Browsing Category

ଓଡିଶା

ପଶୁ ପାଳନ କ୍ଷେତ୍ରକୁ ବୃତ୍ତି ଭାବେ ଗ୍ରହଣ କରିବାକୁ ପ୍ରୋତ୍ସାହିତ କରନ୍ତୁ: ମୁଖ୍ୟମନ୍ତ୍ରୀ

ବୃତ୍ତିକୁ ଏକ ସାଧାରଣ ଚାକିରି ବୋଲି ଭାବନ୍ତୁ ନାହିଁ। ଆପଣମାନଙ୍କ ଜ୍ଞାନ ଯେପରି ଲୋକଙ୍କ ଉପକାରରେ ଆସିବ, ସେମାନେ ଯେପରି ପଶୁ ପାଳନ ବୃତ୍ତିକୁ ଏକ ଲାଭ ଜନକ ତଥା ସମ୍ମାନଜନକ ବୃତ୍ତି ଭାବେ ଗ୍ରହଣ କରିବେ ସେଥିପାଇଁ ଉଦ୍ୟମ କରନ୍ତୁ। ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : ଆମର

ବାତ୍ୟାରେ କ୍ଷତିଗ୍ରସ୍ତଙ୍କୁ ସହାୟତା ରାଶି ବାଣ୍ଟିବେ ଜିଲ୍ଲାପାଳ

ବାତ୍ୟା ‘ଦାନା’ ଯୋଗୁଁ ଶହଶହ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ପୂର୍ବରୁ କହି ସାରିଛନ୍ତି ଯେ, ପ୍ରାଥମିକ ଆକଳନ ଅନୁସାରେ ପ୍ରାୟ ୬ଶହ କୋଟି ଟଙ୍କାର କ୍ଷତି ହୋଇଛି। ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : ସାମୁଦ୍ରିକ ବାତ୍ୟା

ଆବାସ ଯୋଜନା ସାତସପନ, ଭଙ୍ଗା-ଦଦରା ଘରେ ବିତୁଛି ଜୀବନ

ଗୃହହୀନ ଓ ଚାଳଛପର ଘରେ ଜୀବନ ବିତାଉଥିବା ଗରିବ ପରିବାର ପାଇଁ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା କରିଛନ୍ତି। କିନ୍ତୁ ଏହି ‌ଯୋଜନା ଠିକ୍‌ଠାକରେ ପରିଚାଳିତ ହେଉନଥିବା ଦୃଷ୍ଟି ଗୋଚର ହେଉଛି। ଯେଉଁମା‌ନଙ୍କୁ ଏହି ଯୋଜନାରେ ସାମିଲ କରାଯିବା ଉଚିତ, ‌ସେମାନେ ଅବହେଳିତ ଅଛନ୍ତି।

ହିତାଧିକାରୀଙ୍କୁ ୩ମାସର ଚାଉଳ ଆଗୁଆ ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) :

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଦ୍ୱାରା “ଦି ପ୍ରୋଟେକ୍ସନ ଅଫ ହୁମ୍ୟାନ ରାଇଟ୍ସ ଆକ୍ଟ-୧୯୯୩” ସଂକଳିତ ପୁସ୍ତକ…

ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ “ଦି ପ୍ରୋଟେକ୍ସନ ଅଫ ହୁମ୍ୟାନ ରାଇଟ୍ସ ଆକ୍ଟ-୧୯୯୩” ସଂକଳିତ ପୁସ୍ତକକୁ ଉନ୍ମୋଚନ କରିଛନ୍ତି । ଓଡିଶା ଉଚ୍ଚ ନ୍ୟାୟାଳୟର ବରିଷ୍ଠ ଆଇନଜୀବୀ ଶ୍ରୀ ପ୍ରଦୀପ କୁମାର ପଟ୍ଟନାୟକଙ୍କ ଦ୍ୱାରା

ରାଢୋ ଗ୍ରାମ୍ୟ ରାସ୍ତା ଅବସ୍ଥା ଦୟନୀୟ

ଭଦ୍ରକ/ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ବଡ଼ବଡ଼ ଗ୍ରାମ ଓ ପଡ଼ାକୁ ଗମନାଗମନ ସୁବିଧା ପାଇଁ କେନ୍ଦ୍ର ଠାରୁ ରାଜ୍ୟ ସରକାରଙ୍କ ଯାଏଁ କୋଟିକୋଟି ଟଙ୍କା ବ୍ୟୟ କରୁଛନ୍ତି । ପ୍ରଧାନମନ୍ତ୍ରୀ ଗ୍ରାମସଡକ ସହିତ ମୁଖ୍ୟମନ୍ତ୍ରୀ ଗ୍ରାମ ସଡ଼କ ଓ ଅନ୍ୟାନ୍ୟ ଯୋଜନାରେ ନୂତନ ରାସ୍ତା ନିର୍ମାଣ ହେଉଥିବା

ପ୍ରଜାତନ୍ତ୍ରର ପ୍ରଭାବ, ଚର୍ଚ୍ଚିକା ପ୍ରାଥମିକ ବିଦ୍ୟାଳରେ ମଧ୍ୟାହ୍ନଭୋଜନ କେଳେଙ୍କାରୀ, ତଦନ୍ତ କଲେ ଦୁଇ ଅଧିକାରୀ…

ଗୋପ/ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ଗୋପ ବ୍ଲକ ଷୋଳପୁର ଚର୍ଚ୍ଚିକା ସରକାରୀ ନୋଡାଲ ବିଦ୍ୟାଳୟର ମଧ୍ୟାହ୍ନ୍ନ ଭୋଜନ କେଳେଙ୍କାରୀ ସମ୍ପର୍କିତ ଖବର ଗତକାଲି ପ୍ରକାଶ ପାଇବା ପରେ ଆଜି ଦୁଇ ଅଧିକାରୀ ବିଦ୍ୟାଳୟରେ ପହଁଚି  ତଦନ୍ତ କରିଛନ୍ତି। ସୂଚନା ଅନୁସାରେ ଗୋପ ବ୍ଲକ ଶିକ୍ଷାଧିକାରୀଙ୍କ

ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ ତାଳଚେର ମେଡିକାଲ କଲେଜ

୧୦୦ ସିଟ୍‌ରେ ପାଠପଢ଼ା ‌ପାଇଁ ଆବେଦନ କରାଯିବ ଅନୁଗୁଳ/ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ଅନିଶ୍ଚିତତା ଘେରରେ ରହିଥିବା ତାଳଚେରସ୍ଥିତ ପବିତ୍ର ମୋହନ ପ୍ରଧାନ ମେଡିକାଲ କଲେଜ ଓ ଡାକ୍ତରଖାନା କାର୍ଯ୍ୟକ୍ଷମ ‌ହେବା ନେଇ ପୁଣି ଆଶା ସଂଚାର ହୋଇଛି। ଏହି ମେଡିକାଲ କଲେଜ ପରିଚାଳନା ନେଇ

ହ୍ୟୁଷ୍ଟନ୍‌ରେ ଆୟୋଜନ ହେବନି ଅଦିନିଆ ରଥଯାତ୍ରା, ବାତିଲ କଲା ଇସ୍କନ୍‌

ମହାପ୍ରଭୁଙ୍କ ଭକ୍ତଙ୍କ ପାଇ ଭଲ ଖବର ଆସିଛି। କୋଟିକୋଟି ଓଡ଼ିଆ ଯାହା ଦାବି କରୁଥିଲେ, ତାହା ହିଁ ହୋଇଛି। ଇସ୍କନ୍‌ର ପ୍ରତକ୍ଷ୍ୟ ତତ୍ବାବଧାନରେ ଆମେରିକୀୟ ସହର ହ୍ୟୁଷ୍ଟନ୍‌ରେ ଆୟୋଜନ ହେବାକୁ ଥିବା ରଥଯାତ୍ରା ବାତିଲ ହୋଇଛି। ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ଜଗନ୍ନାଥପ୍ରେମୀଙ୍କ

ପୁଣି ବୋମା ଆତଙ୍କ: ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କଲା ବିମାନ

ପୁଣି ବିମାନରେ ବୋମା ଆତଙ୍କ ଖେଳିଯିବାରୁ ଭୁବନେଶ୍ୱର ବିମାନବନ୍ଦରରେ ଇଣ୍ଡିଗୋ ବିମାନର ହେଲା ଜରୁରୀ ଅବତରଣ କରିଥିବାର ଖବର ମିଳିଛି। ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ ଉଡାଣ ଭରୁଥିବା ବେଳେ କଲା ଜରୁରୀ ଅବତରଣ କରିଛି ବିମାନ। ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ପୁଣି ବିମାନରେ ବୋମା