Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନିର୍ଦ୍ୱନ୍ଦରେ ରାଜ୍ୟସଭାକୁ ନିର୍ବାଚିତ ହେଲେ ମମତା
ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ରାଜ୍ୟସଭା ସାଂସଦ ଭାବେ ବିଜେପି ପ୍ରାର୍ଥୀ ମମତା ମହାନ୍ତ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ଅନ୍ୟତମ ବିଜେପି ନେତା ଜଗନ୍ନାଥ ପ୍ରଧାନ ରାଜ୍ୟସଭା ନିର୍ବାଚନରୁ ଓହରିଯିବା ପରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ମମତା । ରାଜ୍ୟସଭା ନିର୍ବାଚନ!-->…
ଜଗନ୍ନାଥ ପ୍ରଧାନଙ୍କ ପ୍ରାର୍ଥିପତ୍ର ପ୍ରତ୍ୟାହାର : ଉଭୟ ନାମାଙ୍କନ ଓ ପ୍ରତ୍ୟାହାର ଥିଲା ଦଳର ନିଷ୍ପତ୍ତି
ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ହଟିଲା ପରଦା, ସରିଲା ସମସ୍ତ କଳ୍ପନା ଜଳ୍ପନା l ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାର କରିଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ । ଗତ ୨୧ ତାରିଖରେ ସ୍ୱାଧୀନ ଭାବେ ନାମାଙ୍କନ ଭରିଥିଲେ ଜଗନ୍ନାଥ ପ୍ରଧାନ। ୧୦ ଜଣ ବିଜେପି!-->…
ଧାନ ବିକ୍ରିର ୮ମାସ ପରେ ମଧ୍ୟ ମିଳିଲାନି ଟଙ୍କା : ଧାରଣାରେ ଚାଷୀ
ବଲାଙ୍ଗିର/ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ମୁରିବାହାଲ ବ୍ଲକ ବଡ଼ତେନ୍ତୁଲିଖୁଣ୍ଟି ମଣ୍ଡିରେ ଗତ ଖରିଫରେ ଧାନ ବିକ୍ରୀ କରିଥିଵା ଚାଷୀଙ୍କ ପାଉଣା ୮ ମାସ ପରେ ମଧ୍ୟ ଅଦ୍ୟାବଧି ମିଳି ପାରିନାହିଁ l ଏହାକୁ ନେଇ ଚାଷୀମାନେ ଆଜି ଦ୍ଵିତୀୟ ଦିନରେ ଟିଟିଲାଗଡ଼!-->…
ଲୁଟେରା ଗ୍ୟାଙ୍ଗକୁ ଧରିବାରେ ପୋଲିସର ସଫଳତା, ୮୩ ମୋବାଇଲ ଜବତ : ୪ ନାବାଳକ ସମେତ ୭ ଗିରଫ
ରାଉରକେଲା/ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ରାଜଗାଙ୍ଗପୁର ଥାନା ଅଞ୍ଚଳ ରୁ ମୋବାଇଲ ସହିତ ବିଭିନ୍ନ ସାମଗ୍ରୀ ଚୋରି କରୁଥିବା ଚୋର ଗ୍ୟାଙ୍ଗକୁ ପୋଲିସ ଧରିବାରେ ସଫଳ ହୋଇଛି l ଏଥିସହିତ ଚୋରି ମୋବାଇଲ ଗୁଡିକ କୁ ଜବତ କରିଛି l ରାଜଗାଙ୍ଗପୁର ପୋଲିସ ୬ଟି ଚୋରି ମାମଲା ରୁଜୁ କରିବା ପରେ!-->…
ସମୁଦ୍ରରେ ବୁଡ଼ିଗଲା ପଣ୍ୟବାହୀ ଜାହାଜ : ୧୧ ନାବିକଙ୍କୁ ଉଦ୍ଧାର କଲା ତଟରକ୍ଷୀ ବାହିନୀ
ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ପଶ୍ଚିମବଙ୍ଗ ସାଗରଦୀପଠାରୁ ୧୬୨ କି.ମି. ଦୂରରେ ରବିବାର ରାତିରେ ଏକ ପଣ୍ୟବାହୀ ଜାହାଜ ଏମ୍ଭି ଆଇଟିଟି ପୁମା କୌଣସି କାରଣବଶତଃ ସମୁଦ୍ରରେ ବୁଡ଼ି ଯାଇଛି । ଖବରପାଇ ଭାରତୀୟ ତଟରକ୍ଷୀ ବାହିନୀ ପାଟ୍ରୋଲିଂ ଜାହାଜ ସାରଙ୍ଗ ଓ ଅମୋଘପହଞ୍ଚି ୧୧ ଜଣ ନାବିକଙ୍କୁ!-->…
ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବେ ବିଜେପି ନେତା ଜଗନ୍ନାଥ ପ୍ରଧାନ
ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଭରିଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନ ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବେ। ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବା ନେଇ ସୂଚନା ଦେଇଛନ୍ତି ଜଗନ୍ନାଥ ।
ଅଗଷ୍ଟ ୨୧ ତାରିଖରେ ରାଜ୍ୟସଭା ଉପନିର୍ବାଚନ!-->!-->!-->…
ହାତୀ ପଲଙ୍କ ଉତ୍ପାତ, ବ୍ୟାପକ ଫସଲ ନଷ୍ଟ : ଘଉଡ଼ାଇବାକୁ ଯାଇ ଫସିଲେ ବନ କର୍ମଚାରୀ
ବାଲେଶ୍ୱର/ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ବାଲେଶ୍ୱର ଜିଲ୍ଲା ନୀଔପଦା ବ୍ଲକ ଢୋଲପୁର ଗାଁରେ ହାତୀ ଘଉଡ଼ାଇବା ପାଇଁ ଯାଇଥିବା ମହିଳା ଫରେଷ୍ଟଗାର୍ଡଙ୍କ ସମେତ ୧୦ ବନ କର୍ମଚାରୀଙ୍କୁ ଅଟକ ରଖିଛନ୍ତି ଗ୍ରାମବାସୀ । କ୍ଷତିପୂରଣ ଦାବିରେ ବନ ବିଭାଗ କର୍ମଚାରୀଙ୍କୁ ଅଟକ ରଖିଥିବା ଜଣାଯାଇଛି ।
!-->!-->…
ପାଣ୍ଡିଆନଙ୍କ ଶଳା କହି ଲକ୍ଷାଧିକ ଟଙ୍କା ଠକେଇ : ଜଣେ ଗିରଫ
ଫେରାର ୨ ଜଣଙ୍କ ମଧ୍ୟରେ ଅଛନ୍ତି ବିଜେଡି ନେତ୍ରୀ
କେନ୍ଦ୍ରାପଡ଼ାରୁ ମାଲକାନଗିରି ପର୍ଯ୍ୟନ୍ତ ଲମ୍ବିଛି ଚେର
ଭିକେ ପାଣ୍ଡିଆନଙ୍କ ଶଳା ପରିଚୟ ଦେଇ ଚାକିରି କରାଇ ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ। କେନ୍ଦ୍ରାପଡ଼ାରୁ ମାଲକାନଗିରି ପର୍ଯ୍ୟନ୍ତ ଲମ୍ବିଛି ଏହି ଠକେଇର ଚେର।!-->!-->!-->!-->!-->!-->!-->!-->!-->!-->!-->…
ଡିସେମ୍ବର ସୁଦ୍ଧା ସବୁ ଖାଲି ପଡ଼ିଥିବା ପଦବୀ ପୂରଣ ପାଇଁ ବିଜ୍ଞାପନ : ଆସନ୍ତା ମାସରୁ ନିଯୁକ୍ତି ମେଳା
ଭୁବନେଶ୍ବର,୨୬-୦୮-୨୪ (ପିପିଏସ) : ରାଜ୍ୟରେ ଖାଲି ପଡ଼ିଥିବା ସରକାରୀ ପଦବୀଗୁଡ଼ିକୁ ପୂରଣ କରିବା ପାଇଁ ମୋହନ ମାଝୀଙ୍କ ନେତୃତ୍ୱାଧୀନ ସରକାର ଏବେ ପୁରା ଆକ୍ସନ ମୁଡ୍କୁ ଆସିଛନ୍ତି । ରାଜ୍ୟରେ ମୋଟ ମଞ୍ଜୁରୀପ୍ରାପ୍ତ ୩ଲକ୍ଷ ୯୯ହଜାର ୬୬୬ଟି ମୂଳ ପଦବୀ ମଧ୍ୟରୁ ଖାଲିପଡ଼ିଥିବା ୧ଲକ୍ଷ ୩୨ହଜାର!-->…
ଆଇନ ମନ୍ତ୍ରୀ କହିଲେ, ସାର୍ବଜନୀନ ହେବ ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ହତ୍ୟାର ତଦନ୍ତ ରିପୋର୍ଟ
ଭୁବନେଶ୍ବର,୨୬ -୦୮-୨୪ (ପିପିଏସ) : ହିନ୍ଦୁ ଧର୍ମଗୁରୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟାର ବିଚାର ବିଭାଗୀୟ ତଦନ୍ତ କମିଶନ ରିପୋର୍ଟକୁ ରାଜ୍ୟ ସରକାର ଖୁବଶୀଘ୍ର ସାର୍ବଜନୀନ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ଏନେଇ ଆଲୋଚନା ହୋଇସାରିଛି ଓ ନିଷ୍ପତ୍ତି ଖୁବଶୀଘ୍ର ନିଆଯିବ ବୋଲି ଆଜି!-->…