Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
‘କଂଗ୍ରେସ ଯୁବପିଢ଼ୀମାନଙ୍କୁ “ଡ୍ରଗ୍ସର ଅନ୍ଧକାର ଦୁନିଆ”କୁ ନେଇଯାଉଛି: ଶାହା
ଦିଲ୍ଳୀରେ ୫ ହଜାର କୋଟି ଟଙ୍କାର ଡ୍ରଗ୍ସ ଧରାପଡ଼ିବା ପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନ କଂଗ୍ରେସ ଦଳ ଉପରେ ଅଭିଯୋଗ ଲଗାଇ କହିଛନ୍ତି ଯେ ‘କଂଗ୍ରେସ ଯୁବପିଢ଼ୀମାନଙ୍କୁ “ଡ୍ରଗ୍ସର ଅନ୍ଧକାର ଦୁନିଆ”କୁ ନେଇଯାଉଛି।
ନୂଆଦିଲ୍ଳୀ/ଭୁବନେଶ୍ୱର ୦୪-୧୦-୨୪ (ପିପିଏସ) :!-->!-->!-->…
ରାଜଧାନୀରେ ବଢୁଛି ଛିନ୍ତାଇ
ପାର୍ବଣ ସମୟରେ ବାରମ୍ବାର ଏଭଳି ଛିନ୍ତାଇ ଘଟୁଥିବାରୁ ରାଜଧାନୀବାସୀଙ୍କ ଭିତରେ ଆତଙ୍କ ଖେଳିଯାଇଛି
ଭୁବନେଶ୍ୱର ୦୪-୧୦-୨୪ (ପିପିଏସ) : ରାଜଧାନୀରେ ପୁଣି ଦିନ ଦିପହରରେ ଲୁଟ୍ ଘଟିଛି। ଆଜି ଅପରାହ୍ଣରେ ଲୁଟେରାମାନେ ବ୍ୟାଙ୍କ୍ରୁ ଫେରୁଥିବା ଜଣେ ମହିଳାଙ୍କଠାରୁ ଟଙ୍କା ଭର୍ତ୍ତି!-->!-->!-->…
ଡ୍ରୋନ୍ କରିବ ଡ୍ରେନ୍ ସର୍ଭେ
ଗତବର୍ଷ ବି ସମ୍ବେଦନଶୀଳ ଜାଗା ଖୋଜିଥିଲେ
ଭୁବନେଶ୍ୱର ୦୪-୧୦-୨୪ (ପିପିଏସ) : ଭୁବନେଶ୍ବରରେ ଥିବା ଡ୍ରେନ୍ଗୁଡ଼ିକର ଡ୍ରୋନ୍ ସର୍ଭେ ହେବ। ଡ୍ରୋନ୍ ଉଡ଼ି ସମ୍ବେଦନଶୀଳ ଜାଗା ଖୋଜିବ। ଏହି ସବୁ ଜାଗା ଚିହ୍ନଟ ହେବା ପରେ ବିଏମ୍ସି ଏକ ସ୍ବତନ୍ତ୍ର ପ୍ଲାନ୍ ପ୍ରସ୍ତୁତ କରିବ। ଫଳରେ!-->!-->!-->…
ବନ୍ଧୁକମୁନରେ ଲୁଟିନେଲେ ବସ୍ତା ବସ୍ତା କେନ୍ଦୁପତ୍ର
ଦଶପଲ୍ଲା ବନାଞ୍ଚଳ ସାକେଣୀ କେନ୍ଦୁପତ୍ର ଫଡ଼ିରେ ବଡ଼ ଧରଣର ଡକାୟତି ହୋଇଛି। ବନ୍ଧୁକ ଦେଖାଇ ମୁଖା ପିନ୍ଧା ୧୦ଜଣ ଯୁବକ ଲୁଟିନେଇଛନ୍ତି ବସ୍ତା ବସ୍ତା କେନ୍ଦୁପତ୍ର।
ଦଶପଲ୍ଲା/ଭୁବନେଶ୍ୱର ୦୪-୧୦-୨୪ (ପିପିଏସ) : ନୟାଗଡ଼ ଜିଲ୍ଲା ଦଶପଲ୍ଲା ବନାଞ୍ଚଳ ସାକେଣୀ କେନ୍ଦୁପତ୍ର ଫଡ଼ିରେ ବଡ଼!-->!-->!-->!-->!-->…
ବାଘ ଆତଙ୍କ! ଆଳିରେ ପହଞ୍ଚିଲେ ବନବିଭାଗ ଅଧିକାରୀ
ଆଳି/ଭୁବନେଶ୍ୱର ୦୪-୧୦-୨୪ (ପିପିଏସ) : ଆଳିରେ ବାଘ ପଇଁତରା ମାରୁଛି। ଏମିତି ଭିଡିଓ ଭାଇରାଲକୁ ନେଇ ଗତ ରାତି ଠାରୁ ଆଳିରେ ଆତଙ୍କିତ ଅବସ୍ଥା ସୃଷ୍ଟି ହୋଇଛି।ଆଳିର ଏକ ନିକାଞ୍ଚନ ପଡ଼ିଆରେ ବାଘ ବୁଲୁଛି। ସିମେଣ୍ଟ ପାଚେରୀ ଉପରେ କୁଦିକୁଦି ଚାଲୁଛି।ଗଛ ଉପରେ ଶୋଇଛି। ଏମିତି ସବୁ ଦୃଶ୍ୟର!-->…
କିଡ୍ନି ରୋଗ ନେଉଛି ମୁଣ୍ଡ
୨୮ ପରିବାରର ୩୧ ମୃତ
ବୌଦ୍ଧ/ଭୁବନେଶ୍ୱର ୦୪-୧୦-୨୪ (ପିପିଏସ) : ସ୍ବାଧୀନତାର ୭୭ବର୍ଷ ପରେ ବି ପିଇବା ପାଣି ପାଇଁ ଡହଳବିକଳ। ଯେଉଁ ପାଣି ପିଉଛନ୍ତି, ତାହା ପାଲଟିଛି ଜହର। ଆଉ ଏହାର ଭୟଙ୍କର ମୂଲ୍ୟ ଦେବାକୁ ପଡୁଛି ଗ୍ରାମବାସୀଙ୍କୁ। ଦୂଷିତ ପାଣି ବ୍ୟବହାର କରି ଲୋକେ କିଡ୍ନି ରୋଗରେ!-->!-->!-->…
ସ୍ଥାୟୀ ଡିଜିପି ନିଯୁକ୍ତି ପ୍ରସଙ୍ଗ
କେନ୍ଦ୍ର, ଓଡ଼ିଶା ସମେତ ସାତ ରାଜ୍ୟକୁ ସୁପ୍ରିମ୍କୋର୍ଟଙ୍କ ନୋଟିସ୍
ନୂଆଦିଲ୍ଲୀ/ଭୁବନେଶ୍ୱର ୦୪-୧୦-୨୪ (ପିପିଏସ) : ପୁଲିସ ମହାନିର୍ଦ୍ଦେଶକଙ୍କ ନିଯୁକ୍ତି ନେଇ ପ୍ରକାଶ ସିଂହ ମାମଲା ମାର୍ଗଦର୍ଶିକାକୁ ଲାଗୁ କରିବା ତଥା ଦୁଇ ବର୍ଷର ନିଶ୍ଚିତ କାର୍ଯ୍ୟକାଳ ପାଇଁ ନିୟମିତ ନିଯୁକ୍ତି!-->!-->!-->…
ଦଶହରା ଛୁଟି ପରେ ନବମ, ଦଶମ ଷାଣ୍ମାସିକ ପରୀକ୍ଷା
କଟକ,୦୪-୧୦-୨୪ (ପିପିଏସ) : ଚଳିତ ବର୍ଷ ଅକ୍ଟୋବର ୪ରୁ ଅଷ୍ଟମ, ନବମ ଓ ଦଶମ ଶ୍ରେଣୀ ଅର୍ଦ୍ଧବାର୍ଷିକ ପରୀକ୍ଷା ଅନୁଷ୍ଠିତ ହେବାର ଥିଲା। କିନ୍ତୁ ବ୍ଲକ୍ସ୍ତରୀୟ ସୁରଭି, ଜିଲ୍ଲା ଓ ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା, ପ୍ରାଥମିକ ବିଦ୍ୟାଳୟରେ ସ୍କ୍ରିମାଟିକ୍ ଶିକ୍ଷକ ନିଯୁକ୍ତି ମେଳା ଆଦି!-->…
୧୨ଘଣ୍ଟିଆ କୋରାପୁଟ ବନ୍ଦ
କୋରାପୁଟ/ଭୁବନେଶ୍ୱର ୦୪-୧୦-୨୪ (ପିପିଏସ) : କୋରାପୁଟ ଜିଲ୍ଲା କ୍ରିୟାନୁଷ୍ଠାନ କମିଟିର ଆହ୍ବାନକ୍ରମେ ଜିଲ୍ଲାଭିତ୍ତିକ ସ୍ଥାୟୀ ନିଯୁକ୍ତି ଦାବିରେ ଆଜି ୧୨ ଘଣ୍ଟିଆ କୋରାପୁଟ ବନ୍ଦ ପାଳନ କରାଯାଉଛି। ସକାଳ ୬ଟାରୁ ସନ୍ଧ୍ୟା ୬ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦିଆଯାଇଛି । ଏହାର ପ୍ରଭାବ!-->…
ସମ୍ବଲପୁର ଓ ବରଗଡ଼ କାରାଗାରରେ ଅଚାନକ ଚଢ଼ାଉ
ସମ୍ବଲପୁର/ଭୁବନେଶ୍ୱର ୦୪-୧୦-୨୪ (ପିପିଏସ) : ଆଜି ସମ୍ବଲପୁର ଓ ବରଗଡ଼ କାରାଗାରରେ ଅଚାନକ ଚଢ଼ାଉ କରାଯାଉଛି। ଭୋର ପ୍ରାୟ ୪ଟାରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଚଢ଼ାଉ କରାଯାଇଛି। ସମ୍ବଲପୁର ମଣ୍ଡଳ କାରାଗାରରେ ପୁଲିସ ଫୋର୍ସ ସହ ସମ୍ବଲପୁର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଓ ସଦର ଏସଡିପିଓଙ୍କ!-->…