Browsing Category

ଓଡିଶା

ରାତି ଅଧରେ ବୁଲିଲା ଖଣ୍ଡା : ଜଣେ ମୃତ ୨ ଗୁରୁତର

ବଲାଙ୍ଗୀର/ଭୁବନେଶ୍ୱର,୧୦-୦୯-୨୦୨୪(ପିପିଏସ) : ପୂର୍ବ ଶତ୍ରୁତାର ଭୟଙ୍କର ପରିଣତି । ପଡ଼ୋଶୀଙ୍କ ଖଣ୍ଡା ଚୋଟରେ ଚାଲିଗଲା ଜଣେ ଯୁବକଙ୍କ ଜୀବନ। ଅନ୍ୟ ୨ ଜଣ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ମାଲଗୋଦାମ ପଡ଼ାରେ । ମୃତକ ହେଲେ ନିରଜ ହରପାଲ। ଅନ୍ୟ ୨ ଜଣଙ୍କୁ

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଦନ୍ତାର ମୃତ୍ୟୁ

ସୁନ୍ଦରଗଡ଼/ଭୁବନେଶ୍ୱର,୧୦-୦୯-୨୦୨୪(ପିପିଏସ) : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଏକ ଦନ୍ତା ହାତୀଟିର ମୃତ୍ୟୁ ଘଟିଛି। ସୁନ୍ଦରଗଡ଼ ଜିଲ୍ଲା ଲାଠିକଟା ବ୍ଲକ ବଲାଣୀ ପଞ୍ଚାୟତ ନୂଆଗାଁ ନିକଟ ଜଙ୍ଗଲରେ ଏହି ଘଟଣା ଘଟିଛି। ବନ ବିଭାଗର କର୍ମଚାରୀ ପହଞ୍ଚି ହାତୀଟି ମୃତଦେହକୁ ଉଦ୍ଧାର କରି

ବର୍ଷାଜନିତ କ୍ଷୟକ୍ଷତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ଆଲୋଚନା

ସୁଭଦ୍ରା ଯୋଜନା ଆବେଦନ ପାଇଁ ଆସୁଥିବା ମହିଳାଙ୍କ ଦୁର୍ଘଟଣାରେ ମୃତ୍ୟୁ

ଜଳେଶ୍ଵର/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : କମର୍ଦ୍ଦା ଥାନା ନାଚିନ୍ଦା ଛକ ନିକଟରେ ଥିବା ଏକ ଜନସେବା କେନ୍ଦ୍ରକୁ ସୁଭଦ୍ରା ଯୋଜନା ପାଇଁ ଆବେଦନ କରିବାକୁ ଆସୁଥିବା ବେଳେ ଜଣେ ମହିଳାଙ୍କର ରାସ୍ତା ଦୁର୍ଘଟଣାରେ ମୃତ୍ୟୁ ହୋଇଯାଇଛି। ମୃତ ମହିଳା ଜଣକ ହେଉଛନ୍ତି ମଙ୍ଗୁଳି ଭୂୟାଁଙ୍କ ଝିଅ

ଏସ୍‌ସିବିରେ ଦ୍ଵିତୀୟ ଯକୃତ ପ୍ରତିରୋପଣ ସଫଳ

କଟକ/୦୯-୦୯-୨୦୨୪(ପିପିଏସ) : ଏସ ସି ବି ମେଡିକାଲ କଲେଜ ହସ୍ପିଟାଲରେ ଆଜି ଦ୍ଵିତୀୟ ଯକୃତ ପ୍ରତିରୋପଣ ସଫଳ ହୋଇଛି । ନୟାଗଡ ଅଞ୍ଚଳର ୩୯ ବର୍ଷୀୟ ମାନସ ମୁଦୁଲିଙ୍କ ଶରୀରରେ ଅସ୍ତ୍ରୋପଚାର କରାଯାଇ ଯକୃତ ପ୍ରତିରୋପଣ କରାଯାଇଛି । ତାଙ୍କ ପତ୍ନୀ ଛବି ମଲ୍ଲିକ ଯକୃତ ଦାନ କରିଛନ୍ତି । ଏସ ସି ବି

କ୍ୟାପିଟାଲ୍‌ ହସ୍ପିଟାଲରେ ଡାକ୍ତର ଅଭାବ : ତର୍ଜମା କରୁଛନ୍ତି ସରକାର

ଖାଲି ପଡ଼ିଛି ୬୪ ପଦବୀ ସହିତ ୫୩ ନର୍ସିଂ ଅଫିସର ପୋଷ୍ଟ ବର୍ଷକୁ ଆସୁଛନ୍ତି ୫ଲକ୍ଷରୁ ଉର୍ଦ୍ଧ୍ୱ ରୋଗୀ ରୋଗୀ ସେବା ଉପରେ ପଡୁଛି ସିଧା ସଳଖ ପ୍ରଭାବ ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ରାଜ୍ୟ ରାଜଧାନୀ ଭୁବନେଶ୍ୱରର ସର୍ବ ବୃହତ ସରକାରୀ ହସ୍ପିଟାଲରେ ଡାକ୍ତର ଓ ମେଡ଼ିକାଲ୍‌

ସମବେତ ପ୍ରାର୍ଥନାର ନୂତନ ଧାରା ସୃଷ୍ଟି କରିବ ଗଣେଶ ମ‌ହୋତ୍ସବ:ଭର୍ତ୍ତୃହରି ମହାତାବ

କଟକ/୦୯-୦୯-୨୦୨୪(ପିପିଏସ): ଆମ ସମାଜରେ ଉତ୍ସବର ସର୍ବଦା ଆବଶ୍ୟକତା ରହିଛି। ଉତ୍ସବ ଉତ୍ସାହ ଯୋଗାଇବା ସହ ନିଜ ସାମର୍ଥ୍ୟଙ୍କୁ ଆବିଷ୍କାର କରିଥାଏ ଓ ଏକାଠି ହେବାର ସୁଯୋଗ ସୃଷ୍ଟି କରେ କଟକ-ଭୁବନେଶ୍ବର ଦୈତନଗରୀ ଗଣେଶ ପୂଜା କମିଟି ପକ୍ଷରୁ ଉପର ବାଲିଯାତ୍ରା ପଡ଼ିଆରେ ଆୟୋଜିତ ୩୧ତମ ଗଣେଶ

ଏମ୍‌ସ ଚିକିତ୍ସକଙ୍କ ସଫଳତା, ଏକ୍‌ମୋ ସହାୟତାରେ ମହିଳାଙ୍କ ଜୀବନ ବଞ୍ଚାଇଲେ

ଭୁବନେଶ୍ୱର/୦୯-୦୯-୨୦୨୪(ପିପିଏସ) : ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅତ୍ୟାଧୁନିକ ଜ୍ଞା‌ନକୌଶଳର ସଫଳ ପ୍ରୟୋଗ ତଥା ଉତ୍ସର୍ଗୀକୃତ ଭାବନାର ଉଲ୍ଲେଖନୀୟ ପ୍ରଦର୍ଶନ କରିଛି ଏମ୍‌ସ ଭୁବନେଶ୍ୱର। ଅତ୍ୟାଧୁନିକ ଏକ୍‌ମୋ ଥେରାପି ପ୍ରୟୋଗ କରି ଗୁରୁତର ହୋଇପଡ଼ିଥିବା ଜଣେ ମହିଳାଙ୍କ ବଞ୍ଚାଇବ‌ାରେ

ଗେଣ୍ଡାଳିଆଙ୍କ ପ୍ରଜନନ ସ୍ଥଳ ବଂଶଧାରା କୂଳ : କ୍ରମାଗତ ହ୍ରାସ ପାଉଛି ପକ୍ଷୀଙ୍କ ସଂଖ୍ୟା

ରାୟଗଡ଼ା/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ମୌସୁମୀ ଆସିବା ପୂର୍ବରୁ ଦଳ ଦଳ ହୋଇ ବିଦେଶାଗତ (ସାଇବେରିଆ) ଗେଣ୍ଡାଳିଆ ପକ୍ଷୀଙ୍କ ସୁଅ ଛୁଟେ। ୩ରୁ ୪ମାସ ପର୍ଯ୍ୟନ୍ତ ଅବସ୍ଥାନ ପରେ ଘରକୁ ବାହୁଡ଼ି ଯାଅନ୍ତି। ଗୁଣପୁର ବ୍ଲକ ବଂଶଧାରା ନଦୀ ଅବବାହିକାରେ ପ୍ରତିବର୍ଷ ନିର୍ଦ୍ଦିଷ୍ଟ ସମୟରେ

ଲଗାଣ ବର୍ଷାରେ ମାଲକାନଗିରି ଜିଲ୍ଲାର ସ୍ଥିତି ସଙ୍ଗିନ

ଗତ ଦୁଇ ଦିନ ଧରି ଲଗାଣ ବର୍ଷାରେ ମାଲକାନଗିରି ଜିଲ୍ଲାର ସ୍ଥିତି ସଙ୍ଗିନ ହୋଇପଡିଛି। ବୁଡିଛି ଜାତୀୟ ରାଜପଥର ସମସ୍ତ ପୋଲ। ପୋଲ ଉପରେ ୮ରୁ ୧୦ ଫୁଟର ପାଣି ବୋହୁଛି। ମାଲକାନଗିରି ଜିଲ୍ଲାର ସମସ୍ତ ବ୍ଲକକୁ ଯାତାୟତ ଠପ ହୋଇଯାଇଛି ।