Browsing Category

ଓଡିଶା

ଅଚିହ୍ନା ଶବ ଉଦ୍ଧାର କଲା ଝରିଗାଁ ପୁଲିସ

ଭୁବନେଶ୍ୱର /୨୪-୦୮-୨୪ (ପିପିଏସ): ଝରିଗାଁ ଥାନା ତେଲନଦୀ ପଞ୍ଚାୟତ ଅନ୍ତର୍ଗତ ଗୁଦଗୁଦା ନଦୀକୂଳରେ ଭାସୁଥିବା ଏକ ଅଚିହ୍ନା ଶବ ଉଦ୍ଧାର କରିଥିବା ଜଣାପଡ଼ିଛି। ସୂଚନା ପ୍ରକାରେ ତେଲନଦୀ ପଞ୍ଚାୟତ ଗୁଦଗୁଦା ଗ୍ରାମର କିଛି ଲୋକ ଗତକାଲି ସକାଳୁ ଶୌଚ ପାଇଁ ନଦୀ କୂଳକୁ ଯାଇଥିଲେ। ସେଠାରେ ଜଣେ

ଦୁଷ୍କର୍ମ ଅଭିଯୁକ୍ତ ଡାକ୍ତର ଏଏସସିବିରୁ ବହଷ୍କୃତ

କଟକ/୨୪-୦୮-୨୪ (ପିପିଏସ): ଏସସିବିରେ ଦୁଇ ମହିଳା ରୋଗୀଙ୍କୁ ଚିକିତ୍ସା ବାହାନାରେ ଦୁଷ୍କର୍ମ ଘଟଣାରେ ଆଗରୁ ଅଭିଯୁକ୍ତ ଡାକ୍ତର ଦିଲବାଗ ସିଂ ଠାକୁରଙ୍କୁ ଗିରଫ କରାଯାଇଥିବା ବେଳେ ଆଜି ତାଙ୍କୁ ଏସସିବିରୁ ବହିଷ୍କୃତ କରାଯାଇଛି। ଏସସିବି ମେଡିକାଲ କଲେଜ କାଉନ୍ସିଲର ଜରୁରୀ ବୈଠକ ବସିବା ପରେ

ଛତିଆ ପ୍ରାଣୀ ଚିକିତ୍ସାଳୟରେ ତାଲା ପକାଇଲେ ଲୋକେ

ଛତିଆ/୨୪-୦୮-୨୪ (ପିପିଏସ): ପ୍ରାଣୀ ଚିକିତ୍ସକ ନଥିବାରୁ ସ୍ଥାନୀୟ ଲୋକେ ବଡ଼ଚଣା ବ୍ଲକ୍‌ ଛତିଆସ୍ଥିତ ପ୍ରାଣୀ ଚିକିତ୍ସାଳୟରେ ତାଲା ପକାଇଛନ୍ତି। ଅଭିଯୋଗ ମୁତାବକ ସୋଲର ଗ୍ରାମର କଳିଙ୍ଗ ଓଝା ଓ ସ୍ଥାନୀୟ ଲୋକେ ଏକ ଅସୁସ୍ଥ ଷଣ୍ଢକୁ ଚିକିତ୍ସା ପାଇଁ ପ୍ରାଣୀ ଚିକିତ୍ସାଳୟକୁ ଆଣିଥିଲେ। ସେଠାରେ

ମହିଳାଙ୍କୁ ଅସମ୍ମାନ ଓ ଦୁର୍ବ୍ୟବହାର କରିବା ବିଜେଡିର ଚରିତ୍ର : ଏଶ୍ୱର୍ଯ୍ୟା

ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ବିଧାନସଭାରେ ବାଚସ୍ପତିଙ୍କୁ ବିଜେଡି ବିଧାୟକଙ୍କ ବ୍ୟବହାରକୁ ନେଇ ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିଜେଡି ଉପରେ ବର୍ଷିଛନ୍ତି ବିଜେପି ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଏଶ୍ୱର୍ଯ୍ୟା ବିଶ୍ୱାଳ l

ବିଷାକ୍ତ ମଦ ମୃତ୍ୟୁ ମାମଲା : ପରିବାର ବର୍ଗଙ୍କୁ ଭେଟିଲେ ବିଜେପି ଓ କମ୍ୟୁନିଷ୍ଟ ଦଳର ପ୍ରତିନିଧି

ଚିକିଟୀ/ବ୍ରହ୍ମପୁର,୨୪-୦୮-୨୪ (ପିପିଏସ) : ସ୍ଥାନୀୟ କେ.ନୂଆଗାଁ ଥାନା ଅନ୍ତର୍ଗତ ଜେନାପୁର ଗ୍ରାମର ବିଷାକ୍ତ ମଦ ମୃତ୍ୟୁ ହୋଇଥିବା ଘଟଣା ଏବେ ସାରା ଓଡିଶାରେ ଚର୍ଚ୍ଚା ଜୋର ଧରିଛି l ଏହାକୁ ନେଇ ବିଭିନ୍ନ ଦଳ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଚାଲିଛି l ପୀଡ଼ିତ ପରିବାରକୁ ଭେଟିବା ପାଇଁ

ଓଏସଆରଟିସି ସିଏଓ ଙ୍କୁ ବାନ୍ଧିଲା ଭିଜିଲାନ୍ସ : କେରଳରେ ଠାବ ହେଲା ଦୁଇ ମହଲା କୋଠା

ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ବନ୍ଧାହେଲେ ଓଏସଆରଟିସି ଚିଫ୍ ଆକାଉଣ୍ଟ ଅଫିସର ବିଜୟ ମଙ୍ଗରାଜ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି । ଶୁକ୍ରବାର ଶ୍ରୀ ମଙ୍ଗରାଜଙ୍କ ବାସଭବନ, କାର୍ଯ୍ୟାଳୟ ଓ ସମ୍ପର୍କୀୟଙ୍କ ଘର ସମେତ ଏକସଙ୍ଗେ ୭ଟି

ମହାନଦୀକୁ ଡେଇଁଲେ ହାଇସ୍କୁଲ ଛାତ୍ରୀ : ବ୍ରିଜ୍‌ ଉପରେ ରହିଛି ସାଇକେଲ ଓ ଚପଲ

ସମ୍ବଲପୁର/ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ମହାନଦୀକୁ ଡେଇଁପଡିଲେ ହାଇସ୍କୁଲ ଛାତ୍ରୀ। ସମ୍ବଲପୁର ଚାଉଁରପୁର ବ୍ରିଜ୍ ରୁ ମହାନଦୀକୁ ହାଇସ୍କୁଲ ଛାତ୍ରୀ ଜଣକ ଡେଇଁ ପଡିଥିବା ସୂଚନା ମିଳିଛି। ଛାତ୍ରୀ ଜଣଙ୍କ ନାଁ କାଜଲ ବୋଲି ଜଣାପଡିଛି। ଆଜି ସକାଳେ କାଜଲ ସାଇକେଲ ଧରି ଘରୁ ବାହାରି

ଝରଣା ପାଣି ଏବେ ଜହର : ମାଟି ଓ ପାଣିରେ ହେକ୍ସାଭାଲେଣ୍ଟ କ୍ରୋମିୟମ୍‌

*ବିଷ ବଳୟରେ "ଲାଇଫ ଲାଇନ"*ଯାଜପୁର ଓ ଢେଙ୍କାନାଳ ଜିଲ୍ଲାର ୭୦ରୁ ଅଧିକ ଗାଁ ପ୍ରଭାବିତ*ରୋଗରେ ଆକ୍ରାନ୍ତ ହୋଇ ଅକାଳରେ ପ୍ରାଣ ହରାଉଛନ୍ତି ଲୋକମାନେ କାଳିଆପାଣି/ଭୁବନେଶ୍ୱର,୨୩-୦୮-୨୪ (ପିପିଏସ) : ଦିନେ ଝରଣା ପାଣିକୁ ସିଧାସଳଖ ପିଇ ହେଉଥିଲା । ଶୋଷିଲା ପଥିକ ଓ ସ୍ଥାନୀୟ ଲୋକେ

ଖଣି ମାଫିଆଙ୍କ ଆତଙ୍କରାଜ : ସରକାରୀ ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ

*ବର୍ଷକ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରେ ଖଣି ଅଧିକାରୀଙ୍କୁ ଦ୍ୱିତୀୟ ଆକ୍ରମଣ ଘଟଣା*ଗତ ଜାନୁଆରୀ ୧୪ ତାରିଖରେ ଜଣେ ଖଣି ଅଧିକାରୀଙ୍କୁ ହୋଇଥିଲା ସଂଘବଦ୍ଧ ଆକ୍ରମଣ ଭୁବନେଶ୍ୱର,୨୩-୦୮-୨୪ (ପିପିଏସ) : ଖୋର୍ଦ୍ଧା ଜିଲ୍ଲାରେ ପୁଣି ଥରେ ଆରମ୍ଭ ହୋଇଛି ଖଣି ମାଫିଆଙ୍କ ଗୁଣ୍ଡାରାଜ । ଖଣି ଯାଞ୍ଚ

ପ୍ରକାଶ ପାଇଲା ସପ୍ଲିମେଣ୍ଟାରୀ ମାଟ୍ରିକ ପରୀକ୍ଷା ଫଳ

କଟକ,୨୩-୦୮-୨୪ (ପିପିଏସ) : ୨୦୨୪ ସପ୍ଲିମେଣ୍ଟାରୀ ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି । ଏଥର ମୋଟ ୭୯୬ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୪୪୧ ଛାତ୍ରୀଛାତ୍ର ପାସ କରିଛନ୍ତି । ପାସ୍‌ ହାର ୫୫.୪% ରହିଛି । ସେହିପରି ଷ୍ଟେଟ ଓପନ ସ୍କୁଲ ସାର୍ଟିଫିକେଟ