Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଶଙ୍ଖ ଭବନରେ ହଙ୍ଗାମା
ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ବିଜୁ ଜନତା ଦଳ (ବିଜେଡି) ଦିନକ ପରେ ଅର୍ଥାତ ଆସନ୍ତା ୨୪ ତାରିଖରେ ରାଜଧାନୀ ଭୁବନେଶ୍ବରରେ ୬ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ଏଥି ପାଇଁ ଆଜି ଡକାଯାଇଥିବା ପ୍ରସ୍ତୁତି ବୈଠକରେ ଦଳୀୟ କର୍ମୀମାନେ ହଙ୍ଗାମା କରିଛନ୍ତି। ଆଜି ଅପରାହ୍ନରେ ‘ଶଙ୍ଖ ଭବନ’ରେ ଦୁଇ!-->…
ଭରତପୁର ଥାନା ପ୍ରସଙ୍ଗ: ଏକାଠି ହେଲା ପୁଲିସ
ବିନା ଅନୁମତିରେ ପୁଲିସ ଏଭଳି ଏକାଠି ହୋଇପାରିବେ ନାହିଁ: ସିପି ସଞ୍ଜୀବ ପଣ୍ଡା
ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ଆଜି ଅପରାହ୍ନରେ ରିଜର୍ଭ ପୁଲିସ ପଡ଼ିଆରେ ହାବିଲଦାରଙ୍କଠାରୁ ଏଡିସିପି ରୢାଙ୍କ୍ର ଶହଶହ ପୁଲିସ କର୍ମଚାରୀ ଏକାଠି ହୋଇଥିଲେ। ନିଲମ୍ବିତ ହୋଇଥିବା ପୁଲିସ ଅଧିକାରୀ!-->!-->!-->!-->!-->…
ବଢ଼ୁଛି ଭିଟାମିନ-ଇ କ୍ୟାପସୁଲ୍ ଚାହିଦା
ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ବର୍ତ୍ତମାନ ସମୟରେ କ୍ୟାରିୟର ଚିନ୍ତା ସହିତ ଯୁବପିଢ଼ିଙ୍କ ଆଉ ଏକ ବଡ଼ ମୁଣ୍ଡବ୍ୟଥାର କାରଣ ପାଲଟିଛି କେଶ ଝଡ଼ିବା ଓ ଚର୍ମଜନିତ ସମସ୍ୟା। ପ୍ରତ୍ୟେକ ଦିନ ସାଙ୍ଗସାଥୀ ମେଳରେ ହେଉ ଅଥବା ସୋସିଆଲ ମିଡିଆରେ, ଏହା ପ୍ରମୁଖ ଚର୍ଚ୍ଚାର ବିଷୟ ପାଲଟିଛି।!-->!-->!-->…
ରାଉରକେଲାରେ ନାବାଳିକାଙ୍କୁ ଗଣଦୁଷ୍କର୍ମ
ରାଉରକେଲା/ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ରାଉରକେଲାରେ ଚାଞ୍ଚଲ୍ୟ। ଦୁଇ ଜଣ ନାବାଳିକାଙ୍କୁ ଗଣଦୁଷ୍କର୍ମ ହୋଇଥିବା ନେଇ ପ୍ଲାଣ୍ଟ ସାଇଟ୍ ଥାନାରେ ଅଭିଯୋଗ ହେବା ପରେ ପୁଲିସ୍ ତତ୍ପର ହୋଇ ଉଠିଛି। ଏହି ଗଣଦୁଷ୍କର୍ମ ଘଟଣାରେ ପୁଲିସ ୩ ଜଣଙ୍କୁ ଅଟକ ରଖି ପଚରା ଉଚୁରା କରୁଥିବା ବେଳେ!-->…
ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି : ମୟୂରଭଞ୍ଜ ଗସ୍ତ ବାତିଲ୍
ବାରିପଦା/ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଦେଖାଦେଲା ଯାନ୍ତ୍ରିକ ତ୍ରୁଟି। ତେଣୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମୟୂରଭଞ୍ଜ ଗସ୍ତ ବାତିଲ୍ ହୋଇଛି। ସେ କାରକେଟ୍ରେ ସଡ଼କ ପଥରେ କେନ୍ଦୁଝରରୁ ରାଜଧାନୀ ଭୁବନେଶ୍ୱର ଅଭିମୁଖେ ଆସୁଛନ୍ତି।
!-->!-->!-->…
ଓଲଟିଲା କପା ବୋଝେଇ ଟ୍ରକ୍ : ଡ୍ରାଇଭର ଆହତ
ସୋନପୁର/ଭୁବନେଶ୍ୱର,୨୨-୯-୨୦୨୪ : ସୋନପୁର ଭାରସାମ୍ୟ ହରାଇ ଓଟଲିଲା କପା ବୋଝେଇ ଟ୍ରକ୍ । ଅଳ୍ପକେ ବର୍ତ୍ତିଛନ୍ତି ଡ୍ରାଇଭର । ଟ୍ରକ୍ଟି ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିରୁ ପଶ୍ଚିମବଙ୍ଗକୁ କପା ନେଇ ଯାଉଥିବାବେଳେ ଏହି ଅଘଟଣ ହୋଇଛି । ସୁବର୍ଣ୍ଣପୁର ଜିଲ୍ଲା ଦେଇ ଯାଇଥିବା!-->…
୪ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ୨ ଲାଞ୍ଚୁଆ ପୁଲିସ
ବାଲେଶ୍ୱର/ଭୁବନେଶ୍ୱର,୨୨-୯-୨୦୨୪ : ୪ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡି ଥାନାର ୨ ଜଣ ପୁଲିସ ଅଧିକାରୀ। ସେମାନେ ହେଉଛନ୍ତି ପ୍ରୋବେସନାରୀ ସବ୍-ଇନ୍ସପେକ୍ଟର (ପିଏସ୍ଆଇ) ରଘୁନାଥ ହାଁସନା ଓ ଏଏସ୍ଆଇ ଶିବ ପ୍ରସାଦ ଦଳେଇ।
ଏକ!-->!-->!-->…
ଜାଲରେ ପଡ଼ିଲା ଅଦ୍ଭୁତ ମାଛ : ଦାମ ୧୫ ଲକ୍ଷ
ବାଲେଶ୍ୱର/ଭୁବନେଶ୍ୱର,୨୨-୯-୨୦୨୪ : ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ ଶନିବାର ଏହି ମାଛ ନିଲାମ ପାଇଁ ଆସିଥିଲା। ମାଛକୁ ଦେଖିବା ପାଇଁ ସ୍ଥାନୀୟ ଲୋକଙ୍କ ଭିଡ଼!-->…
୭ ଯୁବକଙ୍କୁ ନେଇ ସୁନ୍ଦରପୁରରେ ସିନ୍ ରିକ୍ରିଏସନ୍ କଲା ଚନ୍ଦକା ପୁଲିସ
ଭୁବନେଶ୍ବର,୨୧-୦୯-୨୦୨୪ (ପିପିଏସ): ଭରତପୁର ଥାନାରେ ଆର୍ମି ମେଜର ଗୁରୁବଂଶ ସିଂ ଓ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ହୋଇଥିବା ନିର୍ଯାତନା ଘଟଣାରେ ୭ ଯୁବକଙ୍କୁ ନେଇ ସୁନ୍ଦରପୁରରେ ସିନ୍ ରିକ୍ରିଏସନ୍ କରିଛି ଚନ୍ଦକା ପୁଲିସ। ଏହି ଅଘଟଣ ବେଳେ ଥିବା ଆଉ ଫେରାର୍ ଥିବା ୩/୪ ଯୁବକଙ୍କୁ ପୁଲିସ!-->…
ନନ୍ଦନକାନକାନନରେ ଆଖି ବୁଜିଲା ଜଳହସ୍ତୀ
କଟକ/ବାରଙ୍ଗ ,୨୧-୦୯-୨୦୨୪ (ପିପିଏସ): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ମିଳନ ପାଇଁ ପରସ୍ପର ସହ ସଂଘର୍ଷରେ ଗୁରୁତର ହୋଇଥିବା ୩ ବର୍ଷ ବୟସର ଯୁବ ଜଳହସ୍ତୀର ମୃତ୍ୟୁ ହୋଇଛି। ଚଳିତ ମାସ ୨ ତାରିଖରେ ଜଳହସ୍ତୀ ଘରର ୬୨ ନମ୍ବର ଓ ୬୩ ନମ୍ବର ଖୁଆଡ ମଝି ପାଚେରୀ ଭାଙ୍ଗି ଅପରପାର୍ଶ୍ଵର ମାଈ ସହ ମିଳନ!-->…