Browsing Category

ଓଡିଶା

ସମସ୍ତଙ୍କୁ ମିଳିବ “ଜମି” ଓ “ଘର”

ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଦେଇଛନ୍ତି ବଡ଼ ସୂଚନା l ସମସ୍ତ ଭୂମିହୀନ ଓ ବାସହୀନ ମାନଙ୍କୁ ମିଳିବ ଜମି ଓ ବାସଗୃହ l ଭୂମିହୀନ ଓ ବାସହୀନଙ୍କୁ ୩ଟି ବର୍ଗରେ ବିଭକ୍ତ କରାଯାଇଛି। ଗ୍ରାମାଞ୍ଚଳରେ ପଟ୍ଟା ନଥିବା ଗରିବଙ୍କୁ ୪ ଡେସିମିଲ ଜମି ଦିଆଯିବ।

ସୋମବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ : ଜାଣନ୍ତୁ କେଉଁଥିରେ ରହିବ “ଫୋକସ”

ଭୁବନେଶ୍ୱର,୧୨/୮୧୨/୮/୨୪ (ପିପିଏସ) : ସୋମବାର ସନ୍ଧ୍ୟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଥିବା ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଦିଲ୍ଲୀ ଗସ୍ତ କରିବେ । ଏନ୍‌ଏ୍‌ଚଆଇ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶା ଜାତୀୟ ରାଜପଥ ନେଇ ଆଲୋଚନା

ବହୁ ଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ବହୁ ଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତିଙ୍କ ମୃତ୍ୟୁ । କର୍କଟ ରୋଗରେ ପୀଡିତ ହୋଇ ସେ ଭୁବନେଶ୍ଵର ଏମ୍ସରେ ଚିକିତ୍ସିତ ହେଉଥିଲେ। ରବିବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ପୂର୍ବତନ ଜେଲ ବିଭାଗ ଡିଜି ବିଦ୍ୟାଭୂଷଣ ମହାନ୍ତିଙ୍କ

ଆଉଜଣେ କୁବେର ଯନ୍ତ୍ରୀ : ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ

ଭୁବନେଶ୍ୱର,୧୨/୮/୨୪(ପିପିଏସ) : ଜିଲାନ୍ସ ଜାଲରେ ଆଉ ଜଣେ କୁବେର ଯନ୍ତ୍ରୀ । R&B ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ଭିଜିଲାନ୍ସ ରେଡ୍ ବେଳେ ମିଳିଛି ବିପୁଳ ସମ୍ପତ୍ତି। ତାଙ୍କ ଭୁବନେଶ୍ବର ଘରୁ ମିଳିଛି ପୁଳା ପୁଳା ସୁନା, ହୀରା ଓ ରୂପା ଗହଣା। ବିଭିନ୍ନ

ବଢୁଛି ପ୍ରଦ୍ୟୁଷଣ : ବିପଦରେ ବ୍ରାହ୍ମଣୀ ଓ କୋଏଲ ପାର୍ଶ୍ବବର୍ତ୍ତୀ ଗ୍ରାମବାସୀଙ୍କ ଜୀବନ

*ନାମକୁ ମାତ୍ର ଚାଲିଛି ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ*ସିଧାସଳଖ ବ୍ରାହ୍ମଣୀ ଓ କୋଏଲ ନଦୀରେ ମିଶୁଛି ବର୍ଜ୍ୟଜଳ*ଦୂଷିତ ନଦୀପାଣିକୁ ବ୍ୟବହାର କରୁଛନ୍ତି ୬୦ରୁ ଅଧିକ ବସ୍ତି ଓ ଗାଁ ରାଉରକେଲା,୧୧/୮/୨୪(ପିପିଏସ) : ବର୍ଜ୍ୟଜଳ ପରିଚାଳନା ପାଇଁ ରାଉରକେଲାରେ କାର୍ଯ୍ୟକ୍ଷମ ହୋଇଛି‌

ବିପଦରେ ଧାମରା : କଲାମ୍‌ ଦୀପ ଓ ବନ୍ଦର ସୁରକ୍ଷା ନେଇ ଆଶଙ୍କା

ଧାମରା,୧୧/୮/୨୪(ପିପିଏସ) : ଏବେ ଭାରତ ମୁହାଁ ହୋଇଛନ୍ତି ବାଂଲାଦେଶୀ। ବିଶେଷକରି, ଓଡ଼ିଶାର ଉପକୂଳ ଦେଇ ଶହଶହ ବାଂଲାଦେଶୀ ପ୍ରବେଶ କରିବାପାଇଁ ଉଦ୍ୟମ କରୁଛନ୍ତି। ଯାହାକି, ଉପକୂଳ ଅଞ୍ଚଳର ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରୁଛି। ବିଶେଷକରି, ଧାମରା ଅଞ୍ଚଳ ଏଥିନେଇ ଅଧିକ ବିପଦ ରହିଛି ।

ଭିନ୍ନ ଏକ ନଗଡ଼ା : ଅପପୁଷ୍ଟିରେ ଶଢ଼ୁଛନ୍ତି, ଚିକିତ୍ସା ପାଇଁ ମୁହଁ ମୋଡ଼ୁଛନ୍ତି

ଦଶପଲ୍ଲା୧୧/୮/୨୪(ପିପିଏସ) : ଫୁଙ୍ଗୁଳା ଦେହ ସାଙ୍ଗକୁ ନୁଖୁରା ମୁଣ୍ତ । ଆଖି କୋରଡ଼କୁ ପଶି ଯାଇଛି। କିଏ ବଣପାହାଡ଼ ବୁଲି ପାଚିଲା ତାଳ ଖାଉଛି ତ କାହା ହାତରେ ଲୁଣ ସାଙ୍ଗକୁ ବାସି ତୋରାଣି। ଅପପୁଷ୍ଟିର ଶିକାର ହୋଇଥିବା ଗାଁର ଏମିତି ମାଳମାଳ ପିଲା ଘୂରି ବୁଲୁଛନ୍ତି। ହେଲେ ଡାକ୍ତରଖାନା

ପାଉଁଶ ଗୁଣ୍ଡରେ ଅଣନିଶ୍ୱାସ ଜନସାଧାରଣ : ବିନା ଅନୁମତିରେ ୫୦ ପାଉଁଶ ପାହାଡ଼

ଝାରସୁଗୁଡ଼ା,୧୧/୮/୨୪(ପିପିଏସ) : ବର୍ଷେ ହେଲା ଝାରସୁଗୁଡ଼ା ଆଞ୍ଚଳିକ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଲୋ’ ଲ୍ୟାଣ୍ଡ ଫିଲିଂ ନାମରେ କୌଣସି ଖାଲୁଆ ଜମିରେ ପାଉଁଶ ପୋତିବାକୁ ଅନୁମତି ଦିଆଯାଇନାହିଁ। ଖୋଦ ଏସ୍‌ପିସିବିର ଆଞ୍ଚଳିକ କାର୍ଯ୍ୟାଳୟର ଏହା ସୂଚନା । ଅଥଚ ଏହି ଅବଧି ଭିତରେ

କଲ୍ୟାଣୀ ପ୍ଲାଜା ଆପାର୍ଟମେଣ୍ଟ ଡବଲ ମର୍ଡର ଘଟଣା : କ୍ରାଇମ୍‌ସିନ୍‌ ରିକ୍ରିଏଟ କଲା ପୋଲିସ

ଭୁବନେଶ୍ୱର,୧୧/୮/୨୪(ପିପିଏସ) : ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅଞ୍ଚଳରେ ଡବଲ ମର୍ଡର ଘଟଣାରେ ସିନ ରିକ୍ରିଏଟ କରିଛି ପୋଲିସ । ୨ ଅଭିଯୁକ୍ତ ପ୍ରଦୀପ ମଲ୍ଲିକ ଏବଂ ଗଣେଶ ମଲ୍ଲିକଙ୍କୁ ନେଇ କ୍ରାଇମ୍‌ ସିନ୍ ରିକ୍ରିଏଟ କରିଛି କମିଶନରେଟ୍‌ ପୋଲିସ୍ । ହତ୍ୟାରେ ବ୍ୟବହୃତ ଛୁରୀକୁ ପାଞ୍ଚଗାଁ

ଆଳୁ ସମସ୍ୟା ଦୂର କରିବାକୁ, ଫୋନରେ ମମତା-ମୋହନ ଆଲୋଚନା

ସମସ୍ୟା ଦୂର କରିବାକୁ ଅନୁରୋଧ ଉପଯୁକ୍ତ ପଦକ୍ଷେପ ନେବାକୁ ପ୍ରତିଶୃତିଭୁବନେଶ୍ୱର,୧୧/୮/୨୪(ପିପିଏସ) : ଓଡ଼ିଶାକୁ ଆଳୁ ଯୋଗାଣ ସ୍ବାଭାବିକ କରିବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ଟେଲିଫୋନ ଯୋଗେ ମମତା ବାନାର୍ଜୀଙ୍କ