Browsing Category

ଓଡିଶା

ଖୁବ୍‌ଶୀଘ୍ର କମିବ ପେଟ୍ରୋଲ ଦର! ୨ରୁ ୩ ଟଙ୍କା କମିବା ସମ୍ଭାବନା

୨ରୁ ୩ ଟଙ୍କା କମିବା ସମ୍ଭାବନାମାର୍ଚ୍ଚ ୧୪ରେ ୨ ଟଙ୍କା କମିଥିଲା୭୩ ଡଲାର ତଳେ ଅଶୋଧିତ ତେଲ ଭୁବନେଶ୍ବର/୦୮-୦୯-୨୦୨୪(ପିପିଏସ): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ବ୍ୟାରେଲ ପିଛା ୭୩ ଡଲାର ତଳକୁ ଏବେ ଖସିଆସିଛି। ଏଥିସହିତ ଆମେରିକା, ଚୀନ ଏବଂ ୟୁରୋପୀୟ ଦେଶଗୁଡ଼ିକରେ ମଧ୍ୟ

ସ୍ବତନ୍ତ୍ର ଅଲିମ୍ପିକ୍ସ ଜାତୀୟ ବୋଲିଂ: ଓଡ଼ିଶାକୁ ସ୍ବର୍ଣ୍ଣ ଓ କାଂସ୍ୟ

ଭୁବନେଶ୍ବର/୦୮-୦୯-୨୦୨୪(ପିପିଏସ): ନୂଆଦିଲ୍ଲୀର ରୁବ୍ ମଲ୍ଲ ଜୋରେକୋରେ ଅନୁଷ୍ଠିତ ସ୍ବତନ୍ତ୍ର ଅଲିମ୍ପିକ୍ସ ଖେଳାଳିଙ୍କ ପ୍ରଥମ ଜାତୀୟ ବୋଲିଂ ପ୍ରତିଯୋଗିତାରେ ଓଡ଼ିଶାକୁ ଗୋଟିଏ ଲେଖାଏଁ ସ୍ବର୍ଣ୍ଣ ଓ କାଂସ୍ୟ ପଦକ ମିଳିଛି। ଅସୀମା ଐଶ୍ବର୍ଯ୍ୟା ଓ ସଂଗୀତା ନାୟକଙ୍କୁ ନେଇ ଗଠିତ ଓଡ଼ିଶା

ଆସନ୍ତାକାଲି ରାଜ୍ୟରେ ପ୍ରବଳ ବର୍ଷା! ୫ ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର/୦୮-୦୯-୨୦୨୪(ପିପିଏସ): ପଶ୍ଚିମ ବଙ୍ଗପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆସନ୍ତାକାଲି ରାଜ୍ୟରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ । ଉପକୂଳ ଜିଲ୍ଲାର ତଳିଆ ଅଞ୍ଚଳକୁ ବିପଦ ଥିବା ନେଇ

ଆଦିବାସୀସାହିରେ ପଖାଳ ଖାଇଲେ ମୁଖ୍ୟମନ୍ତ୍ରୀ

କଟକ/ବାରଙ୍ଗ/୦୮-୦୯-୨୦୨୪(ପିପିଏସ): ମୁଖ୍ୟମନ୍ତ୍ରୀ ମୋହନ ଚ଼ରଣ ମାଝୀ ବାରଙ୍ଗସ୍ଥିତ ଏକ ଆଦିବାସୀସାହିରେ ପଖାଳ ଖାଇବା ସାଙ୍ଗକୁ ତୋରାଣି ପିଇବା ଘଟଣା ବେଶ୍‌ ଚର୍ଚ୍ଚାର ବିଷୟ ହୋଇଛି। ଅତିଥିଭାବେ ତାଙ୍କୁ ଅରୁଆ ଅନ୍ନ ସାଙ୍ଗକୁ ୨୨ ପ୍ରକାର ବ୍ୟଞ୍ଜନ ବଢ଼ାଯାଇଥିଲେ ମଧ୍ୟ ସେ ଓଡ଼ିଆଙ୍କ

ଗଣେଶ ବିସର୍ଜନ ବେଳେ ଚାଲିଗଲା ଜୀବନ

ବଡଭାଇ ମୃତ , ସାନଭାଇ ଗୁରୁତର ସୋର/ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା କୁଳିଗାଁରେ ଠାକୁର ଭସାଣି ବେଳେ ଘଟିଲା ଅଘଟଣl ବଡ଼ ଭାଇର ମୃତ୍ୟୁ ହୋଇଯାଇଥିବା ବେଳେ ସାନଭାଇ ଗୁରୁତର ଅବସ୍ଥାରେ ପ୍ରଥମେ ଖନ୍ତାପଡ଼ା ପରେ ବାଲେଶ୍ୱର ସ୍ଥାନାନ୍ତରl ବାବା

କଟକ ସାଂସଦଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଗୟାଧର

କଟକ,୦୮-୦୯-୨୦୨୪(ପିପିଏସ) : କଟକ ଲୋକସଭା ସାଂସଦ ଭର୍ତ୍ତୁହରି ମହତାବଙ୍କ ୬୭ ତମ ଜନ୍ମଦିନ କଟକସ୍ଥିତ ବାସ ଭବନରେ ଧୁମଧାମରେ ପାଳିତ ହୋଇଯାଇଛି l ଏହି ଅବସରରେ ସାଂସଦଙ୍କ ନୟାଗଡ଼ ଜିଲ୍ଲା ପ୍ରତିନିଧି ଗୟାଧର ପରିଡା ସାଂସଦ ଶ୍ରୀ ମହତାବଙ୍କୁ ତାଙ୍କ ବାସ ଭବନରେ ଭେଟି ଉତ୍ତରୀୟ ଓ ପୁଷ୍ପଗୁଚ୍ଛ

ଅକ୍ଟୋବର ୫ରୁ ରାଜ୍ୟ ସ୍ତରୀୟ ନାଟକ ମହୋତ୍ସବ

ବାରିପଦା/ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : ସ୍ଥାନୀୟ ସହିଦ ସ୍ମୃତି ଭବନ ପରିସରରେ ଅକ୍ଟୋବର ମାସ ୫ ତାରିଖରୁ "ରୂପାନ୍ତର ଅନୁଷ୍ଠାନ" ତାର ରୌପ୍ୟ ଜୟନ୍ତୀ ପାଳନ କରିବା ଅବସରରେ ରାଜ୍ୟ ସ୍ତରୀୟ ନାଟକ ମହୋତ୍ସବ ଆୟୋଜନ କରାଯିବ ବୋଲି ଅନୁଷ୍ଠାନ ପକ୍ଷରୁ ସୂଚନା ଦିଆଯାଇଛି I ମହୋତ୍ସବ

୨୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ : ଜଣେ ଗିରଫ

ବାରିପଦା/ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : ଜଣେ ବ୍ରାଉନସୁଗାର ବେପାରୀକୁ ଧରିଛି ବାରିପଦା ଟାଉନ୍ ପୁଲିସ । ଅଭିଯୁକ୍ତଠାରୁ ୧୯୯.୮ ଗ୍ରାମ୍ ଓଜନର ବ୍ରାଉନସୁଗାର ଜବତ ହୋଇଛି । ଉକ୍ତ ବ୍ରାଉନସୁଗାରର ମୂଲ୍ୟ ଆନୁମାନିକ ୨୦ ଲକ୍ଷ ଟଙ୍କା ହେବ ବୋଲି ଜଣାଯାଇଛି। ଏହାଛଡ଼ା ଏକ ଭିଭୋ ସ୍ମାର୍ଟ

ସ୍କୁଲରେ ଭୋଗ ଖାଇ ୫୦ରୁ ଊର୍ଦ୍ଧ୍ୱ ଅସୁସ୍ଥ : ଡାକ୍ତରଖାନାରେ ଭର୍ତ୍ତି

ବାରିପଦା/ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷୀ ବ୍ଲକ୍‌ରେ ଗଣେଶ ପୂଜା ଭୋଗ ଖାଇ ୫୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଓ ଅଭିଭାବକ ଅସୁସ୍ଥ ହୋଇଛନ୍ତି । ଆଜି ସେମାନଙ୍କୁ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି । ଭୋଗ ଖାଇବା ପରେ ସମସ୍ତଙ୍କୁ ଝାଡ଼ାବାନ୍ତି ହୋଇଥିଲା।

ମରିଗଲା ମାନବିକତା : ଡାକ୍ତରଖାନାରେ ଭଉଣୀର ଶବ ଛାଡ଼ି ଚାଲିଗଲା ଭାଇ

ରାଉରକେଲା/ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : ଭଉଣୀର ସ୍ନେହ ଓ ମମତା ଭୁଲିଗଲା ଭାଇ। ସେପ୍ଟିସେମିଆ ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଥିବା ଭଉଣୀର ଶବକୁ ଆର୍‌ଜିଏଚ୍‌ରେ ଫିଙ୍ଗିଦେଇ ଚାଲିଗଲା ଭାଇ। କେବଳ ଏତିକି ନୁହେଁ, ଭଉଣୀର ମୃତଦେହ ଘରକୁ ନ ଆଣିବାକୁ ବସ୍ତିରେ କାହାକୁ କିଛି ନ