Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଜଳବାୟୁ ସମ୍ବନ୍ଧିୟ ଫସଲ ସମସ୍ୟା ଉପରେ ଆଲୋଚନା ଓ ଯୋଜନା ପ୍ରସ୍ତୁତ କୃଷକଙ୍କ ଅଗ୍ରଗତି ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…
କଟକ,୨୪-୦୮-୨୪ (ପିପିଏସ) : ଭାରତୀୟ କୃଷି ଅନୁସନ୍ଧାନ ପରିଷଦ, ନୂଆ ଦିଲ୍ଲୀ ଦ୍ୱାରା କଟକ ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ (ଏନ୍ଆର୍ଆର୍ଆଇ)ଠାରେ ଶନିବାର ଆଇସିଏଆର୍ ଆଞ୍ଚଳିକ କମିଟି-୨ର ୨୭ତମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାକୁ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା!-->…
ପ୍ରସ୍ତାବିତ କେନ୍ଦ୍ରୀୟ ବିଦ୍ୟାଳୟ-୨ର ଗୃହ ନିର୍ମାଣ କ୍ଷେତ୍ରକୁ ପରିଦର୍ଶନ କଲେ ସାଂସଦ ଭର୍ତ୍ତୃହରି ମହତାବ
କଟକ, ୨୪-୦୮-୨୪ (ପିପିଏସ) : କଟକ ସଦର ଅନ୍ତର୍ଗତ ୫୦ ନଂ ୱାର୍ଡ଼ ନୂଆପଡ଼ାଠାରେ ପ୍ରସ୍ତାବିତ କେନ୍ଦ୍ରୀୟ ବିଦ୍ୟାଳୟ-୨ର ନୂତନ ଗୃହ ନିର୍ମାଣ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବାଲିସାହିଠାରେ ଯୋଗାଇ ଦିଆଯାଇଥିôବା କ୍ଷେତ୍ରକୁ ଆଜି କଟକ ଲୋକସଭା ସାଂସଦ ଭର୍ତ୍ତୃହରି ମହତାବ ପରିଦର୍ଶନ କରିଛନ୍ତି!-->…
ପୁଣି ଅଶାନ୍ତ ଗଞ୍ଜାମ : ବୋମାମାଡ଼ରେ ୪ ଗୁରୁତର
ବ୍ରହ୍ମପୁର/ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା କେଶରା ଗାଁରେ ବୋମାମାଡ଼ରେ ୪ ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କିଛି ଲୋକ ଏହି ବୋମାମାଡ଼ କରିଥିବା ଜଣାଯାଇଛି l ଆହତ ମାନେ ହେଲେ କେଶରା ଗାଁର ଲକ୍ଷ୍ମଣ ନାହାକ, ସୁରେଶ!-->…
ବିପୁଳ ପରିମାଣରେ ପୋଚ ନଷ୍ଟ ସହିତ ଦେଶୀ ରନ୍ଧା ମଦ ଜବତ : ୫ଗିରଫ
ଢେଙ୍କାନାଳ/ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ବ୍ଲକର ବିଭିନ୍ନ ସ୍ଥାନରେ ଚାଲିଥିବା ଚୋରା ଦେଶୀମଦ ଭାଟି ଉପରେ ଅବକାରୀ ବିଭାଗ ଚଢ଼ାଉ କରି, ୮୧୦୦ ଲିଟର ପୋଚ ନଷ୍ଟ କରିବା ସହିତ ୫୧୬ ଲିଟର ରନ୍ଧା ଦେଶୀମଦ ଜବତ କରିଛି l ଏହି ମାମଲାରେ ୪ଜଣକୁ ଗିରଫ!-->…
ବଦଳିଲା ଯୁକ୍ତ-୩ ପାଇଁ ଗାଇଡଲାଇନ : ପ୍ରଥମ ପର୍ଯ୍ୟାୟ ନାମ ଲେଖା ପରେ ବି ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମିଳିବ ସୁଯୋଗ
ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ଯୁକ୍ତ ୩ ନାମଲେଖା ଗାଇଡଲାଇନରେ ପରିବର୍ତ୍ତନ। ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଲେ ବି ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଛାତ୍ରଛାତ୍ରୀଙ୍କୁ ସୁଯୋଗ ମିଳିବ। ଅର୍ଥାତ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟାରେ ଭାଗ ନେଇପାରିବେ ଛାତ୍ରଛାତ୍ରୀ । ଏନେଇ ଆଜି!-->…
ଆକ୍ସନ ମୋଡ଼ରେ ସରକାର : ବୁଲଡୋଜର ଲଗାଇ ଚୋରା ମଦ ଭାଟି ଭାଙ୍ଗିଲା କମିଶନରେଟ୍ ପୋଲିସ୍
ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ଗଞ୍ଜାମ ଜିଲ୍ଲା ଚିକିଟି ମଦ ମୃତ୍ୟୁ ମାମଲା ପରେ ରାଜ୍ୟ ସରକାର ଏବେ ଆକ୍ସନ ମୋଡ଼ରେ । ଦେଶୀ ମଦ ଭାଟି ଉପରେ ଘନ ଘନ ଚଢ଼ାଉ କରୁଛି ପୋଲିସ୍ । ତେବେ ଦେଶୀ ମଦକୁ ନେଇ ତତ୍ପର ହୋଇଛି କମିସନରେଟ୍ ପୋଲିସ୍ । ସାଲିଆ ସାହିରେ ଚାଲୁଥିବା ଦେଶୀ ମଦ କାରଖାନା!-->…
ଭଡ଼ାଘରୁ ମହିଳା କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର : ହତ୍ୟା କିମ୍ବା ଆତ୍ମହତ୍ୟା ?
ବାଲେଶ୍ୱର/ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ବାଲେଶ୍ଵର ଜିଲ୍ଲା ଭୋଗରାଇ ବ୍ଲକରେ କାର୍ଯ୍ୟରତ ଜଣେ ମହିଳା କନିଷ୍ଠ ଯନ୍ତ୍ରୀ ରହୁଥିବା ଭଡା ଘରକୁ ଭିତର ପଟୁ ବନ୍ଦ କରି ନିଜ ଆପ୍ରୋନ ସାହାଯ୍ୟରେ ଫ୍ୟାନରେ ଝୁଲି ପଡ଼ିଛନ୍ତି। ମୃତକ ହେଉଛନ୍ତି ବାରିପଦା ଅଞ୍ଚଳର ମୋନାଲିସା ହେମ୍ବ୍ରମ(୨୬)। ସେ!-->…
ଖୋଲିଲା ହୀରାକୁଦର ଆଉ ୮ଟି ଗେଟ୍ : ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା
*ତଳିଆ ଅଞ୍ଚଳରେ ବର୍ଷା ପାଣି ଜମିବାର ଆଶଙ୍କା*ପ୍ରବଳ ବର୍ଷା ଯୋଗୁଁ ସତର୍କ କଲେ ଏସଆରସି
ସମ୍ବଲପୁର,୨୪-୦୮-୨୪ (ପିପିଏସ) : ମହାନଦୀ ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ, ହୀରାକୁଦ ଜଳ ଭଣ୍ଡାରରେ ଜଳସ୍ତର ବଢିବାକୁ ଲାଗିଛି l ଏହାକୁ ଦୃଷ୍ଟିରେ ରଖି ହୀରାକୁଦର ଆଉ ୮ଟି ଗେଟ୍ ଖୋଲାଯାଇଛି ।!-->!-->!-->…
କେନ୍ଦ୍ର ସରକାର ୧୫୬ଟି କକଟେଲ୍ ଔଷଧକୁ ନିଷିଦ୍ଧ କରିଛନ୍ତି
ନୂଆଦିଲ୍ଲୀ/ଭୁବନେଶ୍ୱର /୨୪-୦୮-୨୪ (ପିପିଏସ): କେନ୍ଦ୍ର ସରକାର ୧୫୬ଟି କକଟେଲ୍ ଔଷଧକୁ ନିଷିଦ୍ଧ କରିଛନ୍ତି । ନିଷିଦ୍ଧ ଔଷଧ ତାଲିକାରେ ରହିଛି କେଶ ବୃଦ୍ଧି, ତ୍ୱଚାର ଯତ୍ନ ଏବଂ ଯନ୍ତ୍ରଣା ଉପଶମ, କିମ୍ବା ମଲ୍ଟିଭିଟାମିନ୍, ଆଣ୍ଟିପାରାସିଟିକ୍ସ, ଆଣ୍ଟିଆଲର୍ଜିକ୍ସ ଏବଂ ଆହୁରି ଅନେକ ଔଷଧ ।!-->…
୪ଟା ଯାଏ ବିଧାନସଭା ମୁଲତବୀ
ଭୁବନେଶ୍ବର/୨୪-୦୮-୨୪ (ପିପିଏସ): ବିଧାନସଭାରେ ବାଚସ୍ପତିଙ୍କୁ ଅସମ୍ମାନ ଘଟଣାରେ ନିନ୍ଦା ପ୍ରସ୍ତାବ ଗୃହୀତ ହୋଇଛି। ଗତକାଲି ବିଧାନସଭାରେ ବିଜେଡିର ତୁମୁଳକାଣ୍ଡ ଓ ଅରାଜକତା ପରିଲକ୍ଷିତ ହୋଇଥିଲା। ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ସୋର ବିଧାୟକ ମାଧବ!-->…