Browsing Category

ଓଡିଶା

ଜିଲ୍ଲାପାଳ ଓ ଏସପି ଦ୍ଵିତୀୟ ସମ୍ମିଳନୀ

ଭୁବନେଶ୍ୱର, ୨୮-୦୯-୨୦୨୪(ପିପିଏସ) : ଜିଲ୍ଲାପାଳ ଓ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବୋଧିତ କରି କହିଛନ୍ତି ମୋ ରାଜ୍ୟର ପୁଲିସ ବିଭାଗଠାରୁ ଅତ୍ୟନ୍ତ ଉଚ୍ଚକୋଟୀର ସେବା ମୁଁ ଆଶା କରୁଛି। ଯାହାଦ୍ବାରା ଆଗାମୀ ଦିନରେ ମୁଁ ଗର୍ବର ସହିତ କହିପାରିବି ଯେ,

ଅକ୍ଟୋବର ୨ରେ ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ସମାରୋହ

ରାଜ୍ୟପାଳ,ମୁଖ୍ୟମନ୍ତ୍ରୀ,ମନ୍ତ୍ରୀ ଓ ବିଶିଷ୍ଟ ଅତିଥିଙ୍କୁ ନିମନ୍ତ୍ରଣ ଭୁବନେଶ୍ୱର, ୨୮-୦୯-୨୦୨୪(ପିପିଏସ) : ଆସନ୍ତା ଅକ୍ଟୋବର ୨ତାରିଖରେ ଭୁବନେଶ୍ୱର ଶହୀଦ ସ୍ମାରକୀ ସ୍ୱାଧୀନତା ସଂଗ୍ରାମୀ ସଦନଠାରେ ରାଜ୍ୟସ୍ତରୀୟ ରାଷ୍ଟ୍ରପିତା ମହାତ୍ମାଗାନ୍ଧୀଙ୍କ ଜୟନ୍ତୀ ସମାରୋହ ପାଳନକରାଯିବ

୧୨ ଘଣ୍ଟିଆ ପାଟଣାଗଡ଼ ବନ୍ଦ

ପାଟନାଗଡ/ଭୁବନେଶ୍ୱର, ୨୮-୦୯-୨୦୨୪(ପିପିଏସ) : ପାଟଣାଗଡ଼ରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏହା ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଲାଗୁ ହେବ। ରିପୋର୍ଟ ଅନୁଯାୟୀ, ଜରୁରୀକାଳୀନ ସେବା ବ୍ୟତୀତ ସମସ୍ତ ଅନୁଷ୍ଠାନ ଏବଂ ସେବା ଏହି ସମୟରେ ବନ୍ଦ ରହିଛି। ପାଟଣାଗଡ଼ରେ ରେଳ

ଅଧାରେ ରହିଲା ପୁରୀ ତ୍ରୀର୍ଥଯାତ୍ରା

ଜଳେଶ୍ବର/ଭୁବନେଶ୍ୱର, ୨୮-୦୯-୨୦୨୪(ପିପିଏସ) : ଅଧାରେ ରହିଲା ପୁରୀ ତ୍ରୀର୍ଥଯାତ୍ରା। ଉତ୍ତର ପ୍ରଦେଶରରୁ ତୀର୍ଥଯାତ୍ରୀଙ୍କୁ ନେଇ ପୁରୀ ଅଭିମୁଖେ ଯାଉଥିବା ଏକ ଘରୋଇ ବସ୍‌ ବାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ଅଧୀନ ୬୦ ନମ୍ବର ଜାତୀୟ ରାଜପଥର ମହମ୍ମଦନଗରରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି

ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ ପ୍ରତିଯୋଗିତା

ମାଣିଆବନ୍ଧ ପୁରସ୍କୃତ,ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର, ୨୮-୦୯-୨୦୨୪(ପିପିଏସ) : ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ ପ୍ରତିଯୋଗିତାରେ ପୁରସ୍କୃତ ହୋଇଛି ଓଡ଼ିଶାର ମାଣିଆବନ୍ଧ ଗାଁ। ବୟନଶିଳ୍ପୀ କ୍ଷେତ୍ରରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା କଟକ ଜିଲ୍ଲାର ମାଣିଆବନ୍ଧ ଗାଁକୁ

ଡିସେମ୍ବର ସୁଦ୍ଧା ୪୦୦୦ କୋଟି ଋଣ ଆଣିବ ଓଡ଼ିଶା

ଭୁବନେଶ୍ୱର, ୨୮-୦୯-୨୦୨୪(ପିପିଏସ) : ରାଜ୍ୟ ସରକାର ଅକ୍ଟୋବର-ଡିସେମ୍ବର ତ୍ରୈମାସିକରେ ୪୦୦୦ ‌କୋଟି ଟଙ୍କା ଋଣ କରିବେ। ନଭେମ୍ବର ଓ ଡିସେମ୍ବରରେ ସରକାର ଏହି ଋଣ ଆଣିବାକୁ ଯୋଜନା ରଖିଛନ୍ତି ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ ଜାରି କରିଥିବା ତଥ୍ୟରୁ ଜଣାପଡ଼ିଛି। ସରକାର ନଭେମ୍ବର ମାସରେ ୧୦୦୦

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ

ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ଲାଗିପାରେ ମୋହର ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ବସିବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ୫ଟା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।

ପୁଲିସଙ୍କ ଆଚରଣ-ଉଚ୍ଚାରଣ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବାରୋପ

ସପ୍ତାହକ ମଧ୍ୟରେ ମହିଳା ହିଂସା ତଥ୍ୟ ଲୋଡିଲେ ଭୁବନେଶ୍ୱର, ୨୮-୦୯-୨୦୨୪(ପିପିଏସ) : ଜିଲ୍ଲାପାଳ ଓ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମ‌ୋହନ ଚରଣ ମାଝୀ ସମ୍ବୋଧିତ କରି କହିଛନ୍ତି ମୋ ରାଜ୍ୟର ପୁଲିସ ବିଭାଗଠାରୁ ଅତ୍ୟନ୍ତ ଉଚ୍ଚକୋଟୀର ସେବା ମୁଁ ଆଶା କରୁଛି। ଯାହାଦ୍ବାରା

୪୮ ଘଣ୍ଟା ପାଇଁ ଇଣ୍ଟରନେଟ୍ ବନ୍ଦ

ଭଦ୍ରକ/ଭୁବନେଶ୍ୱର, ୨୮-୦୯-୨୦୨୪(ପିପିଏସ) : ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଥିଲା। ଉତ୍ତ୍ୟକ୍ତ ଲୋକେ ପୁଲିସ ଉପରକୁ ପଥରମାଡ଼ କରିଥିଲେ। ଫଳରେ ୨ ପୁଲିସ ଅଧିକାରୀ ଆହତ ହୋଇଥିଲେ। ଘଟଣାସ୍ଥଳକୁ ଯାଇଥିବା

ରାଉରକେଲା ଷ୍ଟିଲ୍‌ପ୍ଲାଣ୍ଟରେ ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ରାଉରକେଲା/ଭୁବନେଶ୍ୱର, ୨୮-୦୯-୨୦୨୪(ପିପିଏସ) : ରାଉରକେଲା ଷ୍ଟିଲ୍‌ପ୍ଲାଣ୍ଟରେ ଶନିବାର ବଡ଼ଧରଣର ବିସ୍ଫୋରଣ ଘଟିଛି । ଷ୍ଟିଲ୍‌ପ୍ଲାଣ୍ଟର ଏସ୍‌ଏମ୍‌ଏସ୍‌- ୧ ୟୁନିଟରେ ବିସ୍ଫୋରଣ ଘଟିଥିବା କୁହାଯାଉଛି । ଏହି ଘଟଣାରେ ୫ ଶ୍ରମିକ ଗୁରୁତର ଆହତ ହୋଇଥିବା କୁହାଯାଉଛି ।  ଗୁରୁତର ଆହତ