Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନନ୍ଦନକାନନକୁ ଆସିଲେ ଦୁଇ ଜିରାଫ୍
ଭୁବନେଶ୍ୱର,୨-୯-୨୪(ପିପିଏସ) : ଭୁବନେଶ୍ୱର ସହର ଉପକଣ୍ଠ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିଲେ ନୂଆ ସଦସ୍ୟ । କୋଲକାତା ଆଲିପୁର ଚିଡ଼ିଆଖାନାରୁ ଅଣାଯାଇଛି ଦୁଇଟି ଜିରାଫ୍। ଦେଢ଼ ବର୍ଷର ପୁରୁଷ ଓ ବର୍ଷେ ୧ ମାସର ମାଈ ଜିରାଫ ଗତକାଲି ରାତିରେ ନନ୍ଦନକାନନରେ ଆସି ପହଞ୍ଚିଛନ୍ତି। ଏହି ଦୁଇ!-->…
ଘରୁ ଘୋଷାଡ଼ି ଆଣି ମହିଳାଙ୍କୁ ହତ୍ୟା
କେନ୍ଦୁଝର/ଭୁବନେଶ୍ୱର,୨-୯-୨୪(ପିପିଏସ) : ହାଣ୍ଡିଆ ଆଣି ନ ଦେବାରୁ ମହିଳାଙ୍କୁ ଘରୁ ଘୋଷାଡ଼ି ଆଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଏପରି ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅନ୍ତର୍ଗତ ନିଆଳିଝରଣ ଗାଁରେ । ମୃତ ମହିଳା ଜଣଙ୍କ ହେଲେ ସାଲେକ ହେମ୍ବ୍ରମ।
!-->!-->…
ମାଲବାହୀ ଟ୍ରେନ ଲାଇନଚ୍ୟୁତ : ଦୁଇଟି ବଗି ଭାଙ୍ଗିଲା
ପାରାଦୀପ/ଭୁବନେଶ୍ୱର,୨-୯-୨୪(ପିପିଏସ) : ପାରାଦୀପ ରଙ୍ଗିଆଗଡ଼ ରେଲଓ୍ବେ ଷ୍ଟେଶନ ପାଖ ବାଉରିଆପାଳନନ୍ଦା ଠାରେ ସୋମବାର ମଧ୍ୟାହ୍ନରେ ଏକ ମାଲବାହୀ ଟ୍ରେନ୍ର ଦୁଇଟି ବଗି ଲାଇନ୍ଚ୍ୟୁତ ହୋଇଛି। ଟ୍ରେନଟି ଲାଇନଚ୍ୟୁତ ହେବା ଯୋଗୁ କୌଣସି କ୍ଷୟକ୍ଷତି ହୋଇନଥିବା ପୂର୍ବତଟ ରେଳପଥ ପକ୍ଷରୁ ସୂଚନା!-->…
ବିଚାରାଧୀନ କଏଦୀଙ୍କୁ ଗ୍ୟାଙ୍ଗଷ୍ଟାରଙ୍କ ଆକ୍ରମଣ ଘଟଣା : ତଦନ୍ତ କରିବେ କଟକ ଡିଭିଜନ୍ ଡିଆଇଜି
ଭୁବନେଶ୍ୱର,୨-୯-୨୪(ପିପିଏସ) : ରବିବାର ଦିନ ହୋଇଥିବା ଝାରପଡ଼ା ଜେଲରେ ବିଚାରାଧିନ କଏଦୀ ସୌମ୍ୟକାନ୍ତ ମହାନ୍ତିଙ୍କୁ ଆକ୍ରମଣ ଘଟଣାକୁ ନେଇ ଆରମ୍ଭ ହୋଇଛି ଖୋଳତାଡ଼ । ଜେଲ୍ ଭିତରେ କଏଦୀଙ୍କ ସୁରକ୍ଷାଙ୍କୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିବା ବେଳେ ଜେଲ୍ର କିଛି ଅଧିକାରୀ ବି ଏଥିରେ ସାମିଲ!-->…
ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ : ୮ଟି ସ୍ଥାନରେ ଚଢ଼ାଉ
ଅନୁଗୁଳ/ଭୁବନେଶ୍ୱର,୨-୯-୨୪(ପିପିଏସ) : ପୁଣି ଭିଜିଲାନ୍ସ ଜାଲରେ ପଡ଼ିଛି ଆଉଏକ ବଡ଼ ମାଛ । ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ସୋମବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବଡ଼ଧରଣର ରେଡ୍ ଚାଲିଛି । ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଏହି ରେଡ୍ ଚାଲିଥିବା ଜଣାପଡ଼ିଛି । ଆୟ ବହିର୍ଭୂତ!-->…
ସମ୍ବଲପୁର ପାଇଁ ଯୋଗଦାନ ସ୍ମରଣୀୟ ହୋଇ ରହିବ : ଧର୍ମେନ୍ଦ୍ର ପ୍ରଧାନ
• ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ
• ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଲେ
ସମ୍ବଲପୁର/ଭୁବନେଶ୍ୱର ୧-୯-୨୪(ପିପିଏସ୍) : ସମ୍ବଲପୁରର ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କ ଅକାଳ!-->!-->!-->!-->!-->…
ସତ ବାହାଘର ମିଛ ପୋଲିସ : ଖୋଲିଲା ନକଲି ଇନ୍ସପେକ୍ଟରଙ୍କ ପେଡ଼ି
ଭୁବନେଶ୍ୱର,୧-୦୯-୨୪(ପିପିଏସ) : ଫେସବୁକରେ ପ୍ରେମ କରି ଫସିଲେ ଆଉଜଣେ ମହିଳା ମହିଳା । ନକଲି ପୋଲିସ ଇନ୍ସପେକ୍ଟରଙ୍କ ପ୍ରେମରେ ପଡ଼ି ବିବାହ କଲେ । ଏବେ ସତ କଥା ଜାଣିବା ପରେ ଆସି ପ୍ରକୃତ ପୋଲିସ ପାଖରେ କରିଛନ୍ତି ଅଭିଯୋଗ । ମହିଳାଙ୍କ ଅଭିଯୋଗକୁ ଭିତ୍ତି କରି ଖଣ୍ଡଗିରି ଥାନା ଜଣେ!-->…
ଆଜିଠୁ ସୁଭଦ୍ରା ଯୋଜନା ପାଇଁ ପଞ୍ଜୀକରଣ ଆରମ୍ଭ : ଜାଣନ୍ତୁ ଆବେଦନର ନିୟମ ଓ ଫର୍ମ ସମ୍ପର୍କରେ
ଭୁବନେଶ୍ୱର,୧-୦୯-୨୪(ପିପିଏସ) : ସୁଭଦ୍ରା ଯୋଜନା ପାଇଁ ରବିବାରଠାରୁ ଆରମ୍ଭ ହେଉଛି ପଞ୍ଜୀକରଣ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋସିଆଲ ମିଡିଆରେ ଲାଇଭ୍ରେ ଆସି ଶନିବାର ସବିଶେଷ ସୂଚନା ଦେଇଥିଲେ। ଉପମୁଖ୍ୟମନ୍ତ୍ରୀ କହିଥିଲେ, ‘ସୁଭଦ୍ରା’ ଯୋଜନା ପାଇଁ ମାର୍ଗଦର୍ଶିକା ଜାରି!-->…
ଶ୍ରୀମନ୍ଦିରରେ ଲାଗିଲା ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ କଡ଼ା ପହରା : ଆଉ ବିକି ପାରିବେନି ବାସି ଅବଢ଼ା
ପୁରୀ/ଭୁବନେଶ୍ୱର,୧-୦୯-୨୪(ପିପିଏସ) : ଶ୍ରୀମନ୍ଦିର ଭିତରେ ଆନନ୍ଦ ବଜାରରେ ଶୃଙ୍ଖଳା ଓ ସଂସ୍କାର ଆଣିବା ପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ଆଜିଠୁ ଶ୍ରୀମନ୍ଦିରରେ ମୁତୟନ ହୋଇଛନ୍ତି ଅବସରପ୍ରାପ୍ତ ସେନା କର୍ମଚାରୀ । ମୋଟ ଦୁଇଟି ସିଫ୍ଟରେ ୨୦ଜଣ ପୂର୍ବତନ ସେନା କର୍ମଚାରୀ!-->…
ହୃତଘାତରେ ପୂର୍ବତନ ବିଧାୟକ ଙ୍କ ପରଲୋକ
ଭୁବନେଶ୍ୱର,୧-୦୯-୨୪(ପିପିଏସ) : ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କର ଆଜି ଭୋର ପ୍ରାୟ ୪ଟା ସମୟରେ ପରଲୋକ ଘଟିଛି। ହୃତଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା।
ଅଶ୍ୱିନୀ ଗୁରୁ ୧୯୮୦ରେ ସମ୍ବଲପୁରରୁ କଂଗ୍ରେସ ବିଧାୟକ ଭାବେ ନିର୍ବାଚିତ!-->!-->!-->…