Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଅଫିସରଙ୍କ ଛୁଟି ବାତିଲ, ହେଡକ୍ୱାର୍ଟର ନଛାଡ଼ିବାକୁ ନିର୍ଦ୍ଦେଶ, ଖୋଲା ରହିବ ସବୁ ଅଫିସ୍
ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଘାସିରାମ ମୁର୍ମୁ ଆଜି ସମସ୍ତ ବିଭାଗର ସଚିବ ଓ ବିଭାଗୀୟ ମୁଖ୍ୟଙ୍କୁ ଚିଠି ଲେଖି ସରକାରୀ ଅଫିସରମାନଙ୍କର ହେଡକ୍ୱାର୍ଟରରେ ଅନୁପସ୍ଥିତ ରହିବା ଉପରେ କଟକଣା ଜାରି କରିଛନ୍ତି ।
ଭୁବନେଶ୍ବର,୧୩-୦୯-୨୦୨୪ (ପିପିଏସ) : ଆସନ୍ତାକାଲିଠୁ ୩ଦିନ!-->!-->!-->…
ବିପଜ୍ଜନକ ଅବସ୍ଥାରେ ସ୍ମାର୍ଟ ସିଟି ରାସ୍ତାଘାଟ
ଭୁବନେଶ୍ବର,୧୩-୦୯-୨୦୨୪ (ପିପିଏସ) : ସ୍ଥିତି ସାଂଘାତିକ । ଯୁଆଡ଼େ ଯିବ, ସିଆଡ଼େ ଖାଲଖମା । ରାସ୍ତାରୁ ପିଚୁ ଉଠିଗଲାଣି । ଗୋଡ଼ି ବିଛାଇ ହୋଇ ପଡ଼ିଛି। କେଉଁଠି କାଦୁଅ, ଆଉ କେଉଁଠି ପାଣି । ଟିକିଏ ନଜର ହଟିଲେ, ଦୁର୍ଘଟଣା ହେବା ଥୟ । କେତେବେଳେ ଯେ ଏ ରାସ୍ତା ମାରିଦେବ, କହି ହେବନି!-->…
ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଜିଲ୍ଲାକୁ ରେଡ ଆଲର୍ଟ
ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଜିଲ୍ଲାକୁ ରେଡ ଆଲର୍ଟ ଜାରି ହୋଇଛି।
ମୟୂରଭଂଜ ଜିଲ୍ଲାରେ ୨୦୦ ମିମିରୁ ଅଧିକ ବର୍ଷା ସମ୍ଭାବନା ରହିଛି।
ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ ଏବଂ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି।
ଭୁବନେଶ୍ବର,୧୩-୦୯-୨୦୨୪ (ପିପିଏସ) :!-->!-->!-->!-->!-->!-->!-->…
ପାଳିରେ ଚାଲିଛି ପାଠପଢ଼ା
ଦୁଇଟି ସ୍କୁଲ ଦାୟିତ୍ବରେ ଜଣେ ପ୍ରଧାନଶିକ୍ଷକବିପଦସଙ୍କୁଳ ଘର, ବାଜି ଲାଗୁଛି ପିଲାଙ୍କ ଜୀବନ
ବିଦ୍ୟାଳୟର ଗୁରୁତ୍ବକୁ ଅନୁଭବ କରି ତିନି ବର୍ଷ ତଳେ ୫-ଟି ରୂପାନ୍ତରୀକରଣ କାର୍ଯ୍ୟକ୍ରମରେ ବିଦ୍ୟାଳୟର କ୍ଲାସରୁମ୍ ସହ କୋଠାରେ ରଙ୍ଗ ବୋଳା ଯାଇ ଚକାଚକ୍ କରାଯାଇଥିଲା। ଯାହାକି!-->!-->!-->!-->!-->…
ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ପାଇଁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ
ପୁରୀ/ଭୁବନେଶ୍ବର,୧୩-୦୯-୨୦୨୪ (ପିପିଏସ) : ଆସନ୍ତା ୧୮ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ହେବ। ଏଥିଲାଗି ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ। ଏଏସଆଇ ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ଏକ କମିଟି ରତ୍ନଭଣ୍ଡାର ଯାଞ୍ଚ କରିବ ବୋଲି ଜଣାଯାଇଛି। ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ!-->…
ଭରାନଈ ପାର ହୋଇ ଚିକତ୍ସା ପାଇଁ ଗଲେ ଡାକ୍ତର
ମାଲକାନଗିରି/ଭୁବନେଶ୍ବର,୧୩-୦୯-୨୦୨୪ (ପିପିଏସ) : ଜିଲ୍ଲାର ମାଥିଲି ବ୍ଲକରେ ଏବେ ଝାଡାବାନ୍ତି ବ୍ୟାପିଛି। ଜିଲ୍ଲାରେ ବନ୍ୟା ପରେ ସଂକ୍ରାମକ ରୋଗର ଶିକାର ହେଉଛନ୍ତି ଲୋକେ।ଗତ ଏକ ସପ୍ତାହ ମଧ୍ୟରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ବହୁ ଲୋକ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ବିଭିନ୍ନ!-->!-->!-->…
ଦଣ୍ଡିତ ହେଲେ ଝାରସୁଗୁଡ଼ାର ପୂର୍ବତନ ଉପ-ଜିଲ୍ଲାପାଳ
ଭୁବନେଶ୍ବର,୧୩-୦୯-୨୦୨୪ (ପିପିଏସ) : ଝାରସୁଗୁଡ଼ାର ଅବସରପ୍ରାପ୍ତ ପୂର୍ବତନ ଉପ-ଜିଲ୍ଲାପାଳ ପ୍ରଦୀପ କୁମାର ବାରିକଙ୍କୁ ୨ ବର୍ଷ ସଶ୍ରମ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ଭୁବନେଶ୍ୱରର ଏକ ସ୍ୱତନ୍ତ୍ର କୋର୍ଟ। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ଏହି ରାୟ!-->…
ଅବକାରୀ ନୀତିରେ ପରିବର୍ତ୍ତନ : ପୁରୀ ବେଳାଭୂମିରେ ଖୋଲିବନି ମଦଦୋକାନ
ଭୁବନେଶ୍ବର,୧୩-୦୯-୨୦୨୪ (ପିପିଏସ) : ରାଜ୍ୟ ସରକାର ଅବକାରୀ ନୀତିରେ କେତେକ ପରିବର୍ତ୍ତନ କରିଛନ୍ତି। ତାହା ଅନୁଯାୟୀ, ପୁରୀ ବେଳାଭୂମିରେ ଆଉ ମଦ ଦୋକାନ ଖୋଲିବାକୁ ଅନୁମତି ଦିଆଯିବନାହିଁ। ଠିକ୍ ସେହିପରି ପୁରୀ ବେଳାଭୂମି ସହ ପୁରୀ ପୌରାଞ୍ଚଳରେ ମଦ କ୍ୟାବିନ୍ ନିଷିଦ୍ଧ। ସାମାଜିକ,!-->…
ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ : ଆସନ୍ତାକାଲି ସମସ୍ତ ସ୍କୁଲ ଛୁଟି
ବାରିପଦା/ଭୁବନେଶ୍ୱର,୧୩-୦୯-୨୦୨୪ (ପିପିଏସ) : ମୟୂରଭଞ୍ଜ ଜିଲ୍ଲାରେ ଆସନ୍ତାକାଲି ବନ୍ଦ ରହିବ ସମସ୍ତ ସ୍କୁଲ୍। ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍ଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଆସନ୍ତାକାଲି ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା!-->…
ଭୁବନେଶ୍ୱର ବିମାନ ବନ୍ଦରରୁ ୨୦ କେଜି ସୁନା ଜବତ
ଭୁବନେଶ୍ୱର,୧୩-୦୯-୨୦୨୪ (ପିପିଏସ) : ଭୁବନେଶ୍ୱର ବିମାନ ବନ୍ଦରରୁ ପୁଣି ଜବତ ହେଲା ୨୦ କେଜି ସୁନା । ମୁମ୍ବାଇରୁ ଆସୁଥିବା ଇଣ୍ଡିଗୋ ବିମାନରୁ ସୁନା ଜବତ କରିଛି CT & GST। ଏହି ମାମଲାରେ କିଛି ବ୍ୟବସାୟୀଙ୍କୁ ପଚରାଉଚରା କରାଯାଇଛି।
୨୦କେଜି ସୁନାରୁ ୧୬କେଜି ସୁନାର ହିସାବ ଆପାତତ!-->!-->!-->…