Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୪୦ ହଜାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଡାକ୍ତର
ବୈପାରୀଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ଡାକ୍ତର ବିଶ୍ବଜିତ ଭୂୟାଁଙ୍କୁ ଆଜି ଅଭିଯୋଗକାରୀଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ଧରିଛି। ଏହି ଘଟଣାରେ ବୈପାରୀଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଫାର୍ମାସିଷ୍ଟ ମଧ୍ୟସ୍ଥତା କରିଥିଲେ।
!-->!-->!-->…
ମାଲକାନଗିରି ଜିଲ୍ଲାରୁ ମାଓବାଦୀ, ଗଂଜେଇ ଚାଷ ସଂପୂର୍ଣ୍ଣ ହଟିବ: ପୁଲିସ ଡିଜି
ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ଆଜି ଠାରୁ ଦୁଇଦିନିଆ ଗସ୍ତରେ ମାଲକାନଗିରି ଓ କେରାପୁଟ ଯାଇଛନ୍ତି। ଗସ୍ତର ପ୍ରଥମ ଦିନରେ ସେ ବିଏସ୍ଏଫ୍ ଓ ପୁଲିସ ସହିତ ମାଲକାନଗିରିରେ ସମୀକ୍ଷା କରିଛନ୍ତି। ସେ ଆସନ୍ତାକାଲି କେରାପୁଟ ଗସ୍ତରେ ଯିବି ସୁରକ୍ଷା ସଂପର୍କିତ ସମୀକ୍ଷା!-->…
ସମ୍ବଲପୁରରେ ବିଜେପିର ମିଶ୍ରଣ ପର୍ବ: ବିଜେଡି ଛାଡ଼ିଲେ ୧୮ ସରପଞ୍ଚ-ନାଏବ ସରପଞ୍ଚ
ନିକଟରେ ନିର୍ବାଚନ ହେବାର ନାହିଁ। କିନ୍ତୁ ନେତା ଓ କର୍ମୀ ଦଳ ଛାଡୁଛନ୍ତି। ବିଜୁ ଜନତା ଦଳ ଛାଡ଼ି ଆଜି ସମ୍ବଲପୁରରେ ଆୟୋଜିତ ମିଶ୍ରଣ ପର୍ବରେ ୧୮ ଜଣ ସରପଞ୍ଚ ଓ ନାଏବ ସରପଞ୍ଚ ବିଜେପିରେ ଯୋଗ ଦେଇଛନ୍ତି। ଏହା ରେଢ଼ାଖୋଲ ଅଞ୍ଚଳରେ ବିଜେଡିକୁ ଶକ୍ତ ଧକ୍କା ବୋଲି କୁହାଯାଉଛି।
!-->!-->!-->…
ଭାଙ୍ଗିବ ରେକର୍ଡ, ପ୍ରଥମ ଦିନରେ ‘ପୁଷ୍ପା ୨’ ଆୟ କରିବ ୨୭୦କୋଟି !
ଜାତୀୟ ପୁରସ୍କାର ବିଜେତା ଟଲିଉଡ ଅଭିନେତା ଅଲ୍ଲୁ ଅର୍ଜୁନଙ୍କ 'ପୁଷ୍ପା ୨' ରିଲିଜକୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏମଧ୍ୟରେ ଫିଲ୍ମଟି ପ୍ରଥମ ଦିନରେ ୨୭୦କୋଟି ଆୟ କରିବ ବୋଲି ଦାବି କରାଯାଉଛି।
ମୁମ୍ବାଇ/ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ) : ଜାତୀୟ ପୁରସ୍କାର!-->!-->!-->…
ଓଏଚ୍ଆରସିରେ ପହଁଚିଲା ଆମ୍ବଟାକୁଆ ମାମଲା
ଆମ୍ବଟାକୁଆ ଜାଉ ଖାଇ ଦୁଇଜଣଙ୍କ ମୃତ୍ୟୁ ଘଟଣାରେ ଓଡିଶା ମାନବାଧିକାର କମିସନ ଅବଗତ ହୋଇଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ଖାଦ୍ୟ ଓ ଯୋଗାଣ ବିଭାଗ ସଚିବ, ସ୍ବାସ୍ଥ୍ୟ ବିଭାଗ ସଚିବ ଏବଂ କନ୍ଧମାଳ ଜିଲ୍ଲାପାଳଙ୍କୁ ନୋଟିସ୍ ଜାରି କରିଛନ୍ତି।
ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ) :!-->!-->!-->!-->!-->…
ଟ୍ରମ୍ପଙ୍କ ବିଜୟ ପରେ କମିଚାଲିଛି ସୁନା, ଦୁଇଦିନରେ କମିଲା ୨୧୦୦ ଟଙ୍କା
ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପଙ୍କ ବିଜୟ ପରେ ବିଶ୍ବବଜାରରେ ସୁନା ଦର ହ୍ରାସ ପାଇବାରେ ଲାଗିଛି । ଡଲାର ମଝବୁତ ହେବା କାରଣରୁ ସୁନା ଉପରେ ନିବେଶକଙ୍କ ଫୋକସ କମିବା ଆଶଙ୍କା ମଧ୍ୟରେ ଦର କମୁଛି ।
ନୂଆଦିଲ୍ଲୀ/ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ) : ଆମେରିକା!-->!-->!-->…
ବିମାନ ବାତିଲ: ଧାରଣାରେ ବସିଲେ ଯାତ୍ରୀ
ଭୁବନେଶ୍ବର ବିମାନ ବନ୍ଦରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଭୁବନେଶ୍ବର-ହାଇଦ୍ରାବାଦ ବିମାନ ବାତିଲ ହେବା ନେଇ ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି
ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ): ଭୁବନେଶ୍ବର ବିମାନ ବନ୍ଦରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି।!-->!-->!-->!-->!-->…
ବାର୍ହା ଫାସରୁ ଉଦ୍ଧାର କଲପତରିଆ ଗଲା ନନ୍ଦନକାନନ
ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ବନାଞ୍ଚଳ ଅନ୍ତର୍ଗତ ଅସନବାହାଳି ଗ୍ରାମ ରିଜର୍ଭ ଜଙ୍ଗଲରେ ଆଜି ସକାଳୁ ବାର୍ହା ଫାସରେ ଫସିଥିବା କଲରାପତରିଆକୁ ବନ ବିଭାଗର କର୍ମଚାରୀମାନେ ଉଦ୍ଧାର କରିଛନ୍ତି। ଏହି ବାଘକୁ ଏକ ସ୍ବତନ୍ତ୍ର ବାହନରେ ନନ୍ଦନକାନନ ପଠାଯାଇଛି।
କଙ୍କଡ଼ାହାଡ଼/ଭୁବନେଶ୍ୱର!-->!-->!-->!-->!-->…
ସମ୍ବଲପୁରକୁ ଆଧୁନିକ ସହର କରିବା :ଧର୍ମେନ୍ଦ୍ର ପ୍ରଧାନ
‘ଦୀପାବଳି ବନ୍ଧୁମିଳନ’ କାର୍ଯ୍ୟକ୍ରମରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ
ସମ୍ବଲପୁର/ଭୁବନେଶ୍ୱର ୦୭-୧୧-୨୦୨୪ (ପିପିଏସ ) : ସମ୍ବଲପୁର ସହରରେ ସ୍ୱଚ୍ଛତା, ପାନୀୟ ଜଳ, ଡ୍ରେନେଜ, ସ୍ୱାସ୍ଥ୍ୟସେବା, ରାସ୍ତାଘାଟ, ଷ୍ଟ୍ରିଟ୍ ଲାଇଟ୍ ସମସ୍ୟାର ସମାଧାନ ସହ ରେଳ ଷ୍ଟେସନ ଆଦିର ଉନ୍ନତି ପାଇଁ!-->!-->!-->…
ଛଟ୍ ପୂଜା: କୁଆଖାଇ ନଦୀରେ ଅସ୍ତଗାମୀ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଦେଲେ ଶ୍ରଦ୍ଧାଳୁ
ଭୁବନେଶ୍ବରର କୂଆଖାଇ ନଦୀପଠାରେ ବ୍ରତାଧାରୀମାନେ ଆଜି ସୂର୍ଯ୍ୟ ଦେବତାଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ହଜାର ହଜାର ବ୍ରତଧାରୀ ମହିଳା ଅସ୍ତଗାମୀ ସୂର୍ଯ୍ୟ ଦେବତାଙ୍କୁ ଅର୍ଘ୍ୟ ପ୍ରଦାନ କରିଛନ୍ତି। ପରିବାରର ସୁଖ, ଶାନ୍ତି ଓ ସମୃଦ୍ଧି ପାଇଁ ସେମାନେ ଅସ୍ତଗାମୀ ସୂର୍ଯ୍ୟଙ୍କୁ ଅର୍ଘ୍ୟ ଅର୍ପଣ!-->…