Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଦୁର୍ଗାପୂଜାରେ ଡିଜେର ଶଦ୍ଦ ୬୫ ଡିସେବଲ୍ ମଧ୍ୟରେ ସୀମିତ ରହିବ: ହାଇକୋର୍ଟ
ଭୁବନେଶ୍ବର/କଟକ,୦୩-୧୦-୨୦୨୪ (ପିପିଏସ) : ଶାରଦୀୟ ନବରାତ୍ରୀ ଆଜି ଠାରୁ ଆରମ୍ଭ ହୋଇଯାଇଛି। ଦେବୀ ମନ୍ଦିରଗୁଡ଼ିକ ଚଳଚଞ୍ଚଳ ହୋଇ ଉଠିଛି। ମା’ଙ୍କ ପୂଜାର୍ଚ୍ଚନା ପାଇଁ ମନ୍ଦିରଗୁଡ଼ିକରେ ସ୍ବତନ୍ତ୍ର ଆୟୋଜନ ପ୍ରସ୍ତୁତ ହୋଇଛି। ମଣ୍ଡପରେ ଦୁର୍ଗାପୂଜାର ଆୟୋଜନ ପାଇଁ ବିଭିନ୍ନ ଅନୁଷ୍ଠାନ!-->…
ମହାଷ୍ଟମୀରେ ମାଛ ଓ ଉଷୁନା ଚାଉଳ ଖେଚୁଡ଼ି
ପାର୍ବଣରେ ମହାମାୟୀ
ଭୁବନେଶ୍ୱର ୦୩-୧୦-୨୦୨୪ (ପିପିଏସ) : ପମ୍ପାଲୋ ପଞ୍ଚାୟତ କୁଳନ୍ତିରାଶାସନସ୍ଥିତ ମା’ସଂକଟ ତାରିଣୀ ପୀଠରେ ବିଧିବିଧାନ ଅନୁସାରେ ଷୋଳ ପୂଜା ଚାଲିଛି। ସକାଳୁ ରାତି ପର୍ଯ୍ୟନ୍ତ ମା’ଙ୍କ ପୀଠରେ ଲାଗିରହିଛି ଆଧ୍ୟାତ୍ମିକ ପରିବେଶ। ସକାଳେ ବାଳ ଭୋଗ, ମଧ୍ୟାହ୍ନ ଓ!-->!-->!-->!-->!-->…
ପାର୍ବଣରେ ମହାମାୟୀ
ନବରଙ୍ଗପୁରବାସୀଙ୍କ ସୁରକ୍ଷାକବଚ ମା’ଭଣ୍ଡାରଘରଣୀ
ନବରଙ୍ଗପୁର/ଭୁବନେଶ୍ୱର ୦୩-୧୦-୨୦୨୪ (ପିପିଏସ) : ନବରଙ୍ଗପୁରବାସୀଙ୍କ ଇଷ୍ଟଦେବୀ ମା’ ଭଣ୍ଡାରଘରଣୀ। ଏ ମାଟିର ସନ୍ତାନଙ୍କୁ ଯୁଗ ଯୁଗ ଧରି ନିଜ ଅଭୟ ପଣତ ତଳେ ସୁରକ୍ଷିତ ରଖି ଆସିଛନ୍ତି। କେବଳ ନବରଙ୍ଗପୁର ସହର ନୁହେଁ, ସାରା!-->!-->!-->!-->!-->…
୪ରେ ବଙ୍ଗୋପସାଗରରେ ଲଘୁଚାପ
ଭୁବନେଶ୍ୱର ୦୩-୧୦-୨୦୨୪ (ପିପିଏସ) : ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଦକ୍ଷିଣ ପୂର୍ବ ବାଂଲାଦେଶ ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଧୀରେ ଧୀରେ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳ ନିକଟରେ ଆସନ୍ତା ୪!-->…
ପାଞ୍ଚଟି ଭାଷାକୁ ଶାସ୍ତ୍ରୀୟ ମାନ୍ୟତା
ନୂଆଦିଲ୍ଲୀ/ଭୁବନେଶ୍ୱର ୦୩-୧୦-୨୦୨୪ (ପିପିଏସ) : କେନ୍ଦ୍ର କ୍ୟାବିନେଟ ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତିକ୍ରମେ ଗୁରୁବାର ପାଞ୍ଚଟି ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ କରିଛନ୍ତି। ମରାଠୀ, ବଙ୍ଗାଳୀ, ପାଲି, ପ୍ରାକୃତ ଏବଂ ଆସାମୀ ଭାଷାକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ପ୍ରଦାନ କରିବାକୁ!-->…
ଜୀବନ ସୃଜନଶୀଳତାର ପ୍ରଥମ ପାହାଚ “ଗପ”
ଆରମ୍ଭ ହୋଇଛି "ଆସ ପଢ଼ିବା ଗପ ବହି" ନାମରେ ଏକ ଅଭିଯାନ
କଟକ,୦୩-୧୦-୨୦୨୪ (ପିପିଏସ) : ବୁଢ଼ୀ ଅସୁରୁଣୀ ଗପ କିଏ କହି ପାରିବ? ଅଧିକାଂଶ ପିଲା କହିବେ ଆମେ ଜାଣିନୁ।ଆପଣ ଏହା ପରୀକ୍ଷା କରି ଦେଖି ପାରନ୍ତି । ଅଧିକାଂଶ ଘରେ ଆଉ ବୟସ୍କ ସଦସ୍ୟଙ୍କ ପାଖରେ ନାତି ନାତୁଣୀ ନାହାନ୍ତି। ଘରେ!-->!-->!-->…
ଆନ୍ଦୋଳନକାରୀଙ୍କୁ ଗିରଫ ପାଇଁ ଚଢ଼ଉ ଜାରି
ଶାନ୍ତ ପଡ଼ୁଛି ଅଶାନ୍ତ ଭଦ୍ରକ
ଭଦ୍ରକ/ଭୁବନେଶ୍ୱର ୦୩-୧୦-୨୦୨୪ (ପିପିଏସ) : ଅଶାନ୍ତ ଭଦ୍ରକ ଓ ଧାମନଗର ଧୀରେ ଧୀରେ ଶାନ୍ତ ହେବାରେ ଲାଗିଛି। ଇଣ୍ଟରନେଟ୍ ସେବା ସ୍ବାଭାବିକ ହୋଇଛି। ଶାନ୍ତିରକ୍ଷା ପାଇଁ ବରିଷ୍ଠ ପୁଲିସ ଅଧିକାରୀମାନେ ବିଭିନ୍ନ ସଂଗଠନ ସହ ଆଲୋଚନା ଜାରି ରଖିଛନ୍ତି। ତେବେ,!-->!-->!-->…
ଷ୍ଟାର୍ଟଅପ୍ ଓଡ଼ିଶା କେଳେଙ୍କାରୀ: ଏପଟେ ତଦନ୍ତ, ସେପଟେ ଇସ୍ତଫା
ଭୁବନେଶ୍ୱର ୦୩-୧୦-୨୦୨୪ (ପିପିଏସ) : ରାଜ୍ୟ ବାହାରର ଅଣଓଡ଼ିଆ ସଂସ୍ଥାକୁ ଆର୍ଥିକ ସହଯୋଗ ଦେଇ ବିବାଦକୁ ଆସିଥିବା ଷ୍ଟାର୍ଟ ଅପ୍ ଓଡ଼ିଶା ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଗୋଟିଏ ପଟେ ଏଥିରେ ଥିବା କେଳେଙ୍କାରୀର ତଦନ୍ତ ଚାଲିଥିବା ବେଳେ ଅନ୍ୟପଟେ ଇସ୍ତଫା ପର୍ବ ଆରମ୍ଭ ହୋଇଛି। ପୂର୍ବରୁ ଜଣେ!-->…
ଗାନ୍ଧୀଜୀଙ୍କ ପ୍ରକୃତ ଲକ୍ଷ୍ୟ ମୋଦୀଜୀ ପୂରଣ କରିଛନ୍ତି: ମୁଖ୍ୟମନ୍ତ୍ରୀ
କଟକ/ଫୁଲନଖରା,୦୩-୧୦-୨୦୨୪ (ପିପିଏସ) : ଗାନ୍ଧିଜୀଙ୍କ ପାଖରେ ମନୁଷ୍ୟତ୍ୱ ଓ ଦିବ୍ୟତ୍ୱ ଏକାକାର ହୋଇଯାଇଥିଲା। ଗାନ୍ଧିଜୀ ହେଉଛନ୍ତି ସମଗ୍ର ମାନବ ଜାତିର ସଂପଦ। ସମଗ୍ର ବିଶ୍ୱର ଆଦର୍ଶ। ତାଙ୍କ ଜୀବନ ଥିଲା ସତ୍ୟ ସହ ନିରନ୍ତର ପରୀକ୍ଷା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ଜିଲ୍ଲା!-->…
ଇଟାରେ ଛେଚି ମା’କୁ ହତ୍ୟା!
ଝାରସୁଗୁଡ଼ା/ଭୁବନେଶ୍ୱର ୦୩-୧୦-୨୦୨୪ (ପିପିଏସ) : ଟଙ୍କା କେଇଟା ପାଇଁ ପୁଅ ସାଜିଲା ଦାନବ। ନିଜେ ନଖାଇ ପେଟକୁ ଦାନା ଯୋଗାଇଥିବା ମା’ର ସବୁ ବଳିଦାନକୁ ଭୁଲିଗଲା ପୁଅ। ଶେଷରେ ଇଟାରେ ଛେଚି ମା’କୁ ହତ୍ୟା କଲା ପୁଅ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଝାରସୁଗୁଡ଼ା ଜିଲ୍ଲା!-->…