Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଡେଙ୍ଗୁ ଭୟରେ ସକାଳୁ ଫାଙ୍କା ପଡୁଛି ପାର୍କ
ଭୁବନେଶ୍ୱର/ ୧୦-୦୯-୨୦୨୪ (ପିପିଏସ): ସକାଳୁ ସକାଳୁ ନିଦ ଭାଙ୍ଗିଲାମାତ୍ରେ ନିତ୍ୟକର୍ମ ସାରି ପ୍ରାତଃଭ୍ରମଣରେ ଯାଉଥିବା ଅଧାରୁ ଅଧିକ ଭୁବନେଶ୍ବରିଆ ଏବେ ଡେଙ୍ଗୁମଶା ଭୟରେ ସକାଳ ୮ଟା ପରେ ଘରୁ ବାହାରୁଛନ୍ତି। ବିଶେଷ କରି ବୃଦ୍ଧ ଓ ମହିଳାମାନେ ରାଜଧାନୀର ବିଭିନ୍ନ ପାର୍କକୁ ଯିବା ସମୟ!-->!-->!-->…
୩ ଭଉଣୀଙ୍କୁ ଘୋଷାଡ଼ି ନେଲା କାର୍: ଜଣେ ମୃତ
ନିଜ ଘର ସମ୍ମୁଖରେ ଥିବା ପିଣ୍ଡାରେ ତିନି ଭଉଣୀ (ବୋଲେଶ୍ବରୀ ମାଝୀ, ପ୍ରତିମା ମାଝୀ ଓ ଦେମତି ମଝୀ) କଥାବାର୍ତ୍ତା ହେଉଥିଲେ। ଏହି ସମୟରେ ସୁରେଶଙ୍କ କାର ୩ ଜଣଙ୍କୁ ଘୋଷାଡି ନେଇଥିଲା।
ପାଟଣାଗଡ଼/ଭୁବନେଶ୍ୱର/ ୧୦-୦୯-୨୦୨୪ (ପିପିଏସ): ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ବେଲପଡା!-->!-->!-->…
ସଶକ୍ତ ହେଉଛନ୍ତି ଟସର ଚାଷୀ
ଟସର ଚାଷ କରି ବାର୍ଷିକ ୧ରୁ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରୋଜଗାର କରିପାରୁଛନ୍ତି।
୧୦ରୁ ୧୫ ଦିନ ପରେ ଚାଷୀ ଗଛରୁ ଖୋସା ସଂଗ୍ରହ କରି ଟିଆରସିଏସକୁ ବିକ୍ରି କରିଥାନ୍ତି।
କେନ୍ଦୁଝର/ଭୁବନେଶ୍ୱର,୧୦-୦୯-୨୦୨୪(ପିପିଏସ): ଟସର ହେଉଛି ଏକ ଲାଭଜନକ ଚାଷ। ଆଦିବାସୀ ବହୁଳ କେନ୍ଦୁଝର!-->!-->!-->!-->!-->!-->!-->…
ସ୍ମିତାରାଣୀ ହତ୍ୟାକାଣ୍ଡ ଫାଇଲ୍ ଖୋଲିବ: ମନ୍ତ୍ରୀ
ଯାଜପୁର/ଭୁବନେଶ୍ୱର,୧୦-୦୯-୨୦୨୪(ପିପିଏସ): ଧର୍ମଶାଳା ବ୍ଲକ୍ ହରିଦାସପୁର ପଞ୍ଚାୟତର ବହୁଚର୍ଚ୍ଚିତ ପିଇଓ ସ୍ମିତାରାଣୀ ବିଶ୍ବାଳଙ୍କ ହତ୍ୟାକାଣ୍ଡ ଫାଇଲ୍ ପୁଣି ଖୋଲିବ। ଆଜି ଏହି ପ୍ରସଙ୍ଗରେ କିଛି ବିଜେପି ନେତା ଆଇନମନ୍ତ୍ରୀଙ୍କୁ ଭେଟି ଏହାର ନିରପେକ୍ଷ ତଦନ୍ତ ଦାବି କରିଛନ୍ତି।!-->!-->!-->…
ନନ୍ଦନବିହାର ଅବହେଳିତ କାହିଁକି ?
ଭୁବନେଶ୍ୱର/୧୦-୦୯-୨୦୨୪(ପିପିଏସ): ବର୍ଷା ଜଳ ଯନ୍ତ୍ରଣାରୁ ଆଜି ପର୍ଯ୍ୟନ୍ତ ମୁକୁଳିପାରି ନାହାନ୍ତି। ଏଣେ ଅସ୍ତବ୍ୟସ୍ତ କଲାଣି ଅଳିଆ ଯନ୍ତ୍ରଣା। ଦିନେ କି ସପ୍ତାହେ ନୁହେଁ, ବର୍ଷ ବର୍ଷ ଧରି ଅଳିଆ ଆବର୍ଜନା ଦୁର୍ଗନ୍ଧରେ ଘାଣ୍ଟି ହେଉଛନ୍ତି। ପ୍ରଶାସନକୁ ଯେତେ ନିବେଦନ କଲେ ମଧ୍ୟ କେହି!-->!-->!-->…
ପାର୍ବଣ ଆରମ୍ଭରୁ ଅନ୍ଧାରରେ ଝୁଣ୍ଟୁଛନ୍ତି ଉପକଣ୍ଠବାସୀ
ଭୁବନେଶ୍ୱର,୧୦-୦୯-୨୦୨୪(ପିପିଏସ) : ପାର୍ବଣ ଆସିଗଲାଣି। ସଦ୍ୟ ଗଣେଶ ପୂଜା ସରିଥିବାବେଳେ ଆଉ କିଛିଦିନରେ ଦଶହରା ପାଇଁ ସହର ଉତ୍ସବମୁଖର ହୋଇ ଉଠିବ। ଦଶହରା ପାଇଁ ଲୋକଙ୍କ ଗହଳି ଯେତିକି ବଢ଼ିବ, ଅସାମାଜିକ ତତ୍ତ୍ବଙ୍କର ଆତଙ୍କ ବି ସେତିକି ବଢ଼ିବ। ହେଲେ ସମ୍ପ୍ରସାରିତ ସହର ଆଉ ଉପକଣ୍ଠର!-->…
ବନ୍ୟାଞ୍ଚଳକୁ ଚିକିତ୍ସା ପାଇଁ ଟ୍ରାକ୍ଟର ଯୋଗେ ଗଲେ ଡାକ୍ତରୀ ଟିମ୍
ମାଲକାନଗିରି/ଭୁବନେଶ୍ୱର,୧୦-୦୯-୨୦୨୪(ପିପିଏସ) : ମାଲକାନଗିରି ଜିଲ୍ଲାରେ ଲଗାଣ ବର୍ଷା ବନ୍ୟା ପରିସ୍ଥିତି ସୃଷ୍ଟି କରିବା ସହ ଚାରିଆଡେ ଜଳମଗ୍ନ ହୋଇଯାଇଛି। ଏଥିରେ ବିଶେଷ ଭାବେ ମାଲକାନଗିରି, ମାଥିଲି, କାଲିମେଳା ଏବଂ ପଡ଼ିଆ ବ୍ଲକ କ୍ଷତିଗ୍ରସ୍ତ ହୋଇଛି। ମାଥିଲି ବ୍ଲକର ଟେମରୁପାଲ୍ଲୀ!-->!-->!-->…
ସାଉଦି ଆରବରେ ଫସିଲେ ୬ ଓଡ଼ିଆଙ୍କ ସମେତ ୮ ଜଣ
ଭୁବନେଶ୍ୱର,୧୦-୦୯-୨୦୨୪(ପିପିଏସ) : ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ସାଉଦି ଆରବରେ ଫସିଥିବା ୬ ଜଣ ଓଡିଆଙ୍କ ସମେତ ୮ ଜଣ ଯୁବକଙ୍କୁ ଉଦ୍ଧାର କରି ଭାରତ ଫେରାଇ ଆଣିବା ପାଇଁ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଏକ ଚିଠି ଲେଖି ନିବେଦନ!-->…
ବଜ୍ରପାତ ନେଲା ୨ଚାଷୀଙ୍କ ଜୀବନ
ବୈଶିଙ୍ଗା/ଭୁବନେଶ୍ୱର,୧୦-୦୯-୨୦୨୪(ପିପିଏସ) : ମୟୂରଭଂଜ ଜିଲ୍ଲା ବେତନଟୀ ବ୍ଲକ ଅଧୀନ ଖଡ଼ିଶୋଳ ପଞ୍ଚାୟତର ଡ଼ୁମାପଦା ଗାଁରେ କ୍ଷେତରେ କାମ କରୁଥିବା ବେଳେ ମଙ୍ଗଳବାର ବଜ୍ରପାତରେ ଦୁଇଜଣ ଭାଗ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଉଛନ୍ତି ବେତନଟୀ ଥାନା ଅଧୀନ ଭୁଡୁରୁବଣି ଗାଁର ସ୍ବର୍ଗତ!-->…
ଲଗାଣ ବର୍ଷାରେ ଧୋଇଗଲା ସୋଲାର ଜଳ ପ୍ରକଳ୍ପ : ନିମ୍ନମାନର କାର୍ଯ୍ୟ ଅଭିଯୋଗ
ମାଲକାନଗିରି/ଭୁବନେଶ୍ୱର,୧୦-୦୯-୨୦୨୪(ପିପିଏସ) : ମାଲକାନଗିରି ସ୍ୱାଭିମାନ ଅଞ୍ଚଳ ରେ ଓ ଟି ଏଲ୍ ପି ପ୍ଲସ ପକ୍ଷରୁ ବିକାଶମୂଳକ କାର୍ଯ୍ୟ କୁ ତ୍ଵରାନିତ କରିବା ପାଇଁ 'ବିକାଶ' ସଂସ୍ଥା ସହ 2021-22 ମସିହାରେ ଚୁକ୍ତିନାମା କରାଯାଇଥିଲା। ଆର୍ଥିକ ବର୍ଷ 2023-24 ରେ ଦୋରାଗୁଡା ପଞ୍ଚାୟତର!-->…