Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବା ପୂର୍ବରୁ ଇକେୱାଇସି ଅପଡେଟ କରିଦିଅନ୍ତୁ: ପ୍ରଭାତୀ ପରିଡ଼ା
ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଏକ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଚଳିତ ମାସ ଶେଷ ସୁଦ୍ଧା ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ଦିଆଯିବ।
ଭୁବନେଶ୍ୱର ୧୭-୦୧-୨୦୨୫(ପିପିଏସ) : ସୁଭଦ୍ରାକୁ!-->!-->!-->…
୨୧ ଘଣ୍ଟା ପରେ ମୁହଁ ଖୋଲିଲା କଂପାନୀ
ଡାଲମିଆ ସିମେଣ୍ଟ କାରଖାନାରେ ଅଘଟଣ
ପ୍ରଶାସନ କହୁଛି କେହି ଗୁରୁତର ନାହାନ୍ତି।
କମ୍ପାନୀ କହୁଛି ଅନ୍ୟକଥା ।
ପ୍ରଶାସନ ଓ କମ୍ପାନୀ ମଧ୍ୟରେ ରହୁନାହିଁ ତାଳମେଳ।
ରାଜଗାଙ୍ଗପୁର/ଭୁବନେଶ୍ୱର ୧୭-୦୧-୨୦୨୫(ପିପିଏସ) : ରାଜଗାଙ୍ଗପୁର ଡାଲ୍ମିଆ ସିମେଣ୍ଟ ଭାରତ ଲିମିଟେଡ୍!-->!-->!-->!-->!-->!-->!-->!-->!-->!-->!-->…
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ରେଳ ଷ୍ଟେସନଠାରୁ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଓ ଢେଙ୍କାନାଳ ଜିଲ୍ଲାର ୮୦୦ ଜଣ ବରିଷ୍ଠ ନାଗରିକ ସିରିଡି ଓ ନାସିକ ଦର୍ଶନ ପାଇଁ ଆଜି ଯାତ୍ରା ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ପାରମ୍ପରିକ ପୂଜା ସହିତ ପତକା ଦେଖାଇ ଏହି ଯାତ୍ରାର ଶୁଭାରମ୍ଭ କରିଥିଲେ ।!-->…
୮ଟି ପ୍ରକଳ୍ପରେ ସିଙ୍ଗାପୁର ସହ ରାଜ୍ୟ ସରକାରଙ୍କ ଏମଓୟୁ ସ୍ଵାକ୍ଷର
ଓଡିଶା ଗସ୍ତରେ ଏବେ ସିଙ୍ଗାପୁର ରାଷ୍ଟ୍ରପତି ଥିବାବେଳେ ତାଙ୍କ ଉପସ୍ଥିତିରେ ରାଜ୍ୟ ସରକାର ଆଜି ୮ଟି ବୁଝାମଣାପତ୍ର ସ୍ଵାକ୍ଷର କରିଛନ୍ତି | ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ଵାକ୍ଷର କରାଯାଇଛି
!-->!-->!-->…
ମାଓ ସଂଗଠନର ଟେକନିକାଲ କମାଣ୍ଡରର ଆତ୍ମସମର୍ପଣ
କୋଣ୍ଡାଗାଓଁ ଜିଲ୍ଲା ପୁଲିସ ନିକଟରେ ମାଓ ସଂଗଠନର ଟେକନିକାଲ କମାଣ୍ଡର ଗିଞ୍ଜୁର ରାମ ଉସେଣ୍ଡି ଓରଫ କମଲଦାସ ଉସେଣ୍ଡି(୪୫) ଆତ୍ମସମର୍ପଣ କରିଛି। କମଲଦାସ ଉସେଣ୍ଡି ନାମରେ ସରକାର ୫ ଲକ୍ଷ ଟଂକାର ପୁରସ୍କାର ରାଶି ଘୋଷଣା କରିଥିଲେ।
ମାଲକାନଗିରି/ଭୁବନେଶ୍ୱର ୧୭-୦୧-୨୦୨୫(ପିପିଏସ) :!-->!-->!-->…
ଏସ୍ସିବିରେ ଝୁଣ୍ଟୁଛି ମୋତିଆବିନ୍ଦୁ ଅସ୍ତ୍ରୋପଚାର
୫ ବର୍ଷ ହେଲା ଫେକୋ ମେସିନ୍, ଭିଜୁଆଲ ପେରିମିଟର୍ ଅଚଳ
କଟକ ୧୬-୦୧-୨୦୨୫(ପିପିଏସ) : ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲର ଚକ୍ଷୁ ବିଭାଗରେ ଏବେ ସ୍ବାଭାବିକ ଭାବେ ମୋତିଆବିନ୍ଦୁ ଅସ୍ତ୍ରୋପଚାର ବି ସମ୍ଭବ ହେଉନି। ମୋତିଆବିନ୍ଦୁର ଅତ୍ୟାଧୁନିକ ଅସ୍ତ୍ରୋପଚାର ପାଇଁ ବ୍ୟବହାର ହେଉଥିବା!-->!-->!-->…
୮୦ ବର୍ଷରୁ ଅଧିକ ବୟସ୍କ, ଦିବ୍ୟାଙ୍ଗଙ୍କୁ ଭତ୍ତା ବଣ୍ଟାଗଲା
୪.୧୭ ଲକ୍ଷ ଦିବ୍ୟାଙ୍ଗଙ୍କୁ ମାସିକ - ୩୫୦୦
ରାଜ୍ୟର ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଏବଂ ୮୦ ପ୍ରତିଶତ ବା ତା’ଠାରୁ ଅଧିକ ଦିବ୍ୟାଙ୍ଗ ଏଣିକି ମାସକୁ ୩୫୦୦ ଟଙ୍କା ଭତ୍ତା ପାଇବେ। ବିଜେପି ସରକାରର ଏହି ମହତ୍ତ୍ବାକାଂକ୍ଷୀ ଯୋଜନାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝରରେ!-->!-->!-->…
ପ୍ଲାଣ୍ଟ ଭିତରେ ତହସିଲଦାର ଓ ପୁଲିସ୍
ସିମେଣ୍ଟ ପ୍ଲାଣ୍ଟରେ କୋଲ୍ହପର୍ ଭୁଶୁଡ଼ିବା ଘଟଣା
ରାଜଗାଙ୍ଗପୁର/ଭୁବନେଶ୍ୱର ୧୬-୦୧-୨୦୨୫(ପିପିଏସ) : ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରରେ ଏକ ସିମେଣ୍ଟ ପ୍ଲାଣ୍ଟରେ କୋଲ୍ହପର୍ ଭୁଶୁଡ଼ି ଏକାଧିକ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା ପ୍ରକାଶ ପାଇଛି। ଷ୍ଟକ ରଖାଯାଉଥିବା କୋଇଲା!-->!-->!-->…
ମାଟିରେ ମିଶିବ ବୈକୁଣ୍ଠଧାମ ଆଶ୍ରମ
ଶୁକ୍ରବାର ଖଣ୍ଡଗିରି ସ୍ଥିତ ବୈକୁଣ୍ଠଧାମ ଆଶ୍ରମ ମାଟିରେ ମିଶିବ। ମାଇକ୍ ଯୋଗେ ବିଡ଼ିଏ ପକ୍ଷରୁ ଗୁରୁବାର ଏନେଇ ଘୋଷଣା କରାଯାଇଛି। ସରକାରୀ ଜମି ଜବର ଦଖଲ କରି ବୈକୁଣ୍ଠଧାମ ତିଆରି ହୋଇଥିବା ବିଡ଼ିଏ ପକ୍ଷରୁ କୁହାଯାଇଛି । ଯଥାଶୀଘ୍ର ସେହି ଜମି ଖାଲି କରିବାକୁ ବିଡ଼ିଏ କହିଛି
ଭୁବନେଶ୍ୱର!-->!-->!-->…
୧୮ ଜାନୁଆରିରୁ ଭିତରକନିକାରେ ପକ୍ଷୀ ଗଣନା
ଜାନୁଆରି ୧୮ରୁ ଭିତରକନିକାରେ ପକ୍ଷୀ ଗଣନା ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ରାଜନଗର ଜଙ୍ଗଲ ବିଭାଗ ଦ୍ବାରା ରାଜନଗର, କନିକା, ଗହିରମଥା, ମହାକାଳପଡା ଏବଂ କୁଜଙ୍ଗ ଆଦି ପାଞ୍ଚଟି ରେଞ୍ଜ୍ରେ ପକ୍ଷୀ ଗଣନା କରାଯିବ
ରାଜନଗର/ଭୁବନେଶ୍ୱର ୧୬-୦୧-୨୦୨୫(ପିପିଏସ) : ଜାନୁଆରି ୧୮ରୁ!-->!-->!-->…