Browsing Category

ଓଡିଶା

ଗ୍ରାମ୍ୟଜଙ୍ଗଲ ଜମିକୁ ବିବାଦରେ ଇଡ୍‌କୋ!  କାର୍ଯ୍ୟାନୁଷ୍ଠାନ ଦାବିକଲେ ବିଧାୟକ

ରାଉରକେଲା/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ସରକାରଙ୍କ ଲ୍ୟାଣ୍ଡ ବ୍ୟାଙ୍କରୁ ଜମି ପାଇଥିବା ଇଡ୍‌କୋ ଶିଳ୍ପପ୍ରତିଷ୍ଠା ପାଇଁ ବ୍ୟବସାୟୀ ଓ ଶିଳ୍ପପତିମାନଙ୍କୁ ନୀତିନିୟମ ଅନୁଯାୟୀ ଜମି ଆବଣ୍ଟନ କରିବା କଥା। କିନ୍ତୁ ସୁନ୍ଦରଗଡ଼ ଜିଲ୍ଲାର ଏହାର ବହୁ ବ୍ୟତିକ୍ରମ ଦେଖିବାକୁ ମିଳିଛି।

ଧରାହେଲେ ୭ ବାଇକ୍ ଚୋର

କୋଇଡ଼ା/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ପାର୍ବଣ ପୂର୍ବରୁ କୋଇଡ଼ା ଓ କେ ବଲାଙ୍ଗ ପୁଲିସକୁ ମିଳିଛି ବଡ଼ ସଫଳତା। ଗାଡ଼ି ଚୋରି ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି ପୁଲିସ୍। ପୁଲିସ୍ ସାତ ଜଣ ବାଇକ୍ ଲୁଟେରାଙ୍କୁ ଗିରଫ କରିବା ସହ ତିରିଶଟି ବାଇକ୍ ଜବତ୍ କରିଛି। ଗିରଫ ସାତ ଜଣଙ୍କ

ହାଇକୋର୍ଟରେ ଜେଲ ସଂସ୍କାର ମାମଲା: ଆଇଜିଙ୍କୁ ସତ୍ୟପାଠ ଦାଖଲ ନିର୍ଦ୍ଦେଶ

କଟକ/୦୬-୦୯-୨୦୨୪(ପିପିଏସ): ରାଜ୍ୟର କେତେକ ଜେଲରେ ଖାଦ୍ୟର ମାନ, ରୋଷଶାଳ, ସ୍ବଚ୍ଛତା, ପରିମଳ, ଶୌଚାଳୟର ସ୍ଥିତି ଭଲ ନଥିବା ଅଭିଯୋଗ ରହିଛି। ଏଥି ସହିତ ଜାମୁଝରିସ୍ଥିତ ବିଜୁ ପଟ୍ଟନାୟକ ମୁକ୍ତାକାଶ କାରାଗାର‌ରେ ଅନ୍ତେବାସୀଙ୍କ ପାଇଁ ରହିଥିବା ମୌଳିକ ସୁବିଧା ଓ ସେମାନଙ୍କ ପ୍ରତି ଜେଲ

କଟୁରୀ ଚୋଟରେ ପୁଲିସ କର୍ମଚାରୀ ଗୁରୁତର, ଅଭିଯୁକ୍ତ ଫେରାର

କଟୁରୀ ଚୋଟରେ ବିଞ୍ଝାରପୁର ପୁଲିସ କର୍ମଚାରୀ ଗୁରୁତର ଅଭିଯୁକ୍ତକୁ ଧରିବା ପାଇଁ ପୁଲିସ ଉଦ୍ୟମ ଜାରି ରଖିଛି ଯାଜପୁର/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): କଟୁରୀ ଚୋଟରେ ବିଞ୍ଝାରପୁର ଥାନାର ୨ ପୁଲିସ କର୍ମଚାରୀ ଗୁରୁତର। ଅଭିଯୁକ୍ତକୁ ଧରିବା ପାଇଁ ପୁଲିସ ଉଦ୍ୟମ ଜାରି ରଖିଛି।

ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଲେ ସାଂସଦ ସୁଜିତ କୁମାର

ଉଭୟ ବିଜେଡି ଓ ରାଜ୍ୟସଭାରୁ ଇସ୍ତଫା ଦେଲେ ସୁଜିତ କୁମାର। ସେ ବିଜେଡି ଅଧ୍ୟକ୍ଷ ନବୀନ ପଟ୍ଟନାୟକ ଓ ରାଜ୍ୟସଭା ଅଧ୍ୟକ୍ଷଙ୍କ ପାଖକୁ ଇସ୍ତଫାପତ୍ର ପଠାଇଛନ୍ତି। ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ଉଭୟ ବିଜେଡି ଓ ରାଜ୍ୟସଭାରୁ ଇସ୍ତଫା ଦେଲେ ସୁଜିତ କୁମାର। ସେ ବିଜେଡି ଅଧ୍ୟକ୍ଷ

ଓଡ଼ିଶାରୁ ଦୁବାଇ ଗଲା ଡ୍ରାଗନ୍‌

ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ) : ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର କାର୍ଗୋ ଟର୍ମିନାଲରୁ ପ୍ରଥମ ଥର ଲାଗି ଡ୍ରାଗନ ଫଳର ରପ୍ତାନୀ ହୋଇଛି। ବଲାଙ୍ଗିର ଜିଲାର ପାଟଣାଗଡ଼ରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଫାର୍ମରେ ହୋଇଥିବା ଏହି ଡ୍ରାଗନ ଫଳ

ଦଶ ମାସର ଶିଶୁ କୁ ଛାଡି ମା ଫେରାର:ବାପା ଥାନାର ଦ୍ୱାରସ୍ତ..

ଟିଟିଲାଗଡ଼//ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ଦଶ ମାସର ଶିଶୁ, ଦେଖିବାକୁ ଯେତେ ସୁନ୍ଦର, ସେମିତି ଡଉଳ ଡାଉଲ ବି.. ମାର କ୍ଷୀର ବି ଛାଡ଼ିନାହିଁ.. ହେଲେ ମା ଯେ ନିଷ୍ଠୁର ହେବ, ତାହା ଏ କୁନି ଶିଶୁ ଟି କେମିତି ଜାଣିବ..ନିଜ ପିଲା ପାଇଁ ମା ଟିଏ କେତେ କଣ ସହି ଯାଉଛି.. ନିଜ ଜୀବନ କୁ

ବେଆଇନ ମଦ, ଗଞ୍ଜେଇ ବିକ୍ରି ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ଶତାଧିକ ମହିଳା

କଳାହାଣ୍ଡି /ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ଦେଶୀ ବିଦେଶୀ ମଦ ପ୍ରଭାବ​ରେ ପରିବାର ମଧ୍ୟରେ ଗଣ୍ଡଗୋଳ। ଗାଁ ଗାଁରେ ଅଶାନ୍ତି। ଦିନକୁ ଦିନ ବଢ଼ୁଛି ଦୁର୍ଘଟଣା। ଅବକାରୀ ବିଭାଗର ହାତ ଖାଲି। ଯେତେବେଳେ କୌଣସି ଅଭିଯୋଗ ହୁଏ କାଁ ଭାଁ କିଛି ମଦ କୋଠି ଉପରେ ଚଢାଉ କରି ନିଜର କାର୍ଯ୍ୟ

ନବମ-ଏକାଦଶ ଛାତ୍ରଛାତ୍ରୀଙ୍କୁ ୫ ହଜାର ହାତଖର୍ଚ୍ଚ: ସ୍ବାସ୍ଥ୍ୟମନ୍ତ୍ରୀ

ଏହା ଦ୍ବାରା ରାଜ୍ୟର ୩ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇପାରିବେ ବୋଲି ବିଧାନସଭାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ପ୍ରଦାନ କରିଛନ୍ତି। ଭୁବନେଶ୍ବର/୦୫-୦୯-୨୦୨୪(ପିପିଏସ ): ଅଧାରୁ ପାଠ ଛାଡୁଥିବା ଜନଜାତି ସମ୍ପ୍ରଦାୟର ଛାତ୍ରଛାତ୍ରୀଙ୍କୁ

ସୁଭଦ୍ରା ଯୋଜନା ନାଁରେ ଆଧାର ତାତି। 

ଆଧାର କାର୍ଡ ସଂଶୋଧନ ଲାଗି ଦଳାଚକଟାରେ ୫ ମହିଳା ଓ ଶିଶୁ ଗୁରୁତର ସୋର/ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ସୁଭଦ୍ରା ଯୋଜନା ନାଁରେ ଆଧାର ତାତି। ସୋର ହେଡ ପୋଷ୍ଟ ଅଫିସରେ ଆଧାର କାର୍ଡ ସଂଶୋଧନ ପାଇଁ ବିଭିନ୍ନ ଅଞ୍ଚଳରୁ ଶହଶହ ଲୋକ ଭୋର ଚାରିଟାରୁ ଲାଇନ ଲଗାଇଥିବା ଦେଖିବାକୁ