Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଅଟୋକୁ ପଛରୁ ଧକ୍କା ଦେଲା ଟ୍ରକ୍, ଚାଳକ ଗୁରୁତର ୩ ଆହତ
ବ୍ରହ୍ମପୁର,୦୬-୧୦-୨୦୨୪ (ପିପିଏସ) : ଗୋଳନ୍ଥରା ଥାନା ଅନ୍ତର୍ଗତ ରଣ୍ଢା ଛକ ନିକଟରେ ଏକ ଯାତ୍ରୀବାହୀ ଅଟୋକୁ ପଛରୁ ଟ୍ରକ ଧକ୍କା ଦେବା ଫଳରେ ଅଟୋ ଓଲଟି ୩ଜଣ ଆହତ ହୋଇଥିବା ବେଳେ ଅଟୋ ଚାଳକ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଗୁରୁତର ଆହତ ଅଟୋ ଚାଳକଜଣଙ୍କ ହେଲେ ପଦ୍ମପୁର ଗ୍ରାମର ବିଜୟ!-->…
ଜଗତସିଂହପୁର ସଦର ପୋଲିସର ବଡ଼ ସଫଳତା
ଚଢ଼େଇଗାଁ ଶିବ ମନ୍ଦିର ଚୋରା ଘଟଣା ଫର୍ଧାଫାସ
ଜଗତସିଂହପୁର,୦୬-୧୦-୨୦୨୪ (ପିପିଏସ) : ଆଜି ଜଗତସିଂହପୁର ପୋଲିସକୁ ମିଳିଛି ବଡ଼ ସଫଳତା। ଗତ ମାସ ୨୬ତାରିଖ ରାତ୍ରରେ ଜଗତସିଂହପୁର ସଦର ଥାନା ଅନ୍ତର୍ଗତ ତୁମ୍ଭା ଅଣ୍ଡେଇସାହି ପଞ୍ଚାୟତ ଅନ୍ତର୍ଗତ ଚଢେଇଗା ସ୍ଥିତ ଚନ୍ଦ୍ରଶେଖର!-->!-->!-->!-->!-->…
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ରୢାଗିଂ ଘଟଣା
୧୭ଜଣ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ
ବ୍ରହ୍ମପୁର/ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ରୢାଗିଂ ଘଟଣାକୁ ନେଇ ଶୃଙ୍ଗଳା କମିଟିର ତଦନ୍ତ ପରେ ୧୭ଜଣ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ଘଟଣାରେ ସଂପୃକ୍ତ ୪ଜଣ ଛାତ୍ରଙ୍କୁ!-->!-->!-->!-->!-->…
ତେଲ ୧୦୦ ଡଲାର ଛୁଇଁବ!
ନୂଆଦିଲ୍ଲୀ/ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ମଧ୍ୟପ୍ରାଚ୍ୟରେ ଯୁଦ୍ଧଭଳି ସ୍ଥିତି ଉପୁଜିଛି। ଇରାନରେ ଏଥିପାଇଁ ତୈଳ ଉତ୍ପାଦନ ପ୍ରଭାବିତ ହେବା ସମ୍ଭାବନା ରହିଛି। ଯଦି ଏହା ହୁଏ ତା’ହେଲେ ଆଗାମୀ ଦିନରେ ଅଶୋଧିତ ତେଲ ଦର ବ୍ୟାରେଲ ପିଛା ୧୦୦ ଡଲାର ଛୁଇଁବା ସମ୍ଭାବନା ରହିଛି ବୋଲି ଏକ!-->…
ଜିଆରଏସ ପଦକୁ ପୁଣି ଫେରାଇନେବା ନିର୍ଦ୍ଦେଶ ଉପରେ ହାଇକୋର୍ଟଙ୍କ ଅନ୍ତରୀଣ ରହିତାଦେଶ
କଟକ,୦୬-୧୦-୨୦୨୪ (ପିପିଏସ) : ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧିନରେ ଆକାଉଣ୍ଟାଣ୍ଟ ତଥା ଡାଟା ଏଣ୍ଟ୍ରି ଅପରେଟର ଭାବେ ଗତ ମାର୍ଚ୍ଚ ମାସରେ ନିଯୁକ୍ତି ପାଇଥିବା ଗ୍ରାମରୋଜଗାର ସେବକ(ଜିଆରଏସ)ଙ୍କୁ ପୁଣି ପୂର୍ବ ପଦକୁ ଫେରାଇ ନେବା ପାଇଁ ୨୦୨୪, ସେପ୍ଟେମ୍ବର ୨୫ରେ ଜାରି କରାଯାଇଥିବା!-->…
ଟ୍ରକ୍-କଣ୍ଟେନର ଦୁର୍ଘଟଣାଗ୍ରସ୍ତ: ଜଣେ ଡ୍ରାଇଭର ମୃତ, ହେଲପର ଗୁରୁତର
୫୩ ନମ୍ବର ଜାତୀୟ ରାଜପଥରେ ରବିବାର ସନ୍ଧ୍ୟାରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ଜମନକିରା ଥାନା ବଡରମା ଘାଟି ତଳ କଦଳିପାଲ ନିକଟରେ ଏକ ଟ୍ରକ ଓ ଗୋଟିଏ କଣ୍ଟେନର ମୁହାଁମୁହିଁ ଧକ୍କା ହୋଇଛି।
କୁଚିଣ୍ଡା/ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ୫୩!-->!-->!-->…
ପାରିବାରିକ ପର୍ବରୁ ସାମାଜିକ ମହୋତ୍ସବ
କଟକରେ ଦୁର୍ଗାପୂଜା ଓ ସୁନାଚାନ୍ଦି ମେଢ଼
କଟକ,୦୬-୧୦-୨୦୨୪ (ପିପିଏସ) : ଓଡ଼ିଶାରେ ଦଶହରାରେ ମୃଣ୍ମୟୀ ପୂଜାର ପରମ୍ପରା ଖୁବ୍ ଲୋକପ୍ରିୟ। କିନ୍ତୁ ଏହା ସ୍ବକୀୟ ଉତ୍କଳୀୟ ପରମ୍ପରା ନୁହେଁ। ରାଜ୍ୟର ପ୍ରାଚୀନ ସହର କଟକର ବଙ୍ଗୀୟ ଅଧିବାସୀ ଏହାର ମୂଳଦୂଆ ପକାଇଥିଲେ ବୋଲି କୁହାଯାଏ।!-->!-->!-->!-->!-->…
ଅଙ୍ଗନୱାଡି କର୍ମୀଙ୍କ ମନମୁଖୀ କାର୍ଯ୍ୟକଳାପକୁ ବିରୋଧ କରି ତାତିଲେ ଗ୍ରାମବାସୀ
ବୈଶିଙ୍ଗା/ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ଅଙ୍ଗନଓ୍ୱାଡି କର୍ମୀଙ୍କ ମନମୁଖୀ କାମ ସାଙ୍ଗକୁ ଦୀର୍ଘଦିନ ଧରି ଚଳାଇ ଆସିଥିବା ବ୍ୟାପକ ଅନିୟମିତତା ପ୍ରତିବାଦରେ ଶନିବାର ବେତନଟୀ ବ୍ଳକ ଅନ୍ତର୍ଗତ ନଡପୁର ପଞ୍ଚାୟତ ଅଧୀନ ଟିକରଗଡିଆ ଅଙ୍ଗନୱାଡି କେନ୍ଦ୍ର ସମ୍ମୁଖରେ ତୀବ୍ର ଉତ୍ତେଜନା ଲାଗି!-->…
ରାଜ୍ୟଗୋଷ୍ଠୀ ପାୱାରଲିଫ୍ଟିଂ ଚାମ୍ପିଅନସିପରେ ଚମକିଲେ ଓଡ଼ିଆ ପୁଅ ରାହିତ
କୋରାପୁଟ/ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, କୋରାପୁଟର ଗଣିତ ବିଭାଗର ପ୍ରଥମ ବର୍ଷର ଛାତ୍ର ରୋହିତ ପାତ୍ର ଦକ୍ଷିଣ ଆଫ୍ରିକାର ସନ୍ ସିଟିରେ ଅନୁଷ୍ଠିତ ରାଜ୍ୟଗୋଷ୍ଠୀ ପାୱାରଲିଫ୍ଟିଂ ଚାମ୍ପିଅନସିପରେ ୧୨୦ କିଲୋଗ୍ରାମ+ ସବ୍ ଜୁନିୟର ବର୍ଗରେ ଡେଡ!-->…
ବିଜେପି ଉପରେ ସବୁ ବର୍ଗର ଲୋକଙ୍କ ଭରସା ବଢ଼ୁଛି: ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଓଡ଼ିଶାର ସହିଦ ବାଜି ରାଉତଙ୍କ ପୁଣ୍ୟ ଜୟନ୍ତୀ ଅବସରରେ ବିଏମ୍ସି ପକ୍ଷରୁ ଆୟୋଜିତ ପୃଥକ ପୃଥକ କାର୍ଯ୍ୟକ୍ରମରେ ବୃକ୍ଷରୋପଣ କରିବା ସହ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି।!-->…