Browsing Category

ଓଡିଶା

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ : ଜେଲ୍ ଅଧୀକ୍ଷକଙ୍କୁ ବାନ୍ଧିଲା ଭିଜିଲାନ୍ସ

୨୦୦୧ ରେ ଆସିଷ୍ଟାଣ୍ଟ ଭାବେ ଆରମ୍ଭ କରିଥିଲେ ଚାକିରି ଭୁବନେଶର ଝାରପଡ଼ାରେ ୧.୬୪ କୋଟି ଟଙ୍କାର ୪ମହଲା କୋଠା ବଲାଙ୍ଗୀରରେ ୨ଟି ପ୍ଲଟ - ଢେଙ୍କାନାଳ ମହିଷାପାଟରେ ପ୍ଲଟ ୧୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର,ବ୍ୟାଙ୍କ ଓ ପୋଷ୍ଟାଲ ଡିପୋଜିଟ ୬.୨୪ ଲକ୍ଷ କେନ୍ଦୁଝର/ଭୁବନେଶ୍ୱର

ରତ୍ନଭଣ୍ଡାର ପାଇଁ ତିଆରି ହେବ ହାଇସିକ୍ୟୁରିଟି ଭଲ୍‌ଟ

ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ଧନ ସମ୍ପତ୍ତିର ସୁରକ୍ଷା ଏକ ବଡ଼ ପ୍ରସଙ୍ଗ ହୋଇରହିଥିବା ବେଳେ ତାହାର ସ୍ଥାୟୀ ସମାଧାନ କରିବା ଲାଗି ଉଦ୍ୟମ ଆରମ୍ଭ ହୋଇଛି। ରତ୍ନଭଣ୍ଡାରର ଅଳଙ୍କାରଗୁଡ଼ିକର ସୁରକ୍ଷାକୁ ସୁନିଶ୍ଚିତ କରିବା ଲାଗି ଏକ

୯୩୦ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ମାଲକାନଗିରି/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ମାଲକାନଗିରିସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ଗୁରୁଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ୯୩୦ ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଛନ୍ତି। ଜିଲ୍ଲା ଶିକ୍ଷାଧିକାରୀ ବିଶ୍ୱନାଥ ସାହୁଙ୍କ

୧୨ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ଉପକୂଳ ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବ‌ର୍ଷା ହେବାର ସମ୍ଭାବନା

ବଢୁଛି ହାତୀଙ୍କ ଉପଦ୍ରଵ

ବନ୍ତଳା ବନାଞ୍ଚଳରେ ହାତୀ ଆକ୍ରମଣରେ ଗୋଟିଏ ପରେ ଗୋଟିଏ ଜୀବନ ଯିବାରେ ଲାଗିଛି। ସପ୍ତାହେ ହେଲା ବନ୍ତଳା ବନାଞ୍ଚଳ ଜାମୁଣ୍ଡା ଗାଁରେ ହାତୀ ଆକ୍ରମଣ ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଥିବାବେଳେ ଆଜି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଅନୁଗୁଳ/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ):

ଓଡ଼ିଶାର ୨ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର

ନୂଆଦିଲ୍ଲୀ/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ଓଡ଼ିଶାର ଦୁଇ ଶିକ୍ଷକଙ୍କ ସମେତ ଦେଶର ୮୨ ଜଣ ଶିକ୍ଷକ/ଶିକ୍ଷୟିତ୍ରୀଙ୍କୁ ଜାତୀୟ ପୁରସ୍କାର-୨୦୨୪ରେ ସମ୍ମାନିତ କରିଛନ୍ତି। କେନ୍ଦ୍ର ଶିକ୍ଷା

ଜେଲ ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କେନ୍ଦୁଝର/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାରର ଅଧୀକ୍ଷକ ସତ୍ୟପ୍ରକାଶ ସ୍ୱାଇଁଙ୍କ କେନ୍ଦୁଝର ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ। ଭୁବନେଶ୍ୱରରୁ ଏକ ଟିମ ସହ କେନ୍ଦୁଝର ଭିଜିଲାନ୍ସ ସହାୟତାରେ ଚଢ଼ାଉ ଜାରି

ଆଧାରରେ ଫୋନ୍ ନମ୍ବର ଲିଙ୍କ୍  ଜରୁରୀ ନୁହେଁ:ମାଲକାନଗିରି ଜିଲ୍ଲାପାଳ

ମାଲକାନଗିରି/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ସୁଭଦ୍ରା ଯୋଜନାରେ ଆବେଦନ ପ୍ରକ୍ରିୟାର ଆରମ୍ଭ ହୋଇଛି। ଏଥି ନିମନ୍ତେ ଆଧାରରେ ଫୋନ୍ ନମ୍ବର ଲିଙ୍କ୍  ଜରୁରୀ ନୁହେଁ ବୋଲି ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ସୁଭଦ୍ରା ଫର୍ମ ଦାଖଲ କରିବା ପାଇଁ

ବିଜେପିରେ ସୁଜିତ କୁମାର

ନୂଆଦିଲ୍ଲୀ:/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ପଦ୍ମ ଧରିଲେ ସୁଜିତ କୁମାର । ବିଜେଡି ଛାଡ଼ି ବିଜେପିରେ ମିଶିଲେ ସୁଜିତ କୁମାର । ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ ।ରାଜ୍ୟ ରାଜନୀତିରେ ବଡ଼ ହଲଚଲ୍ । କ୍ଷମତାରୁ ହଟିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ବଡ଼

ଆଧାରକାର୍ଡ ଲିଙ୍କ ପାଇଁ ଡାକଘର, ଜନସେବା କେନ୍ଦ୍ରରେ ଭିଡ଼

ରାଇରଙ୍ଗପୁର/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ରାଜ୍ୟ ସରକାର ମହିଳାମାନଙ୍କ ନିମନ୍ତେ ଆରମ୍ଭ କରିଛନ୍ତି ‘ସୁଭଦ୍ରା’ ଯୋଜନା ଏବଂ ସମସ୍ତ ରାସନ୍‌କାର୍ଡଧାରୀଙ୍କ ନିମନ୍ତେ ମଧ୍ୟ ବାୟୋମେଟ୍ରିକ୍ସ ଓ ମୋବାଇଲ୍ ନମ୍ବର ଲିଙ୍କ୍ କରାଯାଉଛି। ‘ସୁଭଦ୍ରା’ ଯୋଜନା ପାଇଁ ଆଧାରକାର୍ଡ