Browsing Category

ଓଡିଶା

ଭିଜିଲାନ୍ସ ପଞ୍ଝାରେ କନିଷ୍ଠ ରାଜସ୍ବ ସହାୟକ

ବୌଦ୍ଧ ,୨୧-୮-୨୪ (ପିପିଏସ ) : ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ ରାଜସ୍ବ ସହାୟକ (ଜେଆରଏ) ଚୌଧୁରୀ ପପୁନ କୁମାର ଦାଶ ୨୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଜିଲା ସଂଗ୍ରହାଳୟରେ ଏକ ଆକ୍ୱାରିୟମ୍ ପ୍ରୋଜେକ୍ଟର ବକେୟା ବିଲ୍ ପାସ କରାଇ ଦେବା

ଜଗତସିଂହପୁରରେ ଭାରତ ବନ୍ଦ୍ : ମିଳିଲାନି ସମ୍ପୂର୍ଣ୍ଣ ସମର୍ଥନ

ଜଗତସିଂହପୁର,୨୧-୮-୨୪ (ପିପିଏସ ) : ଜଗତସିଂହପୁର ସହରରେ ଦଳିତ ମହାସଂଘ ତରଫରୁ ବୁଧବାର ଭାରତ ବନ୍ଦ ପାଳନ କରାଯାଇଥିଲା l ମହାସଂଘର ସଭାପତି ଶଙ୍କର ଦାସ ଭାରତ ବନ୍ଦ୍କୁ ସମର୍ଥନ କରି ପୋଷ୍ଟ ଅଫିସ ଛକ ଠାରେ ଅନ୍ୟାନ୍ୟ କର୍ମକର୍ତ୍ତା ମାନଙ୍କ ସହିତ କଟକ ମାଛଗାଁ ରାସ୍ତା ଅବରୋଧ କରି ସ୍ଲୋଗାନ

ମଙ୍କି ପକ୍ସକୁ ନେଇ ତତ୍ପରତା; ସବୁ ସିଡିଏମ୍ଓଙ୍କୁ ସ୍ବାସ୍ଥ୍ୟ ବିଭାଗର ଚିଠି

ଭୁବନେଶ୍ବର/୨୧-୦୮-୨୪ (ପିପିଏସ ): ଦେଶରେ ମୁଣ୍ଡ ଟେକିଲାଣି ମଙ୍କି ପକ୍ସ। ଏହାକୁ ନେଇ ଏବେ ଆତଙ୍କ ଦେଖାଦେଇଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ବିମାନ ବନ୍ଦର ଏବଂ ବିଭିନ୍ନ ସହର ଓ ରାଜ୍ୟର ସୀମା ଅଞ୍ଚଳରେ ସତର୍କ ରହିବାକୁ ନିର୍ଦେଶ ଦିଆଯାଇଛି। ଏହାକୁ ନେଇ ଓଡ଼ିଶାରେ ଆଗୁଆ ପଦକ୍ଷେପ

୬ ନୂଆ ରାଜପଥ ପ୍ରକଳ୍ପ ପାଇଁ ୮୯୨୩ କୋଟି

ନୂଆଦିଲ୍ଲୀ/ଭୁବନେଶ୍ୱର -୨୧-୦୮-୨୪ (ପିପିଏସ ): କେନ୍ଦ୍ର ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରାଳୟ ଓଡ଼ିଶାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ନୂତନ ଜାତୀୟ ରାଜପଥ ପ୍ରକଳ୍ପ ନିର୍ମାଣ ପାଇଁ ୮୯୨୩ କୋଟି ଟଙ୍କାର ଖର୍ଚ୍ଚ ଯୋଜନା ପ୍ରସ୍ତୁତ କରିଛନ୍ତି। ଯୋଜନାରେ ଗୋଟିଏ ନୂଆ ସେତୁ ଓ ୫ଟି ସଡ଼କ

ସେପ୍ଟେମ୍ବର ସୁଦ୍ଧା ସବୁ ଘରକୁ ବିଜୁଳି: କନକ ବର୍ଦ୍ଧନ ସିଂହଦେଓ

ଭୁବନେଶ୍ବର/୨୧-୦୮-୨୪ (ପିପିଏସ ): ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଲୋକଙ୍କ ଘରେ ପହଞ୍ଚିବ ବିଜୁଳି। ବିଦ୍ୟୁତକରଣ ହୋଇନଥିବା ଘରଗୁଡିକୁ ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ବିଜୁଳି ଯୋଗାଇ ଦେବାକୁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି ରାଜ୍ୟ ସରକାର। ଖାଲି ସେତିକି ନୁହେଁ, ସବୁ

ରାଉରକେଲାରେ ଭାରତ ବନ୍ଦ ପ୍ରଭାବହୀନ

ରାଉରକେଲା/୨୧-୦୮-୨୪ (ପିପିଏସ ): ଅନୁସୂଚିତ ଜାତି ଓ ଜନଜାତିଙ୍କୁ ମିଳୁଥିବା ସଂରକ୍ଷଣରୁ ଲହୁଣି ପରସ୍ତ (କ୍ରିମି ଲେୟାର ) ଙ୍କୁ ବାଦ ଦେବାକୁ ସର୍ବୋଚ୍ଚ ନ୍ୟାୟାଳୟ ଦେଇଥିବା ରାୟର ପ୍ରତିବାଦରେ ଆଜି ଆଦିବାସୀ ଓ ଦଳିତ ମଞ୍ଚ ସମୂହ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ରାଉରକେଲା

କଳିଙ୍ଗ ଷ୍ଟାଡିୟମରେ ହକି ଟିମଙ୍କୁ ଭବ୍ୟ ସ୍ବାଗତ

ଭୁବନେଶ୍ୱର/୨୧-୦୮-୨୪ (ପିପିଏସ ): ଭୁବନେଶ୍ୱର ବିମାନ ବନ୍ଦରରେ ହକି ଟିମକୁ ଭବ୍ୟ ସ୍ୱାଗତ। ପ୍ୟାରିସ ଅଲିମ୍ପିକ୍ସରେ କାଂସ୍ୟ ପଦକ ବିଜେତାଙ୍କୁ ଓଡ଼ିଶା ମାଟିରେ ଜୋରଦାର ସ୍ୱାଗତ କରାଯାଇଛି। ରୋଡ଼ ସୋ’ କରି ବିମାନ ବନ୍ଦର ଠାରୁ କଳିଙ୍ଗ ଷ୍ଟାଡିୟମକୁ ଯାଇଛନ୍ତି ଖେଳାଳି। ରୋଡ଼ ସୋ’ରେ ଶହ ଶହ

ମଧ୍ୟାହ୍ନ ଭୋଜନ ସହାୟତା ରାଶି ଟଙ୍କାଏ ବଢିବ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର/୨୧-୦୮-୨୪ (ପିପିଏସ ): ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ସହାୟତା ରାଶି ବୃଦ୍ଧି କରାଯିବ। ମିଲ୍‌ ପିଛା ସହାୟତା ୧ ଟଙ୍କା ବୃଦ୍ଧି ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦରଦାମ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଏଭଳି

ତାଳଚେର, ଅନୁଗୁଳକୁ ପ୍ରଦୂଷଣ ଚିନ୍ତା

ଅନୁଗୁଳ/୨୧-୦୮-୨୪ (ପିପିଏସ ): ବାୟୁ ପ୍ରଦୂଷଣ ପାଇଁ ରେଡ୍‌ ଜୋନ୍‌ରେ ରହିଛି ତାଳଚେର ସହର। କୋଇଲା ଖଣି ଓ କଳକାରଖାନା ପାଇଁ ଏଠାକାର ପାଣିପବନ‌ରେ ବିଷ ଭରି ଯାଇଥିଲା ବେଳେ ଲୋକଙ୍କ ଜୀବନ ଦୁର୍ବିଷହ ‌ହୋଇପଡ଼ିଛି। ଆଉ ଗୁରୁତ୍ବପୂର୍ଣ୍ଣ କଥା ହେଲା ରାଷ୍ଟ୍ରାୟତ୍ତ କଂପାନି ଜଳ ଓ ବାୟୁ

ଆଉ ନାହାନ୍ତି ରଶ୍ମିତା ଦାସ

କଟକ/ମାହାଙ୍ଗା/-୨୧-୦୮-୨୪ (ପିପିଏସ ): ଆଉ ନାହାନ୍ତି ରଶ୍ମିତା ଦାସ, ବହୁ ଚର୍ଚିତ ମାହାଙ୍ଗା ଥାନା ସମୁଖରେ ଦେହରେ ନିଆଁ ଲଗାଇ ଆତ୍ମାହୁତୀ ଦେଇଥିବା ଖର୍ତାଙ୍ଗ ଗ୍ରାମର ରଶ୍ମିତା ଦାସ କଟକ ବଡ ମେଡିକାଲରେ ଚିକିଶ୍ଚିତ ହଉଥିବା ବେଳେ ଏବେ ତାଙ୍କର ପରଲୋକ ଘଟିଥିବା ଜଣାଯାଇଛି