Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସ୍ୱାଧୀନତା ଦିବସରେ କି’ଏ କେଉଁଠି ପତାକା ଉତ୍ତୋଳନ କରିବେ
ଭୁବନେଶ୍ୱର,୧୧/୮/୨୪(ପିପିଏସ) : ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କି’ଏ କେଉଁଠି ପତାକା ଉତ୍ତୋଳନ କରିବେ ସେନେଇ ସରକାରଙ୍କ ପକ୍ଷରୁ ରବିବାର ଏକ ବିଜ୍ଞପ୍ତି ଜାରି କରାଯାଇଛି।ଭୁବନେଶ୍ୱର ସ୍ଥିତ ଗାନ୍ଧୀମାର୍ଗରେ ଅନୁଷ୍ଠିତ!-->…
“ଆମ ଓଡିଶା ନବୀନ ଓଡିଶା” କାର୍ଯ୍ୟକ୍ରମକୁ ନେଇ ସାଙ୍ଘାତିକ ଅଭିଯୋଗ
ବିଜେଡି କର୍ମୀଙ୍କୁ ଖୁସି କରିବାକୁ ଚୟନ ହୋଇଛି ଅନେକ ପ୍ରକଳ୍ପ* ଅଧା କାମ କରି ପୁରା ବିଲ ନେଇଗଲେ ଠିକାଦାର* ଏସ୍ଟିମେଟ ଠାରୁ କମ କାମରେ ହୋଇଛି ସମ୍ପୂର୍ଣ୍ଣ ବିଲ
କେନ୍ଦୁଝର,୧୧/୮/୨୪(ପିପିଏସ) : କେନ୍ଦୁଝର ଜିଲ୍ଲାରେ "ଆମ ଓଡିଶା ନବୀନ ଓଡିଶା"ର ଅନେକ ପ୍ରକଳ୍ପ ଅଧପନ୍ତରିଆ ହୋଇ!-->!-->!-->!-->…
ପ୍ରବେଶ ପଥ ବିପର୍ଯ୍ୟସ୍ତ:ସିଲ୍ଭର ସିଟି ବୋଟ୍ କ୍ଲବ୍ରୁ ମୁହଁ ଫେରାଉଛନ୍ତି ପର୍ଯ୍ୟଟକ
କଟକ: ୧୧-୦୮-୨୪(ପିପିଏସ ) କଟକ ସହରକୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ମହାନଦୀ କୂଳରେ ସିଲ୍ଭର ସିଟି ବୋଟ୍ କ୍ଲବ୍କୁ ନୂଆ ରୂପ ଦିଆଯାଇଥିଲା। ୨୦୨୩ ସେପ୍ଟେମ୍ବର ୧୬ରେ ଏହାକୁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିଥିଲେ। ଉଦ୍ଘାଟନର ବର୍ଷେ ନପୂରୁଣୁ ଏହାର!-->…
ବିଦେଶ ଗସ୍ତ ଶେଷ କରି ନୂଆଦିଲ୍ଲୀ ଅଭିମୁଖେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ/ଭୁବନେଶ୍ୱର : ୧୧-୦୮-୨୪(ପିପିଏସ ) ଫିଜି, ନ୍ୟୁଜିଲାଣ୍ଡ ଓ ତିମୋର ଲେଷ୍ଟେ ଗସ୍ତ ଶେଷ ହେବା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି। ତାଙ୍କ ଗସ୍ତର ଶେଷ ପର୍ଯ୍ୟାୟରେ ରାଷ୍ଟ୍ରପତି ତିମୋର-ଲେସ୍ତେ ଗସ୍ତ କରିଥିଲେ, ଯେଉଁଠାରେ ତାଙ୍କୁ ଦେଶର!-->…
ସିଂହଦ୍ୱାର ସମ୍ମୁଖରେ ଆରମ୍ଭ ହେଲା ରଥ ଭଙ୍ଗା କାର୍ଯ୍ୟ
ପୁରୀ ୧ ୧/୮ (ପିପିଏସ) : ନବଦିନାତ୍ମକ ଯାତ୍ରା ସାରି ମହାପ୍ରଭୁ ରତ୍ନସିଂହାସନରେ ବିରାଜମାନ କରିଛନ୍ତି । ହେଲେ ଚତୁର୍ଦ୍ଧାବିଗ୍ରହ ଯାତ୍ରା କରିଥିବା ତିନିରଥ ସିଂହଦ୍ୱାର ସମ୍ମୁଖରେ ରହିଥିବା ବେଳେ ଆଜିଠାରୁ ଭଙ୍ଗା ଆରମ୍ଭ ହୋଇଛି । ଶ୍ରୀମନ୍ଦିର ପ୍ରଶାସନର ଚିଠି ପାଇବା ପରେ ଆଜି ଭୋଇ!-->…
ଜଣେ ମାଫିଆ ଗୁରୁତର ୨ ପୋଲିସ କର୍ମଚାରୀ ଆହତ: ୩ ପିକ୍ଅପ୍ ଭ୍ୟାନ ଜବତ ୫ ଅଟକ
କେନ୍ଦୁଝର,୧ ୧/୮ (ପିପିଏସ) : କେନ୍ଦୁଝରରେ ଗୋରୁ ମାଫିଆ ଓ ପୋଲିସ ମଧ୍ୟରେ ଗୁଳି ବିନିମୟ । ପୋଲିସ ଉପରକୁ ଗୁଳିମାଡ଼ କଲେ ଗୋରୁମାଫିଆ। ଜଣେ ଗୋରୁ ଚାଲାଣକାରୀ ଗୁରୁତର ହୋଇଥିବାବେଳେ ୨ ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ରବିବାର ଭୋର ସମୟରେ ବେଆଇନ ଗୋରୁ ଚାଲାଣ ନେଇ ପୋଲିସ ଖବର ପାଇ!-->…
ଗଞ୍ଜାମ ଜିଲ୍ଲାରେ ଚାଞ୍ଚଲ୍ୟ : ଜଙ୍ଗଲରୁ ମିଳିଲା ମଣିଷ ଖପୁରୀ
ଗଞ୍ଜାମ,୧୧/୮(ପିପିଏସ) : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ପଦ୍ମପୁର ପଞ୍ଚାୟତ ବୃନ୍ଦାବନପୁର ଗାଁ ଜଙ୍ଗଲରୁ ମଣିଷ ଖପୁରୀ, ହାଡ଼ ସାଇକେଲ ଜବତ ହୋଇଛି। ଜଙ୍ଗଲରେ ମଣିଷ ଖପୁରୀ ଓ ହାଡ଼ ଦେଖି ସ୍ଥାନୀୟଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଦେଇଛି। ଏ ନେଇ!-->…
ଅଗଷ୍ଟ ୧୫ ତାରିଖରେ ସୁଭଦ୍ରା ଯୋଜନାର ଏସଓପି
ଭୁବନେଶ୍ୱର,10/8 (ପିପିଏସ) : ଅଗଷ୍ଟ ୧୫ ତାରିଖରେ ଆସିବ ସୁଭଦ୍ରା ଯୋଜନା SOP । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ଏଥିରେ କିଏ ପାଇବେ ଓ କିଏ ପାଇବେନି ତାର ସ୍ପଷ୍ଟ ଚିତ୍ର ରହିବ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ଏହାର ମୋଡାଲିଟି କଣ!-->…
ଡବଲ ଇଞ୍ଜିନରେ ଡବଲ ଫାଇଦା
ଓଡ଼ିଶାରେ ରେଳ ପ୍ରକଳ୍ପ ପାଇଁ ୧୫ ହଜାର କୋଟି ଦେଲା କେନ୍ଦ୍ର୬ ପ୍ରକଳ୍ପକୁ ମଞ୍ଜୁରୀନିର୍ମାଣ ହେବ ୬୪ ନୂଆ ଷ୍ଟେସନପ୍ରଧାନମନ୍ତ୍ରୀ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ /ଭୁବନେଶ୍ୱର, ୧୦ ଅଗଷ୍ଟ (ପିପିଏସ) :ଓଡ଼ିଶାର ରେଳ ଇତିହାସରେ ପ୍ରଥମ ଥର ପାଇଁ ୧୫ ହଜାର ୪!-->!-->!-->…
ସମସ୍ତ ଭାରତୀୟଙ୍କ ପାଇଁ ଗର୍ବର ମୁହୂର୍ତ୍ତ -ଧର୍ମେନ୍ଦ୍ର
ନୂଆଦିଲ୍ଲୀ-ଭୁବନେଶ୍ୱର, ୧୦ ଅଗଷ୍ଟ (ପିପିଏସ) - ଭାରତବର୍ଷର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ତିମୋର- ଲେସ୍ତେ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଗ୍ରାଣ୍ଡ୍ କଲାର ଅଫ୍ ଦି ଅର୍ଡର’ରେ ସମ୍ମାନିତ ହୋଇଥିବାରୁ ତାଙ୍କୁ ଟ୍ୱିଟ୍ କରି ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ!-->…