Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
‘ନେତାଜୀଙ୍କ ଦୃଷ୍ଟିକୋଣକୁ ନେଇ ସମୃଦ୍ଧ ଦେଶ ନିର୍ମାଣ ଉଦ୍ଦେଶ୍ୟରେ ବଢ଼ିବାକୁ ହେବ’
ନେତାଜୀ ଜୟନ୍ତୀ ଅବସରରେ କଟକରେ ଆୟୋଜିତ ‘ପରାକ୍ରମ ଉତ୍ସବ’ରେ ଯୋଗଦେଇ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ୧୯୪୩ ମସିହା ଡିସେମ୍ବରରେ ଜାପାନ ସହାୟତାରେ ଆଣ୍ଡାମାନ ଓ ନିକୋବର ଦ୍ବୀପରେ ଆଜାଦ୍ ହିନ୍ଦ ଫୌଜର ପ୍ରଥମ ସରକାର ପ୍ରତିଷ୍ଠା କରିଥିଲେ।
କଟକ,୨୩-୦୧-୨୦୨୫(ପିପିଏସ!-->!-->!-->…
ଶ୍ରୀମନ୍ଦିରରେ ମୋବାଇଲ ବାରଣ ନେଇ ଲାଗିଲା ସୂଚନା ଫଳକ
ଚାରିଦ୍ବାରରେ ଜଗିବେ ୪ ସ୍ବତନ୍ତ୍ର ଟିମ୍
ଶ୍ରୀମନ୍ଦିର ଗର୍ଭଗୃହ ଭିଡିଓ ଭାଇରାଲ୍ ଘଟଣା ପରେ ଶ୍ରୀମନ୍ଦିରରେ ମୋବାଇଲ୍ କଟକଣା ଉପରେ ସଚେତନତା ସୃଷ୍ଟି କରାଯାଇଛି। ଚାରିଦ୍ବାରରେ ସୂଚନା ଫଳକ ଓ ପୋଷ୍ଟର୍ ଲଗାଯାଇଛି। ମୋବାଇଲ୍ ଜଗିବାକୁ ଚାରିଦ୍ବାରରେ ୪ଟି ସ୍ବତନ୍ତ୍ର ଟିମ୍ ନିୟୋଜିତ!-->!-->!-->…
ରାଜ୍ୟ କ୍ୟାବିନେଟ୍ରେ ୧୦ ପ୍ରସ୍ତାବକୁ ଅନୁମୋଦନ
ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା
ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଲୋକସେବା!-->!-->!-->…
ପୁରୁଷଙ୍କୁ ସୁଭଦ୍ରା ଲୋଭ !
ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ସୁଭଦ୍ରାକୁ ନେଇ ବଡ଼ ଖୁଲାସା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ସୁଭଦ୍ରା ଯୋଜନା ପାଇଁ ରାଜ୍ୟର ୧୫୭ ଜଣ ପୁରୁଷ ଆବେଦନ କରିଛନ୍ତି।ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆହୁରି କହିଛନ୍ତି, ଆଧାର କାର୍ଡର ଯେତେବେଳେ!-->…
ଷଷ୍ଠ ଅର୍ଥ ଆୟୋଗ ଗଠନ କଲେ ରାଜ୍ୟ ସରକାର: ଅରୁଣ କୁମାର ପଣ୍ଡା ଅଧ୍ୟକ୍ଷ
ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ଅରୁଣ କୁମାର ପଣ୍ଡାଙ୍କୁ ଅଧ୍ୟକ୍ଷ ଭାବେ ନିଯୁକ୍ତ କରି ଓଡ଼ିଶା ସରକାର ଷଷ୍ଠ ରାଜ୍ୟ ଅର୍ଥ ଆୟୋଗ ଗଠନ କରିଛନ୍ତି। ସଦସ୍ୟ ସଚିବଙ୍କ ସମେତ ଆୟୋଗର ଚେୟାରମ୍ୟାନ୍ ତଥା ଅନ୍ୟ ସଦସ୍ୟମାନେ ବିଜ୍ଞପ୍ତି ପ୍ରକାଶ ପାଇବା ଦିନଠାରୁ ୬ମାସ ପର୍ଯ୍ୟନ୍ତ କାର୍ଯ୍ୟ କରିବେ
!-->!-->!-->…
ରାଜ୍ୟର ୫୮ଟି ସବ୍ ଡିଭିଜନରେ ଗୋଟିଏ ଲେଖାଏଁ ଶୀତଳ ଭଣ୍ଡାର ନିର୍ମାଣ ପାଇଁ ପ୍ରସ୍ତାବ
ରାଜ୍ୟରେ ପନିପରିବା ନଷ୍ଟ ନହେବା ପାଇଁ ଶୀତଳ ଭଣ୍ଡାର ଖୋଲିବା ନେଇ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଶୀତଳ ଭଣ୍ଡାର ପାଇଁ ଆର୍ଥିକ ପ୍ରୋତ୍ସାହନ ଯୋଗାଇ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି
ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ!-->!-->!-->…
ବିକଶିତ ଗାଁ, ବିକଶିତ ଓଡ଼ିଶା ପ୍ରସ୍ତାବକୁ ମଞ୍ଜୁରୀ
କ୍ୟାବିନେଟ୍ ବୈଠକରେ ବିକଶିତ ଗାଁ, ବିକଶିତ ଓଡ଼ିଶା ପ୍ରସ୍ତାବକୁ ୫ ବର୍ଷ ଯାଏ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନିଆଯାଇଛି ଗାଁର ବିକାଶ ହେଲେ ଦେଶର ବିକାଶ ହୋଇପାରିବ । ଏଥିପାଇଁ ନୂଆ ସରକାରଙ୍କର ପ୍ରଥମ ବଜେଟ୍ରେ ୧ ହଜାର କୋଟି ଟଙ୍କା ବ୍ୟୟବରାଦ ହୋଇଥିଲା
ଭୁବନେଶ୍ୱର ୨୨-୦୧-୨୦୨୫!-->!-->!-->…
ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ
ଅଯୋଗ୍ୟ ରାସନ କାର୍ଡଧାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ
ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ଅଯୋଗ୍ୟ ରାସନ କାର୍ଡଧାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ। ଏନେଇ ଓଡିଶା ଖାଦ୍ୟ ଯୋଗାଣ ଏବଂ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଚେତାବନୀ ଦେଇଛନ୍ତି।!-->!-->!-->…
ମେଡିକାଲ ଏବଂ ସ୍ବାସ୍ଥ୍ୟ ସେବା ନିୟମାବଳୀ ୨୦୧୭ର ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ
ଓଡିଶା ମେଡିକାଲ ଏବଂ ସ୍ବାସ୍ଥ୍ୟ ସେବା (ନିଯୁକ୍ତି ପଦ୍ଧତି ଏବଂ ସେବା ସର୍ତ୍ତ) ନିୟମାବଳୀ, ୨୦୧୭ରେ ସଂଶୋଧନ ପାଇଁ ଓଡିଶା କ୍ୟାବିନେଟ ବୁଧବାର ଦିନ ଅନୁମୋଦନ କରିଛି। ଏହି ସଂଶୋଧନର ଲକ୍ଷ୍ୟ ହେଉଛି ଓଡ଼ିଶା ମେଡିକାଲ୍ ଏବଂ ସ୍ୱାସ୍ଥ୍ୟ ସେବା ସର୍ତ୍ତାବଳୀକୁ ନିୟନ୍ତ୍ରଣ କରିବା
ଭୁବନେଶ୍ୱର!-->!-->!-->…
ଉପରାଷ୍ଟ୍ରପତି-ଗୃହମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ରାଜ୍ୟପାଳ
ଓଡ଼ିଶା ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ବୁଧବାର ଦିନ ନୂଆଦିଲ୍ଲୀରେ ଭାରତର ଉପରାଷ୍ଟ୍ରପତି ଜଗଦୀପ ଧନକରଙ୍କୁ ଭେଟିଛନ୍ତି। ସେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ଭେଟି ବିଭିନ୍ନ ବିକାଶମୂଳକ କାର୍ଯ୍ୟ ଏବଂ ଓଡ଼ିଶାରେ ଅଭିବୃଦ୍ଧି ତଥା ପ୍ରଗତି ସମ୍ପର୍କରେ ଆଲୋଚନା କରିଛନ୍ତି
!-->!-->!-->…