Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିଲା ଛୁଟି
ସମ୍ବଲପୁର/ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲ୍ଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା ଦେଇଛନ୍ତି ସମ୍ବଲପୁର ଏସପି ମୁକେଶ କୁମାର ଭାମୁ।
ଏସପି ସୂଚନା ଦେଇ କହିଛନ୍ତି, ଆସନ୍ତାକାଲି!-->!-->!-->…
ଓଭର ଟେକ୍ କଲାବେଳେ ଚାପିଦେଲା ଟ୍ରକ୍ : ଦୁଇ ନାବାଳକ ମୃତ
କୋରାପୁଟ/ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : ଓଭର ଟେକ୍ କରିବା ବେଳେ ଟ୍ରକ ଚକ ତଳେ ଚାପିହୋଇ ଦୁଇ ନାବାଳକଙ୍କ ମୃତ୍ୟୁ ହୋଇଛି l ଶନିବାର ଅପରାହ୍ନରେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି କୋରାପୁଟ ଟାଉନ୍ରେ ।
କୋରାପୁଟରୁ ସୁନାବେଡା ଅଭିମୁଖେ ଯାଉଥିଲା ଏକ ଟ୍ରକ୍। ଆଉ ଟ୍ରକ୍!-->!-->!-->…
ମାତାଲ ଅବସ୍ଥାରେ ସ୍କୁଲରେ ଗଡ଼ିଲେ ପ୍ରଧାନ ଶିକ୍ଷକ : କାର୍ଯ୍ୟାନୁଷ୍ଠାନ ନେଲେ ଅଧିକାରୀ
ସୁନ୍ଦରଗଡ଼/ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : ପାଠ ପଢ଼ାଇବା ପରିବର୍ତ୍ତେ ନିଶାସକ୍ତ ଅବସ୍ଥାରେ ଶ୍ରେଣୀ କକ୍ଷରେ ଶୋଇଥିଲେ ପ୍ରଧାନ ଶିକ୍ଷକ। ଏତେ ପରିମାଣରେ ମଦ ପିଇଥିଲେ ଯେ ଭୂଇଁରୁ ଉଠିବାକୁ ସକ୍ଷମ ନଥିଲେ । ଦୀର୍ଘ ସମୟ ଧରି ସାର୍ ନଉଠିବାରୁ ଅଭିଭାବକମାନେ ଏନେଇ ବ୍ଲକ ଶିକ୍ଷା!-->…
ଗଣେଷ ପୂଜାରେ ଅଘଟଣ : ସ୍କୁଲରେ ମହୁମାଛି ଆକ୍ରମଣ, ୩ ଛାତ୍ରୀ ଆହତ
କଟକ,୦୭-୦୯-୨୦୨୪(ପିପିଏସ) : ସ୍କୁଲ ପରିସରରେ ମହୁମାଛି ଆକ୍ରମଣରେ ୩ ଛାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । କଟକ ଜିଲ୍ଲା ବାଙ୍କୀ ବ୍ଲକ ଅନ୍ତର୍ଗତ ବରହମପୁରା ରଘୁନାଥ ଦେବତା ଉଚ୍ଚ ବିଦ୍ୟାଳୟରେ ଛାତ୍ରୀମାନଙ୍କୁ ମହୁମାଛି ଆକ୍ରମଣ କରିଥିବା ଜଣାପଡ଼ିଛି। ଗଣେଶ ପୂଜାରେ ବିଦ୍ୟାଳୟ ପରିସରରେ!-->…
ଲକ୍ଷାଧିକ ନଗଦ ଟଙ୍କା ସହ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏମଭିଆଇ
ଭୁବନେଶ୍ୱର ୦୭-୦୯-୨୦୨୪(ପିପିଏସ) : ଲକ୍ଷାଧିକ ଟଙ୍କା ସହ ଏମଭିଆଇଙ୍କୁ ଧରିଲା ଭିଜିଲାନ୍ସ । ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା ଏମଭିଆଇ ବିଜୟ ବେହୁରିଆ । ନୂଆପଡ଼ାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧା ଠାରେ ମାଡ଼ିବସିଲା ଭିଜିଲାନ୍ସ । ଧରାପଡ଼ିଥିବା ଟଙ୍କା ପିସି!-->…
ସାଉଦି ଆରବରେ ଫସିଲେ ଓଡ଼ିଆ ଶ୍ରମିକ : ଉଦ୍ଧାର ଲାଗି ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ
ଭୁବନେଶ୍ୱର ୦୭-୦୯-୨୦୨୪(ପିପିଏସ) : ପେଟ ପାଟଣା ପାଇଁ କାମ କରିବାକୁ ସାଉଦି ଆରବରେ ପଳାଇଥିଲେ। ଏକ ଘରୋଇ କମ୍ପାନୀରେ ପାଣି ପାଇପରେ କାମ କରୁଥିଲେ। କିଛି ଦିନ କମ୍ପାନୀରେ କାମ କରିବା ପରେ ଏବେ କମ୍ପାନୀ କାମ ଦେଉନାହିଁ କି ସେମାନଙ୍କୁ ଦରମା ମଧ୍ୟ ଦେଉନାହିଁ। ଶ୍ରମିକମାନେ ଘରକୁ ଫେରିବାକୁ!-->…
ଜଙ୍ଗଲ ମନ୍ତ୍ରୀଙ୍କ ଅଗଣାରେ ଢମଣା
ଭୁବନେଶ୍ୱର ୦୭-୦୯-୨୦୨୪(ପିପିଏସ) : ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବାସଭବନରେ ବାହାରିଲା ସାପ । ଭୁବନେଶ୍ୱର ୟୁନିଟ୍-୬ରେ ଥିବା ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆଙ୍କୁ ଆବଣ୍ଟିତ ନୂଆ ସରକାରୀ ବାସଭବନରେ ଏବେ ନବୀକରଣ କାମ ଚାଲୁଥିବା ବେଳେ ସେଠାରୁ ଏକ ସାପ ଉଦ୍ଧାର ହୋଇଛି।
!-->!-->!-->…
ଗିରଫ ହେଲେ ଲୁଟେରା ଗ୍ୟାଙ୍ଗ : ଭୁବନେଶ୍ୱରରେ ବୁକିଂକରି ଢେଙ୍କାନାଳରେ ଲୁଟି ଥିଲେ କାର୍
ଭୁବନେଶ୍ୱରରୁ ହୋଇଥିଲା ଉବେର ବୁକିଂ
ରାତି ଅଧରେ ଜଙ୍ଗଲ ମଝିରେ ମାଡ଼ମାରି ଲୁଟିନେଲେ ୩ ଜଣ ଯୁବକ
ଢେଙ୍କାନାଳ ଜିଲ୍ଲା ରାଧାଦେଈପୁର ନିକଟ ଜଙ୍ଗଲ ରେ ଘଟିଥିଲା ଘଟଣା
ଢେଙ୍କାନାଳ/ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : ଢେଙ୍କାନାଳ ଜିଲ୍ଲା ଗଁଦିଆ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା!-->!-->!-->!-->!-->!-->!-->!-->!-->…
ଉପମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା : ଶେଷ ହିତାଧିକାରୀ ପର୍ଯ୍ୟନ୍ତ ଚାଲିବ ସୁଭଦ୍ରା ପଞ୍ଜୀକରଣ
ଭୁବନେଶ୍ୱର ୦୭-୦୯-୨୦୨୪(ପିପିଏସ) : ସୁଭଦ୍ରା ଯୋଜନା ସମ୍ପର୍କରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏକ ବଡ଼ ଘୋଷଣା କରିଛନ୍ତି । ଶନିବାର ସୁଭଦ୍ରା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମରେ ସାମିଲ ହୋଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ସୁଭଦ୍ରା ପଞ୍ଜୀକରଣ ଚାଲିବ।!-->…
‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ୦୭-୦୯-୨୦୨୪(ପିପିଏସ) : ଭୁବନେଶ୍ୱରସ୍ଥିତ ଗାନ୍ଧୀମାର୍ଗରେ ଶନିବାର ‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରା ଯୋଜନାର ଅସ୍ମିତାର ପରିଚୟ ହେବ। ପ୍ରତି ମହିଳାଙ୍କ ସ୍ବପ୍ନ ପୂରଣ କରିବା ଆମ!-->…