Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସଂକଳ୍ପପତ୍ର ଆମପାଇଁ ଧର୍ମଗ୍ରନ୍ଥ:ମୁଖ୍ୟମନ୍ତ୍ରୀ
ପୁରୀ/ଭୁବନେଶ୍ୱର,୧୯-୦୯-୨୦୨୪(ପିପିଏସ): ରାଜ୍ୟରେ ବିଜେପି ସରକାର ଯାହା ପ୍ରତିଶ୍ରୁତି ଦେଇଥିଲେ ତାହା ପୂରଣ କରିଛନ୍ତି। କଥାକୁ କାର୍ଯ୍ୟରେ କରି ଦେଖାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରଙ୍କୁ ୧୦୦ ଦିନ ପୂରଣ ହୋଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ!-->…
ବଢ଼ିଲା ଖୁରାନିଆଙ୍କ କାର୍ଯ୍ୟକାଳ
ଭୁବନେଶ୍ୱର ୧୯-୦୯-୨୦୨୪(ପିପିଏସ) : ରାଜ୍ୟ ସରକାର ୧୯୯୦ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ଯୋଗେଶ ବାହାଦୂର ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ାଇଛନ୍ତି। ମୋହନ ସରକାରଙ୍କ ଦ୍ବାରା କାର୍ଯ୍ୟକାଳ ଅବଧି ବଢ଼ାଯିବା ପରେ ୱାଇବି ଖୁରାନିଆ ୨୦୨୬ ଅଗଷ୍ଟ ୧୬ ତାରିଖ ଯାଏଁ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ!-->…
ସୁଭଦ୍ରା ଯୋଜନା ନାଁରେ ଯନ୍ତ୍ରଣା
ଝରିଗାଁ/ଭୁବନେଶ୍ୱର ୧୯-୦୯-୨୦୨୪(ପିପିଏସ) : ରାଜ୍ୟ ସରକାର ମହିଳାମାନଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ‘ସୁଭଦ୍ରା’ ଯୋଜନା ଆରମ୍ଭ କରିଛନ୍ତି। ସରକାର ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ଏହି ଯୋଜନାରେ ସାମିଲ ହିତାଧିକାରୀମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରିବା ପାଇଁ ସ୍ଥିର କରିଛନ୍ତି।!-->…
ମଙ୍କିପକ୍ସ ପାଇଁ ଗାଇଡଲାଇନ ଜାରି
ମଙ୍କିପକ୍ସ ପାଇଁ ଗାଇଡଲାଇନ ଜାରି କରାଯାଇଛି ।
ସବୁ ଜିଲ୍ଲା ପାଇଁ ଏହି ଗାଇଡଲାଇନ ଜାରି ହୋଇଛି ।
ବିମାନ ବନ୍ଦର,ପୋର୍ଟ କର୍ତ୍ତୃପକ୍ଷଙ୍କ ପାଇଁ ମଧ୍ୟ ଗାଇଡଲାଇନ ଜାରି କରାଯାଇଛି।
ଭୁବନେଶ୍ବର,୧୯-୦୯-୨୦୨୪(ପିପିଏସ) : ମଙ୍କିପକ୍ସ ପାଇଁ ଗାଇଡଲାଇନ ଜାରି କରାଯାଇଛି । ସବୁ!-->!-->!-->!-->!-->!-->!-->!-->!-->…
ଗଣେଷ ବିସର୍ଜନ ବେଳେ ଗୋଷ୍ଠୀ ସଂଘର୍ଷ : ଭୁଜାଲି ଚୋଟରେ ୨ ଆହତ
ବାରିପଦା/ଭୁବନେଶ୍ୱର,,୧୯-୦୯-୨୦୨୪(ପିପିଏସ) : ମୟୂରଭଞ୍ଜ ଜିଲ୍ଲା ବାରିପଦା ସହରର ଶୁନ ଗଡିଆ ଅଞ୍ଚଳରେ ଗଣେଷ ମୂର୍ତ୍ତି ବିସର୍ଜନ ବେଳେ ଗୋଷ୍ଠୀ ସଂଘର୍ଷ । ସାମାନ୍ୟ ବଚସାରୁ ଯୁକ୍ତିତର୍କ, ପରେ ବୁଲିଲା ଖଣ୍ଡା ଓ ଭୁଜାଲି l ଭୁଜାଲି ମାଡ଼ରେ ୨ ଜଣ ଆହତ ହୋଇଛନ୍ତି । ଆହତ ଯୁବକ ଦ୍ୱୟଙ୍କୁ!-->…
କାଠଯୋଡ଼ି ନଦୀ ପଠାରୁ କୁମ୍ଭୀର ଛୁଆ ଉଦ୍ଧାର
କଟକ,୧୭-୦୯-୨୦୨୪(ପିପିଏସ) : କଟକ ସିଡିଏ ୧୧ ନମ୍ବର୍ ନିକଟ କାଠଯୋଡ଼ି ନଦୀପଠାରୁ କୁମ୍ଭୀର ଛୁଆ ଉଦ୍ଧାର। ଚାରି ମାସର କୁମ୍ଭୀର ଛୁଆ ଉଦ୍ଧାର କଲା ବନ ବିଭାଗ। ଘଡିଆଳ ପ୍ରଜାତିର ଚାରିମାସ ର କୁମ୍ଭୀର ଛୁଆ ଉଦ୍ଧାର ।ଉଦ୍ଧାର ପରେ କୁମ୍ଭୀର ଛୁଆ ଟିକୁ ସିଟି ଫରେଷ୍ଟ ରେଞ୍ଜ ଅଫିସ କୁ!-->!-->!-->…
କଟକ ଚଣ୍ଡୀ ମନ୍ଦିର ନବୀକରଣ କାର୍ଯ୍ୟରେ ଅହେତୁକ ବିଳମ୍ବ : ପ୍ରଶ୍ନ ଉଠାଇଲା ଚଣ୍ଡୀ ମନ୍ଦିର ସୁରକ୍ଷା କମିଟି
କଟକ,୧୭-୦୯-୨୦୨୪(ପିପିଏସ) : କଟକ ଚଣ୍ଡୀ ମନ୍ଦିର ନବୀକରଣ କାର୍ଯ୍ୟର ଅହେତୁକ ବିଳମ୍ବକୁ ନେଇ ପ୍ରଶ୍ନ ଉଠାଇଲା ଚଣ୍ଡୀ ମନ୍ଦିର ସୁରକ୍ଷା କମିଟି । ୨ ବର୍ଷରୁ ଅଧିକ ସମୟ ଧରି କାର୍ଯ୍ୟ ଚାଲିଥିଲେ ମଧ୍ୟ ଏପର୍ଯ୍ୟନ୍ତ ଶେଷ ହୋଇ ପାରିନାହିଁ । ଏ ନେଇ ଆଜି ଚଣ୍ଡୀ ମନ୍ଦିର ସୁରକ୍ଷା କମିଟି ପକ୍ଷରୁ!-->…
ପୁଣି ଖୋଲିବ ମହାପ୍ରଭୁଙ୍କ ରତ୍ନଭଣ୍ଡାର
ପୁରୀ/ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ମହାପ୍ରଭୁଙ୍କ ରତ୍ନଭଣ୍ଡାର ଆସନ୍ତାକାଲି ପୁଣି ଖୋଲିବ। ଖୁବ୍ ଶୀଘ୍ର ରତ୍ନଭଣ୍ଡାର ରହସ୍ୟ ଉପରୁ ପରଦା ହଟିବ। ଗୁପ୍ତ କୋଠରୀ, ଗୁପ୍ତ ସୁଡ଼ଙ୍ଗ ଓ ଗୁପ୍ତଧନ ଚର୍ଚ୍ଚା ଉପରୁ ପୂର୍ଣ୍ଣଛେଦ ପଡ଼ିବାକୁ ଯାଉଛି। ଦୀର୍ଘ ୬ ବର୍ଷ ତଳୁ ରତ୍ନଭଣ୍ଡାର ସ୍ଥିତି!-->…
ରାମ୍କୋ କାରଖାନାର ଜମି କେଳେଙ୍କାରୀ: ଭୂମିହୀନଙ୍କ ସିଲିଂ ଜମି ଛଡ଼ାଇ ନେଇଛି କମ୍ପାନି
ଯାଜପୁର/ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ସରକାରୀ ଜମି ଜବରଦଖଲ ଉଚ୍ଛେଦ କାର୍ଯ୍ୟକ୍ରମକୁ ରାଜ୍ୟ ସରକାର ଗୁରୁତ୍ବ ଦେବା ଆରମ୍ଭ କରିଛନ୍ତି। କୋଟିକୋଟି ଟଙ୍କା ମୂଲ୍ୟର ଏକର ଏକର ସରକାରୀ ଜମି ସହିତ ପ୍ରଭୁ ଜଗନ୍ନାଥ ମନ୍ଦିର ଜମି ଓ ଭୂମିହୀନ ଦଳିତ ପରିବାରଗୁଡ଼ିକର ସିଲିଂ ଜମି ହରିଦାସପୁରରେ!-->…
ଓଡ଼ିଶାରେ ଆବାସ ହିତାଧିକାରୀଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ ମୋଦୀ
ଭୁବନେଶ୍ୱର,୧୭-୦୯-୨୦୨୪(ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ କରିଛନ୍ତି। ପ୍ରଧାନମନ୍ତ୍ରୀ ଏନେଇ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ପୋଷ୍ଟ୍ କରି ଲେଖିଛନ୍ତି, ‘ଚା’ ପିଇବା ସହ ଆନନ୍ଦଦାୟକ!-->…