Browsing Category

ଓଡିଶା

ପ୍ରେମିକର ଘରେ ନିଆଁ ଲଗାଇଲା ପ୍ରେମିକା

ବାସୁଦେବପୁର :୧୦-୦୮-୨୪(ପି.ଟି.ଭି) ବାସୁଦେବପୁର ଥାନା ଅଧିନ ପଦ୍ମପୁର ପଞ୍ଚାୟତ ରୁକଣାଦେଇପୁର ଗ୍ରାମର ସୁଦର୍ଶନ ମହାପାତ୍ରଙ୍କ ପୁଅ ପ୍ରଭାତ ଭଦ୍ରକ ଅଞ୍ଚଳର ଜଣେ ଯୁବତୀଙ୍କୁ ଭଲ ପାଇ ଆସୁଥିଲା। ବିବାହର ପ୍ରତିଶ୍ରୁତିକୁ ନେଇ ପ୍ରେମିକର ଆର୍ଥିକ ଦୁରାବସ୍ଥା ସମୟରେ ପ୍ରେମିକା ଜଣକ ଆର୍ଥିକ

ଆଇଏସ୍‌ ଟାର୍ଗେଟରେ ସ୍ବିଫ୍ଟଙ୍କ ଫ୍ୟାନ୍ସ

ଭିଏନା : ଅଷ୍ଟ୍ରିଆ ରାଜଧାନୀ ଭିଏନାରେ ଆମେରିକୀୟ ସିଙ୍ଗର ଟେଲର ସ୍ବିଫ୍ଟ ଗୁରୁବାରଠାରୁ ଶନିବାର ମଧ୍ୟରେ ୩ଟି କନ୍‌ସର୍ଟ କରିବାର କାର୍ଯ୍ୟକ୍ରମ ରହିଥିଲା। ତେବେ ଇସ୍‌ଲାମିକ୍‌ ଷ୍ଟେଟ୍‌ (ଆଇଏସ୍‌) ପକ୍ଷରୁ ଉକ୍ତ କାର୍ଯ୍ୟକ୍ରମରେ ଆମତ୍ଘାତୀ ଆକ୍ରମଣ କରାଯିବା ନେଇ ଯୋଜନା ଚାଲିଥିବା

ମରୁଭୂମିରେ ବର୍ଷାର ତାଣ୍ଡବ

ଜୟପୁର : ରାଜସ୍ଥାନରେ ଲାଗି ରହିଥିବା ପ୍ରବଳ ବର୍ଷା ଏକ ଅଡୁଆ ପରିସ୍ଥିତି ସୃଷ୍ଟି କରିଛି। ମରୁଭୂମି ଅଞ୍ଚଳରେ ପ୍ରବାହିତ ଲୁଣି ନଦୀରେ ତିନିଜଣ ସାଙ୍ଗଙ୍କର ମୃତ୍ୟୁ ଘଟିଛି l ଭରତପୁରରେ ପ୍ରବଳ ବର୍ଷା ହେତୁ ଏକ ଘର ଭୁଶୁଡି ପଡିଛି। ଏହି କାରଣରୁ, ଆବର୍ଜନା ତଳେ ପୋତି ହୋଇଥିବାରୁ ମା ଓ

ବର୍ଷାରେ ଭାଙ୍ଗିଗଲା ଝାଟିମାଟି ଘର

ନୟାହାଟ,୯/୮: ପୁରୀ ଜିଲ୍ଲା ଗୋପ ବ୍ଲକ ଅର୍ନ୍ତଗତ ଧୂମାଳ ପଞ୍ଚାୟତର ଧୂମାଳ ବ୍ରାହ୍ମଣ ଶାସନ ଗ୍ରାମର ତାପସ କୁମାର ମିଶ୍ରଙ୍କ ଝାଟିମାଟି ଘର ଗୁରୁବାର ଦିନ ରାତିରେ ପ୍ରବଳ ବର୍ଷାରେ ଭାଙ୍ଗିଯାଇଛି।ସେ ଜଣେ ଗରିବ ଦିନ ମଜୁରିଆ ହୋଇଥିବାରୁ ଛାତ ଘର କରିବା ପାଇଁ ତାଙ୍କର ସମ୍ପଳ ନାହିଁ । ରାଜ୍ୟ

ଚବିଶ ଘଣ୍ଟା ମଧ୍ୟରେ ହତ୍ୟାକାରୀକୁ ଧରିଲା ପୋଲିସ : ସିସିଟିଭି ରୁ ମିଳିଲା ସୁରାଗ

ନୟାଗଡ଼,୯/୮: ନୟାଗଡ ଜିଲ୍ଲା ଶରଣକୁଳ ଥାନା ହରିପୁର ଗାଁର ରାଜକିଶୋର ବରାଡ଼ଙ୍କୁ ପଥରରେ ଛେଚି ହତ୍ୟା ମାମଲାର ପର୍ଦାଫାଶ କରିଛି ପୁଲିସ l ଘଟଣା ଘଟିବାର ଚବିଶ ଘଣ୍ଟା ମଧ୍ୟରେ ଅଭିଯୁକ୍ତ ଗିରଫ ହୋଇଛି l ଗିରଫ ଅଭିଯୁକ୍ତ ଜଣକ ହେଲା ଶରଣକୁଳ ଅଞ୍ଚଳର ଜିତେନ୍ଦ୍ର କୁମାର ମହାପାତ୍ର। ଗତ ବୁଧବାର

କାର୍ଯ୍ୟ ରେ ଯୋଗଦେଲେ ଜଗତସିଂହପୁର ଜିଲ୍ଲାର ନୂଆ ଜିଲ୍ଲାପାଳ ଜେ. ସୋନାଲ

ଜଗତସିଂହପୁର, ୯/୮: ଶୁକ୍ରବାର ଅପରାହ୍ନ ରେ ଜଗତସିଂହପୁର ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗଦେଇଛନ୍ତି ଶ୍ରୀ ଜେ ସୋନାଲ l ଭାରତୀୟ ପ୍ରସାଶନିକ ସେଵା 2018 ବ୍ଯାଚ ର ଆଇ.ଏ.ଏସ୍. ଶ୍ରୀ ସୋନାଲ ପୂର୍ବରୁ ବୌଦ୍ଧ ଜିଲ୍ଲା ର ଜିଲ୍ଲାପାଳ ଭାବେ କାର୍ଯ୍ୟରତ ଥିଲେ। ଜିଲ୍ଲାପାଳ

ଏସ.ସି.ବି. ମେଡିକାଲ୍ କ୍ରେନ୍ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ

କଟକ,୯/୮: କଟକ ସ୍ଥିତ ଏସସିବି ମେଡିକାଲର ନୂଆ କୋଠା ନିର୍ମାଣବେଳେ କ୍ରେନ୍ ଖସିଯାଇ ୩ଜଣ ଆହତ ହେବା ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ରାଜ୍ୟ ସରକାର ନିଦେ୍ର୍ଦଶ ଦେଇଛନ୍ତି । ଦୁର୍ଘଟଣାର ଶିକାର ହୋଇଥିବା ୩ଜଣ ଆହତଙ୍କୁ ଆଜି ସନ୍ଧ୍ୟାରେ ରାଜ୍ୟ ପୂର୍ତ୍ତମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ବ୍ରିଜ୍ ଉପରେ ଆଧାରକାର୍ଡ ରଖି କାଠଯୋଡ଼ିକୁ ଡେଇଁପଡ଼ିଲେ ଦମ୍ପତି

କଟକ,୯/୮: ବ୍ରିଜ୍ ଉପରେ ଆଧାରକାର୍ଡ ରଖି କାଠଯୋଡ଼ିକୁ ଡେଇଁପଡ଼ିଲେ ଦମ୍ପତି । ଶୁକ୍ରବାର ସନ୍ଧ୍ୟା ସମୟରେ ଏପରି ହୃଦୟବିଦାରକ ଘଟଣା କଟକ ତ୍ରିଶୁଳିଆ ବ୍ରିଜ୍ରେ ଘଟିଛି । ଉଭୟଙ୍କ ଘର ବାଙ୍କୀ ବାଆଁରା ରାମଚନ୍ଦ୍ର ଅଞ୍ଚଳରେ । ପାରିବାରିକ କଳହରୁ ଉଭୟ ଭରା ନଦୀକୁ ଡେଇଁ ପଡ଼ିଥିବା ଜଣାପଡ଼ିଛି ।

ପ୍ରଜାତନ୍ତ୍ର ଓଡ଼ିଆ ଅସ୍ମିତାର ପ୍ରତିନିଧି: ମୁଖ୍ୟମନ୍ତ୍ରୀ

ବିଷୁବ ମଣ୍ଡପରେ ୭୭ ତମ ବାର୍ଷିକୋତ୍ସବ କଟକ,୯/୮/୨୪(ପିପିଏସ): ୧୯୨୪ ଅକ୍ଟୋବରରେ ଡକ୍ଟର ମହତାବ ଲେଖିଥିଲେ, ପ୍ରଜାତନ୍ତ୍ର କେବେ ହେଁ କାହାର ଖୋସାମତ କରିବ ନାହିଁ କିମ୍ବା ସତ୍ୟରୁ ବିଚଳିତ ହେବନାହିଁ । ଗୋଟିଏ ସମ୍ବାଦପତ୍ରର ଭୂମିକାକୁ ଏହିଭଳି ସରଳ ଭାଷାରେ ପ୍ରକାଶ କରିଥିଲେ ଡକ୍ଟର

ଜୈବିକ ପ୍ରଣାଳୀରେ ଧାନଚାଷ ତାଲିମ ଶିବିର

ଢେଙ୍କାନାଳ,9/8: ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ବ୍ଲକ କେରୋଜୋଳି ଗ୍ରାମ ପାଲା ମଣ୍ଡପ ଠାରେ, ଶୁକ୍ରବାର ଦିନ ପାଞ୍ଚଟି ଗ୍ରାମ ପଞ୍ଚାୟତର ପ୍ରାୟ ୫୦ ଜଣ ଚାଷୀଙ୍କୁ ନେଇ ଜୈବିକ ପ୍ରଣାଳୀରେ ଧାନଚାଷ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଅଛି l ବ୍ଲକର ବାଟଗାଁ, କାନ୍ତୋଲ, କଙ୍କଡ଼ାହାଡ଼,