Browsing Category

ଓଡିଶା

ଆଇପିଏସ୍‌ ଅଧିକାରୀ ଆଶିଷ ସିଂ ଏବଂ ଡିଏସ୍ କୁଟେଙ୍କ ପାଇଁ ଅଡୁଆ ବଢ଼ାଇ ପାରନ୍ତି ମୋହନ ସରକାର

*କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରକ୍ରିୟା ଆରମ୍ଭ କରିଛି ଗୃହ ବିଭାଗ*୩୦ ଦିନ ଭିତରେ ଉଭୟଙ୍କୁ ଉତ୍ତର ଦେବା ପାଇଁ ନିର୍ଦ୍ଦେଶ*ଉତ୍ତର ନଦେଲେ, ଉଭୟଙ୍କ ଉପରେ ହୋଇପାରେ କାର୍ଯ୍ୟାନୁଷ୍ଠାନ ଭୁବନେଶ୍ୱର,୨୩-୦୮-୨୪ (ପିପିଏସ) : ଆଇପିଏସ୍‌ ଅଧିକାରୀ ଆଶିଷ ସିଂ ଏବଂ ଡିଏସ୍ କୁଟେଙ୍କ ପାଇଁ ଅଡୁଆ

କେଉଁମାନେ ପାଇବେ, କେଉଁମାନେ ପାଇବେ ନାହିଁ ସୁଭଦ୍ରା ସହାୟତା : କେଉଁଠାରେ କରିବେ ଆବେଦନ ?

ଭୁବନେଶ୍ୱର,୨୩-୦୮-୨୪ (ପିପିଏସ) : ଶୁକ୍ରବାର ରାଜ୍ୟ ସରକାର ସୁଭଦ୍ରା ଯୋଜନା ପାଇଁ ଏସ୍‌ଓପି ଆଣିଛନ୍ତି । ଏହି ଯୋଜନାରେ କେଉଁମାନେ ସହାୟତା ପାଇବେ, କେଉଁମାନେ ସହାୟତା ପାଇବେ ନାହିଁ ଓ ହିତାଧିକାରୀ କେମିତି କରିବେ ଆବେଦନ, ସେ ସଂପର୍କରେ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ

ରାଜ୍ୟ କଂଗ୍ରେସକୁ ମିଳୁନାହାନ୍ତି ମୁଖିଆ

ବିଳମ୍ବ ପରେ ବିଳମ୍ବନେତା କର୍ମୀଙ୍କ ଧର୍ଯ୍ୟଚ୍ୟୁତିବରିଷ୍ଠ ନେତାଙ୍କ ଉପରୁ ଭରସା ତୁଟୁଛି ଭୁବନେଶ୍ୱର/ ୨୩-୦୮-୨୪ (ପିପିଏସ ): ପ୍ରଦେଶ କଂଗ୍ରେସ କମିଟି ଭଙ୍ଗ ହେବାର ମାସେ ପୂରିଲାଣି । ନୂଆ ପିସିସି ସଭାପତି ଚୟନ ପାଇଁ ଆହୁରି କେତେ ଦିନ ଲାଗିବ ତା’ର ଠିକ ଠିକଣା ନାହିଁ । ଅତି କମ୍‌ରେ

ପାତାଳି ଶ୍ରୀକ୍ଷେତ୍ରରୁ ହୁଣ୍ଡି ଚୋରି 

ବୀରମହାରାଜପୁର/ଭୁବନେଶ୍ୱର ୨୩-୦୮-୨୪ (ପିପିଏସ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅନ୍ତର୍ଗତ କୋଟସମଲାଇ ସ୍ଥିତ ପାତାଳି ଶ୍ରୀକ୍ଷେତ୍ରରୁ ତାଲା କାଟି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ହୁଣ୍ଡି ଚୋରି ହୋଇଥିବା ଜଣାଯାଇଛି। ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ

ରାଜ୍ୟ ସରକାର ଆଣିଲେ ଏସଓପି : ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୩-୦୮-୨୪ (ପିପିଏସ) : ସରକାରଙ୍କ ବହୁ ପ୍ରତିକ୍ଷିତ ଯୋଜନା ସୁଭଦ୍ରା ଏସଓପି ଜାରି ହୋଇଛି। ବିଧାନସଭାରେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଗୃହରେ ‘ସୁଭଦ୍ରା’ ଯୋଜନା SOP ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଗତକାଲି କ୍ୟାବିନେଟ୍‌ରେ SOP ପାରିତ ହୋଇଥିବା

ପୁଣି ଖୋଲିଲା ରତ୍ନ ଭଣ୍ଡାର

ଖାଲି ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର , ସ୍ଥାନାନ୍ତରଣ ସମୟରେ ଦର୍ଶନ ବନ୍ଦ ଭୁବନେଶ୍ୱର/ ପୁରୀ/ ୨୩-୦୮-୨୪ (ପିପିଏସ ): ପୁଣି ଥରେ ଖୋଲିଛି ଶ୍ରୀମନ୍ଦିର ରତ୍ନ ଭଣ୍ଡାର। ଶୁକ୍ରବାର ଦିନ ପ୍ରାୟ ୨ଟା ସମୟରେ ରତ୍ନ ଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍‌ ବିଶ୍ଵନାଥ ରଥ ଓ ଶ୍ରୀମନ୍ଦିର

କ୍ଷତିପୂରଣ ଦାବିରେ ରାସ୍ତାରୋକ

ଭୁବନେଶ୍ୱର /୨୩-୦୮-୨୪ (ପିପିଏସ ): ମଥୁରା ନିକଟରେ ଶୁକ୍ରବାର ସକାଳେ ଘଟିଥିବା ଦୁର୍ଘଟଣାରେ ମୃତ ଚାଳକଙ୍କ ପରିବାରର ସମ୍ପର୍କୀୟମାନେ କ୍ଷତିପୂରଣ ଦାବିରେ ରାସ୍ତାରୋକ କରିଛନ୍ତି। ଫଳରେ ଭବାନୀପାଟଣାରୁ ଜୟପୁର ମଧ୍ୟରେ ୨୬ ନମ୍ୱର ଜାତୀୟ ରାଜପଥରେ ଯାତାୟାତ ବାଧାପ୍ରାପ୍ତ ହେଇଛି।

ଓଡ଼ିଆ ଅସ୍ମିତାର ବାର୍ତ୍ତାବହ ‘ନବୀନ’ : କବି ଡ଼. ପ୍ରସନ୍ନ ପାଟ୍ଟଶାଣୀ

*‘ନବୀନ’ର ପ୍ରତିଷ୍ଠାତା ମହୁରୀ ରାଜା କୃପାସିନ୍ଧୁ ନରେନ୍ଦ୍ର ଦେବ ସ୍ମୃତି ସମ୍ମାନ ପ୍ରଦାନ ଉତ୍ସବ*ସାହିତ୍ୟ, ସଂସ୍କୃତି, ନୃତ୍ୟ କଳା କ୍ଷେତ୍ରରେ ଗଞ୍ଜାମ ଜିଲ୍ଲା ଶୀର୍ଷ ସ୍ଥାନରେବ୍ରହ୍ମପୁର/ଭୁବନେଶ୍ୱର,୨୩-୮-୨୪ (ପିପିଏସ) : ଓଡ଼ିଶାର ସର୍ବପୁରାତନ ସମ୍ୱାଦପତ୍ର ‘ନବୀନ’ ଓଡ଼ିଆ ଅସ୍ମିତାର

ଓଡ଼ିଶାରେ ସମ୍ପୂର୍ଣ୍ଣ ବନ୍ଦ ହେବ ଡ୍ୟାନ୍ସ ବାର୍‌ : ବିଧାନ ସଭାରେ ଘୋଷଣା କଲେ ଅବକାରୀ ମନ୍ତ୍ରୀ

ଭୁବନେଶ୍ୱର,୨୩-୮-୨୪ (ପିପିଏସ) : ବିଧାନସଭାରେ ଶୁକ୍ରବାର ଅଧିବେଶନରେ ବଡ଼ ଘୋଷଣା କରିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଆଗକୁ ରାଜ୍ୟରେ ସମ୍ପୂର୍ଣ୍ଣ ଭାବେ ଡ୍ୟାନ୍ସ ବାର୍‌ ଗୁଡିକ ବନ୍ଦ କରାଯିବ । ସେ କହିଛନ୍ତି, ଓଡ଼ିଆ ଅସ୍ମିତାକୁ ନେଇ ନୂଆ ଅବକାରୀ ନୀତି ଅଣାଯିବ।

ମହିଳାଙ୍କ ପାଇଁ କାହିଁକି ଏସବୁ ଭିଟାମିନ୍‌ ଜରୁରୀ ?

ବୟସ ହିସାବରେ ମହିଳାଙ୍କ ଲାଗି ଭିନ୍ନ ଭିନ୍ନ ଭିଟାମିନର ଆବଶ୍ୟକତା ରହିଥାଏ । ଏହାସହିତ ପୁରୁଷଙ୍କ ତୁଳନାରେ ମହିଳାମାନଙ୍କୁ ଅଧିକ ପୋଷଣର ଆବଶ୍ୟକତା ଥାଏ । ଏକ ସୁସ୍ଥ ଡାଏଟରେ ସମସ୍ତ ପ୍ରକାର ପୋଷଣ ମହିଳାମାନଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ମହିଳାଙ୍କ ଶରୀରରେ ଅନେକ ପ୍ରକାର