Browsing Category

ଓଡିଶା

ବନ୍ୟା ପରର ବିପର୍ଯ୍ୟୟ, ଦୁର୍ଗମ ଅଞ୍ଚଳରେ ଡାଇରିଆ ଆତଙ୍କ : ଚିକିତ୍ସା ପାଇଁ ସଜାଗ ସ୍ୱାସ୍ଥ୍ୟ ବିଭାଗ

୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଗୁରୁତର ଗୁରୁତର ମାନଙ୍କୁ ମାଥିଲି ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର ଦୂଷିତ ପାଣି ଏବଂ ବିଷାକ୍ତ ଖାଦ୍ୟ ହୋଇପାରେ କାରଣ ମାଲକାନଗିରି/ଭୁବନେଶ୍ୱର ୧୫-୦୯-୨୦୨୪(ପିପିଏସ) : ପ୍ରଥମେ ପ୍ରବଳ ବର୍ଷା ଓ ତା'ପରେ ବନ୍ୟା l ଏବେ ଦେଖାଦେଇଛି

ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷିବ : ଜାଣନ୍ତୁ ଦୁଇଦିନ ପର୍ଯ୍ୟନ୍ତ କେଉଁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଝାଡ଼ଖଣ୍ଡ ଏବଂ ଉତ୍ତର ଛତିଶଗଡ଼ ମୁହାଁ ଗଭୀର ଅବପାତ ଆଜି ଓ ଆସନ୍ତାକାଲି ଦୁଇଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଭୁବନେଶ୍ୱର ୧୫-୦୯-୨୦୨୪(ପିପିଏସ) : ଝାଡ଼ଖଣ୍ଡ ଏବଂ ଉତ୍ତର ଛତିଶଗଡ଼ ମୁହାଁ ଗଭୀର ଅବପାତ l

କାନ୍ଥ ପଡ଼ି ଜେଜେମା ମୃତ : ବୋହୁ ସହିତ ୭ ମାସର ନାତୁଣୀ ଗୁରୁତର

ସୁବର୍ଣ୍ଣପୁର/ଭୁବନେଶ୍ୱର ୧୫-୦୯-୨୦୨୪(ପିପିଏସ) : ସୁବର୍ଣ୍ଣପୁର ଜିଲା ଲଛିପୁର ଥାନା ଅର୍ନ୍ତଗତ ସହରାପାଲି ଗାଁରେ ଅଭାବନୀୟ ଘଟଣା ଘଟିଛି। ଘର କାନ୍ଥ ପଡି ଜଣେ ବୃଦ୍ଧାଙ୍କର ମୃତ୍ୟୁ ଘଟିଛି। ମୃତକ ଲାଲଚନ ଦୀପଙ୍କ ପତ୍ନୀ ସୁରୁବାଳି ଦୀପ ବୋଲି ଜଣାପଡିଛି। ସୂଚନା ଅନୁସାରେ ଲାଲଚନଙ୍କ ୩ ପୁଅ

ସୁଭଦ୍ରା ଯୋଜନା କୁ ସ୍ୱାଗତ ପାଇଁ ବିଶାଳ ପଦଯାତ୍ରା

ଭୁବନେଶ୍ୱର ୧୫-୦୯-୨୦୨୪(ପିପିଏସ) : ସୁଭଦ୍ରା ଯୋଜନାକୁ ସ୍ୱାଗତ ପାଇଁ ଭୁବନେଶ୍ୱରରେ ଆଜି ବିଶାଳ ପଦଯାତ୍ରା ଆୟୋଜିତ ହୋଇଥିଲା। ରାଜଧାନୀର ୟୁନିଟ ୩ ଗିରିଦୁର୍ଗା ମନ୍ଦିରଠାରୁ ରମାଦେବୀ ବିଶ୍ୱ ବିଦ୍ୟାଳୟ ଛକ ପର୍ଯ୍ୟନ୍ତ ଏହି ପଦଯାତ୍ରା ହୋଇଥିଲା। ଏଥିରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି

ସୁଭଦ୍ରା ଯୋଜନା : ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଗଲା ୧ ଟଙ୍କା

ଭୁବନେଶ୍ବର,୧୫-୦୯-୨୦୨୪(ପିପିଏସ) : ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆଜି ଯାଇଛି ୧ଟଙ୍କା । ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ଟଙ୍କା ଲେଖାଏଁ ପଠାଯାଇଛି । ସୁଭଦ୍ରା ଯୋଜନାକୁ ସ୍ୱାଗତ ପାଇଁ ଆଜି ଭୁବନେଶ୍ୱରରେ ଆୟୋଜିତ ହୋଇଥିବା ବିଶାଳ ପଦଯାତ୍ରାରେ

ରାଉରକେଲା ଓ ବ୍ରହ୍ମପୁର ଷ୍ଟେସନରୁ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ୍

ରାଉରକେଲା/ବ୍ରହ୍ମପୁର/ଭୁବନେଶ୍ବର,୧୫-୦୯-୨୦୨୪(ପିପିଏସ) : ଓଡ଼ିଶାରେ ଗଡ଼ିଲା ଆଉ ଦୁଇଟି ‘ବନ୍ଦେ ଭାରତ’ଏକ୍ସପ୍ରେସ୍ ଟ୍ରେନ। ରାଉରକେଲା-ହାୱାଡ଼ା ଓ ବ୍ରହ୍ମପୁର-ଟାଟାନଗର ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରେନର ଭର୍ଚୁଆଲ୍ ମୋଡରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ବାଣୀବିହାରରେ ଲାଗିଲା କଳଙ୍କର ଦାଗ : ଛାତ୍ରୀଙ୍କୁ ‌ବରିଷ୍ଠ ପ୍ରଫେସରଙ୍କ ଯୌନ ନିର୍ଯାତନା ଅଭିଯୋଗ

ବରିଷ୍ଠ ପ୍ରଫେସରଙ୍କ ବିରୋଧରେ ମାସେ ତଳୁ ହୋଇଛି କୁଳପତିଙ୍କୁ ଚିଠି ଘଟଣା ସମ୍ପର୍କରେ ଅବଗତ ଥାଇ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନାହିଁ କର୍ତ୍ତୃପକ୍ଷ ପ୍ରଫେସରଙ୍କୁ ସୁରକ୍ଷା ଦେବାକୁ ଉଦ୍ୟମ କରୁଥିବା ଅଭିଯୋଗ ଭୁବନେଶ୍ବର,୧୫-୦୯-୨୦୨୪(ପିପିଏସ) : ବାଣୀବିହାର ତଥା ଉତ୍କଳ

ସମାଜର ଦୁର୍ବଳଶ୍ରେଣୀଙ୍କୁ ସେବା ବର୍ତ୍ତମାନର ଆହ୍ୱାନ : ପ୍ରଫେସର ସାନ୍ୟାଲ୍

ସ୍ୱରାଜ ଆଶ୍ରମ ପରିଦର୍ଶନ କଲେ ହରିଜନ ସେବକ ସଂଘ ରାଷ୍ଟ୍ରୀୟ ସଭାପତି ବର୍ଷକ ମଧ୍ୟରେ ପ୍ରସ୍ତୁତ ହେବେ ୧ହଜାର ‘ଗାନ୍ଧୀ ସେବକ’ ଦିଲ୍ଲୀ ମୁଖ୍ୟାଳୟରେ ପାଳନ ହେବ ଡକ୍ଟର ମହତାବଙ୍କ ୧୨୫ତମ ଜୟନ୍ତୀ ‘ଗାଁ ଓ ବସ୍ତିରେ ସେବାପାଇଁ ଏକ ଘଣ୍ଟା ଅଭିଯାନ’ର ଶୁଭାରମ୍ଭ କଟକ,୧୪-୦୯-୨୦୨୪

ଓଡ଼ିଶାର ୧୦ ଲକ୍ଷ  ହିତାଧିକାରୀଙ୍କୁ ଆବାସ ବାଣ୍ଟିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର ୧୪-୦୯-୨୦୨୪(ପିପିଏସ): ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେହି ଦିନ ସେ ଓଡ଼ିଶାର ୧୦ ଲକ୍ଷ  ହିତାଧିକାରୀଙ୍କୁ ଆବାସ ବାଣ୍ଟିବେ। ଏନେଇ ସୂଚନା ଦେଇଛନ୍ତି ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ। ଖାଲି ସେତିକି ନୁହେଁ, ଆସନ୍ତା ୧୭

 ଜନ୍ମକଲା ମା’କୁ ହତ୍ୟା କଲେ ଦୁଇ ପୁଅ

ନିଜ ଜନ୍ମକଲା ମା’କୁ ହତ୍ୟା କଲେ ଦୁଇ ପୁଅ। ଏଭଳି ଅମାନବୀୟ ଘଟଣା ଘଟିଛି କଟକ ମହାନଗରର ମହାନଦୀ ବିହାର ଅଞ୍ଚଳରେ। ଏଣେ ହତ୍ୟାକାଣ୍ଡ ଘଟାଇବା ପରେ ଜଣେ ପୁଅ ଫେରାର୍ ହୋଇ ଯାଇଥିବା ବେଳେ ଅନ୍ୟ ଜଣେ ଅଭିଯୁକ୍ତ ପୁଅକୁ ଅଟକ ରଖି ପଚରାଉଚରା କରୁଛି ପୁଲିସ। କଟକ-୧୪-୦୯-୨୦୨୪(ପିପିଏସ):