Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବେଦାନ୍ତ ଆଲୁମିନିୟମର ସପ୍ତାହ-ବ୍ୟାପି ସ୍ୱଚ୍ଛତା ଅଭିଆନ
ଭାରତ ସରକାରଙ୍କ ‘ସ୍ବଚ୍ଛତା ହି ସେବା’ ପଦକ୍ଷେପର ଏକ ଅଂଶ ଭାବରେ ବେଦାନ୍ତ ଆଲୁମିନିୟମ ଝାରସୁଗୁଡାରେ ଏକ ସପ୍ତାହ ବ୍ୟାପୀ ସ୍ୱଚ୍ଛତା ଅଭିଆନକୁ ସଫଳତାର ସହ ସମାପ୍ତ କରିଛି।
ଝାରସୁଗୁଡା /ଭୁବନେଶ୍ୱର ୩୦-୦୯-୨୦୨୪ (ପିପିଏସ) : ଭାରତ ସରକାରଙ୍କ ‘ସ୍ବଚ୍ଛତା ହି ସେବା’ ପଦକ୍ଷେପର ଏକ ଅଂଶ!-->!-->!-->…
ଭରତପୁର କାଣ୍ଡ:ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ
ଭୁବନେଶ୍ୱର ୩୦-୦୯-୨୦୨୪ (ପିପିଏସ) : ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ନିର୍ଯାତନା ମାମଲାରେ ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ। ତଦନ୍ତ କମିଶନ ଜଷ୍ଟିସ୍ ଚିତ୍ତରଞ୍ଜନ ଦାସ ପ୍ରଥମ ବୈଠକ କରିଛନ୍ତି। ଏଥିରେ ପୁଲିସ ଡିଜି ଓ ଗୃହ ସଚିବ ପ୍ରମୁଖ ଉପସ୍ଥିତ ଥିଲେ। ଏହି ବୈଠକ ପରେ!-->…
୩ ମାସରେ ଥରେ ବଦଳିବ ପେଟ୍ରୋଲ୍ ଦର!
ପେଟ୍ରୋଲ ଓ ଡିଜେଲର ବର୍ତ୍ତମାନ ମୂଲ୍ୟ ନିର୍ଦ୍ଧାରଣ ବ୍ୟବସ୍ଥାକୁ ସରକାର ପରିବର୍ତ୍ତନ କରିବାକୁ ଯୋଜନା କରୁଛନ୍ତି। ପ୍ରତି ୩ ମାସରେ ଥରେ ପେଟ୍ରୋଲ, ଡିଜେଲ ଦର ସମୀକ୍ଷା କରାଯିବ।
ନୂଆଦିଲ୍ଲୀ/ଭୁବନେଶ୍ୱର ୩୦-୦୯-୨୦୨୪ (ପିପିଏସ) : ପେଟ୍ରୋଲ ଓ ଡିଜେଲର ବର୍ତ୍ତମାନ ମୂଲ୍ୟ ନିର୍ଦ୍ଧାରଣ!-->!-->!-->…
ଏଥର ଝାରପଡ଼ା ଦୁର୍ଗାପୂଜାରେ ‘ଇମ୍ପେରିଆଲ୍ ପ୍ୟାଲେସ୍’
୮୫ ଫୁଟ ଉଚ୍ଚତା ଓ ୧୫୦ ଫୁଟ ଚଉଡ଼ାର ଏହି ଭବ୍ୟ ତୋରଣ ନିର୍ମାଣ କରାଯାଉଛି
ଭୁବନେଶ୍ୱର ୩୦-୦୯-୨୦୨୪ (ପିପିଏସ) : ଚଳିତ ବର୍ଷ ଚତୁର୍ଦ୍ଦଶ ବର୍ଷରେ ପଦାର୍ପଣ କରୁଛି ଝାରପଡ଼ା ଦୁର୍ଗାପୂଜା ସମିତି। ତେଣୁ ଏଥର ମଧ୍ୟ ପୂଜା ସମିତି ପକ୍ଷରୁ ନିଜସ୍ବ ପରିକଳ୍ପନାରେ ‘ଇମ୍ପେରିଆଲ୍ ପ୍ୟାଲେସ୍’!-->!-->!-->…
ବାପାଙ୍କ ଠାରୁ ଅଲଗା ହୋଇଥିବା ବ୍ୟକ୍ତିଙ୍କୁ ମିଳିବ ପକ୍କା ଘର
ଭୁବନେଶ୍ୱର ୩୦-୦୯-୨୦୨୪ (ପିପିଏସ) : ବାପାଙ୍କଠାରୁ ଭିନେ ହୋଇ ଅଲଗା ପରିବାର କରିଥିବା ବ୍ୟକ୍ତିଙ୍କୁ ବି ମିଳିବ ଆବାସ ଯୋଜନାରେ ଘର | ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ବଡ଼ ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ ପୂର୍ବ ସରକାରରେ ବଞ୍ଚିତ ହୋଇଥିବା!-->…
ଏସ୍ସିବି ବାୟୋକେମିଷ୍ଟ୍ରି ବିଭାଗକୁ ରାଜ୍ୟ ଗବେଷଣା କେନ୍ଦ୍ର ମାନ୍ୟତା
ଘୋଷଣା କଲେ ଓୟୁଏଚ୍ଏସ୍ କୁଳପତି ପିଏଚ୍ଡି ପାଠ୍ୟକ୍ରମ ପାଇଁ ଫିଟିଲା ବାଟ
କଟକ,୩୦-୦୯-୨୦୨୪ (ପିପିଏସ) : ହେମାଟୋଲୋଜି ପରେ ଏସ୍ସିବି ବାୟୋକେମିଷ୍ଟ୍ରି ବିଭାଗକୁ ରାଜ୍ୟ ଗବେଷଣା କେନ୍ଦ୍ରର ମାନ୍ୟତା ଦେଇଛି ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ବବିଦ୍ୟାଳୟ। ପୁରୀ ଜୟ ଜଗନ୍ନାଥ ମେଡିକାଲ!-->!-->!-->…
ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ନିଲମ୍ବିତ ୫ ପୁଲିସ ଅଧିକାରୀ
କଟକ/ଭୁବନେଶ୍ୱର ୩୦-୦୯-୨୦୨୪ (ପିପିଏସ) : ଭରତପୁର ଥାନା ବିବାଦ ଘଟଣାରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ନିଲମ୍ବିତ ୫ ପୁଲିସ କର୍ମଚାରୀ | ଇନ୍ସପେକ୍ଟର ଦୀନକୃଷ୍ଣ ମିଶ୍ରଙ୍କ ସମେତ ଅନ୍ୟ ୪ ପୁଲିସ କର୍ମଚାରୀ ବି ଆଗୁଆ ଜାମିନ ଆବେଦନ କରିଛନ୍ତି | ଉଲ୍ଲେଖ ଥାଉ କି ଭରତପୁର ଥାନା!-->…
ସ୍ୱପ୍ନ ଫାଉଣ୍ଡେସନ୍ ଓ କମିଶନରେଟ ପୋଲିସ ପକ୍ଷରୁ ବିଶାଳ ରକ୍ତଦାନ ଶିବିର
ରକ୍ତଦାନ ପାଇଁ ଉତ୍ସାହିତ କଲେ ସୀନେଷ୍ଟାର
କଟକ,୩୦-୦୯-୨୦୨୪ (ପିପିଏସ) : ରାଜ୍ୟରେ ଏବେ ରକ୍ତର ବହୁତ ଅଭାବ ଦେଖା ଦେଇଛି । ଯାହାଦ୍ୱାରା ବହୁତ ରୋଗୀ ଓ ଥାଲାସିମିଆ ରୋଗରେ ପୀଡିତ ଛୋଟ ଛୋଟ ଛୁଆମାନେ ରକ୍ତ ନପାଇ ଏମିତିକି ରୋଗୀଙ୍କ ପରିଜନ ରକ୍ତ ଭଣ୍ଡାର ଆଗରେ ଦୈନଦିନ ଘଂଟା ଘଂଟା!-->!-->!-->!-->!-->…
ଭିନ୍ନ ଭିନ୍ନ ସ୍ଥାନରେ ୫ ନକ୍ସଲଙ୍କ ଆତ୍ମସମର୍ପଣ
ମାଲକାନଗିରି/ଭୁବନେଶ୍ୱର ୩୦-୦୯-୨୦୨୪ (ପିପିଏସ) : ମାଲକାନଗିରି ସୀମାନ୍ତ ଛତିଶଗଡରେ ଲଗାତାର ଅପରେସନ ଚାଲୁଥିବାରୁ ନକ୍ସଲ ସଂଗଠନ ଛାଡି ମୁଖ୍ୟସ୍ରୋତରେ ସାମିଲ ହେବାକୁ ଆଗ୍ରହ ପ୍ରକାଶ କଲେଣି। ଏହି କ୍ରମରେ ଦନ୍ତେଵାଡା ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ!-->…
କ’ଣ ପାଇଁ କମ୍ପାନୀମାନେ ସ୍କୁଟରରେ ବନ୍ଦ କରିଦେଲେ ଷ୍ଟେପିନ?
ପୂର୍ବରୁ ସ୍କୁଟରଗୁଡିକ ପଛରେ ଷ୍ଟେପିନ ଟାୟାର ବ୍ୟବହାର କରାଯାଉଥିଲା,
ଯାହା ପଙ୍କଚର କ୍ଷେତ୍ରରେ ବ୍ୟବହୃତ ହେଉଥିଲା |
ଏହି ଅତିରିକ୍ତ ଟାୟାର ଦିଆଯାଇଥିଲା ଯାହା ଦ୍ୱାରା ଯଦି ସ୍କୁଟରଟି ପଙ୍କଚର ହୋଇଯାଏ,
ଚାଳକ ଏହାକୁ ବଦଳାଇ ପାରିବ |
କିନ୍ତୁ ଆଜିର ସ୍କୁଟରରେ ଏହି!-->!-->!-->!-->!-->!-->!-->!-->!-->!-->…