Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପୁଣି ଭିଜିଲାନ୍ସ ସ୍କାନରରେ ଶିକ୍ଷା ବିଭାଗ : ୬ଟି ସ୍ଥାନରେ ଚଢ଼ାଉ
*ଲଗାତାର ତିନି ଦିନରେ ୩ ଶିକ୍ଷା ବିଭାଗ କର୍ମଚାରୀ*ଗୁରୁବାର ଦିନ CHSE ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀ*ଶୁକ୍ରବାର ବାଲେଶ୍ୱର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣି ପ୍ରଦୀପ ଦାସ
ବ୍ରହ୍ମପୁର/ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ବ୍ଲକ ଶିକ୍ଷା ଅଧିକାରୀଙ୍କ ଘରେ!-->!-->!-->…
ବରମୁଣ୍ଡା ବସଷ୍ଟାଣ୍ଡରୁ ବିବାହିତା ମହିଳାଙ୍କ ମୃତଦେହ ଉଦ୍ଧାର : ହତ୍ୟା ନା ଆତ୍ମହତ୍ୟା ?
ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ରାଜଧାନୀର ପ୍ରମୁଖ ଜନଗହଳି ପୂର୍ଣ୍ଣ ସ୍ଥାନ, ବରମୁଣ୍ଡା ବସଷ୍ଟାଣ୍ଡରେ ଜଣେ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି । ମୃତ ମହିଳା ବିବାହିତ ବୋଲି ଜଣାପଡ଼ିଛି । ରାତି ପ୍ରାୟ ସାଢ଼େ ୧୦ଟା ବେଳେ ପୁରୁଣା ବସଷ୍ଟାଣ୍ଡ ଟର୍ମିନାଲ ମହିଳାଙ୍କ ମୃତଦେହ!-->…
ମଦ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି : ବିଷାକ୍ତ ମଦ ପିଇ ଆଉଜଣଙ୍କ ଜୀବନ ଗଲା, ୪ ଚିକିତ୍ସାଧୀନ
ବ୍ରହ୍ମପୁର/ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ବିଷାକ୍ତ ମଦ ପିଇ ଆଉ ଜଣଙ୍କ ମୃତ୍ୟୁ । ବ୍ରହ୍ମପୁର ଏମ୍କେସିଜି ମେଡିକାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କ ମୃତ୍ୟୁ ଘଟିଛି l ମୃତକ ହେଲେ ଚିକିଟି ବ୍ଲକ ଜେନାପୁର ସାହିର ଲକ୍ଷ୍ମଣ ବେହେରା । ଫଳରେ ବିଷାକ୍ତ ମଦ ମୃତ୍ୟୁ ସଂଖ୍ୟା ତିନିରେ!-->…
ବରିଷ୍ଠ ଓଏଏସ୍ ସ୍ତରରେ ଅଦଳବଦଳ : ଦେବାଶୀଷ ସିଂ ପୌର ପ୍ରଶାସନ ନିର୍ଦ୍ଦେଶକ
ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି । ଏହାସହିତ ଦୀର୍ଘ ଦୁଇମାସ ପରେ ରାଜ୍ୟ ପୌର ପ୍ରଶାସନ ନିର୍ଦ୍ଦେଶକ ପଦବୀରେ ସ୍ଥାୟୀ ନିଯୁକ୍ତି ମଧ୍ୟ ଦେଇଛନ୍ତି । ବରିଷ୍ଠ ଓଏଏସ୍ ଅଫିସର ଦେବାଶୀଷ ସିଂଙ୍କୁ ରାଜ୍ୟ ପୌର ପ୍ରଶାସନ!-->…
ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ : ଶୃଙ୍ଖଳିତ ଦର୍ଶନ ନେଇ ଆଲୋଚନା
*ବୃଦ୍ଧ/ବୃଦ୍ଧା, ମହିଳା ଓ ଛୋଟ ପିଲାଙ୍କ ପାଇଁ ସ୍ୱତନ୍ତ୍ର ଧାଡିର ବ୍ୟବସ୍ଥା *ଆସିବ ଶ୍ରୀମନ୍ଦିର ସ୍ୱତନ୍ତ୍ର ଏଫ୍ ଏମ୍ ଷ୍ଟେସନ *ନାଟ ମଣ୍ଡପରେ ହେବ ଏୟାର କଣ୍ଡିସନ ବ୍ୟବସ୍ଥା *ବାହାର ରତ୍ନଭଣ୍ଡାର କବାଟ ହେବ ସୁନା ଛାଉଣୀ
ପୁରୀ /ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ଶ୍ରୀମନ୍ଦିର ନାଟ!-->!-->!-->…
ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ସହିତ ସର୍ବସାଧାରଣ ସ୍ଥାନରେ ହେବ ସ୍ତନ୍ୟପାନ କକ୍ଷ
ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ମହିଳାଙ୍କୁ ସମ୍ମାନ ପାଇଁ ରାଜ୍ୟ ସରକାର ଶୁକ୍ରବାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ଏବଂ ସର୍ବସାଧାରଣ ସ୍ଥାନରେ ସ୍ତନ୍ୟପାନ କକ୍ଷ ପ୍ରତିଷ୍ଠା ହେବ।
ସବୁ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ଓ ସର୍ବସାଧାରଣ!-->!-->!-->!-->!-->…
ରାଜଧାନୀରୁ ବଡ ବାଇକ ଚୋରି ରାକେଟ କୁ ଧରିଲା କମିଶନରେଟ ପୁଲିସ : ୩୧ ବାଇକ ଉଦ୍ଧାର ୬ ଗିରଫ
ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ରାଜଧାନୀ ଭୁବନେଶ୍ୱରରେ ବଡ ଧରଣର ବାଇକ ଚୋରି ରାକେଟ ଠାବ କରିଛି କମିଶନରେଟ ପୁଲିସ । ଏହି ରାକେଟକୁ ଠାବ କରିବା ସହ ୩୧ଚୋରି ବାଇକ ଓ ୫ଟି ମାଷ୍ଟର ଚାବି ଜବତ କରାଯାଇଥିବା ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ପୁଲିସ କମିଶନର ସଞ୍ଜୀବ ପଣ୍ଡା।
!-->!-->!-->…
ଗଣଦୁଷ୍କର୍ମ ଅଭିଯୋଗରେ ୩ ଗିରଫ
ବାଲେଶ୍ୱର/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାରେ ସମ୍ପୃକ୍ତ ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସୁରେନ୍ଦ୍ର!-->…
ଓଲଟି ପଡ଼ିଲା ସ୍କୁଲ ଭ୍ୟାନ୍, ୧୦ ଛାତ୍ରଛାତ୍ରୀ ଆହତ
ଭଦ୍ରକ/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ଚାନ୍ଦବାଲି-ଭଦ୍ରକ ରାସ୍ତାର ନାଲୁଗୁଣ୍ଡା ପାଖରେ ଏକ ସ୍କୁଲ ଭ୍ୟାନ୍ ଓଲଟି ପଡ଼ିବାରୁ ୧୦ ଜଣ ପିଲା ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଚାନ୍ଦବାଲି ମେଡିକାଲ୍ରେ ଭର୍ତ୍ତି କରାଯାଇଛି। ଭ୍ୟାନ୍ଟି ଦ୍ବିଗୋଚ୍ଛିଆରୁ ସ୍କୁଲ୍ ପିଲାଙ୍କୁ ଆଣି ଆସୁଥିବା!-->…
ଏସ ସି ବି ରେ ଚିକିତ୍ସା ଅବହେଳା ଅଭିଯୋଗ, ମୀମାଂସା କଲେ କୂଳସଚିବ
କଟକ,୩୦-୦୮-୨୪(ପିପିଏସ) : ସାଧାରଣ ଜନତାଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇବା ପାଇଁ କେନ୍ଦ୍ର ତଥା ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ଏମିତିକି ଏସସିବି କୁ ବିଶ୍ଵ ସ୍ତରୀୟ ତଥା ଏମ୍ସ ପ୍ଲସ୍ କରିବା ପାଇଁ ଯୋଜନା ଚାଲିଛି । କିନ୍ତୁ ସ୍ବାସ୍ଥ୍ୟ ସେବାର ନଗ୍ନ ରୂପ!-->…