Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବିରଳ ରୋଗରେ ପୀଡିତ ଶିଶୁଙ୍କୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ୫ ଲକ୍ଷ ଟଙ୍କା ପ୍ରଦାନ
ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଗୁଢ଼ିଆଲି ଗ୍ରାମର ବାପା ହେରମ୍ବ ଗିରି ଓ ମାତା ବିଳାସ ଗିରିଙ୍କ କୋଳରେ ୭ ବର୍ଷ ପୂର୍ବେ ଏକ କନ୍ୟା ସନ୍ତାନ ଜନ୍ମ ଗ୍ରହଣ କରିଥିଲେ। ଜନ୍ମର ଏକ ବର୍ଷ ପରେ ଦେହ ପୋଡି ଯିବା ଭଳି ଦେଖା ଦେଇଥିଲା। ସୂର୍ଯ୍ୟ କିରଣ ପଡିଲେ ଦେହ ଜଳାପୋଡ଼ା ହେଉଛି
!-->!-->!-->…
ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ
ରାଜ୍ୟ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ ଆସନ୍ତାକାଲି ଶୁକ୍ରବାର ମାର୍ଚ୍ଚ ୭ ତାରିଖଠାରୁ ଆରମ୍ଭ ହୋଇ ଏପ୍ରିଲ୍ ୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନ କାଳରେ ଖର୍ଚ୍ଚଦାବି ନେଇ ଆଲୋଚନା ସହିତ ବ୍ୟୟ ମଞ୍ଜୁରୀ ବିଧେୟକ ପାରିତ ହେବାର କାର୍ଯ୍ୟକ୍ରମ ରହିଛି
!-->!-->!-->…
ସୁଭଦ୍ରା ଯୋଜନାର ସଫଳତା ପାଳନ ପାଇଁ ଘରର ମୁଖ୍ୟ ଦ୍ୱାର ସମ୍ମୁଖରେ ଦୀପ ଜାଳନ୍ତୁ: ଉପମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ
ଓଡ଼ିଶା ସରକାର ଗୁରୁବାର ଦିନ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟରେ ୨.୩୦ ଲକ୍ଷ ମହିଳା ହିତାଧିକାରୀଙ୍କୁ ୫୦୦୦ ଟଙ୍କା ଲେଖାଏଁ ପ୍ରଦାନ କରିଛନ୍ତି। ଏହା ସହିତ, ପାଞ୍ଚଟି ପର୍ଯ୍ୟାୟରେ ମୋଟ ୧.୨୦ କୋଟି ହିତାଧିକାରୀଙ୍କୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି
!-->!-->!-->…
ରାଜ୍ୟରେ ସୁଭଦ୍ରା ଶୋଭାଯାତ୍ରା
ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ସୁଭଦ୍ରା ଶୋଭାଯାତ୍ରାର ଆୟୋଜନ କରାଯାଇଛି।ଶୋଭାଯାତ୍ରା ମାଧ୍ୟମରେ କଥା ଦେଇ କଥା ରଖିଥିବା ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତି ମହିଳା।
ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) : ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର!-->!-->!-->…
ପରିବର୍ତ୍ତନକାରୀ ସହରୀ ଅଭିବୃଦ୍ଧିରେ ‘ଅଙ୍କୁର’ ଗୁରୁତ୍ବପୂର୍ଣ୍ଣ
ଅଟଳ ନେଟୱାର୍କ ଫର୍ ନଲେଜ୍, ନଗରୀକରଣ ଏବଂ ସଂସ୍କାର (ଅଙ୍କୁର) ଉପରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ପରିବର୍ତ୍ତନକାରୀ ପଦକ୍ଷେପର ଲକ୍ଷ୍ୟ ହେଉଛି ଓଡ଼ିଶାରେ ସହରାଞ୍ଚଳ ନବସୃଜନ, ସହଯୋଗ ଏବଂ ସୁଶାସନକୁ ପ୍ରୋତ୍ସାହିତ କରିବା
ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) :!-->!-->!-->…
ସୈନିକ ସ୍କୁଲ୍ ସ୍ଥାନାନ୍ତର ପ୍ରସଙ୍ଗ
୫୦୦ପିଲାଙ୍କ ପାଠରେ ଲାଗିବ ଡୋରି,
ଗରିବ ପିଲାଙ୍କ ଭରସା ବାଲ୍ ସୈନିକ ସ୍କୁଲ
ବାଲ୍ ସୈନିକ ପବ୍ଲିକ ସ୍କୁଲ। ଭୁବନେଶ୍ବର ସୈନିକ ସ୍କୁଲର ଏକ ଅଂଶ ଭାବେ ୮୦ ଦଶକରେ ପ୍ରତିଷ୍ଠା ହୋଇଥିବା ଏହି ସ୍କୁଲରେ ଏବେ ୭୦୦ରୁ ଅଧିକ ଛାତ୍ରଛାତ୍ରୀ ଶିକ୍ଷାଗ୍ରହଣ କରୁଛନ୍ତି। ରାଜଧାନୀର!-->!-->!-->!-->!-->!-->!-->…
କୁଳପତିମାନଙ୍କୁ ରାଜ୍ୟପାଳଙ୍କ ପରାମର୍ଶ: କ୍ୟାମ୍ପସ୍ରେ ଯୌନ ନିର୍ଯାତନା ରୋକ
ବିଶ୍ବବିଦ୍ୟାଳୟ ସମେତ ରାଜ୍ୟର ଉଚ୍ଚ ଶିକ୍ଷାନୁଷ୍ଠାନରେ ଯୌନ ନିର୍ଯାତନା ରୋକିବା ଦିଗରେ ବିହିତ ପଦକ୍ଷେପ ନେବାର ସମୟ ଆସିଛି। ଏଥିସହ ଡିଜିଟାଲ ଯୁଗରେ ସାଇବର ଅପରାଧ ବୃଦ୍ଧି ପାଉଥିବାରୁ ସାଇବର୍ ନିରାପତ୍ତା
ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) : ବିଶ୍ବବିଦ୍ୟାଳୟ ସମେତ ରାଜ୍ୟର ଉଚ୍ଚ!-->!-->!-->…
ଘର ଘର ବୁଲି ସର୍ଭେ ହେବ: ଉପମୁଖ୍ୟମନ୍ତ୍ରୀ
ସୁଭଦ୍ରା ଯୋଜନା ହିତାଧିକାରୀଙ୍କୁ ଚିହ୍ନଟ ପାଇଁ
ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) : ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିଥିବା ହିତାଧିକାରୀମାନଙ୍କୁ ଚିହ୍ନଟ କରିବା ପାଇଁ ସରକାରୀ ଅଧିକାରୀ ଘର ଘର ବୁଲି ସର୍ଭେ କରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି।ଓଡ଼ିଶା ସରକାର!-->!-->!-->…
ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ ନୂଆ ମୋଡ଼
ରିପୋର୍ଟ ସାର୍ବଜନୀନ ହେବ ନାହିଁ: ସରକାରଙ୍କ ସତ୍ୟପାଠ
ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ ନୂଆ ମୋଡ଼ ଆସିଛି । ରାଜ୍ୟ ସରକାର ଏନେଇ ଏକ ସତ୍ୟପାଠ ଦାଖଲ କରିଛନ୍ତି । ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ ହେବ ନାହିଁ ବୋଲି ସତ୍ୟପାଠରେ ଉଲ୍ଲେଖ!-->!-->!-->…
କନଷ୍ଟେବଳ ପରୀକ୍ଷାର୍ଥୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ
ରାଜ୍ୟରେ କନଷ୍ଟେବଳ / ସିପାହୀ ନିଯୁକ୍ତି ପାଇଁ ହୋଇଥିବା ପରୀକ୍ଷାରେ କୃତକାର୍ଯ୍ୟ ସମସ୍ତ ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆ ଏକ୍ସରେ ଅଭିନନ୍ଦନ ଜଣାଇଛନ୍ତି
ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) : ରାଜ୍ୟରେ କନଷ୍ଟେବଳ / ସିପାହୀ ନିଯୁକ୍ତି ପାଇଁ ହୋଇଥିବା!-->!-->!-->…