ୨୦୨୫: ୬ ଦିନରେ ବ୍ୟବସାୟ ୨ କୋଟିରୁ ଅଧିକ
ଭୁବନେଶ୍ୱର ସ୍ଥିତ ଜନତା ମଇଦାନରେ ସୁଭଦ୍ରା ଶକ୍ତି ମେଳା ୨୦୨୫ ହଜାର ହଜାର ଦର୍ଶକଙ୍କ ପାଇଁ ପାରମ୍ପରିକ କଳା, ସଂସ୍କୃତି ଓ ଐତିହ୍ୟ ସହ ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ହାତ ତିଆରି ଉତ୍ପାଦର ଏକ କେନ୍ଦ୍ର ସାଜିଥିବା ବେଳେ, ମିଲେଟ୍-ଆଧାରିତ ସ୍ନାକ୍ସ୍ ଓ ନାନା ରକମର ଓଡ଼ିଆ ବ୍ୟଞ୍ଜନର
!-->!-->!-->…
ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରାର ଦ୍ଵିତୀୟ କିସ୍ତି
ଆସନ୍ତା ମାର୍ଚ୍ଚ ୮ରେ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ଟଙ୍କା ମିଳିବ | ବ୍ରହ୍ମପୁରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି କିସ୍ତି ଟଙ୍କା ମିଳିବ | ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା | ପାଖାପାଖି ୧ କୋଟି ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ |
!-->!-->!-->…
ଗ୍ରାମସଭା ପାଲଟିଲା ରଣକ୍ଷେତ୍ର
କମ୍ପାନି ସମର୍ଥକ, ବିସ୍ଥାପିତ ମୁହାମୁହିଁ
ଆଦାନିକୁ ଆବଣ୍ଟିତ ସୁନ୍ଦରଗଡ଼ ହେମଗିର ବ୍ଲକ ବିଜାହାନ୍ କୋଇଲା ଖଣି ପାଇଁ ଆଜି ଡକା ଯାଇଥିବା ଜମି ଅଧିଗ୍ରହଣ ଗ୍ରାମସଭା ରଣକ୍ଷେତ୍ର ପାଲଟିଛି। ସଭା ଆରମ୍ଭ ହେଉଣୁ କମ୍ପାନି ସମର୍ଥକ ଓ ବିସ୍ଥାପିତଙ୍କ ମଧ୍ଯରେ ମାଡପିଟ, ଠେଲାପେଲା, ଚୌକି!-->!-->!-->…
ଲିଙ୍ଗରାଜ ମନ୍ଦିରରେ ଅଘଟଣ: ମହାଦୀପ ସହ ଖସିପଡ଼ିଲେ ସେବାୟତ
ଗତକାଲି ମହାଦୀପ ଉଠିବା ବେଳେ ଶ୍ରୀଲିଙ୍ଗରାଜ ମନ୍ଦିରରେ ଘଟିଛି ବଡ଼ ଅଘଟଣ। ମହାଦୀପ ଧରି ଲୁହା ଶିକୁଳିରେ ମନ୍ଦିର ଚଢ଼ୁଥିବା ସେବାୟତ ଯୋଗେନ୍ଦ୍ର ସମର୍ଥା ତଳକୁ ଖସିପଡ଼ି ଗୁରୁତର ହୋଇଥିଲେ।
ଭୁବନେଶ୍ୱର ୨୭-୦୨-୨୦୨୫(ପିପିଏସ) : ଗତକାଲିମହାଦୀପ ଉଠିବା ବେଳେ ଶ୍ରୀଲିଙ୍ଗରାଜ ମନ୍ଦିରରେ!-->!-->!-->…
୩୦ ନୁହେଁ, ଏବେ ୩ଘଣ୍ଟାରେ କୋଲକାତାରୁ ଚେନ୍ନାଇ ଯାଇପାରିବେ ଯାତ୍ରୀ
କୋଲକାତାରୁ ଚେନ୍ନାଇର ଦୂରତା ପ୍ରାୟ ୧,୬୬୮ କିଲୋମିଟର। ଏହି ଦୂରତା ଅତିକ୍ରମ କରିବା ପାଇଁ ଅତି କମରେ ୩୦ଘଣ୍ଟା ସମୟ ଲାଗେ। ଏବେ ତାହା ୩ଘଣ୍ଟା ମଧ୍ୟରେ ସମାପ୍ତ ହୋଇପାରିବ।
ନୂଆଦିଲ୍ଲୀ/ଭୁବନେଶ୍ୱର ୨୭-୦୨-୨୦୨୫(ପିପିଏସ) : କୋଲକାତାରୁ ଚେନ୍ନାଇର ଦୂରତା ପ୍ରାୟ ୧,୬୬୮ କିଲୋମିଟର। ଏହି!-->!-->!-->…
ଭୁବନେଶ୍ବରକୁ ଭୂମିକମ୍ପ ଭୟ
ଉଚ୍ଚ ଅଟ୍ଟାଳିକା ପାଇଁ ନାହିଁ କଟକଣା,
ବଢ଼ିପାରେ ସମସ୍ୟା
ଓଡ଼ିଶାର ୧୪ଟି ଜିଲ୍ଲାକୁ ଭୂମିକମ୍ପ ଭୟ ରହିଛି। ଯେଉଁଥିରେ ଖୋର୍ଦ୍ଧା ସମେତ ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ମୟୂରଭଞ୍ଜ!-->!-->!-->!-->!-->!-->!-->…
ଧୀରେଧୀରେ ସବୁ ବନ୍ଦ କରିଦେଲେ କି?
କାଡାଭରିକ୍, ଲିଭର୍ ପ୍ରତିରୋପଣ ବନ୍ଦ
କଟକ ୨୭-୦୨-୨୦୨୫(ପିପିଏସ) : କଟକ ବଡ଼ଡାକ୍ତରଖାନାରେ ବନ୍ଦ ହୋଇଗଲାଣି କି ବ୍ୟବସ୍ଥା? କାଡାଭରିକ୍ ପ୍ରତିରୋପଣ ବ୍ୟବସ୍ଥା ସାଢ଼େ ୩ମାସରୁ ଅଧିକ ସମୟ ହେଲା ହୋଇପାରିନି। ସେହିପରି ଲିଭର୍ ପ୍ରତିରୋପଣ ବ୍ୟବସ୍ଥା ବି ଏକପ୍ରକାର ଠପ୍।!-->!-->!-->…
ଚାନ୍ଦିପୁରରୁ ନୌସେନା ଜାହାଜ ବିଧ୍ବଂସୀ କ୍ଷେପଣାସ୍ତ୍ରର ପରୀକ୍ଷଣ
ଚାନ୍ଦିପୁରସ୍ଥିତ ସମନ୍ୱିତ ପରୀକ୍ଷଣ ରେଞ୍ଜ (ଆଇଟିଆର)ରୁ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ନୌସେନା ଜାହାଜ ବିଧ୍ୱଂସୀ କ୍ଷେପଣାସ୍ତ୍ରର ପ୍ରଥମ ପରୀକ୍ଷଣ ସଫଳ ହୋଇଛି। ପ୍ରତିରକ୍ଷା ଗବେଷଣା ଓ ବିକାଶ
ବାଲେଶ୍ବର/ଚାନ୍ଦିପୁର/ଭୁବନେଶ୍ୱର ୨୭-୦୨-୨୦୨୫(ପିପିଏସ) : ଚାନ୍ଦିପୁରସ୍ଥିତ ସମନ୍ୱିତ!-->!-->!-->…
୨୦୦ ଜମାକାରୀଙ୍କଠୁ ୫ କୋଟି ହଡ଼ପ
ମାଷ୍ଟର୍ମାଇଣ୍ଡକୁ ହାଇଦ୍ରାବାଦରୁ ଗିରଫ କଲା ଇଓଡବ୍ଲ୍ୟୁ
୧୦ ମାସରେ ଦୁଇଗୁଣ ଅର୍ଥ ପାଇବା ଲୋଭରେ ୫ କୋଟି ଟଙ୍କାର ଠକାମିର ଶିକାର ହୋଇଛନ୍ତି ଜମାକାରୀ। ଠକେଇ ଟଙ୍କାରେ ମାଷ୍ଟର୍ମାଇଣ୍ଡ ଦୁବାଇ, ଥାଇଲାଣ୍ଡ, ଜର୍ମାନୀ ବୁଲି ମଉଜ କରୁଥିଲା।
ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ୧୦!-->!-->!-->!-->!-->…
ଅଜବ ହେଲେ ବି ସତ: ପ୍ରସବ କଲେ ଦଶମ ଛାତ୍ରୀ
ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ବ୍ଲକରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଦଶମ ଶ୍ରେଣୀ ଛାତ୍ରୀ ଛୁଆ ଜନ୍ମ ଦେଇଛନ୍ତି। ଆଜି ଛାତ୍ରୀ ଜଣକ ଚିତ୍ରକୋଣ୍ଡା ମେଡିକାଲରେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି।
ଚିତ୍ରକୋଣ୍ଡା/ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ମାଲକାନଗିରି!-->!-->!-->…