Browsing Category

ଓଡିଶା

ମରଣଯନ୍ତା ପାଲଟିଛି ରାଉରକେଲା ରିଂରୋଡ୍‌

ଭୁବନେଶ୍ୱର/ରାଉରକେଲା/ ୦୩-୦୯-୨୪ (ପିପିଏସ): ସହରର ରିଂ ରୋଡ୍‌ ଏବେ ମରଣଯନ୍ତା ପାଲଟିଛି। ପ୍ରାୟ ୧୭ କିଲୋମିଟର ବିଶିଷ୍ଟ ରିଂ ରୋଡ୍‌ ଏବେ ଖାଲଖମାରେ ଭର୍ତ୍ତି। ଅସରାଏ ବର୍ଷାରେ ଖାଲରେ ପାଣି ଭର୍ତ୍ତି ହୋଇ କୁତ୍ରିମ ପୋଖରୀର ଭ୍ରମ ସୃଷ୍ଟି କରୁଛି। ବିଭିନ୍ନ ସମୟରେ ଛୋଟବଡ଼ ଦୁର୍ଘଟଣା

ଇତିହାସ ରଚିଲେ ଲାଞ୍ଜିଆସଉରା ଛାତ୍ର ନବସ

ଭୁବନେଶ୍ୱର/ଗୁଣପୁର/୦୩-୦୯-୨୪ (ପିପିଏସ): ବଣ୍ଡା ଜନଜାତି ପରେ ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି ଲାଞ୍ଜିଆସଉରା ଜନଜାତି ଛାତ୍ର ନବସ ଶବର। ବୁର୍ଲାସ୍ଥିତ ଭିମ୍‌ସାର୍‌ରେ ଡାକ୍ତରୀ ପଢ଼ିବା ପାଇଁ ନାମ ଲେଖାଇଛନ୍ତି। ନବସଙ୍କ ଏହି ସଫଳତା ଲାଞ୍ଜିଆସଉରା ସମ୍ପ୍ରଦାୟ ମଧ୍ୟରେ ଖୁସିର ଲହରୀ

ବନ୍ଧାହେଲେ ତାଳଚେର ଖଣି ଉପନିର୍ଦ୍ଦେଶକ

ଭୁବନେଶ୍ବର/୦୩-୦୯-୨୪(ପିପିଏସ ): ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କୁ ଭିଜିଲାନ୍ସ ଗିରଫ କରିଛି।  ନିଜ ସଂପତ୍ତିର ସଠିକ ହିସାବ ଦେଇପାରିନଥିବାରୁ ତାଙ୍କୁ ଗିରଫ କରାଯାଇଛି। ଗତକାଲି ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ  ଘରେ ଭିଜିଲାନ୍ସ ଚଢ଼ାଉ କରିଥିଲା ଭିଜିଲାନ୍ସ

ନିଆଁରେ ଜଳିଗଲେ ୭ମାସର ଗର୍ଭବତୀ

ମାଲକାନଗିରି/ଭୁବନେଶ୍ୱର ୦୩-୦୯-୨୪(ପିପିଏସ ): ମାଲକାନଗିରିରୁ ଆସିଛି ଏକ ହୃଦୟ ବିଦାରକ ଖବର। ନିଆଁରେ ଜଳି ମୃତ୍ୟୁବରଣ କଲେ ୭ ମାସରେ ଗର୍ଭବତୀ ମହିଳା। ସୂଚନା ଅନୁଯାୟୀ, ମାଲକାନଗିରି ଥାନା ଅନ୍ତର୍ଗତ ଏମଭି-୯ ଗାଁର ମହିଳା ବିନିତା ମାଳି ଗତ ରବିବାର ଦିନ ସ୍ବାସ୍ଥ୍ୟ ଅବସ୍ଥା

ମା’ ସମଲେଇଙ୍କ ମନ୍ଦିରରେ ନୂଆ ଧାନ ପହଞ୍ଚିବ

ବଲବସପୁର ଗ୍ରାମର ସୁବାସ ବେହେରା ନୂତନ ଧାନ ନେଇ ମନ୍ଦିର କର୍ତ୍ତୃପକ୍ଷଙ୍କୁ ପ୍ରଦାନ କରିବେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ମନ୍ଦିର କର୍ତ୍ତୃପକ୍ଷଙ୍କ ତରଫରୁ ସମସ୍ତ ପ୍ରସ୍ତୁତି ଶେଷ ସମ୍ବଲପୁର/ଭୁବନେଶ୍ୱର ୦୩-୦୯-୨୪(ପିପିଏସ ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ଆଉ

ଓଡ଼ିଶାର କୌଣସି ଯାଗାରେ ବେଞ୍ଚ୍ ପ୍ରତିଷ୍ଠାର ଯଥାର୍ଥତା ନାହିଁ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨-୯-୨୪(ପିପିଏସ) : ପୁଣି ଥରେ ଚର୍ଚ୍ଚାରେ ହାଇକୋର୍ଟ ବେଞ୍ଚ୍ ପ୍ରସଙ୍ଗ। ଓଡ଼ିଶାର କୌଣସି ଯାଗାରେ ବେଞ୍ଚ୍ ପ୍ରତିଷ୍ଠାର ଯଥାର୍ଥତା ନାହିଁ ବୋଲି ସୁପ୍ରିମକୋର୍ଟ ଦେଇଥିବା ରାୟକୁ ଉଦ୍ଧୃତ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବିଧାନସଭାରେ ଉତ୍ତର ରଖିବା ପରେ ତେଜିଛି

ମଧୁସୂଦନ ଲ’ବିଶ୍ୱବିଦ୍ୟାଳୟରେ ନୂତନ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ

କଟକ,୨-୯-୨୪(ପିପିଏସ) : ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟରେ ନୂତନ ଭାବେ ଯୋଗଦାନ କରିଥିବା ପାଞ୍ଚବର୍ଷୀୟ ଆଇନ ଛାତ୍ରଛାତ୍ରୀଙ୍କ ନିମନ୍ତେ ସ୍ୱାଗତ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ରମାଦେବୀ ବିଶ୍ୱବିଦ୍ୟାଳୟର କୁଳପତି ପ୍ର.ଡଃ

ଖାଲି ପଡ଼ିଛି ୨ ଲକ୍ଷ ୫ ହଜାର ସରକାରୀ ପଦବୀ, ସର୍ବାଗ୍ରେ ଶିକ୍ଷା ଓ ସ୍ୱାସ୍ଥ୍ୟ ବିଭାଗ : ମୁଖ୍ୟମନ୍ତ୍ରୀ

ସ୍କୁଲ୍ ଏବଂ ଗଣଶିକ୍ଷା ବିଭାଗରେ ସର୍ବାଧିକ ୬୩,୪୦୫ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ୩୯,୧୨୭ ଭୁବନେଶ୍ୱର,୨-୯-୨୪(ପିପିଏସ) : ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ୨ ଲକ୍ଷ ୫ ହଜାର ପଦବୀ ଖାଲି ପଡିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ସୂଚନା

ଉନ୍ମୋଚନ ହେଲା ‘ସୁଭଦ୍ରା’ ପୋର୍ଟାଲ, ମିଳିବ ସମସ୍ତ ସୂଚନା : ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨-୯-୨୪(ପିପିଏସ) : ମହିଳାଙ୍କୁ ହାତ ଖର୍ଚ୍ଚ ଦେବା ପାଇଁ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନା ଆରମ୍ଭ କରିଛନ୍ତି। ବହୁ କଳ୍ପନା ଜଳ୍ପନା ପରେ ‘ସୁଭଦ୍ରା’ ଯୋଜନା ପାଇଁ ଆବେଦନ ଆରମ୍ଭ ହୋଇଛି। ସୁଭଦ୍ରା ଯୋଜନାର ସମସ୍ତ ସୂଚନା ପାଇଁ ସୋମବାର ‘ସୁଭଦ୍ରା ପୋର୍ଟାଲ’ ଉନ୍ମୋଚନ କରିଛନ୍ତି

ଦନ୍ତା ହାତୀ ଆକ୍ରମଣରେ ଦମ୍ପତିଙ୍କ ମୃତ୍ୟୁ

ବଲାଙ୍ଗୀର/ଭୁବନେଶ୍ୱର,୨-୯-୨୪(ପିପିଏସ) : ହାତୀ ପାଦ ତଳେ ଚାଲିଗଲା ଦମ୍ପତିଙ୍କ ଜୀବନ । ଛାରଖାର ହୋଇଗଲା ସଂସାର। ଏପରି ଏକ ଅଭାବନୀୟ ଘଟଣା ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ରେଞ୍ଜର ଚାବିରୀପାଲି ଗାଁରେ ଘଟିଛି। ମୃତ ଦମ୍ପତି ହେଲେ ନୀଳାମ୍ବର ବରିହା ଏବଂ ସ୍ତ୍ରୀ ଯୋଶବନ୍ତି ବରିହା । ଗତ