Browsing Category

ଓଡିଶା

ବଢ଼ିବ ରାଉରକେଲା ଇସ୍ପାତ କାରଖାନାର ଉତ୍ପାଦନ କ୍ଷମତା : ଦୁଇ ଗୁଣ ହେବ ଉତ୍ପାଦନ

ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ରାଉରକେଲା ଇସ୍ପାତ କାରଖାନାର ଉତ୍ପାଦନ କ୍ଷମତା ଦ୍ୱିଗୁଣ ବୃଦ୍ଧି ପାଇବ । ଏହାର ବାର୍ଷିକ ଉତ୍ପାଦନ କ୍ଷମତା ୪.୫ ମିଲିୟନ ଟନରୁ ୯ ମିଲିୟନ ଟନକୁ ବୃଦ୍ଧି କରାଯିବ। କେନ୍ଦ୍ର ଇସ୍ପାତ ସଚିବ ସନ୍ଦୀପ ପୌଣ୍ଡ୍ରିକ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ

ବନ୍ଦ ହେଲା ନବୀନ ସରକାରଙ୍କର ‘ନୂଆ ଓ’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ନବୀନ ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମକୁ ବନ୍ଦ କରିଲେ ମୋହନ ସରକାର । ସେହି ସ୍ଥାନରେ ଆରମ୍ଭ ହେବ ଫାଇନାନ୍ସିଆଲ ଆସିଷ୍ଟାନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟସ । ସରକାର ଚଳିତ ବର୍ଷଠାରୁ ଏହି ନୂଆ ଯୋଜନା ପ୍ରଣୟନ କରିବେ । ଶୁକ୍ରବାର ପୂର୍ବ

ମହାନଦୀକୁ ଡେଇଁଲେ ନବମ ଶ୍ରେଣୀ ଛାତ୍ରୀ

ବୌଦ୍ଧ/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ବୌଦ୍ଧ ଜିଲ୍ଲା ମର୍ଜାକୁଦ ବ୍ରିଜରୁ ମହାନଦୀକୁ ଡେଇଁ ପଡ଼ିଲେ ନବମ ଶ୍ରେଣୀ ଛାତ୍ରୀ । କିଛି ସମୟ ଖୋଜାଖୋଜି କରିବା ପରେ ନାବାଳିକାଙ୍କୁ ନଦୀରୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଆଜି ସକାଳେ ନାବାଳିକା ଜଣଙ୍କ ମର୍ଜାକୁଦ ବ୍ରିଜ

ବିଦ୍ୟୁତ ସଂସ୍ପର୍ଶରେ ଆସି ଦନ୍ତା ହାତୀର ମୃତ୍ୟୁ

ଖୋର୍ଦ୍ଧା/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗି ରେଞ୍ଜ ଡମଣଭୂଇଁ ଭଣ୍ଡାରୀଝର ନିକଟରୁ ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଛି। ତେବେ ହାତୀର କିପରି ମୃତ୍ୟୁ ଘଟିଲା ତାର କାରଣ ଅସ୍ପଷ୍ଟ ରହିଛି । ବିଦ୍ୟୁତ ଆଘାତରେ ହାତୀଟିର ମୃତ୍ୟୁ ଘଟିଥିବା ସନ୍ଦେହ

ପିଶାଚ ମାମୁଁର ବିଭତ୍ସ କାଣ୍ଡ : ଦୁଷ୍କର୍ମ ସହିତ ହତ୍ୟାର ଶିକାର ହେଲା ଭାଣିଜୀ

ବାଲେଶ୍ୱର/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ବାଲେଶ୍ୱର ଜିଲ୍ଲା ରେମୁଣା ଥାନା ଅଞ୍ଚଳରେ ଘଟିଛି ଏକ ଲଜ୍ଜାଜନକ ଓ ଅମାନୁଷିକ ଘଟଣା । ସମ୍ପର୍କୀୟ ମାମୁଁର ଲୋଲୁପ ଦୃଷ୍ଟିର ଶିକାର ହୋଇଛି ଜଣେ ନାବାଳିକା । ପିଶାଚ ମାମୁଁ ଭାଣିଜୀକୁ ଦୁଷ୍କର୍ମ କରିବା ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏନେଇ

ସସ୍ମିତା ମାଝୀ ଗିରଫ : ୩ଦିନ ତଳେ ବିଜେଡିରୁ ହୋଇଥିଲେ ବହିଷ୍କୃତ

ମାଲକାନଗିରି/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ଭି.କେ ପାଣ୍ଡିଆନଙ୍କ ନାଁ ନେଇ ଚାକିରି କରାଇ ଦେବା ନାଁରେ ଏକାଧିକ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ ମାମଲାରେ ଫସିଥିବା ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ୍ ୩ ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟ ସସ୍ମିତା ମାଝୀଙ୍କୁ ଆଜି ଗିରଫ କରିଛି

ଭିଜିଲାନ୍ସ ଜାଲରେ ଶିକ୍ଷା ବିଭାଗର ଆଉଜଣେ କର୍ମଚାରୀ : ୬ଟି ସ୍ଥାନରେ ଚଢ଼ାଉ

ବାଲେଶ୍ୱର/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ଗୁରୁବାର ଦିନ CHSE ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀ ବନ୍ଧା ହେବା ପରେ ଆଜି ଶିକ୍ଷା ବିଭାଗର ଆଉଜଣେ କର୍ମଚାରୀଙ୍କୁ ଧରିଛି ଭିଜିଲାନ୍ସ । ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର

ଆରମ୍ଭ ହୋଇଗଲାଣି ସଜବାଜ : ଜମିବ ନୂଆଁଖାଇ

ସମ୍ବଲପୁର/ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ନୂଆଁଖାଇ ପାଇଁ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ବିଭିନ୍ନ ଜିଲ୍ଲାରେ ନବାନ୍ନ ଲାଗି ପାଇଁ ଲଗ୍ନ ଧାର୍ଯ୍ୟ ହୋଇସାରିଛି । ସମ୍ବଲପୁରରେ ମା’ ସମଲେଇଙ୍କଠାରେ ୮ ତାରିଖ ପୂର୍ବାହ୍ନ ୯ଟା ୧୨ରୁ ୯ଟା ୨୭ ମିନିଟ

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ନୂଆଁଖାଇ ପାଇଁ ସେପ୍ଟେମ୍ବର ୯ ଛୁଟି

ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ନୂଆଁଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେପ୍ଟେମ୍ବର ୮ ତାରିଖରେ ନୂଆଁଖାଇ ପର୍ବ ପଡ଼ୁଛି। ତେବେ ସେହିଦିନ ରବିବାର ପଡୁଛି। ରବିବାର ଛୁଟି ଦିବସ ହୋଇଥିବାରୁ ୯ ତାରିଖ ଅର୍ଥାତ୍ ସୋମବାରକୁ ଛୁଟି

ଆସିଲା ‘ସୁଭଦ୍ରା’ ଯୋଜନାର ସଂଶୋଧିତ ଗାଇଡଲାଇନ୍ : ରାସନ୍ କାର୍ଡଧାରୀ ନଚେତ୍ ପରିବାରର ଆୟ ଅଢ଼େଇ ଲକ୍ଷ ଟଙ୍କାରୁ କମ୍…

ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ବିଜେପି ସରକାରଙ୍କ ମହତ୍ୱାକାଂକ୍ଷୀ ‘ସୁଭଦ୍ରା’ ଯୋଜନାର ସଂଶୋଧିତ ଗାଇଡଲାଇନ୍ ଆଜି ଜାରି ହୋଇଛି । ରାସନକାର୍ଡଧାରୀ ପରିବାର ସଦସ୍ୟ (ଉଭୟ ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ) କିମ୍ବା ପରିବାରର ଆୟ ଅଢ଼େଇ ଲକ୍ଷ ଟଙ୍କାରୁ କମ୍ ଥିବା ଜଣେ