Browsing Category

ଓଡିଶା

ଲଘୁଚାପ ବର୍ଷାରେ ବେହାଲ କୋରାପୁଟ : ୩ ପଞ୍ଚାୟତ ଜଳବନ୍ଦୀ, ଭୁଶୁଡ଼ିଲା ୧୦ରୁ ଅଧିକ ଘର

କୋରାପୁଟ/ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଲଘୁଚାପ ଜନିତ ବର୍ଷାରେ ୩ ପଞ୍ଚାୟତ ଜଳବନ୍ଦୀ ଘେରରେ ରହିଛି। କୁନ୍ଦୁରା ବ୍ଲକ ସୀମାନ୍ତରେ ରହିଥିବା ୩ ପଞ୍ଚାୟତ ଘୁମର,ମସିଗାଁ ଏବଂ ଦିଗାପୁର ବିରି ଏବଂ କୋଲାବ ନଦୀ ଉଛୁଳିବା ଯୋଗୁ ଜଳବନ୍ଦୀ ହୋଇଛି। ଏହା

ଟ୍ରକ୍‌କୁ ପିଟିଲା ୧୦୮ ଆମ୍ବୁଲାନ୍ସ, : ସହାୟକ ମୃତ, ଡ୍ରାଇଭର ସମେତ ୨ଗୁରୁତର

ଯାଜପୁର/ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : ଟ୍ରକ୍ ପଛରେ ପିଟି ହେଲା ୧୦୮ ଆମ୍ବୁଲାନ୍ସ । ଫଳରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ରଥିଆ ନିକଟରେ ଘଟିଛି ଏହି ଭୟଙ୍କର ଦୁର୍ଘଟଣା । ଆମ୍ବୁଲାନ୍ସଟି କେନ୍ଦୁଝର

ଚାଷୀଙ୍କୁ ନୂଆଁଖାଇ ଭେଟି : ଆରମ୍ଭ ହେବ ସିଏମ କିଷାନ ଯୋଜନା

ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : ପଶ୍ଚିମ ଓଡ଼ିଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ଚାଷୀଙ୍କୁ ଭେଟି ଦେଇଛନ୍ତି ରାଜ୍ୟ ସରକାର । ଆଜି ନୂଆଁଖାଇରୁ ଆରମ୍ଭ ହେବାକୁ ଯାଉଛି ସିଏମ କିଷାନ ଯୋଜନା। ଏହି ଯୋଜନାରେ ଚାଷୀ ପାଇବେ ୪ ହଜାର ଟଙ୍କାର ଆର୍ଥିକ ସହାୟତା। ଆଜି ଅପରାହ୍ନରେ

ଏମ୍‌ଭିଆଇଙ୍କୁ ବାନ୍ଧିଲା ଭିଜିଲାନ୍ସ : କାଲି ୧ ଲକ୍ଷ ୩୨ ହଜାର ଟଙ୍କା ସହିତ ଧରାପଡ଼ିଥିଲେ

ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : ବନ୍ଧା ହେଲେ ଭିଜିଲାନ୍ସ ଜାଲରେ ପଡ଼ିଥିବା ନୂଆପଡ଼ା MVI ବିଜୟ କୁମାର ବେହୁରିଆ । ଗତକାଲି ନୂଆପଡ଼ାରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ବିଜୟଙ୍କ ଗାଡ଼ିରୁ ୧ ଲକ୍ଷ ୩୨ ହଜାର ଟଙ୍କା ଜବତ କରିଥିଲା ଭିଜିଲାନ୍ସ । ଏହି ଟଙ୍କା କେଉଁଠୁ ଆଣିଲେ ତାହାର

ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ : ୧୧ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ଘନୀଭୂତ ହୋଇ ଉତ୍ତରପଶ୍ଚିମ ଆଡ଼କୁ ମୁହାଁଇବ। ଉତ୍ତର ପଶ୍ଚିମକୁ ଗତି କରି ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁଇବ । ୨୪ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି।

ନୂଆଁଖାଇରେ ଅଘଟଣ : ପୋଖରୀରେ ବୁଡ଼ି ନାବାଳିକା ମୃତ

ସମ୍ବଲପୁର/ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : ଘରେ ଚାଲିଥିଲା ନୂଆଁଖାଇ ପ୍ରସ୍ତୁତି। ଭଳିକି ଭଳି ପିଠାପଣା ପ୍ରସ୍ତୁତ ହେଉଥିବା ବେଳେ ନୂଆ ଡ୍ରେସ୍‌ ବି କିଣା ହୋଇଥିଲା । ଘରେ ବନ୍ଧୁବାନ୍ଧକଙ୍କ ଭିଡ଼ ବି ଜମିଥିଲା । ହେଲେ ହସଖୁସିରେ ଉଛୁଳି ଉଠୁଥିବା ଘର ହଠାତ୍‌ କାନ୍ଦବୋବାଳିରେ ଫାଟି

ଉତ୍ସବ ମୁଖର ପଶ୍ଚିମ ଓଡ଼ିଶା : ମା’ ସମଲେଶ୍ୱରୀଙ୍କ ସମେତ ବିଭିନ୍ନ ମନ୍ଦିରରେ ଲାଗି ହେଲା ନବାନ୍ନ

ସମ୍ବଲପୁର/ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : ଆଜି ଉତ୍ସବ ମୁଖର ହୋଇ ପଡ଼ିଛି ପଶ୍ଚିମ ଓଡ଼ିଶା । ଦୁଲୁକୁଛି ମନ୍ଦିର ପରିସର । ପୂର୍ବ ନିର୍ଦ୍ଧାରିତ ସମୟରେ ସମ୍ବଲପୁରର ମା’ ସମଲେଶ୍ୱରୀ ଓ ବଲାଙ୍ଗିରର ମାଆ ପାଟଣେଶ୍ୱରୀଙ୍କ ସମେତ ବିଭିନ୍ନ ମନ୍ଦିର ନିକଟରେ ଲାଗି ହୋଇଛି ନବାନ୍ନ । ପ୍ରଥମ

ବ୍ୟକ୍ତିଗତ ତଥା ବୃତ୍ତିଗତ ଅଭିବୃଦ୍ଧିରେ ମହିଳାଙ୍କୁ ଶସକ୍ତ କରିବା ସୁଭଦ୍ରା ଯୋଜନାର ମୂଳ ଲକ୍ଷ୍ୟ : ସାଂସଦ

କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ସଚେତନତା ରଥର ସୁଭାରମ୍ଭ ୧୬ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ବ୍ଲକ୍ ଓ ଗ୍ରାମ ପଞ୍ଚାୟତରେ ବୁଲିବ ୭ଟି ସଚେତନତା ରଥ ୧୪ଟି ବ୍ଲକର ୧୬୨୬ଟି ସାଧାରଣ ସେବା କେନ୍ଦ୍ର ଓ ୩୬୨ଟି ମୋ ସେବା କେନ୍ଦ୍ରରେ ବିନା ମୂଲ୍ୟରେ ମିଳିବ ଫର୍ମ

ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି, ରାଜ୍ୟ ବାହାରେ ଥିବା ମହିଳା ବି ଏବେ ସୁଭଦ୍ରା ଯୋଜନାର ଲାଭ

ଗଣେଶ ପୂଜା ବିସର୍ଜନ ପାଇଁ ଆସିଲା ଗାଇଡଲାଇନ୍‌

ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : ଭୁବନେଶ୍ୱରରେ ଗଣେଶ ପୂଜା ବିସର୍ଜନ ପାଇଁ ବିଏମସି ଗାଇଡଲାଇନ୍‌ ଜାରି କରିଛି। ଇକୋ ଫ୍ରେଣ୍ଡଲି ଭାବେ ବିସର୍ଜନ ପାଇଁ ନିୟମାବଳୀ ଜାରି ହୋଇଛି । ଗଣେଶ ମୂର୍ତ୍ତି ବିସର୍ଜନ ପାଇଁ ରାଜଧାନୀରେ ଦୁଇଟି ଜାଗା ଚି଼ହ୍ନଟ କରାଯାଇଛି। ତାହା ହେଲା ଟଙ୍କପାଣି