Browsing Category

ଓଡିଶା

କ୍ଷତିଗ୍ରସ୍ତ କୁକୁଡ଼ା ଚାଷୀଙ୍କୁ ମିଳିବ କ୍ଷତିପୂରଣ : ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ

ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ପୁରୀ ଜିଲ୍ଳାରେ ମାଡ଼ିଚାଲିଛି ବାର୍ଡ ଫ୍ଲୁ। ସତ୍ୟବାଦୀ ଓ ପିପିଲି ଅଞ୍ଚଳରୁ ଯାଇଥିବା ବାର୍ଡ ଫ୍ଲୁ ନମୁନା ପଜିଟିଭ୍ ଆସିଥିବା ବେଳେ ଆଜି ସୁଦ୍ଧା ୩୦ ହଜାର କୁକୁଡା ମରା ଯାଇଥିବା କହିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସଂପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ।

ମଣିଷକୁ ବ୍ୟାପିନି ବାର୍ଡଫ୍ଲୁ : ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ମଣିଷକୁ ସଂକ୍ରମଣ ହୋଇନି ବାର୍ଡ ଫ୍ଲୁ। ପୁରୀ ଜିଲ୍ଲାରୁ ସଂଗୃହୀତ ଅସୁସ୍ଥ ବ୍ୟକ୍ତିଙ୍କ ନମୁନା ନେଗେଟିଭ୍ ଆସିଛି। ବାର୍ଡ ଫ୍ଲୁକୁ ନେଇ ଜାରି ରହିଥିବା ଆତଙ୍କ ଭିତରେ ଆଜି ଏଭଳି ସୂଚନା ଦେଇ ଆଶ୍ୱସ୍ତି ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ।

ସମ୍ବଲପୁରରେ ଜିଲ୍ଲାସ୍ତରୀୟ ଜାତୀୟ କ୍ରୀଡା ଦିବସ ପାଳିତ

ସମ୍ବଲପୁର/ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ସମ୍ବଲପୁର ଜିଲ୍ଲା ପ୍ରଶାସନ ଏବଂ ରାଜ୍ଯ କ୍ରୀଡା ଓ ଯୁବ ସେବା ବିଭାଗ ମିଳିତ ଆନୁକୂଲ୍ଯରେ ଜାତୀୟ କ୍ରୀଡ଼ା ଦିବସ ବେଶ୍ ଆନନ୍ଦ ଓ ଉତ୍ସାହର ସହ ପାଳିତ ହୋଇଯାଇଛି । ସକାଳ ୭ଟାରେ ଲଗାଣ ବର୍ଷା ସତ୍ତ୍ୱେ ଭିଏସ୍ଏସ୍ ଷ୍ଟାଡିୟମରୁ ଲକ୍ଷ୍ମୀ ଟକିଜ୍ ଛକ

କୁଚିଣ୍ଡା ବ୍ଲକରେ ମିଳିତ ଜନ ଅଭିଯୋଗ ଶୁଣାଣି

ସମ୍ବଲପୁର/ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ସମ୍ବଲପୁର ଜିଲ୍ଲା କୁଚିଣ୍ଡା ବ୍ଲକ କାର୍ଯ୍ୟାଳୟ ଠାରେ ଗୁରୁବାର ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କର ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା | ମୋଟ ୫୮ ଟି ଆବେଦନ ଗ୍ରହଣ କରାଯାଇ ଥିଲା ଯେଉଁଥିରୁ ୪୧ ଟି ଆବେଦନ ବ୍ୟକ୍ତିଗତ

ଟାଟା ପାୱାର ବିରୋଧରେ ହଲ୍ଲାବୋଲ : ସ୍ମାର୍ଟ ମିଟର ଖୋଲି ଗ୍ରୀଡ୍ ଆଗରେ ଫୋପାଡ଼ିଲେ ଶହଶହ ଚାଷୀ

*ସ୍ମାର୍ଟ ମିଟର ନାଁରେ ଶୋଷଣ ତାତିଲେ ଲୋକେ*ଘରୁ ଉପାଡିଲେ ବିଦ୍ୟୁତ୍‌ ମିଟର*ଟାଟା ପାୱାର ଗ୍ରୀଡ୍ ଅଫିସ ଆଗରେ ଫିଙ୍ଗିଲେ ବରଗଡ଼/ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ବରଗଡ଼ ଜିଲ୍ଲାର କେନପାଲି, ଭଟଲି ଓ ଘେଁସ ଅଞ୍ଚଳରେ ଚାଷୀମାନେ ସ୍ମାର୍ଟ ମିଟର ଧରି ବିଶାଳ ଶୋଭାଯାତ୍ରାରେ ଟାଟା ପାୱାର

ଜାତୀୟ କ୍ରୀଡ଼ା ଦିବସ ଅବସରରେ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ

*କିଏ କେଉଁ ବର୍ଗରେ ପାଇଲେ ୧- ଶ୍ରେଷ୍ଠ କ୍ରୀଡ଼ାବିତ୍ ଭାବେ ୨୦୨୩ ବର୍ଷ ପାଇଁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ଗ୍ରହଣ କରୁଛନ୍ତି କିଶୋର ଜେନା ।୨- ମୁଖ୍ୟମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରୁଛନ୍ତି ଲାଜ୍ରୁସ ବାର୍ଲା ।୩- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କଠାରୁ ପୁରସ୍କାର ଗ୍ରହଣ

ମା’ହେଲା ବିଜ୍‌ଲୀ, ବାପା ହେଲା ସମ୍ରାଟ : ନନ୍ଦନକାନନକୁ ଆସିଲେ ୫ନୂଆ ଅତିଥି

ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ଭୁବନେଶ୍ୱର ସହର ଉପକଣ୍ଠ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବୃଦ୍ଧି ପାଇଲା ସିଂହ/ସିଂହୀଙ୍କ ସଂଖ୍ୟା। ଗୁରୁବାର ୫ ଶାବକଙ୍କୁ ଜନ୍ମ ଦେଇଛି ସିଂହୀ ବିଜ୍‌ଲୀ। ସିଂହ ସମ୍ରାଟ ଓ ସିଂହୀ ବିଜ୍‌ଲୀଙ୍କ ମିଳନରୁ ଏହି ୫ ଶାବକ ଜନ୍ମ ହୋଇଛନ୍ତି। ବିଜ୍‌ଲୀ ଏବେ ତା’

ବିଧାନସଭାରେ ଝଡ଼ : ବିଜ୍ଞାପନରେ ପାଣ୍ଡିଆନଙ୍କ ଫଟୋ ପାଇଁ ଖର୍ଚ୍ଚ ହୋଇଛି ୧୫ କୋଟି ଟଙ୍କା

ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ପ୍ରଚାର ପାଇଁ ରାଜକୋଷରୁ ବିପୁଳ ଖର୍ଚ୍ଚ କରିଛନ୍ତି ପୂର୍ବ ବିଜେଡି ସରକାର। ତେବେ ୫ ବର୍ଷରେ ପ୍ରଚାର ପାଇଁ ବିଜେଡି ୪୫୨ କୋଟି ୯୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲା। ଏନେଇ ଗୁରୁବାର ବିଧାନସଭାରେ ଭାଜପା ବିଧାୟକ ଲକ୍ଷ୍ମଣ ବାଗ୍‌ଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ

ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ସଂପର୍କରେ ଉନ୍ନୟନ କମିଶନରଙ୍କ ଜିଲ୍ଲାପାଳଙ୍କ ସହିତ ବୈଠକ

ସମ୍ବଲପୁର/ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ସମ୍ବଲପୁର ସହର OSWAN ସମ୍ମିଳନୀ କକ୍ଷରେ ଗୁରୁବାର ଅପରାହ୍ନରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଶୁଭଦ୍ରା ଯୋଜନା ଉପରେ ଆଭାସୀ ମାଧ୍ୟମରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ବୈଠକରେ

ଆସୁଛି ଆଉ ଏକ ଲଘୁଚାପ : ଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ

ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି ଏକ ଲଘୁଚାପ କ୍ଷେତ୍ର। କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପ ସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମକୁ ମୁହାଁଇ ଆସନ୍ତାକାଲି ସୁଦ୍ଧା