Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବିଜାପୁର ଗୁଳିବିନିମୟ: ପୁଲିସ ଗୁଳିରେ ନିହତ ୫ ନକ୍ଦଲଙ୍କ ମୃତଦେହ ଜବତ
ସୀମାନ୍ତରେ ସୁରକ୍ଷା ବାହିନୀ ଓ ନକ୍ସଲମାନଙ୍କ ମଧ୍ୟରେ ଛକାପଞ୍ଝା ଚାଲିଛି। ସୁରକ୍ଷା ବାହିନୀ ଡାଳେଡାଳେ ଗଲେ ନକ୍ସଲମାନେ ପତ୍ରେପତ୍ରେ ଯାଉଛନ୍ତି। ସାଧାରଣ ସଂପତି ନଷ୍ଟ କରିବା ଓ ସୁରକ୍ଷା ବାହିନୀକୁ ଟାର୍ଗେଟ କରିବା ପାଇଁ ନକ୍ସଲମାନେ ନୂଆନୂଆ ଚିନ୍ତା କରୁଛନ୍ତି।
ଭୁବନେଶ୍ୱର!-->!-->!-->…
୨୪ ବର୍ଷର ବ୍ୟବଧାନ ପରେ ମୁଖ୍ୟମନ୍ତ୍ରୀ ଦେଖିଲେ ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରା
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା-୨୦୨୫ ଦେଖିଛନ୍ତି। ଏଥି ସହିତ ସେ ଗତବର୍ଷ ଡିସେମ୍ବର ୮ ତାରିଖରେ ବରଗଡ଼ ଜିଲ୍ଲା ସୋହେଲା ଠାରେ ଇନ୍ପୁଟ ସହାୟତା ରାଶି ବଣ୍ଟନର ଶୁଭାରମ୍ଭ ଅବସରରେ ଜନସାଧାରଣଙ୍କୁ ଦେଇଥିବା ପ୍ରତିଶ୍ରୁତି ରକ୍ଷା କରିଛନ୍ତି।
!-->!-->!-->…
ଦାରିଙ୍ଗବାଡି ଶୀତ ମହୋତ୍ସବ ଉଦଘାଟିତ
ଦାରିଙ୍ଗବାଡି/ଭୁବନେଶ୍ୱର ୧୧-୦୧-୨୦୨୫(ପିପିଏସ ) : ଓଡ଼ିଶା ର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ରେ ୨୦୨୫ ମସିହା ଶୀତ ମହୋତ୍ସବ ଆୟୋଜନ କରାଯାଇଛି, ଏହା ୧୧ ରୁ ୧୩ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ, ଆଜି ଏହାର ଶୁଭ ଉଦ୍ଘାଟନୀ ସମାରୋହ ଅନୁଷ୍ଠିତ ହୋଇ ଯାଇଛି । ସମିତି!-->…
ବାଙ୍କୀରେ ଦୁଇ ଗୋଷ୍ଠୀ ମୁହାଁମୁହିଁ: ୪ ଆହତ
କଟକ ଜିଲ୍ଲା ବାଙ୍କୀରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିବାର ଖବର ମିଳିଛି। ଡମପଡ଼ା ବ୍ଲକ୍ ଅନ୍ତର୍ଗତ ଭଗିପୁର ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିବା ସଂଘର୍ଷରେ ୪ଜଣ ଯୁବକ ଆହତ ହୋଇଛନ୍ତି।
ବାଙ୍କୀ/କଟକ୧୧-୦୧-୨୦୨୫(ପିପିଏସ ) : କଟକ ଜିଲ୍ଲା ବାଙ୍କୀରେ ଦୁଇ ଗୋଷ୍ଠୀ ମୁହାଁମୁହିଁ!-->!-->!-->…
ମାଡ଼ଖାଇ ଲହୁଲୁହାଣ ହୋଇଥିବା ଚୋରଙ୍କୁ ଗ୍ରାମବାସୀଙ୍କ ଠାରୁ ଉଦ୍ଧାର କଲା ପୁଲିସ
ମୟୂରଭଂଜ ଜିଲ୍ଲା ବାଙ୍ଗିରିପୋଷି ବ୍ଲକ ଭୂଆଶୁଣୀ ପଞ୍ଚାୟତ ତିଳା ଗ୍ରାମରେ ଚାରି ଜଣ ଛେଳି ଚୋରଙ୍କୁ ଗ୍ରାମବାସୀ ନିସ୍ତୁକ ମାଡ଼ ମାରିଛନ୍ତି। ଚୋରମାନଙ୍କୁ ଗ୍ରାମବାସୀଙ୍କ କବଳରୁ ଉଦ୍ଧାର କରି ପୁଲିସ ଅଟକ ରଖିଛି।
ବାଙ୍ଗିରିପୋଷି: ମୟୂରଭଂଜ ଜିଲ୍ଲା ବାଙ୍ଗିରିପୋଷି ବ୍ଲକ ଭୂଆଶୁଣୀ!-->!-->!-->…
ବିଦେଶୀ ପକ୍ଷୀଙ୍କଠାରେ ଲାଗିଲା ଟ୍ରାନ୍ସମିଟର୍: ୧୦ ମିନିଟ୍ ବ୍ୟବଧାନରେ ପକ୍ଷୀଙ୍କ ଉପସ୍ଥିତି ଜାଣିହେବ
ପକ୍ଷୀଙ୍କ କଳରବରେ ମୁଖରିତ ହେଉଛି ଚିଲିକା। ସାତଦରିଆ ଡେଇଁ ଲକ୍ଷାଧିକ ବିଦେଶାଗତ ପକ୍ଷୀ ଏଠାକୁ ଧାଇଁ ଆସିଛନ୍ତି। କେଉଁ ପକ୍ଷୀ କେଉଁଠାରୁ ଆସିଛନ୍ତି ତାହା ଜଣାପଡ଼ୁ ନ ଥିଲେ ମଧ୍ୟ ପର୍ଯ୍ୟଟକଙ୍କ ଆକର୍ଷଣ ପାଲଟୁଛନ୍ତି।
ଭୁବନେଶ୍ୱର ୧୧-୦୧-୨୦୨୫(ପିପିଏସ ) : ପକ୍ଷୀଙ୍କ କଳରବରେ ମୁଖରିତ!-->!-->!-->…
ବଳପୂର୍ବକ ବାଲିଘାଟ ଦଖଲ ଉଦ୍ୟମ
ଲିଜଧାରୀ ବ୍ୟବସାୟୀଙ୍କୁ ଗ୍ୟାଙ୍ଗଷ୍ଟରର ଧମକ-ଏତଲାର ପରେ ବି ତଦନ୍ତ ଆରମ୍ଭ ହୋଇନି-ଡିସିପିଙ୍କ ଦ୍ୱାରସ୍ଥ ହେଲେ ଅଭିଯୋଗକାରୀକଟକ, ୧୧-୦୧-୨୦୨୫(ପିପିଏସ ) : ବାଲିଘାଟ ଛାଡିବାକୁ ଲିଜଧାରୀଙ୍କୁ ଧମକ ଦେଇଛି ଗ୍ୟାଙ୍ଗଷ୍ଟର । ପ୍ରଥମେ ଲକ୍ଷାଧିକ ଟଙ୍କା ବଟି ନେବା ପରେ ଏବେ ପୂରା ବାଲିଘାଟ ଦଖଲ!-->…
ବାପାର ଛୁରାମାଡ଼ରେ ଚାଲିଗଲା ମଦ୍ୟପ ପୁଅର ଜୀବନ
ବାପାର ଛୁରାମାଡ଼ରେ ପୁଅ ମୃତ। କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡା ପଞ୍ଚାୟତର ସୀଙ୍ଗମିଲ ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜିତେନ୍ଦ୍ର ମଲ୍ଲିକ (୨୩) ବୋଲି ଜଣାଯାଇଛି।
ବାଲିଗୁଡ଼ା/ଭୁବନେଶ୍ୱର ୧୧-୦୧-୨୦୨୫(ପିପିଏସ ) : ବାପାର ଛୁରାମାଡ଼ରେ ପୁଅ ମୃତ।!-->!-->!-->…
ଆତ୍ମସମର୍ପଣ କଲେ ୨ ମହିଳାଙ୍କ ସମେତ ୯ ଦୁର୍ଦ୍ଦାନ୍ତ ନକ୍ସଲ
ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ପୁଲିସ ନିକଟରେ ୨ ଜଣ ମହିଳା ମାଓବାଦୀଙ୍କ ସମେତ ୯ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସୁକମା ଏସପି କିରଣ ଚୌହାନଙ୍କ ନିକଟରେ ଏମାନେ ଆତ୍ମସମର୍ପଣ କରିଛନ୍ତି।
ମାଲକାନଗିରି/ଭୁବନେଶ୍ୱର ୧୧-୦୧-୨୦୨୫(ପିପିଏସ ) : ମାଲକାନଗିରି ସୀମାନ୍ତ!-->!-->!-->…
ବାଲି ଚୋରି ରୋକିବା ପାଇଁ ରାଜ୍ୟ ସରକାର ବ୍ୟବସ୍ଥା କରୁଛନ୍ତି: ସୁରେଶ ପୂଜାରୀ
ବାଲି ମାଫିଆଙ୍କ ଦୌରାତ୍ମ୍ୟକୁ ରୋକିବା ଲାଗି ରାଜ୍ୟ ସରକାର ଯୋଜନା କରୁଛନ୍ତି। ଏନେଇ ପୂର୍ବ ସରକାରଙ୍କୁ ଦୋଷ ଦେବା ସହ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ପୂର୍ବରୁ ବାଲି ରାଜସ୍ୱ ବିଭାଗରେ ଥିଲା। ହେଲେ କାହିଁକି ବାଲିକୁ ଅଲଗା କରି ଖଣି ବିଭାଗକୁ ଦେଲେ ପୂର୍ବତନ ସରକାର!-->…