Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡ଼ିଆ ଅସ୍ମିତା କଥା ଉଠାଇ ନିଜ ଦଳକୁ ଟାର୍ଗେଟ୍ କଲେ ପଞ୍ଚାନନ କାନୁନଗୋ
ଭୁବନେଶ୍ବର/ ୧୮-୦୮-୨୪(ପିପିଏସ): ବରିଷ୍ଠ କଂଗ୍ରେସ ନେତା ପଞ୍ଚାନନ କାନୁନଗୋ ବିସ୍ଫୋରକ ବୟାନ ଦେଇ ହଟଚମଟ ସୃଷ୍ଟି କରିଛନ୍ତି। ରାଜ୍ୟ କଂଗ୍ରେସର ଷ୍ଟଅରିଂ କମିଟିକୁ ନେଇ ପ୍ରଶ୍ନ ଉଠାଇ ପଞ୍ଚାନନ କାନୁନଗୋ କହିଛନ୍ତି, ଓଡ଼ିଆ ଅସ୍ମିତା କଥା କୁହାଯାଉଛି, ହେଲେ କମିଟି ଅଧ୍ୟକ୍ଷ ପାଇଁ ସାରା!-->…
କେନ୍ଦ୍ର ମନ୍ତ୍ରୀଙ୍କୁ ଫେରାଦ ହେଲେ ସରପଞ୍ଚ
ଟିଟିଲାଗଡ଼/ଭୁବନେଶ୍ୱର ୧୮-୦୮-୨୪(ପିପିଏସ): ଗଣତାନ୍ତ୍ରିକ ପଦ୍ଧତିରେ ସାଂସଦ, ବିଧାୟକଙ୍କ ଭଳି ଜନତାଙ୍କ ଦ୍ୱାରା ପ୍ରତ୍ୟକ୍ଷ ଭାବରେ ନିର୍ବାଚିତ ହେଉଥିବା ସରପଞ୍ଚ ନିଜ ପଦ ରକ୍ଷା ପାଇଁ ମୁଣ୍ଡିଆ ମାରିବାକୁ ପଡୁଛି l ବଲାଙ୍ଗୀର ଜିଲା ତୁରେକେଲା ବ୍ଲକରେ ଏଭଳି ଏକ ଦୁର୍ଭାଗ୍ୟଜନକ ଘଟଣା!-->…
ଆଇଏମ ଏର କ୍ଯାଣ୍ଡେଲ ଶୋଭାଯାତ୍ରା।
ରାଉରକେଲା/୧୮-୦୮-୨୪(ପିପିଏସ): କୋଲକତା ହୋଇଥିବା ମହିଳା ଡ଼ାକ୍ତରଙ୍କ ହତ୍ୟାର ପ୍ରତିବାଦରେ ଭାରତୀୟ ମେଡିକାଲ ସଂଘ (ଆଇଏମ ଏ) ରାଉରକେଲା ପକ୍ଷରୁ ତୀବ୍ର ପ୍ରତିବାଦ ପ୍ରଦର୍ଶନ କରାଯାଇଛି। ମହିଳା ଶାଖାର ସଭାପତି ପୂର୍ଣ୍ଣିମା ଦତ୍ତଙ୍କ ନେତୃତ୍ୱରେ ଆଇଏମ ଏ ରାଉରକେଲା ଶାଖାର ସଭାପତି!-->…
ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅସିତ୍ ତ୍ରିପାଠୀ
ଭୁବନେଶ୍ବର/୧୭-୦୮-୨୪(ପିପିଏସ): ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରୁ ଅସିତ୍ ତ୍ରିପାଠୀ ଇସ୍ତଫା ଦେଇଛନ୍ତି। ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପଶ୍ଚିମଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଶ୍ରୀ ତ୍ରିପାଠୀଙ୍କ ଇସ୍ତଫାକୁ ଆଜି ଅପରାହ୍ନରୁ ରାଜ୍ୟ!-->…
ଇଞ୍ଜିନିୟରଙ୍କୁ ହତ୍ୟାକଲେ ଦୁର୍ବୁତ୍ତ
ସୁଲତାନପୁର/ଭୁବନେଶ୍ୱର ୧୭-୦୮-୨୪(ପିପିଏସ) : ଉତ୍ତର ପ୍ରଦେଶର ସୁଲତାନପୁରରେ ଜଳ ନିଗମର ଜଣେ ଇଞ୍ଜିନୟରଙ୍କୁ ଦିନ ଦ଼୍ବିପ୍ରହରରେ ହତ୍ୟା କରାଯାଇଛି । ଘରେ ପଶି ଦୁର୍ବୃତ୍ତମାନେ ତାଙ୍କୁ ହତ୍ୟା କରିଛନ୍ତି । କୋଟୱାଲି ନାଗରର ଭିନୋଭାପୁରୀ ଅଞ୍ଚଳରେ ଏହି ଘଟଣା ଘଟିଛି। ଇଞ୍ଜିନିୟରଙ୍କ!-->…
ପୋଲାଭରମ ପ୍ରକଳ୍ପ ବିବାଦ:ଆନ୍ଦୋଳନରେ ସାମିଲି ହେଲା କଂଗ୍ରେସ
କେନ୍ଦ୍ର ଓ ରାଜ୍ୟ ସରକାର ଉପରେ ବର୍ଷିଲେ କଂଗ୍ରେସ ସାଂସଦ, ବିଧାୟକ
ମାଲକାନଗିରି/ଭୁବନେଶ୍ୱର ୧୭-୦୮-୨୪(ପିପିଏସ): ବାଦବିବାଦ ଭିତରେ ଛନ୍ଦି ହୋଇ ରହିଥିବା ଆନ୍ଧ୍ରପ୍ରଦେଶର ପୋଲାଭରମ ପ୍ରକଳ୍ପକୁ ନେଇ ରାଜନୀତି ସରଗରମ ହୋଇ ରହିଛି। ପୋଲାଭରମ ପ୍ରକଳ୍ପକୁ ବିରୋଧ କରି ବିଜେଡି ପ୍ରଥମରୁ ହିଁ!-->!-->!-->…
ରାସନ କାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ
ଭୁବନେଶ୍ୱର/ ୧୭-୦୮-୨୪(ପିପିଏସ): ହିତାଧିକାରୀଙ୍କୁ ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଥିବା କହିଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ପୁଣି ଥରେ ରାସନ କାର୍ଡ!-->…
ସାଢେ ସାତ ମାସର ଦାୟିତ୍ବ ଅତ୍ୟନ୍ତ ଆହ୍ବାନପୂର୍ଣ୍ଣ ଥିଲା:ଅରୁଣ ଷଡ଼ଙ୍ଗୀ
କଟକ /୧୭-୦୮-୨୪ (ପିପିଏସ ): ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ପଦର ଅତିରିକ୍ତ ଦାୟିତ୍ବରୁ ଅବ୍ୟାହତି ନେବା ଅବସରରେ ଅରୁଣ କୁମାର ଷଡ଼ଙ୍ଗୀ ଓଡ଼ିଶା ପୁଲିସର ସମସ୍ତ ସଦସ୍ୟଙ୍କୁ ଧନ୍ୟବାଦ ତଥା କୃତଜ୍ଞତା ଜଣାଇଛନ୍ତି। ସେମାନଙ୍କର ସହଯୋଗ ଯୋଗୁଁ ସେ ସାଢେ ସାତ ମାସର ଆହ୍ବାନକୁ ସଫଳତାର ସହ!-->…
ଥାନା ସାମ୍ନାରେ ଅଭାବନୀୟ କାଣ୍ଡ
ପେଟ୍ରୋଲ୍ ଢାଳି ଦେହରେ ନିଆଁ ଲଗାଇଲେ ମହିଳା
କଟକ/ମାହାଙ୍ଗା ୧୭-୦୮-୨୪ (ପିପିଏସ ): କଟକ ଜିଲ୍ଲା ମାହାଙ୍ଗା ଥାନା ସମ୍ମୁଖରେ ଆଜି ଜଣେ ମହିଳା ନିଜ ଦେହରେ ପେଟ୍ରୋଲ୍ ଢାଳି ନିଆଁ ଲଗାଇ ଦେଇଥିଲେ। ଗୁରୁତର ଅବସ୍ଥାରେ ମହିଳାଙ୍କୁ ପ୍ରଥମେ ମାହାଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ!-->!-->!-->…
ଦୁଷ୍କର୍ମ ପୀଡିତା ଚିକିତ୍ସିତ ଅବସ୍ଥାରେ ମୃତ
ନୂଆଦିଲ୍ଲୀ /ଭୁବନେଶ୍ୱର ୧୭-୦୮-୨୪(ପିପିଏସ ): କୋଲକାତାରେ ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟାକୁ ନେଇ ଦେଶବ୍ୟାପୀ ଅସନ୍ତୋଷ ପ୍ରକାଶ ପାଇବା ପରେ ଉତ୍ତରପ୍ରଦେଶର ସୋନଭଦ୍ରରେ ଜଣେ ୧୪ ବର୍ଷର ନାବାଳିକାକୁ ତାଙ୍କ ଶିକ୍ଷକ ଦୁଷ୍କର୍ମ କରିଥିବା ବେଳେ ନିକଟରେ ତାଙ୍କର ମୃତ୍ୟୁ!-->…