Browsing Category

ଓଡିଶା

ଚାପିଦେବେ ବାଲିଯାତ୍ରା ଦୁର୍ନୀତି

ଘୋଷଣାରେ ରହିଗଲା ଅଡିଟ୍‌ ଓ ତୃତୀୟପକ୍ଷ ତଦନ୍ତ କଟକ,୨୩-୦୯-୨୦୨୪(ପିପିଏସ ) : କଟକ ଐତିହାସିକ ବ‌ାଲିଯାତ୍ରାରେ ୨୦୨୨ ଓ ୨୦୨୩ରେ ବ୍ୟାପକ ଦୁର୍ନୀତି ଅଭିଯୋଗ ହୋଇଥିବା ବେଳେ ସମୟ ଗଡ଼ାଇ ତାହାକୁ ଚାପି ଦେବା ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଗତ ୨ବର୍ଷର ବାଲିଯାତ୍ରାର ସମସ୍ତ କାମକୁ

କନେଷ୍ଟବଳଙ୍କ ଦବଙ୍ଗଗିରି

ଦଶରଥପୁର/ଭୁବନେଶ୍ୱର,୨୩-୦୯-୨୦୨୪(ପିପିଏସ ): ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ରାମବାଗ ଫାଣ୍ଡି କନେଷ୍ଟବଳ ଜିତେନ୍ଦ୍ର ବିଶ୍ୱାଳଙ୍କ ଦବଙ୍ଗଗିରି। ରାତିଅଧରେ ନର୍ସଙ୍କର ମଙ୍ଗଳପୁର ଭଡ଼ାଘରେ ପଶି କଲେ ପ୍ରେମ ନିବେଦନ, ମାତ୍ର କଥା ନମାନିବାରୁ ଦେଲେ ନିସ୍ତୁକ ମାଡ଼ ମାରିଥିବାର ଅଭିଯୋଗ ହୋଇଛି।

ପରଲୋକରେ ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି

ପ୍ରଖ୍ୟାତ କବି, ନାଟ୍ୟକାର, ଗୀତିକାର, ସଂଳାପକାର, ଅଭିନେତା ତଥା ଓଡ଼ିଶା ସାହିତ୍ୟ ଏକାଡେ଼ମୀର ପୂର୍ବତନ ସଭାପତି ହରିହର ମିଶ୍ରଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା। ପୁରୀ/ଭୁବନେଶ୍ୱର,୨୩-୦୯-୨୦୨୪(ପିପିଏସ ): ପ୍ରଖ୍ୟାତ କବି, ନାଟ୍ୟକାର,

ଭରତପୁର ଘଟଣାର ତଦନ୍ତରେ ହସ୍ତକ୍ଷେପ କରିବାକୁ ମନା କଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ

କଟକ,୨୩-୦୯-୨୦୨୪(ପିପିଏସ ): ଭରତପୁର ଘଟଣାର ତଦନ୍ତରେ ହସ୍ତକ୍ଷେପ କରିବାକୁ ମନା କଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ। ଯେହେତୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ହୋଇସାରିଛି ଏବଂ କ୍ରାଇମବ୍ରାଞ୍ଚ୍ ମଧ୍ୟ ଏହାର ତଦନ୍ତ କରୁଛି। ତେଣୁ ତଦନ୍ତ ଘଟଣାରେ ହସ୍ତକ୍ଷେପ କରିବାକୁ ମନା କଲେ ଓଡ଼ିଶା

ଜିଲ୍ଲାସ୍ତରରେ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ

ଭୁବନେଶ୍ୱର,୨୩-୦୯-୨୦୨୪(ପିପିଏସ ): ରାଜ୍ୟ ସ୍ତରୀୟ ଅଭିଯୋଗ ଶୁଣାଣି ସହିତ ଆଗାମୀଦିନରେ ଜିଲ୍ଲା ସ୍ତରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ ଖୋଲିବ | ମୁଖ୍ୟମନ୍ତ୍ରୀଙ୍କ ଇଛା ଆଗାମୀ ଦିନରେ ଉତ୍ତର ଓଡ଼ିଶା, ପଶ୍ଚିମ ଓଡ଼ିଶା, ଦକ୍ଷିଣ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ବେଳେ

 ଜୀବନ ନେଲା ମହୁମାଛି

ଭବାନୀପାଟଣା/ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : କଳାହାଣ୍ଡି ଜିଲ୍ଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେବ୍ୟକ୍ତିପ୍ରାଣ ହରାଇଛନ୍ତି | ଅନ୍ୟ ୪ ଜଣ ଗୁରୁତରଙ୍କୁ ବେନଗାଁ ମେଡିକାଲ୍‌ରେ ଭର୍ତ୍ତି କରାଯାଇ ବର୍ତ୍ତମାନ ସୁସ୍ଥ ହୋଇ ଘରେ

ପ୍ରତ୍ୟାଶା ରାୟ ପାଇବେ ୩୨ତମ ଏକଲବ୍ୟ ପୁରସ୍କାର ବିଜେତା

ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ଓଡ଼ିଶାର କ୍ରୀଡ଼ାରେ ଏକ ଅନନ୍ୟ କୃତିତ୍ୱ ପାଇଁ, ଆର୍ନ୍ତଜାତୀୟ ଖ୍ୟାତି ସମ୍ପନ୍ନ ସନ୍ତରଣକାରୀ ପ୍ରତ୍ୟାଶା ରାୟ ୨୦୨୪ ମସିହାର ସମ୍ମାଜନକ ଏକଲବ୍ୟ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଆଜି ଅନୁଷ୍ଠିତ ଏକଲବ୍ୟ ପୁରସ୍କାର ଜୁରୀ କମିଟି ବୈଠକରେ

ମାଲାୟାଲାମ୍‌ ଚଳଚ୍ଚିତ୍ରରେ ଓଡ଼ିଶୀ ଗୀତ

ଚଳଚ୍ଚିତ୍ର ନିର୍ମାଣ କ୍ଷେତ୍ରରେ ଦେଶର ଅଗ୍ରଗଣ୍ୟ ରାଜ୍ୟଗୁଡ଼ିକ ମଧ୍ୟରେ କେରଳ ଅନ୍ୟତମ। ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଲୟାଲି ସିନେମାର ଢେର୍ ପ୍ରାଧାନ୍ୟ ରହିଛି। ଚଳଚ୍ଚିତ୍ର ନିର୍ମାଣ କ୍ଷେତ୍ରରେ ଦେଶର ଅଗ୍ରଗଣ୍ୟ ରାଜ୍ୟଗୁଡ଼ିକ ମଧ୍ୟରେ କେରଳ ଅନ୍ୟତମ। ଦକ୍ଷିଣ ଭାରତୀୟ

ମହଙ୍ଗା ହେଲା ସୋରିଷ ଓ ସୋୟାବିନ ତେଲ

ନୂଆଦିଲ୍ଲୀ /ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ଦେଶରେ ବିଭିନ୍ନ ଖାଇବା ତେଲର ଦାମ ବଢିଚାଲିଛି । ଗତ ସପ୍ତାହରେ ବିଭିନ୍ନ ଖାଇବା ତେଲର ଦର ହାରାହାରି ୧୦ ପ୍ରତିଶତ ବୃଦ୍ଧି ପାଇଛି । ବିଶେଷକରି ସୋରିଷ ତେଲ, ସୋୟବିନ ତେଲ, ସୂର୍ଯ୍ୟମୂଖୀ ଓ ପାମ୍ ଅଏଲର ମୂଲ୍ୟ ବୃଦ୍ଧି ପାଇଛି । ଦେଶରେ

ଭୂତକୋଠି ପାଲଟିଲାଣି  କୋଟିକୋଟି ଟଙ୍କାରେ ନିର୍ମିତ କୋଠା

କୋରାପୁଟ/ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) :  ଆନ୍ଧ୍ରପ୍ରଦେଶର ବିଜୟୱାଡା ଝାଡ଼ଖଣ୍ଡର ରାଂଚି କରିଡ଼ର ଏନଏଚ ରାସ୍ତା କୋରାପୁଟ ଜିଲ୍ଲା ଦେଇ ଯାଇଛି। ଏହି ରାସ୍ତାଟି ବ୍ରହ୍ମପୁର ଦେଇ ରାୟଗଡ଼ା ଜିଲ୍ଲା ଦେଇକୋରାପୁଟ ଜିଲ୍ଲାର ଲକ୍ଷ୍ମୀପୁର, କୋରାପୁଟ ଓ ଜୟପୁର ଦେଇ ମାଲକାନଗିରି ଜିଲ୍ଲାରେ