Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କାବ୍ୟପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି
- ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକବ୍ୟକ୍ତ କରି କହିଛନ୍ତି ଯେ ଶ୍ରୀ ରମାକାନ୍ତ ରଥ ଜୀଙ୍କର କାବ୍ୟ, ବିଶେଷକରି ତାଙ୍କର କବିତା, ସମାଜର ସମସ୍ତ ବର୍ଗ ଭିତରେ ଆଦୃତି ଲାଭ କରି ପାରିଛି । ସେ ଜଣେ ପ୍ରଭାବୀ ପ୍ରଶାସକ ଏବଂ ବିଦ୍ୱାନ ଥିଲେ । ତାଙ୍କର କାର୍ଯ୍ୟ, ବିଶେଷକରି କବିତା,!-->!-->!-->…
ରାଜ୍ୟରେ ଖୁବ୍ ଶୀଘ୍ର ସକାଳୁଆ ହୋଇପାରେ ସ୍କୁଲ୍: ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
ଚଳିତ ବର୍ଷର ଗ୍ରୀଷ୍ମ ପ୍ରବାହ ଆଗରୁ ଅନୁଭୂତ ହେଉଥିବାରୁ ରାଜ୍ୟରେ ଖୁବ ଶୀଘ୍ର ସକାଳୁଆ ହୋଇପାରେ ସ୍କୁଲ। ଏନେଇ ଖୁବ୍ ଶୀଘ୍ର ନିଷ୍ପତ୍ତି ହେବ। ଆଜି ଏଭଳି ସୂଚନା ଦେଇଛନ୍ତି ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।
ଭୁବନେଶ୍ୱର ୧୬-୦୩-୨୦୨୫(ପିପିଏସ ) : ଓଡ଼ିଶାରେ ସାଧାରଣତଃ ଏପ୍ରିଲ!-->!-->!-->…
ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଆସନ୍ତା ୨୨ ତାରିଖରେ ଓଡ଼ିଶା ଆସିବେ ଅମିତ ଶାହ। ସେ ପ୍ରଥମେ ସମ୍ବଲପୁର ଆସିବେ ଏବଂ ତାପରେ ଭୁବନେଶ୍ବରରେ ବିଭିନ୍ନ ସରକାରୀ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେବେ।
ଭୁବନେଶ୍ୱର!-->!-->!-->…
ତାତିରେ ସିଝିଲା ଓଡ଼ିଶା: ବୌଦ୍ଧରେ ସର୍ବାଧିକ ୪୩.୬
ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି। ରବିବାର ରାଜ୍ୟର ସାତଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରି ସେଲସିୟସ ଉପରେ ରେକର୍ଡ କରାଯାଇଛି। ବୌଦ୍ଧ ସହର ୪୩.୬ ଡିଗ୍ରୀ ସେଲସିୟସ ତାପମାତ୍ରା ସହିତ ସବୁଠାରୁ ଉତ୍ତପ୍ତ ସ୍ଥାନ ଭାବରେ ଉଭା ହୋଇଛି
ଭୁବନେଶ୍ୱର ୧୬-୦୩-୨୦୨୫(ପିପିଏସ ) :!-->!-->!-->…
ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ
‘ଶ୍ରୀରାଧା’ର ସ୍ରଷ୍ଟା ତଥା ପ୍ରଖ୍ୟାତ ସାହିତ୍ୟିକ ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି।
ଭୁବନେଶ୍ୱର ୧୬-୦୩-୨୦୨୫(ପିପିଏସ ) : ‘ଶ୍ରୀରାଧା’ର ସ୍ରଷ୍ଟା ତଥା ପ୍ରଖ୍ୟାତ ସାହିତ୍ୟିକ!-->!-->!-->…
ଆସନ୍ତାକାଲି ପୁରୀ ସ୍ବର୍ଗଦ୍ବାରରେ ରମାକାନ୍ତ ରଥଙ୍କ ଅନ୍ତିମସଂସ୍କାର, ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ହେବ ଶେଷକୃତ୍ୟ
ଆସନ୍ତାକାଲି ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ପୁରୀ ସ୍ବର୍ଗଦ୍ବାରରେ ହେବ ସାହିତ୍ୟିକ ରମାକାନ୍ତ ରଥଙ୍କ ଅନ୍ତିମସଂସ୍କାର। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ଏଥିଲାଗି ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି।
ଭୁବନେଶ୍ୱର ୧୬-୦୩-୨୦୨୫(ପିପିଏସ ) : ଆସନ୍ତାକାଲି!-->!-->!-->…
‘ଶ୍ରୀରାଧା’ର ସ୍ରଷ୍ଟା ରମାକାନ୍ତ ରଥ ଆଉ ନାହାନ୍ତି
‘ଶ୍ରୀରାଧା’ର ସ୍ରଷ୍ଟା ତଥା ଓଡ଼ିଶାର ଖ୍ୟାତନାମା କବି ରମାକାନ୍ତ ରଥ ଆଉ ନାହାନ୍ତି। ୯୦ ବର୍ଷ ବୟସରେ ଭୁବନେଶ୍ବରଠାରେ ତାଙ୍କର ପରଲୋକ ଘଟିଛି। ତାଙ୍କ ବିୟୋଗରେ ସାହିତ୍ୟିକ ମହଲରେ ଶୋକର ଛାୟା ଖେଳିଯାଇଛି।
ଭୁବନେଶ୍ୱର ୧୬-୦୩-୨୦୨୫(ପିପିଏସ ) : ‘ଶ୍ରୀରାଧା’ର ସ୍ରଷ୍ଟା ତଥା ଓଡ଼ିଶାର!-->!-->!-->…
ଗିରଫ ହେଲେ ବିଜେଡି ନେତା ରାଜା ଚକ୍ର
୧୬୦ କୋଟି ଟଙ୍କା ଦୁର୍ନୀତି ଅଭିଯୋଗ
ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ଆର୍ଥିକ ଅନିୟମିତତା ଘଟଣାରେ ଆଜି କ୍ରାଇମବ୍ରାଞ୍ଚ ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କରିଛି। ଏନେଇ କ୍ରାଇମବ୍ରାଞ୍ଚ ଏଡିଜି ସୂଚନା ଦେଇଛନ୍ତି। ତାଙ୍କ ବିରୋଧରେ ୧୬୦ କୋଟି ଟଙ୍କା ଦୁର୍ନୀତି କରିଥିବାର ଅଭିଯୋଗ!-->!-->!-->…
ବନ୍ଧା ହେଲେ ବାପା ଓ ଜେଜେମା
ଦ୍ୱିତୀୟ ବିବାହକୁ ବାରଣ କରିବାରୁ ଦୁଇ ନାବାଳକ ପୁଅଙ୍କୁ ତଣ୍ଟି ଚିପି ହତ୍ୟା କଲା ପିଶାଚ ବାପା
ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଧାନଚାଙ୍ଗଡ଼ା ଗ୍ରାମରେ ବାପାର ଦ୍ୱିତୀୟ ବିବାହକୁ ବାରଣ କରିବାରୁ ନିଜର ଦୁଇ ନାବାଳକ ପୁଅଙ୍କୁ ତଣ୍ଟି ଚିପି ହତ୍ୟା କରିଛି ପିଶାଚ ବାପା। ଆଉ ଏଥିରେ!-->!-->!-->…
ଗଠନ ହେବ ଅପେରା ସେନ୍ସର ବୋର୍ଡ
ଅପେରା ଶୋ’ରେ ଅଶ୍ଳୀଳତା ରୋକିବା ପାଇଁ ବିଧାନସଭା ସ୍ଥାୟୀ କମିଟି ଓଡ଼ିଶାରେ ଏକ ଅପେରା ସେନ୍ସର ବୋର୍ଡ ଗଠନ କରିବାକୁ ସୁପାରିଶ କରିଛି। ବୋର୍ଡ ନିଶ୍ଚିତ କରିବ ଯେ, ଅପେରା ପ୍ରଦର୍ଶନଗୁଡ଼ିକ ନିର୍ଦ୍ଦେଶାବଳୀ ଏବଂ ନିୟମାବଳୀ ପାଳନ କରିବ
ଭୁବନେଶ୍ୱର ୧୩-୦୩-୨୦୨୫ (ପିପିଏସ ) : ଅପେରା!-->!-->!-->…