Browsing Category

ଓଡିଶା

‘ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌ରୁ ୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ଆଶା ରହିଛି’

ଭାରତର ଶିଳ୍ପ ବିଳ୍ପବର ନେତୃତ୍ୱ ନେବାକୁ ଓଡ଼ିଶା ପ୍ରସ୍ତୁତ ଅଛି। ୭ ମାସ ମଧ୍ୟରେ ୧୫୯ ଶିଳ୍ପକୁ ଆମେ ମଞ୍ଜୁରୀ ଦେଇଛୁ। ରାଜ୍ୟକୁ ଏପର୍ଯ୍ୟନ୍ତ ୨ ଲକ୍ଷ ୭୫ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ଆସିଛି। ଏହା ଦ୍ବାରା ୨ ଲକ୍ଷ ୧୫ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଭୁବନେଶ୍ୱର

ବିଭିନ୍ନ ଜିଲ୍ଲା ପାଇଁ ସଭାପତି ଘୋଷଣା କଲା ବିଜେପି; ଜାଣନ୍ତୁ କେଉଁଠି କିଏ?

ତୃଣମୂଳ ସ୍ତରରେ ସଂଗଂନକୁ ସୁଦୃଢ଼ କରିବା ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି)ର ଓଡ଼ିଶା ଶାଖା ବିଭିନ୍ନ ଜିଲ୍ଲାରେ ସଭାପତିଙ୍କ ନାମ ଘୋଷଣା କରିଛି। ବିଜେପି କଟକ ଜିଲ୍ଲା ପାଇଁ ସୁକାନ୍ତ ବିଶ୍ୱାଳଙ୍କୁ ସଭାପତି କରିଛି। ଭୁବନେଶ୍ୱର ୨୫-୦୧-୨୦୨୫(ପିପିଏସ ) : ତୃଣମୂଳ ସ୍ତରରେ ସଂଗଂନକୁ

ପୁରାଣ ପ୍ରସିଦ୍ଧ ଚନ୍ଦ୍ରଭାଗା ବୁଡ ….

ସ୍ବତନ୍ତ୍ର ସ୍ଥାୟୀ ଆର୍ଥିକ ବ୍ୟବସ୍ଥା କରିବା ପାଇଁ ଦାବି କୋଣାର୍କ/ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ) : ଭାରତ ବର୍ଷର ପ୍ରାଚୀନ ଐତିହ୍ୟ, ସଂସ୍କୃତି ଓ ପରମ୍ପରାର ପ୍ରତୀକ ପୁରାଣ ପ୍ରସିଦ୍ଧ ଚନ୍ଦ୍ରଭାଗା ମାଘସପ୍ତମୀ ବୁଡ ନିମନ୍ତେ ଉତ୍ତର ପ୍ରଦେଶର ପ୍ରସିଦ୍ଧ କୁମ୍ଭ ମେଳା ଓ

୧୮ଟି ଜିଲ୍ଲାକୁ କୁହୁଡି ଚେତାବନୀ

ନିଖୋଜ ହୋଇଯାଇଛି ‘ମାଘ’ ମାସର ବାଘ ଭଳି ଶୀତ-ଜାଡ଼ ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ) : ମାଘ ମାସର ବାଘ ଭଳି ଶୀତ ଓ ଜାଡ଼ ଆଉ ନାହିଁ। ମୟୂରଂଭଜ, ସୁନ୍ଦରଗଡ଼, କୋରାପୁଟ, କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ଏବେ ରାତିରେ ଶୀତ ଅନୁଭୂତ ହେଉଥିବା ବେଳେ ଦିନ ବେଳା ଶୀତଋତୁର ପ୍ରଭାବ ଆଉ

ଟ୍ରେନରୁ ଖସିପଡି ଏମ୍‌ସିଏ ଛାତ୍ରୀଙ୍କ ମୃତ୍ୟୁ

ହରିଚନ୍ଦନପୁର/ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ) : ଝିଅ ଭୁବନେଶ୍ବରରୁ ଘରକୁ ଆସୁଛି ବୋଲି ପରିବାର ଲୋକେ ବହୁତ ଖୁସିରେ ଥିଲେ। ଝିଅ ଆସିଲେ କ’ଣ ଖାଇବ କେଉଁଠିକୁ ବୁଲିଯିବ ସେଥି ପାଇଁ ମଧ୍ୟ ପ୍ରସ୍ତୁତି କରିଥିଲେ। ତେବେ ଯେଉଁ ଝିଅର ପହଞ୍ଚିବାକୁ ପରିବାର ଲୋକେ ସକାଳ ଠାରୁ ମଧ୍ୟାହ୍ଣ

୪୦ ହଜାର ନିଯୁକ୍ତି ଦେବେ ରାଜ୍ୟ ସରକାର

ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ) : ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ରାଜ୍ୟ ସରକାର ଆଜି ପ୍ରାକ୍‌ ବଜେଟ୍‌ ବୈଠକ କରିଛନ୍ତି। ଲୋକସେବା ଭବନରେ ଆୟୋଜିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଛନ୍ତି। ବୈଠକରେ ଆଗାମୀ ଆର୍ଥିକ ବର୍ଷରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ,

ଓଡ଼ିଶା ଶ୍ରେଷ୍ଠ ନିବେଶ କ୍ଷେତ୍ର :ମୁଖ୍ୟମନ୍ତ୍ରୀ

ଐତିହାସିକ ହେବ ଉତ୍କର୍ଷ ଓଡିଶା-ମେକ୍ ଇନ୍ ଓଡିଶା କନକ୍ଲେଭ୍-୨୦୨୫ ଉତ୍କର୍ଷ ଓଡିଶା-ମେକ୍ ଇନ୍ ଓଡିଶା କନକ୍ଲେଭ୍-୨୦୨୫ରେ ଜାନୁଆରି ୨୮-୨୯, ଦୁଇ ଦିନ ଧରି ଏହା କେବଳ ଡେଲିଗେଟ୍‌ମାନଙ୍କ ପାଇଁ ଖୋଲା ରହିବ। ୩୦ ତାରିଖ ଦିନ ଏହାକୁ ସର୍ବସାଧାରଣଙ୍କ ପାଇଁ ଖୋଲା ରଖାଯିବ। ଭୁବନେଶ୍ୱର

ବାରବାଟୀ ଦିନିକିଆ

ଫେବ୍ରୁଆରି ୨ରେ ଅନ୍‌ଲାଇନ୍‌, ୫-୬ରେ କାଉଣ୍ଟର ଟିକେଟ୍‌ ଐତିହାସିକ ବାରବାଟୀ କ୍ରିକେଟ ଷ୍ଟାଡିୟମ୍‌ରେ ଆୟୋଜିତ ହେବାକୁ ଯାଉଥିବା ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ୍ ମ୍ୟାଚ୍‌ର ଟିକେଟ୍‌ ବିକ୍ରି ନେଇ ତାରିଖ ଘୋଷଣା ହୋଇଯାଇଛି। ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦର୍ଶକଙ୍କ

ଝାଡ଼ାବାନ୍ତିରେ ଶତାଧିକ ଛାତ୍ରଛାତ୍ରୀ ଆକ୍ରାନ୍ତ

ଖାତିଗୁଡାସ୍ଥିତ ଜବାହର ନବୋଦୟ ବିଦ୍ୟାଳୟରେ ଝାଡାବାନ୍ତି ବ୍ୟାପିଛି। ଏଥିରେ ଶତାଧିକ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି। ଗୁରୁତର ୯ ଜଣ ଛାତ୍ରଛାତ୍ରୀଙ୍କୁ ତେନ୍ତୁଳିଖୁଣ୍ଟି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରି ଚିକିତ୍ସା କରାଯାଇଛି। ତେନ୍ତୁଳିଖୁଣ୍ଟି/ଭୁବନେଶ୍ୱର

ବାପ କଲା ମହାପାପ

ବରଗଡ଼ ଜିଲ୍ଲା ଅତାବିରା ଥାନା ଅଂଚଳରେ ଏକ ଅଭାବନୀୟ ଓ ଲଜ୍ଜାଜନକ ଘଟଣା ଘଟିଛି। ୩୬ ବର୍ଷୀୟ ବାପା ନିଜ ଜନ୍ମ କଲା ୧୨ ବର୍ଷିୟା ଝିଅକୁ ଦୁଷ୍କର୍ମ କରିବା ଭଳି ଘଟଣା ଦେଖିବାକୁ ମିଳିଛି। ଏ ନେଇ ଅତାବିରା ଥାନାରେ ମାମଲା ରୁଜୁ ହୋଇଥିବାବେଳେ ଉଭୟ ବାପ, ଝିଅଙ୍କୁ ଡ଼ାକ୍ତରୀମାଇନା ପାଇଁ