Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସୁଦୃଢ଼ ଗ୍ରାମପଞ୍ଚାୟତ ହେଉଛି ବିକଶିତ ଓଡ଼ିଶାର ମୂଳପିଣ୍ଡ: ପଞ୍ଚାୟତିରାଜ ମନ୍ତ୍ରୀ
ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ଶୁକ୍ରବାର ରାଜ୍ୟସ୍ତରୀୟ "ବିକଶିତ ପଞ୍ଚାୟତ ପାଇଁ ଦକ୍ଷତା ବିକାଶ" ଶୀର୍ଷକ କର୍ମଶାଳାକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ସୁଦୃଢ଼ ଗ୍ରାମପଞ୍ଚାୟତ ହେଉଛି ବିକଶିତ ଓଡ଼ିଶାର ମୂଳପିଣ୍ଡ।
ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : !-->!-->!-->…
ଏମ୍ସ ଭୁବନେଶ୍ୱରରେ ଭାରତରେ ପ୍ରଥମ ଏଚ୍ପିବି ରେଡିଓଲୋଜି ପାଠ୍ୟକ୍ରମ
ଭାରତର ପ୍ରଥମ ହେପାଟୋ-ପାନକ୍ରିଏଟୋ-ବିଲିଆରି (ଏଚପିବି) ରେଡିଓଲୋଜି ପାଠ୍ୟକ୍ରମକୁ ସଫଳତାର ସହିତ ଆୟୋଜନ କରି ଏମ୍ସ ଭୁବନେଶ୍ୱର ଚିକିତ୍ସା ବିଜ୍ଞାନ, ଶିକ୍ଷା ଏବଂ ତାଲିମ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହାସଲ କରିଛି।
ଭୁବନେଶ୍ୱର ୧୪-୦୨-୨୦୨୫(ପିପିଏସ ) : ଭାରତର ପ୍ରଥମ!-->!-->!-->…
ଋଣ ନାଁରେ ଖାଇଗଲେ ଲକ୍ଷଲକ୍ଷ ଟଙ୍କା !
ବ୍ରହ୍ମପୁର ସମବାୟ କେନ୍ଦ୍ର ବ୍ୟାଙ୍କ ଲିଃର ବିଜିପୁର ଶାଖାରେ ମିଥ୍ୟା ନଥିପତ୍ର ପ୍ରସ୍ତୁତ କରି ୧ କୋଟିରୁ ଅଧିକ ଟଙ୍କାର ଠକେଇ ଅଭିଯୋଗ ପରେ ପୁଣି ଛତ୍ରପୁର ଶାଖା ରେ ୭୫ ଲକ୍ଷ ଟଙ୍କା ଠକେଇ ଅଭିଯୋଗ ନେଇ ଛତ୍ରପୁର ଥାନାରେ ମାମଲା ରୁଜୁ ହୋଇଛି।
ଛତ୍ରପୁର/ଭୁବନେଶ୍ୱର!-->!-->!-->…
ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ମାମଲା: ପୁନଃ ତଦନ୍ତ ଆରମ୍ଭ
ବହୁଚର୍ଚ୍ଚିତ ସ୍ବର୍ଗତ ନବ ଦାସଙ୍କ ରୋଷେୟା ଲଲିତ ସାହୁଙ୍କ ମୃତ୍ୟୁ ମାମଲା କଡ଼ ଲେଉଟାଇଛି। ଲଲିତଙ୍କ ବାପା ବେଲାଲସେନ ସାହୁ ନ୍ୟାୟ ଦାବି କରି ପୁଲିସ୍କୁ ଚିଠି ଲେଖିବା ପରେ ଝାରସୁଗୁଡ଼ା ପୁଲିସ୍ ପୁନଃ ତଦନ୍ତ ଆରମ୍ଭ କରିଥିବା ନେଇ ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ୍ ସୂଚନା ଦେଇଛନ୍ତି।
!-->!-->!-->…
ନିରଂଜନ ପଟ୍ଟନାୟକଙ୍କ ଘରୁ ଚୋରି ମାମଲା: ବିଜୟୱାଡ଼ାରୁ ଧରାପଡ଼ିଲା ଚୋର
ପୂର୍ବତନ ମନ୍ତ୍ରୀ ନିରଂଜନ ପଟ୍ଟନାୟକଙ୍କ ଘରୁ ହୋଇଥିବା ଚୋରି ମାମଲାରେ କମିସନରେଟ୍ ପୁଲିସକୁ ସଫଳତା ମିଳିଛି। ପ୍ରାୟ ସପ୍ତାହେ କାଳ ଆନ୍ଧ୍ରପ୍ରଦେଶର ବିଜୟୱାଡ଼ାରେ ଡେରା ପକାଇବା ପରେ ଗତକାଲି ରାତିରେ ସ୍ଥାନୀୟ ପୁଲିସ ସହାୟତାରେ କମିସନରେଟ୍
ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) :!-->!-->!-->…
ଖଣ୍ଡଗିରି କୁମ୍ଭମେଳାର ପୂର୍ଣ୍ଣାହୁତି
ବିଶ୍ୱ ସନାତନ ବୈଦିକ ଧର୍ମ ପରିଷଦ ଆବାହକତ୍ୱରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଖଣ୍ଡଗିରି ବିଶ୍ୱପ୍ରସିଦ୍ଧ କୁମ୍ଭମେଳା ଯୋଗଯଜ୍ଞର ପୂର୍ଣ୍ଣାହୁତି ଓ ସାଧୁସନ୍ଥ ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) : ବିଶ୍ୱ ସନାତନ!-->!-->!-->…
କନ୍ଧମାଳରେ ଲଜ୍ଜା: ସପ୍ତମ ଶ୍ରେଣୀର ଛାତ୍ରୀ ଗର୍ଭବତୀ
ଶିକ୍ଷା ଦୀକ୍ଷାର ଅଭାବ ନା ଅମାନୁଷିକତା
କନ୍ଧମାଳ ଜିଲ୍ଲାରେ ନାବାଳିକା ଗର୍ଭବତୀ ହେବା ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଶିକ୍ଷା କ୍ଷେତ୍ରରେ ଏହି ଅଞ୍ଚଳ ପଛୁଆ ଥିବାରୁ ଖରାପ ବ୍ୟକ୍ତିଙ୍କର ଜାଲରେ ଫସିଯାଇ କମ୍ ବୟସର ଝିଅମାନେ ଏହି ଅଭାବନୀୟ ପରିସ୍ଥିତିର ସାମ୍ନା!-->!-->!-->…
ଏଣିକି ଜୈବିକ ଚାଉଳରେ ଶ୍ରୀମନ୍ଦିର କୋଠଭୋଗ
ମହାପ୍ରସାଦକୁ ରସାୟନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ଶ୍ରୀମନ୍ଦିର କୋଠଭୋଗରେ ଜୈବିକ ଚାଉଳ ବ୍ୟବହାର କରାଯିବ।
ଭୁବନେଶ୍ୱର/ପୁରୀ ୧୩-୦୨-୨୦୨୫(ପିପିଏସ) : ମହାପ୍ରସାଦକୁ ରସାୟନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ!-->!-->!-->…
ଭିମସାର କର୍କଟ ୱାର୍ଡରେ ବିଦ୍ୟୁତ ବିଭ୍ରାଟ
ମୋବାଇଲ ଆଲୁଅରେ କେମୋ ଥେରାପି
ବୁର୍ଲା ଭିମସାରର କର୍କଟ ବିଭାଗରେ ବିଦ୍ୟୁତ ବିଭ୍ରାଟ ଯୋଗୁଁ ମୋବାଇଲ ଆଲୁଅରେ କେମୋ ଥେରାପି କରାଯାଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ ବିଭାଗ ପକ୍ଷରୁ ପ୍ରାକ୍ ସୂଚନା ନଦେଇ ବିଦ୍ୟତୁ କାଟ କରାଯାଇଥିଲା। ଏହାକୁ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି!-->!-->!-->…
ବିଦ୍ୟୁତ ଉପଭୋକ୍ତା ମିଳିତ ମଞ୍ଚର ବିକ୍ଷୋଭ
କଟକ,୧୩-୦୨-୨୦୨୫(ପିପିଏସ) : ବିଦ୍ୟୁତ ଉପଭୋକ୍ତା ମିଳିତ ମଞ୍ଚ ପକ୍ଷରୁ ବାଦାମବାଡି ବିଦ୍ୟୁତ ନିର୍ବାହୀ ଯନ୍ତ୍ରୀଙ୍କ ଅଫିସ୍ ସମ୍ମଖରେ ବିକ୍ଷୋଭ କରାଯାଇଛି। ଶତାଧିକ ଉପଭୋକ୍ତା ଏକ ଶୋଭାଯାତ୍ରାରେ ଆସି ବିକ୍ଷୋଭ ପଦର୍ଶନ କରିଥିଲେ। ଏହି ଗଣ ବିକ୍ଷୋଭରେ ବିଦ୍ୟୁତ ଉପଭୋକ୍ତା ମିଳିତ ମଞ୍ଚର!-->…