Browsing Category

ଓଡିଶା

ରାମମୂର୍ତ୍ତି ଗମାଙ୍ଗଙ୍କୁ ଆଜୀବନ କାରାଦଣ୍ଡ

ପତ୍ନୀଙ୍କୁ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ରାୟଗଡ଼ା ଜିଲ୍ଲା ଗୁଣୁପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗୋଙ୍କୁ ଆଜୀବନ କାରାଦଣ୍ଡ ଆଦେଶ ପ୍ରଦାନ କରିଥିଲେ ଭୁବନେଶ୍ୱର ଏଡିଜେ କୋର୍ଟ। ଏହା ହାଇକୋର୍ଟରେ କାଏମ ରହିଛି। କଟକ, ୩୦-୧୦-୨୦୨୪ (ପିପିଏସ ):

ଅବସରପ୍ରାପ୍ତ ରାଜସ୍ବ ନିରୀକ୍ଷକଙ୍କୁ ୩ ବର୍ଷ ଜେଲଦଣ୍ଡ, ୧ ଲକ୍ଷ ଟଙ୍କା ଜରିମାନା

ଅବସରପ୍ରାପ୍ତ ରାଜସ୍ବ ନିରୀକ୍ଷକଙ୍କୁ ତିନି ବର୍ଷ ଜେଲଦଣ୍ଡ ଓ ୧ ଲକ୍ଷ ଟଙ୍କା ଜରିମାନା ହୋଇଛି। ସୁନ୍ଦରଗଡ଼ ଭିଜିଲାନ୍ସ ବିଭାଗର ସ୍ବତନ୍ତ୍ର ଜଜ ସସ୍ମିତା ପରହୀ ଜିଲ୍ଲାର ବଣାଇ ତହସିଲ ଅଧୀନରେ କାର୍ଯ୍ୟ କରିଥିବା ନୃସିଂହ ଚରଣ ତ୍ରିପାଠୀ (୭୮)ଙ୍କ ବିରୋଧରେ ହୋଇଥିବା ମାମଲାର ବିଚାର କରି

ଯାତ୍ରାରେ ଅଶ୍ଳୀଳ ନୃତ୍ୟ ରୋକିବା ପାଇଁ ଆଇନ ଆଣିବେ ସରକାର: ମନ୍ତ୍ରୀ

ଯାତ୍ରାରେ ଅଶ୍ଳୀଳ ନୃତ୍ୟ ରୋକିବା ପାଇଁ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଯାତ୍ରା ମାଲିକମାନେ ଏ ବାବଦରେ ନିଷ୍ପତ୍ତି ନିଅନ୍ତୁ କି ଯାତ୍ରାରେ ଅଶ୍ଳୀଳତା ଯେମିତି ରହିବ ନାହିଁ। ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ଯାତ୍ରାରେ ଅଶ୍ଳୀଳ

ନଭେମ୍ବର ୨୬ରୁ ପ୍ରଥମ ଶୀତକାଳୀନ ଅଧିବେଶନ

ଓଡ଼ିଶା ବିଧାନସଭାର ଆଗାମୀ ଶୀତକାଳୀନ ଅଧିବେଶନ ନଭେମ୍ବର ୨୬ ତାରିଖ ଠାରୁ ଆରମ୍ଭ ହୋଇ ୩୫ ଦିନ ପରେ ଶେଷ ହେବ। ଏହି ଅଧିବେଶନ ଡିସେମ୍ବର ୩୧ ଯାଏଁ ଚାଲିବ। ଏହାରି ମଧ୍ୟରେ ମୋଟ୍‌ ୩୦ଟି କାର୍ଯ୍ୟ ଦିବସ ରହିବ ବୋଲି କୁହାଯାଇଛି।  ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ମୋହନ ସରକାରଙ୍କ

ଅବ୍ୟବସ୍ଥା ଘେରରେ ଓଡ଼ିଶାର ସର୍ବବୃହତ କଟକ ପଶୁ ଚିକିତ୍ସାଳୟ

କଟକ,୩୦-୧୦-୨୦୨୪ (ପିପିଏସ ) : ଓଡ଼ିଶାର ସର୍ବବୃହତ କଟକ ଭେଟନାରୀ ହସ୍ପିଟାଲ ଏବେ ଅବ୍ୟବସ୍ଥା ଘେରରେ ରହିଛି। ବାରବାଟୀ କଟକ ବିଧାୟିକା ସୋଫିଆ ଫିର୍ଦୋସ ବୁଧବାର ବକ୍ସି ବଜାରସ୍ଥିତ ଏହି ସରକାରୀ ପ୍ରାଣୀ ଚିକିତ୍ସାଳୟକୁ ଅଚାନକ ଗସ୍ତ କରି ନବ ନିର୍ମିତ ଅଫିସ୍ ବୁଲିବା ସହ ସେଠାରେ

ଓଡିଶାକୁ ଫେରିବ ପୋସ୍କୋ : ସାଂସଦ ବିଭୁ ତରାଇ

ଭୁବନେଶ୍ୱର, ୩୦-୧୦-୨୦୨୪ (ପିପିଏସ ) : ଜେଏସଡବ୍ଲୁ ସହ ମିଶି ପୋସ୍କୋ ବୃହତ୍ ପ୍ରକଳ୍ପ ସ୍ଥାପନ କରିବାକୁ ଆଗ୍ରହ ପ୍ରକାଶ କରିଥିବା ସୂଚନା ମିଳିଛି। ଏନେଇ ଜଗତସିଂପୁର ସାଂସଦ ବିଭୁ ତରାଇ କହିଛନ୍ତି, ସ୍ଥିର ସରକାର ରହିଲେ ଶିଳ୍ପପତିଙ୍କ ଆସ୍ଥା ବଢେ। ଓଡ଼ିଶାରେ ଡବଲ ଇଞ୍ଜିନ ସରକାର

ଏସସିବିର ଏମ୍ସପ୍ଲସ ନିର୍ମାଣକୁ ନେଇ ପ୍ରଶ୍ନ ଉଠାଇଲେ ବିଧାୟିକା ସୋଫିଆ ଫିର୍ଦୋସ

କଟକ,୩୦-୧୦-୨୦୨୪ (ପିପିଏସ ) : ଏସସିବି ମେଡିକାଲର ନବନିର୍ମାଣ ବା ଏମ୍ସପ୍ଲସକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବାରବାଟୀ-କଟକ ବିଧାୟିକା ସୋଫିଆ ଫିର୍ଦୋସ। ଆସନ୍ତାବର୍ଷ ଡିସେମ୍ବର ମାସରେ ଏହାକୁ ଉଦଘାଟନ କରିବାକୁ ଲକ୍ଷ୍ୟ ରଖାଯାଇଥିବାବେଳେ ନିର୍ମାଣ କାର୍ଯ୍ୟ ବହୁତ ମନ୍ଥର ଗତିର ଚାଲିଛି ବୋଲି

ଓଏଏସ ସ୍ତରରେ ବଦଳି,  ମନୋରଞ୍ଜନ ସାହୁ ହେଲେ ଭୁବନେଶ୍ବର ଉପଜିଲାପାଳ

ଭୁବନେଶ୍ୱର ୨୮-୧୦-୨୦୨୪ (ପିପିଏସ) : ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ) ସ୍ତରରେ ଛୋଟ ଧରଣର ଅଦଳବଦଳ କରାଯାଇଛି। ଶୈଳେନ୍ଦ୍ର କୁମାର ଜେନା ମିଶନ ଶକ୍ତି ଯୁଗ୍ମ ସଚିବ ହୋଇଥିବାବେଳେ ମମତା ବାରିକଙ୍କୁ ଓଡ଼ିଶା ଜୀବିକା ମିଶନ ଯୁଗ୍ମ ସଚିବ ଭାବେ ଅବସ୍ଥାପିତ

ବଢ଼ିଚାଲିଛି ଝାରପଡ଼ା ଜେଲ୍‌ ବିଭ୍ରାଟ

ତଦନ୍ତ ରିପୋର୍ଟ ଉପରେ ଡିଜିଙ୍କ ତନାଘନା ଗ୍ୟାଙ୍ଗ୍‌ଵାର୍‌, କଏଦୀ ମୃତ୍ୟୁ, ସେଲ୍‌ ଭିତରେ ସ୍ମାର୍ଟଫୋନ୍‌ରେ ଭିଡିଓ ସୁଟ୍, ଜେଲର୍‌ ଓ ୱାର୍ଡରଙ୍କୁ କଏଦୀଙ୍କ ଆକ୍ରମଣ ଭଳି ବିଭ୍ରାଟ ସବୁକୁ ଝାରପଡ଼ା ଜେଲ୍‌ କର୍ତ୍ତୃପକ୍ଷ ଅଡ଼ୁଆରେ। ଦିନକୁ ଦିନ ବିଭିନ୍ନ ପ୍ରକାରର ନୂଆନୂଆ ବିଭ୍ରାଟ

ବାତ୍ୟା ପରେ ବାତ୍ୟା ଯାଉଛି: ସୁଲୋଚନାଙ୍କ ମୁଣ୍ଡ ଉପରୁ ହଟୁନି ଜରିପାଲ

ବାତ୍ୟା ପରେ ବାତ୍ୟା ଯାଉଛି। ମାତ୍ର ବୃଦ୍ଧା ସୁଲୋଚନାଙ୍କ ମୁଣ୍ଡ ଉପରୁ ଜରିପାଲ ଯିବା ନାଁ ଧରୁନି। ବାତ୍ୟା ଆସିବା ବେଳେ ତାଙ୍କୁ ପ୍ରଶାସନ ନେଇ ବାତ୍ୟା ଆଶ୍ରୟସ୍ଥଳୀ, ସ୍କୁଲ୍‌ କୋଠା କିମ୍ବା କ୍ଲବ୍‌ ଘରକୁ ନେଇ ଆଶ୍ରୟ ଦେଉଛି। ଭୁବନେଶ୍ୱର ୨୮-୧୦-୨୦୨୪ (ପିପିଏସ) : ବାତ୍ୟା ପରେ