Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଲାଞ୍ଚ ନେଉଥିଲେ କନିଷ୍ଠ ଯନ୍ତ୍ରୀ : ଭିଜିଲାନ୍ସକୁ ଦେଖି ଚେତା ବୁଡ଼ିଗଲା
ରାୟଗଡ଼ା/ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିବା ପରେ ଜଣେ କନିଷ୍ଠ ଯନ୍ତ୍ରୀ ଅଚେତ ହୋଇଗଲେ। ଆଜି ରାୟଗଡ଼ା ଜିଲ୍ଲାରେ ଦେଖିବାକୁ ମିଳିଛି ଏହି ଘଟଣା।
ଭିଜିଲାନ୍ସ ଜାଲରେ ପଡ଼ିଥିବା ଏହି ଯନ୍ତ୍ରୀଙ୍କ ନାଁ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ। ସେ ରାୟଗଡ଼ା!-->!-->!-->…
୨୦୩୬ ସୁଦ୍ଧା ଓଡ଼ିଶାକୁ ଏକ ବିକଶିତ ରାଜ୍ୟରେ ପରିଣତ କରାଯାଇ ପାରିବ : ମୁଖ୍ୟମନ୍ତ୍ରୀ
ସରକାରଙ୍କ ୮୧'ତମ ଦିନରେ PM-USHA କାର୍ଯ୍ୟକ୍ରମର ଶୁଭାରମ୍ଭ
ଉଚ୍ଚ ଶିକ୍ଷା ଅନୁଷ୍ଠାନ ଗୁଡିକର ଭିତ୍ତିଭୂମିର ବିକାଶ ହେବ
UGCର ନିୟମ ଅନୁଯାୟୀ ବିଶ୍ୱବିଦ୍ୟାଳୟଗୁଡିକୁ ସ୍ୱାୟତ୍ତତା ଦିଆଯିବ
୧ କୋଟି ଯୁବକ ଯୁବତୀଙ୍କୁ ୫୦୦ ଉଦ୍ୟୋଗରେ internship ପ୍ରଦାନ କରାଯିବ
!-->!-->!-->!-->!-->!-->!-->!-->!-->!-->!-->…
କେନାଲ ଭିତରେ ପଡ଼ିଗଲା ଛୁଆ ସହିତ ମା’ ହାତୀ
ଢେଙ୍କାନାଳ/ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ଢେଙ୍କାନାଳ ବନଖଣ୍ଡ ହିନ୍ଦୋଳ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ରାସୋଳ ସେକ୍ସନ ଲହଡ଼ାଠାରେ ସାପୁଆ ମୁଖ୍ୟ କେନାଲରେ ଶୁକ୍ରବାର ରାତିରୁ ଫସିଥିଲେ ମା’ ଓ ଛୁଆ ହାତୀ ଦୀର୍ଘ ୫ ଘଣ୍ଟାର କସରତ ପରେ ଜେସିବି ସହାୟତାରେ ବନ ବିଭାଗ କର୍ମଚାରୀ ଉଭୟଙ୍କୁ ମାଟି!-->…
ବଡ଼ଠାକୁରଙ୍କ ଆଡ଼ପ ପହଣ୍ଡି ଅଘଟଣ ପାଇଁ ହେବ ପ୍ରତିକାର ପୂଜା : ଆଇନ ମନ୍ତ୍ରୀ
ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ବଡ଼ଠାକୁର ଶ୍ରୀ ବଳଭଦ୍ରଙ୍କ ଆଡ଼ପ ପହଣ୍ଡି ଅଘଟଣର ପ୍ରତିକାର ପୂଜା କରିବେ ରାଜ୍ୟ ସରକାର। ଏଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଯାହା ଘଟିଗଲା ତାହା ଦୁର୍ଘଟଣା । ଅବହେଳା କାରଣରୁ ଏଭଳି ଦୁର୍ଘଟଣା ଘଟିଛି। ହେଲେ!-->…
ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି : ଧର୍ମେନ୍ଦ୍ର ପ୍ରଧାନ
କଟକ,୩୧-୦୮-୨୪(ପିପିଏସ) : ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି ବୋଲି କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଜି କଟକରେ ସ୍ୱାୟତ୍ତ ଶାସନ ଦିବସ ଉତ୍ସବରେ ଯୋଗ ଦେବା ଅବସରରେ ଏହା କହିଛନ୍ତି ଧର୍ମେନ୍ଦ୍ର ।
ସେ କହିଛନ୍ତି, ଯେଉଁ ରେଭେନ୍ସାଙ୍କ!-->!-->!-->…
ଲାଞ୍ଚ ନେଲାବେଳେ ଧରିଲା ଭିଜିଲାନ୍ସ
ବାରିପଦା/ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବାରିପଦା ଟାଉନ ଥାନା ଏଏସ୍ଆଇ ରାମଚନ୍ଦ୍ର ସୋରେନ। ତାଙ୍କଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି।
ଏକ ମାମଲାରେ ଜଣେ ଅଭିଯୁକ୍ତଙ୍କୁ ସହାୟତା ଦେବା ପାଇଁ ୬ ହଜାର ଟଙ୍କା ଲାଞ୍ଚ ମାଗିଥିଲେ!-->!-->!-->…
ଶେଷରେ ବନ୍ଧା ହେଲେ କୋଟିପତି କନିଷ୍ଠ କିରାଣି : ଗତକାଲି ୬ଟି ସ୍ଥାନରେ ହୋଇଥିଲା ଚଢ଼ାଉ
ବାଲେଶ୍ୱର/ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ବାଲେଶ୍ୱର ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କନିଷ୍ଠ କିରାଣି ଭାବେ କାର୍ଯ୍ୟ କରୁଥିବା ପ୍ରଦୀପ କୁମାର ଦାସଙ୍କୁ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଗିରଫ କରିଛି ଭିଜିଲାନ୍ସ ।
ଗତକାଲି ପ୍ରଦୀପଙ୍କର ବାଲେଶ୍ୱରର!-->!-->!-->!-->!-->…
ସନ୍ଧାନୀ କୁକୁର ଦ୍ୱାରା ୩ ଲ୍ୟାଣ୍ଡ ମାଇନ ଠାବ : ଅଳ୍ପକେ ବର୍ତ୍ତିଲେ ସିଆରପିଏଫ ଯବାନ
ମାଲକାନଗିରି/ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜପୁର ଜିଲ୍ଲାର ପେଦ୍ଦଗେଲୁର ଅଞ୍ଚଳରେ ବିସ୍ଫୋରଣ ପୂର୍ବରୁ ଉଦ୍ଧାର ହେଲା ଲ୍ୟାଣ୍ଡମାଇନ । ଫଳରେ ଅଳ୍ପକେ ବର୍ତ୍ତିଲେ ଯବାନ ।
ପେଦ୍ଦଗେଲୁର ଅଞ୍ଚଳରେ ସିଆରପିଏଫ ଯବାନ ସର୍ଚ୍ଚ ଅପେରସନ କରୁଥିଲେ ।!-->!-->!-->…
ଛତିଶଗଡ଼ ସୀମାରେ ପୁଲିସ ଏନକାଉଣ୍ଟର : ୩ ମହିଳା ନକ୍ସଲ ନିହତ
ମାଲକାନଗିରି/ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ମାଲକାଗିରି ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଓ କଂକେର ସୀମାବର୍ତ୍ତି ଜଙ୍ଗଲରେ ପୁଲିସ ଏନକାଉଣ୍ଟରରେ ୩ ଜଣ ମହିଳା ନକ୍ସଲ ନିହତ ହୋଇଛନ୍ତି । ମୃତ ମହିଳା ନକ୍ସଲମାନେ ହେଲେ ଲକ୍ଷ୍ମୀ, ସବିତା ଓ ଶାନ୍ତି। ମୃତ ଲକ୍ଷ୍ମୀଙ୍କର ଘର କାଲିମେଳା!-->…
ମାଟି ତଳୁ ମିଳିଲା ମାଓ ଡ଼ମ୍ପ : ବିପୁଳ ପରିମାଣରେ ବିସ୍ଫୋରକ ସାମଗ୍ରୀ ଜବତ
ମାଲକାନଗିରି/ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ସେନା ବାହିନୀ ଦ୍ୱାରା ସର୍ଚ୍ଚ ଅପରେସନ ବେଳେ ମାଟି ତଳେ ଠାବ ହେଲା ମାଓ ଡ଼ମ୍ପ । ମିଳିଲା ପୁଳା ପୁଳା ବିସ୍ଫୋରକ ସାମଗ୍ରୀ। ଏପରି ଘଟଣା ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଅନ୍ତର୍ଗତ ଭେଜଙ୍ଗୱାଡା ଜଙ୍ଗଲରେ ଘଟିଛି।
କାଲିମେଳା ବ୍ଲକ!-->!-->!-->…